Breaking News

ପୋଲସରା କଲେଜରେ ଅବସର କାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ |    (08-Aug-2026)       ||      ପୋଲିସ ଗାଡି ଓ ବୁଲେଟ ମୁହାଁ ମୁହିଁ ଧକ୍କା ବୁଲେଟ ୠଦୁଇ ଓ ପୋଲିସ ର ଦୁଇ ଆହତ |   (08-Aug-2026)       ||      ସବୁ ବାଦ, ବିବାଦ ର ଅବସାନ ଘଟାଇ ବିଜୟ ଙ୍କ ବିରୋଧ ରେ ଦେଇଥିବା କୋର୍ଟ ମାମଲା କୁ ପତ୍ନୀ ସଂଗୀତାକଲେ ପ୍ରତ୍ୟାହାର |   (08-Aug-2026)       ||      ପିଏମ ଶ୍ରୀ ଗୋପବନ୍ଧୁ ଉଚ୍ଚ ବିଦ୍ୟାଳୟ କମିଟି ଓ ଅଭିଭାବକ ବୈଠକ |   (08-Aug-2026)       ||      ପିଏମ ଶ୍ରୀ ଗୋପବନ୍ଧୁ ଉଚ୍ଚ ବିଦ୍ୟାଳୟ କମିଟି ଓ ଅଭିଭାବକ ବୈଠକ ||   (08-Aug-2026)       ||      ନବମ ଶ୍ରେଣୀ ଛାତ୍ରୀ କୋମଳ ନାୟକ ଇଂରାଜୀ ରେ ରଚନା କଲେ ତିନିଗୋଟି ପୁସ୍ତକ |    (08-Aug-2026)       ||      କଲ୍ୟାଣ ସିଂହ ପୁର ବିଡ଼ିଓ ଙ୍କ ମନମୁଖୀ କାର୍ଯ୍ୟ ଯୋଗୁଁ ବଜେଡି ର ଉପଜିଲ୍ଲାପାଳ ଙ୍କୁ ଅଭିଯୋଗ ପତ୍ର ପ୍ରଦାନ |    (08-Aug-2026)       ||      ବିଶ୍ୱରେ ଚିନି ଶଙ୍କଟ , ଦର ଆକାଶ ଛୁଆଁ |    (08-Aug-2026)       ||      ରାଜନୀତି ବିଭାଗ ପକ୍ଷରୁ ନୂତନ ଅଧକ୍ଷ ଙ୍କୁ ସମ୍ବର୍ଦ୍ଧନା |    (07-Aug-2026)       ||      ସାନଟେମାରି ସରକାରୀ ଉଚ୍ଚ ବିଦ୍ୟାଳୟ ରୁ ପିଲା ଚାଲିଯିବା ଉପରେ ଜିଲ୍ଲପାଳ ଙ୍କ କଡା ଆଭିମୁଖ୍ୟ |   (07-Aug-2026)       ||      ପୂର୍ବ ଶତ୍ରୁତା କୁ କେନ୍ଦ୍ରକରି ଯୁବକଙ୍କୁ ମରଣାନ୍ତକଆକ୍ରମଣ |    (07-Aug-2026)       ||      ବ୍ରହ୍ମପୁର ମହାନଗର ନିଗମ ଅଫିସ ଆଗରେ ବକେୟା ବିଲ ପାଇବା ଦାବିରେ ଠିକାଦାର ମାନଙ୍କ ଧାରଣା |   (07-Aug-2026)       ||      ମାଇକ୍ରୋ ଫାଇନାନ୍ସ କମ୍ପାନୀ ବିରୁଦ୍ଧରେ କ୍ଷତିଗ୍ରସ୍ତ ଜମାକାରୀଙ୍କ ପକ୍ଷରୁ ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର |   (07-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ ରେ ପାଦେରୀ ପଡା ଓ ଶୁଣ୍ଡରୁ ମିଲା ଦଳ ବିଜୟୀ |   (07-Aug-2026)       ||      ଅଭିନେତ୍ରୀ ତ୍ରିଶା ଙ୍କୁ କଟୁ ଦିଅର୍ଥ ବୋଧକ ଶବ୍ଦ କହିବା ଉଦୟ ନିଧି ଷ୍ଟାଲିନ ଙ୍କୁ ମହିଳା ମାନେ କଲେ କଟୁ ସମାଲୋଚନା |   (07-Aug-2026)       ||      ନୁଆଁ ଖାଇ ପାଇଁ ବଲାଙ୍ଗୀର ଜିଲ୍ଳାରେ ଆରମ୍ଭ ହେଲା ଲଗ୍ନ ଦେଖା    (07-Aug-2026)       ||      ଜୁଆ ଖେଳ ଉପରେ ପୋଲିସ ର ଚଢ଼ାଉ 7 ଅଭିଯୁକ୍ତ ସହ, ଟଙ୍କା, ମୋବାଇଲ ଓ ବାଇକ ଜବତ ||   (07-Aug-2026)       ||      ଖଲ୍ଲିକୋଟ ପାଚିକା ସହାୟିକା ଙ୍କ ତାଲିମ ଶିବିର ଅନୁଷ୍ଠିତ!|    (07-Aug-2026)       ||      ଗୁଆଳି ପୁର ଗ୍ରାମର ଶତାୟୁ ବ୍ୟକ୍ତିଙ୍କ ପରଲୋକ |    (07-Aug-2026)       ||      ଜଣେ ଅଭିଯୁକ୍ତ ଅପିଲ କୁ ନେଇ ହାଇକୋର୍ଟ ଙ୍କ ଅଭିମୁଖ୍ୟ ନେଇ ଅସନ୍ତୋଷ ପ୍ରକାଶ କଲେ ସୁପ୍ରିମକୋର୍ଟ |    (07-Aug-2026)       ||     

ପୋଲସରା ନିକଟ ପାତିଗଡ଼ ରତନୀ ଅଟୋଚାଳକ ସଙ୍ଘ ତରଫରୁ ମାଗଣା ଚକ୍ଷୁ ପରୀକ୍ଷା ଶିବିର ଅନୁଷ୍ଠିତ |

24-May-2025

ମାଗଣା ଚକ୍ଷୁ ପରୀକ୍ଷା ଶିବିର 
ଓଡ଼ିଶା ଜନମତ, ପୋଲସରା, ସନ୍ତୋଷ କୁମାର ପଣ୍ଡା 
  ତା.୨୪. ୫. ୨୫  

 ପୋଲସରା ସହର ନିକଟ ପାଟିଗଡ଼ ରୋଡ଼ ନିକଟରେ ଥିବା ମା ରତନୀ ଅଟୋ ଚାଳକ ସଂଘ କାର୍ଯ୍ୟାଳୟ ଗୃହ ପରିସରରେ ଶନିବାର  ଓଡିଶା ଡ୍ରାଇଭର ମହାସଂଘ ଆନୁକୂଲ୍ୟରେ ମାଗଣା ଚକ୍ଷୁ ପରିକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି | ଏଥିରେ ମୋଟ ୫୭ ଜଣଙ୍କର ଚକ୍ଷୁ ପରୀକ୍ଷଣ ନିମନ୍ତେ ପଞ୍ଜିକରଣ କରାଯାଇଥିଲା |ସେଥିମଧ୍ୟରୁ ୪୨ ଜଣଙ୍କୁ ଚଷମା ପ୍ରଦାନ କରାଯାଇଥିବା ବେଳେ ୭ ଜଣଙ୍କ ର ଅଧିକ ଚିକିତ୍ସା ନିମନ୍ତେ ସମରଝୋଳ ସ୍ଥିତ  ଶଙ୍କର ଆଇ ହସ୍ପିଟାଲ କୁ ପଠା ଯାଇଥିଲା ଏବଂ ୨ ଜଣଙ୍କର ପରଳ ଅପରେସନ ଲାଗି ପଠାଯାଇଥିଲା |ଏହି କାର୍ଯ୍ୟକ୍ରମ ରେ  ମା ରତନୀ ଅଟୋ ଚାଳକ  ସଙ୍ଘ ର ସମସ୍ତ କର୍ମକର୍ତ୍ତା ଉପସ୍ଥିତ ରହି ସହଯୋଗ କରିଥିବା ବେଳେ ଶଙ୍କର ଚକ୍ଷୁ ଚିକିତ୍ସାଳୟର ଆଇ ଟେକନିସିଆନ ଉପସ୍ଥିତ ରହି ଚକ୍ଷୁ ପରୀକ୍ଷଣ କରିଥିଲେ |

News Comment

You Might Also Like

BACK TO TOP