Breaking News

କୋଦଳା ଗୋଷ୍ଟି ସ୍ୱାସ୍ଥ୍ୟ କେନ୍ଦ୍ର ରେ ସ୍ୱାସ୍ଥ୍ୟ ସେବା ବିପର୍ଯ୍ୟସ୍ତ |    (27-Apr-2026)       ||      ପୋଲସରା ବାଲିଘାଇ ରେ ବଡ଼ ଭାଇର ବାହାଘର ପ୍ରୋସେସନ ରେ ସାନଭାଇକି କିଛି ବଚଷା କୁନେଇ ସଙ୍ଘବଦ୍ଧ ଆକ୍ରମଣ ରେ ମୃତ୍ୟୁ ପରେ ରାସ୍ତା ରୋକ |    (26-Apr-2026)       ||      କାରକୁ ବଞ୍ଚେଇବାକୁ ଯାଇ ବସ ଦୁର୍ଘଟଣା, ଅଳ୍ପକେ ବର୍ତ୍ତିଲେ 40ରୁ ଉର୍ଦ୍ଧ ଯାତ୍ରୀ |   (26-Apr-2026)       ||      ପର୍ଯ୍ୟଟନ ସଚିବ ଙ୍କ ଜଉଗଡ଼ ଓ ତାରା ତାରିଣୀ ମନ୍ଦିର ଦର୍ଶନ |    (25-Apr-2026)       ||      ରୁଣ ଭାର ଯୋଗୁଁ ବେକରେ ରଶି ଲଗାଇ ବୃଦ୍ଧ ଦମ୍ପତି ଙ୍କ ଆତ୍ମ ହତ୍ୟା |   (25-Apr-2026)       ||      ନୂତନ ଗୁରୁଣ୍ଠି ରେ ମଙ୍ଗଳା ମାଆଙ୍କ ନୂତନ ମଦିର ଓ ବିଗ୍ରହ ପ୍ରତିଷ୍ଠା ଓ ପୂର୍ଣ୍ଣାହୁତି ଶେଷ |    (25-Apr-2026)       ||      ପ୍ରଥମ ଥର କରି ବାଲିଗୁଡା ବନ ଖଣ୍ଡ ରୁ ରଥ ତିଆରି ପାଈଁ ପୁରୀ କାଠ ଗଲା |    (25-Apr-2026)       ||      ବିଜ୍ଞାନ ମହା ବିଦ୍ୟାଳୟ ରେ ପାଳିତ ହେଲା ବିଶ୍ୱ ମେଲେରିଆ ଦିବସ |    (25-Apr-2026)       ||      ପୋଲସରା ବିଜ୍ଞାନ ମହାବିଦ୍ୟାଳୟ ରେ ଛାତ୍ରୀ ଆତ୍ମ ସୁରକ୍ଷା ତାଲିମ ଶିବିର ଉଦଯାପିତ |    (25-Apr-2026)       ||      ପୋଲସରା ରେ ଜାତୀୟ ପଞ୍ଚାୟତ ରାଜ ଦିବସ ପାଳିତ |    (24-Apr-2026)       ||      ପୁରୁଷୋତ୍ତମପୁର ବ୍ଲକରେ ପାଳନ ହେଲା ଜାତୀୟ ପଞ୍ଚାୟତ ରାଜ ଦିବସ    (24-Apr-2026)       ||      ପୁଞ୍ଜି କଁୟା ଛକଠା ରେ ଟଙ୍କା ଵ୍ୟଗ ଲୁଟିନେଲେ ଲୁଟେରା ||   (24-Apr-2026)       ||      ବୁଗୁଡ଼ା ଆଞ୍ଚଳିକ ବରିଷ୍ଟ ନାଗରିକ ମଞ୍ଚ ପକ୍ଷରୁ ପଣା ବଣ୍ଟନ |    (23-Apr-2026)       ||      ପ୍ଲଟ ବ୍ୟବସାୟୀଙ୍କୁ ଅପହରଣ ପରେ ହତ୍ୟା ରେ ସାମିଲ ଅଭିଯୁକ୍ତ କୁ ଗିରଫକଲା ପୋଲିସ |   (23-Apr-2026)       ||      ଟିକାବାଲି ଥାନା ରେ ପୂର୍ବରୁ ତିନୋଟି ଚୋରି ଘଟଣା ରେ ଫେରାର ହୋଇଥିବା ଅଭିଯୁକ୍ତ ଗିରଫ |    (23-Apr-2026)       ||      ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଗୋଷ୍ଟି ସଂଘର୍ଷ, ଦୁଇ ପକ୍ଷରୁ ଚାରି ଜଣ ଗିରଫ |    (23-Apr-2026)       ||      ରୁକ୍ମୁଣୀ ନଗର ବାସିନ୍ଦା ବୁଦ୍ଧିମନ୍ତ ପାଢ଼ୀଙ୍କର ଦେହାନ୍ତ |   (22-Apr-2026)       ||      ଶ୍ରଦ୍ଧା ଫାଉଣ୍ଡେସନ ର ବାର୍ଷିକ ଉତ୍ସବ ଅନୁଷ୍ଠିତ |    (21-Apr-2026)       ||      ଏଡସ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ||   (21-Apr-2026)       ||      19 ଥର ରକ୍ତ ଦେଈ ଉଦାହରଣ ସାଜିଲେ ଦିବ୍ୟଙ୍ଗ ଶିକ୍ଷକ ରବୀନ୍ଦ୍ର ସେଠୀ |   (21-Apr-2026)       ||     

ସ୍ବର୍ଗତ ପଦ୍ମ ଚରଣ ସ୍ୱାଇଁ ଙ୍କ ପ୍ରଥମ ଶ୍ରାଦ୍ଧ ବାର୍ଷିକୀ ଶ୍ରଦ୍ଧାଞ୍ଜଳି ଉତ୍ସବ ଅନୁଷ୍ଠିତ |

02-Jun-2025

ସ୍ବର୍ଗତ ପଦ୍ମଚରଣ ସ୍ୱାଇଁଙ୍କ ପ୍ରଥମ ଶ୍ରାଦ୍ଧବାର୍ଷିକୀ ଶ୍ରଦ୍ଧାଞ୍ଜଳୀ ଉତ୍ସବ।

ଓଡ଼ିଶା ଜନମତ, ପୋଲସରା, ସନ୍ତୋଷ କୁମାର ପଣ୍ଡା,   ତା.୦୧/୦୬/୨୦୨୫:

 ବର୍ଷିୟାନ ଶିକ୍ଷକ ନେତା ସ୍ବର୍ଗତ ପଦ୍ମଚରଣ ସ୍ୱାଇଁଙ୍କ ପ୍ରଥମ ଶ୍ରାଦ୍ଧବାର୍ଷିକୀ ଶ୍ରଦ୍ଧାସୁମନ ଶ୍ରଦ୍ଧାଞ୍ଜଳୀ ଉତ୍ସବ କାର୍ଯ୍ୟକ୍ରମ ସ୍ଥାନୀୟ ନିଗମନଗର, ସ୍ଥିତ ଶ୍ରୀୟା ନଗର ନିଜ ବାସ ଭବନରେ ଅନୁଷ୍ଠିତ ହୋଇଯାଇଛି। ସୁପୁତ୍ର ସୁଶାନ୍ତ କୁମାର ସ୍ୱାଇଁଙ୍କ ତତ୍ବାବଧାନରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ  ମୁଖ୍ୟ ଅତିଥିଭାବେ ପୂର୍ବତନ ପୋଲସରା ବିଧାୟକ ତଥା ମନ୍ତ୍ରୀ ଶ୍ରୀକାନ୍ତ ସାହୁ ଯୋଗଦେଇଥିବାବେଳେ ସମ୍ମାନୀତ ଅତିଥିଭାବେ ମୁରଲୀଧର ନନ୍ଦ, କାମ୍ଫ ବାଢେଇ, ପୁରୁଷୋତ୍ତମ ନନ୍ଦ (ପୁରୀଆ), ପ୍ରକାଶ ଚନ୍ଦ୍ର ପ୍ରଧାନ ଆଇନଜୀବୀ ତଥା ପୂଜ୍ୟ ପୂଜା ପ୍ରତିଷ୍ଠାନ କାର୍ଯ୍ୟକାରୀ ସଭାପତି ଡ଼ଃ ଜ୍ୟୋତିର୍ମୟ ପଟ୍ଟନାୟକ, ସୁକାନ୍ତି ସାହୁ, ନିଳୀମା ସାହୁ, ରଂଜନ କୁମାର ସାହୁ, ଡ଼ଃ ସାହୁ ପ୍ରମୁଖ ଶିକ୍ଷାବିତ ଓ କାର୍ଯ୍ୟରତ ଶିକ୍ଷକ ବୃନ୍ଦଙ୍କ ସମେତ ପୂର୍ବତନ ନଗରପାଳ ପ୍ରଫୁଲ୍ଲ କୁମାର ପ୍ରଧାନ, ବିଶିଷ୍ଠ ସୁନାମଧନ୍ୟ ସମାଜସେବୀ ପ୍ରଭାକର ପଣ୍ଡା ମଧ୍ୟ ଯୋଗଦେଇଥିଲେ। କାର୍ଯ୍ୟକ୍ରମ ପ୍ରାରମ୍ଭରେ ସ୍ବର୍ଗତଙ୍କ ଫଟୋଚିତ୍ରରେ ଭକ୍ତିପୂତ ଭାବେ ପୁଷ୍ପମାଲ୍ୟାର୍ପଣ ପୂର୍ବକ ପ୍ରଦୀପ ପ୍ରଜ୍ବଳନ କରି ମଞ୍ଚାସିନ ଅତିଥିମାନେ କାର୍ଯ୍ୟକ୍ରମର ଶୁଭ ଉଦଘାଟନ କରିଥିଲେ। ପରେ ଅମର ଆତ୍ମାର ସଦଗତି କାମନା ସ୍ୱରୂପ ୨ ମିନଟ ନିରବ ପ୍ରାର୍ଥନା କରାଯିବା ସହିତ ଅତିଥି ମୁରଲୀଧର ନନ୍ଦଙ୍କ ସଭାପତିତ୍ବରେ ଅତିଥିବୃନ୍ଦ
ଦୀବ°ଗତଙ୍କ ଆଦର୍ଶ ଓ  କର୍ମମୟ ଏଵଂ ପ୍ରେରଣାଦାୟୀ ଜୀବନ ଉପରେ ନିଜନିଜର ସୁଚିନ୍ତିତ ବକ୍ତବ୍ୟ ପ୍ରଦାନ କରିଥିଲେ। ପରେ ପରିବାର ତରଫରୁ ମ°ଚାସିନ ଅତିଥି ବୃନ୍ଦଙ୍କ ସମେତ ଉପସ୍ଥିତ ଅନ୍ୟ ଶିକ୍ଷକ, ଶିକ୍ଷୟତ୍ରୀ ଓ ଶିକ୍ଷାବିତଙ୍କୁ ଗୁରୁ ପର°ପରା ଅନୁସାରେ ଉପଢୌକନ ପ୍ରଦାନ କରାଯାଇ ସମ୍ବର୍ଦ୍ଧନା ଦିଆଯାଇଥିଲା। ଏହି ଅବସରରେ ସ୍ବର୍ଗତଙ୍କ ସ୍ମୃତିରେ "ଶ୍ରଦ୍ଧାସୁମନ" ସ୍ମରଣିକା ଅତିଥିମାନଙ୍କ କରକମଳରେ ଉନ୍ମୋଚନ କରାଯାଇଥିଲା। ଅତିଥିଙ୍କୁ ସ୍ଵାଗତ ଏଵଂ ପରିଚୟ ଯୁବ ଉପସ୍ଥାପକ ତଥା ଅଧ୍ୟାପକ ଦେବାଶିଷ ସ୍ୱାଇଁ କରିଥିବାବେଳେ କାର୍ଯ୍ୟକ୍ରମ ଶେଷରେ ପରିବାର ତରଫରୁ ପରିବାର ମୁଖ୍ୟ ସୁଶାନ୍ତ କୁମାର ସ୍ବାଇଁ ଉକ୍ତ ଶ୍ରଦ୍ଧାଞ୍ଜଳୀ କାର୍ଯ୍ୟକ୍ରମରେ ଯୋଗଦେଇ ଆନ୍ତରିକତା ସହିତ ସହଯୋଗ କରିଥିବା ଉପସ୍ଥିତ ସମସ୍ତ ବ୍ୟକ୍ତିବିଶେଷଙ୍କୁ ଆନ୍ତରିକ ଧନ୍ୟବାଦ୍ ସହିତ କୃତଜ୍ଞତା ଜଣାଇଥିଲେ।

l

News Comment

You Might Also Like

BACK TO TOP