Breaking News

ରୁଣ ଭାର ଯୋଗୁଁ ବେକରେ ରଶି ଲଗାଇ ବୃଦ୍ଧ ଦମ୍ପତି ଙ୍କ ଆତ୍ମ ହତ୍ୟା |   (25-Apr-2026)       ||      ନୂତନ ଗୁରୁଣ୍ଠି ରେ ମଙ୍ଗଳା ମାଆଙ୍କ ନୂତନ ମଦିର ଓ ବିଗ୍ରହ ପ୍ରତିଷ୍ଠା ଓ ପୂର୍ଣ୍ଣାହୁତି ଶେଷ |    (25-Apr-2026)       ||      ପ୍ରଥମ ଥର କରି ବାଲିଗୁଡା ବନ ଖଣ୍ଡ ରୁ ରଥ ତିଆରି ପାଈଁ ପୁରୀ କାଠ ଗଲା |    (25-Apr-2026)       ||      ବିଜ୍ଞାନ ମହା ବିଦ୍ୟାଳୟ ରେ ପାଳିତ ହେଲା ବିଶ୍ୱ ମେଲେରିଆ ଦିବସ |    (25-Apr-2026)       ||      ପୋଲସରା ବିଜ୍ଞାନ ମହାବିଦ୍ୟାଳୟ ରେ ଛାତ୍ରୀ ଆତ୍ମ ସୁରକ୍ଷା ତାଲିମ ଶିବିର ଉଦଯାପିତ |    (25-Apr-2026)       ||      ପୋଲସରା ରେ ଜାତୀୟ ପଞ୍ଚାୟତ ରାଜ ଦିବସ ପାଳିତ |    (24-Apr-2026)       ||      ପୁରୁଷୋତ୍ତମପୁର ବ୍ଲକରେ ପାଳନ ହେଲା ଜାତୀୟ ପଞ୍ଚାୟତ ରାଜ ଦିବସ    (24-Apr-2026)       ||      ପୁଞ୍ଜି କଁୟା ଛକଠା ରେ ଟଙ୍କା ଵ୍ୟଗ ଲୁଟିନେଲେ ଲୁଟେରା ||   (24-Apr-2026)       ||      ବୁଗୁଡ଼ା ଆଞ୍ଚଳିକ ବରିଷ୍ଟ ନାଗରିକ ମଞ୍ଚ ପକ୍ଷରୁ ପଣା ବଣ୍ଟନ |    (23-Apr-2026)       ||      ପ୍ଲଟ ବ୍ୟବସାୟୀଙ୍କୁ ଅପହରଣ ପରେ ହତ୍ୟା ରେ ସାମିଲ ଅଭିଯୁକ୍ତ କୁ ଗିରଫକଲା ପୋଲିସ |   (23-Apr-2026)       ||      ଟିକାବାଲି ଥାନା ରେ ପୂର୍ବରୁ ତିନୋଟି ଚୋରି ଘଟଣା ରେ ଫେରାର ହୋଇଥିବା ଅଭିଯୁକ୍ତ ଗିରଫ |    (23-Apr-2026)       ||      ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଗୋଷ୍ଟି ସଂଘର୍ଷ, ଦୁଇ ପକ୍ଷରୁ ଚାରି ଜଣ ଗିରଫ |    (23-Apr-2026)       ||      ରୁକ୍ମୁଣୀ ନଗର ବାସିନ୍ଦା ବୁଦ୍ଧିମନ୍ତ ପାଢ଼ୀଙ୍କର ଦେହାନ୍ତ |   (22-Apr-2026)       ||      ଶ୍ରଦ୍ଧା ଫାଉଣ୍ଡେସନ ର ବାର୍ଷିକ ଉତ୍ସବ ଅନୁଷ୍ଠିତ |    (21-Apr-2026)       ||      ଏଡସ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ||   (21-Apr-2026)       ||      19 ଥର ରକ୍ତ ଦେଈ ଉଦାହରଣ ସାଜିଲେ ଦିବ୍ୟଙ୍ଗ ଶିକ୍ଷକ ରବୀନ୍ଦ୍ର ସେଠୀ |   (21-Apr-2026)       ||      ନୂତନ ଗୁରୁଣ୍ଠି ଠାରେ ମାଆ ମଙ୍ଗଳ ଙ୍କ ମନ୍ଦିର ଓ ବିଗ୍ରହ ପ୍ରତିଷ୍ଠା ପାଈଁ ଜଳ ଯାତ୍ରା ଅନୁଷ୍ଠିତ |    (21-Apr-2026)       ||      କଞ୍ଚଣା ଛକରେ ସ୍କୁଟି କାର ଧକ୍କା ଜଣେ ଯୁବକ ଗୁରୁତର |    (21-Apr-2026)       ||      ବିଗୁଡା ମେଡିକାଲ ରେ ଅଗ୍ନିଶମ ବିଭାଗ ତରଫରୁ ଆସୁ ବିପଦ ରୁ ରକ୍ଷା ପାଈଁ ମକ ଡ୍ରିଲ!   (21-Apr-2026)       ||      ଗଞ୍ଜାମ ଜିଲ୍ଲା ର ଲୋକ ମାନଙ୍କ ଲୁକାୟିତ ସଙ୍ଗୀତ ପ୍ରତିଭା କୁ ବିକଶିତ କରିବା ପାଈଁ ସିଙ୍ଗିଙ୍ଗ କଣ୍ଟେଷ୍ଟ ସିଜନ 2ର ଆରମ୍ଭ ନିମନ୍ତେ ସାମ୍ବାଦିକ ସମ୍ମିଳନୀ |    (21-Apr-2026)       ||     

ଫୁଲବାଣୀ ମେଡିକାଲ କଲେଜ ଉଦଘାଟନ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ |

07-Jun-2025

ଫୁଲବାଣୀ ମେଡିକାଲ କଲେଜ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, ଚଳିତ ଶିକ୍ଷା ବର୍ଷରୁ ଆରମ୍ଭ ହେବ ପାଠପଢା,

ଓଡିଶା ଜନମତ,କନ୍ଧମାଳ,ସଞ୍ଜୟ କୁମାର ପାଣିଗ୍ରାହୀ, ତା, ୦୭/୦୬:

 ବହୁ ପ୍ରତୀକ୍ଷିତ ଫୁଲବାଣୀ ସରକାରୀ ଭେଷଜ ମହାବିଦ୍ୟାଳୟ ଓ ହସ୍ପିଟାଲ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଶନିବାର ଦିନ ପ୍ରାୟ ୧୧ଟା ବେଳେ ମୁଖ୍ୟମନ୍ତ୍ରୀ ମାଦିକୁନ୍ଦାସ୍ଥିତ ରିଜର୍ଭ ପଡ଼ିଆରେ ପହଞ୍ଚିଥିଲେ। ଏହାପରେ ଫୁଲବାଣୀ ସହର ଉପକଣ୍ଠ ତିଲକପଡା ଠାରେ ନବନିର୍ମିତ ମେଡିକାଲ କଲେଜକୁ ଯାଇ ସେଠାରେ ସେ ମେଡିକାଲ କଲେଜ ଉଦଘାଟନ କରିବା ପରେ ମହାବିଦ୍ୟାଳୟ ପ୍ରେକ୍ଷାଳୟରେ ଆୟୋଜିତ ଏକ ସଭାରେ ଡାକ୍ତର, ନର୍ସ ଓ ଅନ୍ୟାନ୍ୟ କର୍ମଚାରୀଙ୍କୁ ଉଦବୋଧନ ଦେଇଥିଲେ। ଆୟୋଜିତ କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ସ୍ଵାସ୍ଥ୍ୟମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ, ସାଂସଦ ସୁକାନ୍ତ କୁମାର ପାଣିଗ୍ରାହୀ, ଫୁଲବାଣୀ ବିଧାୟକ ଉମାଚରଣ ମଲ୍ଲିକ, ଜିଲ୍ଲାପାଳ ଅମ୍ରିତ ଋତୁରାଜ, ମେଡିକାଲ କଲେଜ ଡିନ୍ ଡ. ନରେନ୍ଦ୍ର ବେହେରା ପ୍ରମୁଖ ଉପସ୍ଥିତ ଥିଲେ। ଏହି ନବନିର୍ମିତ ମେଡିକାଲ କଲେଜରେ ୧୦୦ ଜଣ ଛାତ୍ରଛାତ୍ରୀ ପଢିବା ବ୍ୟବସ୍ଥା ଥିବାବେଳେ ଏଠାରେ ୬୫୦ ଶଯ୍ୟା ବିଶିଷ୍ଟ ହସ୍ପିଟାଲ ରହିଛି। ଚଳିତ ଶିକ୍ଷା ବର୍ଷରୁ ଏଠାରେ ପାଠପଢା ଆରମ୍ଭ ହେବ ବୋଲି କୁହାଯାଇଛି। ମୁଖ୍ୟମନ୍ତ୍ରୀଙ୍କ ଏହା ପ୍ରଥମ ଫୁଲବାଣୀ ଗସ୍ତ। ଏନେଇ ଜନସାଧାରଣଙ୍କ ମଧ୍ୟରେ ପ୍ରବଳ ଉତ୍କଣ୍ଠା ରହିଛି l

News Comment

You Might Also Like

BACK TO TOP