Breaking News

ବିପୁଳ ପରିମାଣ ର ଗଞ୍ଜେଇ ଜବତ, ଦୁଇ ଅଭିଯୁକ୍ତ ଗିରଫ |   (09-Oct-2026)       ||      ଟାଟାବେଞ୍ଜ ଛକ ସ୍ଥିତ ଏକ ଲଜରୁ ସେକ୍ସ ରାକେଟ କୁ ଠାବ କଲା ବୈଦ୍ୟନାଥ ପୁର ପୋଲିସ |   (09-Oct-2026)       ||      ଅବକାରୀ ବିଭାଗ ଗନ୍ଧ ମର୍ଦ୍ଦନ ରେ ଚଢ଼ାଉ କରି ମଦ ସହ 4000ଲିଟର ମହୁଲ ପୋଚ ଜବତ |    (09-Oct-2026)       ||      କଂଗ୍ରେସ ର ଓଡିଶା ବନ୍ଦର ଡାକରା ରଘୁନାଥ ପୁର ବ୍ଲକରେ ପ୍ରଭାବ ପଡିଲା ||   (09-Oct-2026)       ||      ପୋଲସରା ରେ ବିଜେଡିର" ଜନ ସମ୍ପର୍କ ପଦଯାତ୍ରା " ଆରମ୍ଭ |   (08-Oct-2026)       ||      ସିଂହପୁର ରେ ନୁଆଁ ମଲ୍ଟି କେୟାର ପ୍ଲସ କ୍ଲିନିକ ଉଦଘାଟିତ |   (08-Oct-2026)       ||      ଆଇନ ଶୃଙ୍ଖଳା ସ୍ଥିତି ପାଇଁ ଉପଜିଲ୍ଲାପାଳ ଙ୍କ ଖରସ୍ରୋତା ମହାବିଦ୍ୟାଳୟ ପରିଦର୍ଶନ ||    (08-Oct-2026)       ||      ଆର ତୁମ୍ବନାଥ ବିଦ୍ୟାପୀଠ ର 63ତମ ପ୍ରତିଷ୍ଠା ଦିବସ ପାଳିତ |    (08-Oct-2026)       ||      ଗଞ୍ଜାମ ଜିଲ୍ଲା ରେ ବନ୍ଦର 80 ପ୍ରତିଶତ ବନ୍ଦ ର ପ୍ରଭାବ ପଡିଛି ||   (08-Oct-2026)       ||      କଂଗ୍ରେସ ର ବନ୍ଦ ର ପ୍ରଭାବ ରେ ବାଲିଗୁଡା ଜନ ଶୂନ୍ୟ |   (08-Oct-2026)       ||      କଲ୍ୟାଣ ପୁର ରେ ଶାନ୍ତି ପୂର୍ଣ୍ଣ 12ଘଣ୍ଟିଆ ବନ୍ଦ ପାଳନ |   (08-Oct-2026)       ||      ବେଗୁନିଆପଡା ରେ କଂଗ୍ରେସ ର ବନ୍ଦ ଡାକରା ର ମିଶ୍ରିତ ପ୍ରଭାବ ଦେଖିବାକୁ ମିଳିଛି ||   (08-Oct-2026)       ||      ପଦ୍ମପୁର ଉପଖଣ୍ଡ କଂଗ୍ରେସ ର ଡାକରା ରେ ସମ୍ପୂର୍ଣ୍ଣ ବନ୍ଦ ||   (08-Oct-2026)       ||      ଶାନ୍ତିନଗର ପୋଖରୀ ରେ ବୁଡି ଦୁଇ ନାବାଳିକା ମୃତ |    (08-Oct-2026)       ||      ମାଝୀଗୁଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହାତ୍ସବ ସୁରଭି ଅନୁଷ୍ଠିତ |    (08-Oct-2026)       ||      ଚାଷୀଙ୍କ ବିଭିନ୍ନ ସମସ୍ୟା ପାଇଁ ମୁଣ୍ଡ ଟେକିଲା ଅଖିଳ ଭାରତୀୟ କୃଷକ ସଂଘଟନ |   (08-Oct-2026)       ||      ନବମ ରାଷ୍ଟ୍ରୀୟ ପୋଷଣ ମାସ-- 2026ଖୋର୍ଦ୍ଧା ଜିଲ୍ଲା ସ୍ତରୀୟ ଅନୁଷ୍ଠିତ |    (08-Oct-2026)       ||      ଖୋର୍ଦ୍ଧା ରେ ସେବା ସଂକଳ୍ପ ପଦଯାତ୍ରା, ଲୋକଙ୍କ ସହ ଯୋଡି ହେବାଜୁ ମୁଖ୍ୟମନ୍ତ୍ରୀ ଙ୍କ ଆହ୍ୱାନ |   (08-Oct-2026)       ||      ଖୋର୍ଦ୍ଧା ରେ ସେବା ସଂକଳ୍ପ ପଦଯାତ୍ରା ରେ ଯୋଡି ହେବାକୁ ମୁଖ୍ୟମନ୍ତ୍ରୀ ଙ୍କ ଆହ୍ୱାନ |   (07-Oct-2026)       ||      17ବର୍ଷରୁ କମ ଫୁଟବଲ ଚୟନ ରେ ଅନିୟମିତତା ନେଇ ଖୋର୍ଦ୍ଧା ଜିଲ୍ଲା ଶିକ୍ଷା ଧିକାରୀଙ୍କୁ ଅଭିଯୋଗ |    (07-Oct-2026)       ||     

ବିଦ୍ୟୁତ ଆଘାତ ରେ ଯୁବକ ଙ୍କ ମୃତ୍ୟୁ |

27-May-2025

ବିଦ୍ୟୁତ ଆଘାତରେ ଯୁବକଙ୍କ ମୃତ୍ୟୁ।,

ଓଡ଼ିଶା ଜନମତ, ପୋଲସରା, ସନ୍ତୋଷ କୁମାର ପଣ୍ଡା 
-----------------------------------------------------
ପୋଲସରା  ତା.୨୬/୦୫/୨୦୨୫:- ପୋଲସରା ବ୍ଲକ ଓ ଥାନା  ଅଧିନସ୍ଥ ରୁମାଗଡ଼ ଗ୍ରାମପଂଚାୟତର ରୁମାଗଡ଼ ଗ୍ରାମ ପାଟଣା ସାହିର ବାସିନ୍ଦା ଧନୁ ସାହୁଙ୍କ ପୁଅ କିଶୋର ଚନ୍ଦ୍ର ସାହୁ(37) ଆଜି ସାବିତ୍ରୀ ଅମାବାସ୍ୟା ଦିବସରେ ଘରେ କାମ କରୁଥିବାବେଳେ କୌଣସି କାରଣରୁ ବିଦ୍ୟୁତ  ଆଘାତରେ ମୃତୁବରଣ କରିଛନ୍ତି। ସେ ଦିନ ମଜୁରିଆ ଭାବେ କାମକରି ପରିବାର ଚଳାଉ ଥିଲେ। ସେ ଜଣେ ଅତ୍ୟନ୍ତ ଗରିବ ଶ୍ରେଣୀର ବ୍ୟକ୍ତି ଥିଲେ। ତାଙ୍କର ପରିବାରରେ ସ୍ତ୍ରୀଙ୍କ ସମେତ ଦୁଇଟି ଝିଅ ଓ ଗୋଟିଏ ପୁଅ ଅଛନ୍ତି। ଘଟଣା ଘଟିବା ପରେ ପରିବାର ତରଫରୁ ଗ୍ରାମ ବାସୀଙ୍କ ସହଯୋଗରେ କିଶୋରଙ୍କୁ ପୋଲସରା ସରକାରୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଆଣି ଡ଼ାକ୍ତରଙ୍କୁ ଦେଖାଇଥିଲେ। ଡ଼ାକ୍ତର ପରୀକ୍ଷା କରି କିଶୋରଙ୍କୁ ମୃତ ଘୋଷଣା କରିଥିଲେ। ଏହି ଖବର ପାଇ ପୋଲସରା ଥାନା ପୋଲିସ ଟିମ୍ ମେଡ଼ିକାଲରେ ପହଞ୍ଚି ଶବକୁ ଜବତ କରିବା ସହ ୧୧/୨୫ରେ ଏକ ଅପମୃତ୍ୟୁ ମାମଲା ରୁଜୁକରି ବ୍ରହ୍ମପୁର ବଡ ମେଡିକାଲକୁ ବ୍ୟବଚ୍ଛେଦ ପାଇଁ ଶବକୁ ପଠାଇ ଦେଇଛି ଏଵଂ ଘଟଣାର ତଦନ୍ତ ଜାରିରଖିଛି। ଏହି ଘଟଣାକୁ ନେଇ ରୁମାଗଡ ଗ୍ରାମରେ ଶୋକର ଛାୟା ଖେଳିଯାଇଥିବାବେଳେ ଘୁମୁସର ଜିଲ୍ଲା ବିଜେପି ଉପସଭାପତି ତଥା ବିଶିଷ୍ଠ ସମାଜସେବୀ ପ୍ରଭାକର ପଣ୍ଡା, ସମିତି ସଭ୍ୟା ଲକ୍ଷ୍ମୀବାଇ ପଣ୍ଡା, ସରପଞ୍ଚ ଜିତୁ ବିଷୋୟୀ ଓ ଆଇନଜୀବୀ କାହୁଁ ଚରଣ ସାହୁ ପ୍ରମୁଖ ବ୍ୟକ୍ତି ବିଶେଷ ଶୋକବ୍ୟକ୍ତ କରିବା ସହିତ ମୃତକଙ୍କ ଗରିବଶ୍ରେଣୀ ପରିବାରକୁ ସରକାରୀ ସହାୟତା ଶୀଘ୍ର ଯୋଗାଇଦେବାକୁ ଗ୍ରାମବାସୀଙ୍କ ସହିତ ଦାବି କରିଛନ୍ତି।

News Comment

You Might Also Like

BACK TO TOP