Breaking News

କୋଦଳା ଗୋଷ୍ଟି ସ୍ୱାସ୍ଥ୍ୟ କେନ୍ଦ୍ର ରେ ସ୍ୱାସ୍ଥ୍ୟ ସେବା ବିପର୍ଯ୍ୟସ୍ତ |    (27-Apr-2026)       ||      ପୋଲସରା ବାଲିଘାଇ ରେ ବଡ଼ ଭାଇର ବାହାଘର ପ୍ରୋସେସନ ରେ ସାନଭାଇକି କିଛି ବଚଷା କୁନେଇ ସଙ୍ଘବଦ୍ଧ ଆକ୍ରମଣ ରେ ମୃତ୍ୟୁ ପରେ ରାସ୍ତା ରୋକ |    (26-Apr-2026)       ||      କାରକୁ ବଞ୍ଚେଇବାକୁ ଯାଇ ବସ ଦୁର୍ଘଟଣା, ଅଳ୍ପକେ ବର୍ତ୍ତିଲେ 40ରୁ ଉର୍ଦ୍ଧ ଯାତ୍ରୀ |   (26-Apr-2026)       ||      ପର୍ଯ୍ୟଟନ ସଚିବ ଙ୍କ ଜଉଗଡ଼ ଓ ତାରା ତାରିଣୀ ମନ୍ଦିର ଦର୍ଶନ |    (25-Apr-2026)       ||      ରୁଣ ଭାର ଯୋଗୁଁ ବେକରେ ରଶି ଲଗାଇ ବୃଦ୍ଧ ଦମ୍ପତି ଙ୍କ ଆତ୍ମ ହତ୍ୟା |   (25-Apr-2026)       ||      ନୂତନ ଗୁରୁଣ୍ଠି ରେ ମଙ୍ଗଳା ମାଆଙ୍କ ନୂତନ ମଦିର ଓ ବିଗ୍ରହ ପ୍ରତିଷ୍ଠା ଓ ପୂର୍ଣ୍ଣାହୁତି ଶେଷ |    (25-Apr-2026)       ||      ପ୍ରଥମ ଥର କରି ବାଲିଗୁଡା ବନ ଖଣ୍ଡ ରୁ ରଥ ତିଆରି ପାଈଁ ପୁରୀ କାଠ ଗଲା |    (25-Apr-2026)       ||      ବିଜ୍ଞାନ ମହା ବିଦ୍ୟାଳୟ ରେ ପାଳିତ ହେଲା ବିଶ୍ୱ ମେଲେରିଆ ଦିବସ |    (25-Apr-2026)       ||      ପୋଲସରା ବିଜ୍ଞାନ ମହାବିଦ୍ୟାଳୟ ରେ ଛାତ୍ରୀ ଆତ୍ମ ସୁରକ୍ଷା ତାଲିମ ଶିବିର ଉଦଯାପିତ |    (25-Apr-2026)       ||      ପୋଲସରା ରେ ଜାତୀୟ ପଞ୍ଚାୟତ ରାଜ ଦିବସ ପାଳିତ |    (24-Apr-2026)       ||      ପୁରୁଷୋତ୍ତମପୁର ବ୍ଲକରେ ପାଳନ ହେଲା ଜାତୀୟ ପଞ୍ଚାୟତ ରାଜ ଦିବସ    (24-Apr-2026)       ||      ପୁଞ୍ଜି କଁୟା ଛକଠା ରେ ଟଙ୍କା ଵ୍ୟଗ ଲୁଟିନେଲେ ଲୁଟେରା ||   (24-Apr-2026)       ||      ବୁଗୁଡ଼ା ଆଞ୍ଚଳିକ ବରିଷ୍ଟ ନାଗରିକ ମଞ୍ଚ ପକ୍ଷରୁ ପଣା ବଣ୍ଟନ |    (23-Apr-2026)       ||      ପ୍ଲଟ ବ୍ୟବସାୟୀଙ୍କୁ ଅପହରଣ ପରେ ହତ୍ୟା ରେ ସାମିଲ ଅଭିଯୁକ୍ତ କୁ ଗିରଫକଲା ପୋଲିସ |   (23-Apr-2026)       ||      ଟିକାବାଲି ଥାନା ରେ ପୂର୍ବରୁ ତିନୋଟି ଚୋରି ଘଟଣା ରେ ଫେରାର ହୋଇଥିବା ଅଭିଯୁକ୍ତ ଗିରଫ |    (23-Apr-2026)       ||      ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଗୋଷ୍ଟି ସଂଘର୍ଷ, ଦୁଇ ପକ୍ଷରୁ ଚାରି ଜଣ ଗିରଫ |    (23-Apr-2026)       ||      ରୁକ୍ମୁଣୀ ନଗର ବାସିନ୍ଦା ବୁଦ୍ଧିମନ୍ତ ପାଢ଼ୀଙ୍କର ଦେହାନ୍ତ |   (22-Apr-2026)       ||      ଶ୍ରଦ୍ଧା ଫାଉଣ୍ଡେସନ ର ବାର୍ଷିକ ଉତ୍ସବ ଅନୁଷ୍ଠିତ |    (21-Apr-2026)       ||      ଏଡସ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ||   (21-Apr-2026)       ||      19 ଥର ରକ୍ତ ଦେଈ ଉଦାହରଣ ସାଜିଲେ ଦିବ୍ୟଙ୍ଗ ଶିକ୍ଷକ ରବୀନ୍ଦ୍ର ସେଠୀ |   (21-Apr-2026)       ||     

ଜନଜାତି ଗବେଷକ ତଥା ପ୍ରଧାନ ଶିକ୍ଷକ ଙ୍କୁ "ପ୍ରକୃତି ମିତ୍ର ` ସମ୍ନାନ ରେ ସମ୍ନାନୀତ |

05-Jun-2025

ଜନଜାତି ଗବେଷକ ତଥା ପ୍ରଧାନ ଶିକ୍ଷକ "ପ୍ରକୃତି ମିତ୍ର" ସମ୍ମାନରେ ସମ୍ମାନୀତ

ଓଡିଶା ଜନ ମତ ବ୍ୟୁରୋ,କବିସୂର୍ଯ୍ୟନଗର, ତା୦୫/୦୬/୨୫:

ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ଓଡ଼ିଶା ସରକାରଙ୍କ ଆନୁକୁଲ୍ଯରେ ଜୁନ୍ ୫ ତାରିଖ ଦିନ ଭୁବନେଶ୍ବର ସ୍ଥିତ ଓ.ୟୁ.ଏ.ଟି.  କୃଷିସଦନ ଠାରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବିଶ୍ବ ପରିବେଶ ଦିବସ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ଉତ୍ସବରେ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ମନ୍ତ୍ରୀ ଶ୍ରୀଯୁକ୍ତ ଗଣେଶ ରାମ ସିଂ ଖୁଣ୍ଟିଆ, ମୁଖ୍ୟ ଶାସନ ସଚିବ, ଅତିରିକ୍ତ ଶାସନ ସଚିବ, ମୁଖ୍ଯ ବନ ସଂରକ୍ଷକଙ୍କ ସମେତ ବହୁ ମାନ୍ଯଗଣ୍ଯ ବ୍ଯକ୍ତିଙ୍କ ଉପସ୍ଥିତରେ ଜଙ୍ଗଲ, ପରିବେଶ ଓ ପ୍ରକୃତିର ସୁରକ୍ଷା ଓ ସଂରକ୍ଷଣ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ଓଡ଼ିଶାର ବହୁ ଅନୁଷ୍ଠାନକୁ ପ୍ରକୃତି ମିତ୍ର ପୁରସ୍କାରରେ ସମ୍ମାନିତ କରାଯାଇଛି। ଏହି ଅବସରରେ କବିସୂର୍ଯ୍ୟନଗର ବ୍ଳକ ଅନ୍ତର୍ଗତ ପିଠାପୁର ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ଡକ୍ଟର ସୁରେନ୍ଦ୍ର ନାଥ ସାହୁ "ପ୍ରକୃତି ମିତ୍ର" ପୁରସ୍କାର ଲାଭକରି ଅନୁଷ୍ଠାନ ପାଇଁ ସ୍ୱତନ୍ତ୍ର ଗୈାରବ ଅର୍ଜନ କରିଛନ୍ତି । ସେ ମାନପତ୍ର ସହିତ କୋଡ଼ିଏ ହଜାର ଟଙ୍କାର ଅର୍ଥ ରାଶି ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ କରକମଳରୁ ଗ୍ରହଣ କରିଛନ୍ତି। ଡକ୍ଟର ସାହୁ ଜଣେ ସୁଖ୍ୟାତି ସମ୍ପନ୍ନ ପ୍ରାବନ୍ଧିକ, ଜନଜାତି ଗବେଷକ ତଥା ସୁଲେଖକ ଭାବେ ସୁପରିଚିତ । ପ୍ରକୃତି ମିତ୍ର ପୁରସ୍କାରରେ ସମ୍ମାନୀତ ଡକ୍ଟର ସାହୁ ଏଥିପାଇଁ ଆରାଧ୍ଯ ଠାକୁର ଶ୍ରାରାଧାକୃଷ୍ଣଙ୍କ ପଦାରବିନ୍ଦରେ ଏହି ପୁରସ୍କାରକୁ ସମର୍ପଣ କରିବା ସହିତ   ଗୋଷ୍ଠୀ ଶିକ୍ଷାଧିକାରୀ ଅଭିମନ୍ୟୁ ସାହୁ, ବ୍ଳକର ସମସ୍ତ ଶିକ୍ଷକଶିକ୍ଷୟିତ୍ରୀ, ବନ୍ଧୁବାନ୍ଧବ ଓ ପରିବାରବର୍ଗଙ୍କୁ କୃତଜ୍ଞତା ଜ୍ଞାପନ କରିଛନ୍ତି ।

News Comment

You Might Also Like

BACK TO TOP