Breaking News

କୋଦଳା ଗୋଷ୍ଟି ସ୍ୱାସ୍ଥ୍ୟ କେନ୍ଦ୍ର ରେ ସ୍ୱାସ୍ଥ୍ୟ ସେବା ବିପର୍ଯ୍ୟସ୍ତ |    (27-Apr-2026)       ||      ପୋଲସରା ବାଲିଘାଇ ରେ ବଡ଼ ଭାଇର ବାହାଘର ପ୍ରୋସେସନ ରେ ସାନଭାଇକି କିଛି ବଚଷା କୁନେଇ ସଙ୍ଘବଦ୍ଧ ଆକ୍ରମଣ ରେ ମୃତ୍ୟୁ ପରେ ରାସ୍ତା ରୋକ |    (26-Apr-2026)       ||      କାରକୁ ବଞ୍ଚେଇବାକୁ ଯାଇ ବସ ଦୁର୍ଘଟଣା, ଅଳ୍ପକେ ବର୍ତ୍ତିଲେ 40ରୁ ଉର୍ଦ୍ଧ ଯାତ୍ରୀ |   (26-Apr-2026)       ||      ପର୍ଯ୍ୟଟନ ସଚିବ ଙ୍କ ଜଉଗଡ଼ ଓ ତାରା ତାରିଣୀ ମନ୍ଦିର ଦର୍ଶନ |    (25-Apr-2026)       ||      ରୁଣ ଭାର ଯୋଗୁଁ ବେକରେ ରଶି ଲଗାଇ ବୃଦ୍ଧ ଦମ୍ପତି ଙ୍କ ଆତ୍ମ ହତ୍ୟା |   (25-Apr-2026)       ||      ନୂତନ ଗୁରୁଣ୍ଠି ରେ ମଙ୍ଗଳା ମାଆଙ୍କ ନୂତନ ମଦିର ଓ ବିଗ୍ରହ ପ୍ରତିଷ୍ଠା ଓ ପୂର୍ଣ୍ଣାହୁତି ଶେଷ |    (25-Apr-2026)       ||      ପ୍ରଥମ ଥର କରି ବାଲିଗୁଡା ବନ ଖଣ୍ଡ ରୁ ରଥ ତିଆରି ପାଈଁ ପୁରୀ କାଠ ଗଲା |    (25-Apr-2026)       ||      ବିଜ୍ଞାନ ମହା ବିଦ୍ୟାଳୟ ରେ ପାଳିତ ହେଲା ବିଶ୍ୱ ମେଲେରିଆ ଦିବସ |    (25-Apr-2026)       ||      ପୋଲସରା ବିଜ୍ଞାନ ମହାବିଦ୍ୟାଳୟ ରେ ଛାତ୍ରୀ ଆତ୍ମ ସୁରକ୍ଷା ତାଲିମ ଶିବିର ଉଦଯାପିତ |    (25-Apr-2026)       ||      ପୋଲସରା ରେ ଜାତୀୟ ପଞ୍ଚାୟତ ରାଜ ଦିବସ ପାଳିତ |    (24-Apr-2026)       ||      ପୁରୁଷୋତ୍ତମପୁର ବ୍ଲକରେ ପାଳନ ହେଲା ଜାତୀୟ ପଞ୍ଚାୟତ ରାଜ ଦିବସ    (24-Apr-2026)       ||      ପୁଞ୍ଜି କଁୟା ଛକଠା ରେ ଟଙ୍କା ଵ୍ୟଗ ଲୁଟିନେଲେ ଲୁଟେରା ||   (24-Apr-2026)       ||      ବୁଗୁଡ଼ା ଆଞ୍ଚଳିକ ବରିଷ୍ଟ ନାଗରିକ ମଞ୍ଚ ପକ୍ଷରୁ ପଣା ବଣ୍ଟନ |    (23-Apr-2026)       ||      ପ୍ଲଟ ବ୍ୟବସାୟୀଙ୍କୁ ଅପହରଣ ପରେ ହତ୍ୟା ରେ ସାମିଲ ଅଭିଯୁକ୍ତ କୁ ଗିରଫକଲା ପୋଲିସ |   (23-Apr-2026)       ||      ଟିକାବାଲି ଥାନା ରେ ପୂର୍ବରୁ ତିନୋଟି ଚୋରି ଘଟଣା ରେ ଫେରାର ହୋଇଥିବା ଅଭିଯୁକ୍ତ ଗିରଫ |    (23-Apr-2026)       ||      ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଗୋଷ୍ଟି ସଂଘର୍ଷ, ଦୁଇ ପକ୍ଷରୁ ଚାରି ଜଣ ଗିରଫ |    (23-Apr-2026)       ||      ରୁକ୍ମୁଣୀ ନଗର ବାସିନ୍ଦା ବୁଦ୍ଧିମନ୍ତ ପାଢ଼ୀଙ୍କର ଦେହାନ୍ତ |   (22-Apr-2026)       ||      ଶ୍ରଦ୍ଧା ଫାଉଣ୍ଡେସନ ର ବାର୍ଷିକ ଉତ୍ସବ ଅନୁଷ୍ଠିତ |    (21-Apr-2026)       ||      ଏଡସ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ||   (21-Apr-2026)       ||      19 ଥର ରକ୍ତ ଦେଈ ଉଦାହରଣ ସାଜିଲେ ଦିବ୍ୟଙ୍ଗ ଶିକ୍ଷକ ରବୀନ୍ଦ୍ର ସେଠୀ |   (21-Apr-2026)       ||     

ମୃତକଙ୍କ ପରିବାର କୁ ବ୍ଳକ ପ୍ରଶାସନ ତରଫରୁ ସହାୟତା ପ୍ରଦାନ

04-Jun-2025

ମୃତକଙ୍କ ପରିବାରକୁ ବ୍ଲକ ପ୍ରଶାସନ ପକ୍ଷରୁ ସହାୟତା 
ଓଡ଼ିଶା ଜନମତ, ପୋଲସରା, ସନ୍ତୋଷ କୁମାର ପଣ୍ଡା,ତା04/06/25:

 ପୋଲସରା ବ୍ଲକ ରୁମାଗଡ଼ ଗ୍ରାମର କିଶୋର ସାହୁ ନାମକ ଜଣେ ବ୍ୟକ୍ତି ଗତ ସାବିତ୍ରୀ ଅମାବାସ୍ୟା ରେ ବିଦ୍ୟୁତ ଆଘାତରେ ମୃତ୍ୟୁବରଣ କରିଥିଲେ | ଆସିକା ସାଂସଦ ଅନିତା ସୁଭଦର୍ଶିନୀ ଏବଂ ମତ୍ସ୍ୟ ଓ ପଶୁସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ସରକାରୀ ସହାୟତା ପ୍ରଦାନ କରିବା ଲାଗି ବିଡ଼ିଓ ଶଶିଭୂଷଣ ମହାପାତ୍ରଙ୍କୁ ନିର୍ଦ୍ଧେଶ ପ୍ରଦାନ କରିଥିଲେ |ମଙ୍ଗଳବାର ବିଡ଼ିଓ ଶଶିଭୂଷଣ  ମହାପାତ୍ର  ମୃତକ ଙ୍କ ଘରେ ପହଞ୍ଚି ରେଡ଼କ୍ରସ ପାଣ୍ଠି ରୁ ୩୦ ହଜାର ଟଙ୍କା ର ଚେକ  ମୃତକ ଙ୍କ ସ୍ତ୍ରୀ ଭାଗ୍ୟଲତା ସାହୁଙ୍କୁ ଭେଟି ପ୍ରଦାନ କରିଥିଲେ |  ବିଡ଼ିଓ ମହାପାତ୍ର ନିଜ ତରଫରୁ ନଗଦ ୫ ହଜାର ଟଙ୍କା ମଧ୍ୟ ସହାୟତା ପ୍ରଦାନ କରିଥିଲେ | ସହାୟତା ପ୍ରଦାନ ସମୟରେ ସାଂସଦ  ପ୍ରତିନିଧି ଶରତ ପାଣିଗ୍ରାହୀ, ଯନ୍ତ୍ରୀ ଶରତ କୁମାର ମଲ୍ଲ,ସରପଞ୍ଚ jitu ବିଷୋୟୀ,କାର୍ଯ୍ୟନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ଦଳେଇ ପ୍ରମୁଖ ଉପସ୍ଥିତ ଥିଲେ

News Comment

You Might Also Like

BACK TO TOP