Breaking News

ପ୍ରଥମ ଥର କରି ବାଲିଗୁଡା ବନ ଖଣ୍ଡ ରୁ ରଥ ତିଆରି ପାଈଁ ପୁରୀ କାଠ ଗଲା |    (25-Apr-2026)       ||      ବିଜ୍ଞାନ ମହା ବିଦ୍ୟାଳୟ ରେ ପାଳିତ ହେଲା ବିଶ୍ୱ ମେଲେରିଆ ଦିବସ |    (25-Apr-2026)       ||      ପୋଲସରା ବିଜ୍ଞାନ ମହାବିଦ୍ୟାଳୟ ରେ ଛାତ୍ରୀ ଆତ୍ମ ସୁରକ୍ଷା ତାଲିମ ଶିବିର ଉଦଯାପିତ |    (25-Apr-2026)       ||      ପୋଲସରା ରେ ଜାତୀୟ ପଞ୍ଚାୟତ ରାଜ ଦିବସ ପାଳିତ |    (24-Apr-2026)       ||      ପୁରୁଷୋତ୍ତମପୁର ବ୍ଲକରେ ପାଳନ ହେଲା ଜାତୀୟ ପଞ୍ଚାୟତ ରାଜ ଦିବସ    (24-Apr-2026)       ||      ପୁଞ୍ଜି କଁୟା ଛକଠା ରେ ଟଙ୍କା ଵ୍ୟଗ ଲୁଟିନେଲେ ଲୁଟେରା ||   (24-Apr-2026)       ||      ବୁଗୁଡ଼ା ଆଞ୍ଚଳିକ ବରିଷ୍ଟ ନାଗରିକ ମଞ୍ଚ ପକ୍ଷରୁ ପଣା ବଣ୍ଟନ |    (23-Apr-2026)       ||      ପ୍ଲଟ ବ୍ୟବସାୟୀଙ୍କୁ ଅପହରଣ ପରେ ହତ୍ୟା ରେ ସାମିଲ ଅଭିଯୁକ୍ତ କୁ ଗିରଫକଲା ପୋଲିସ |   (23-Apr-2026)       ||      ଟିକାବାଲି ଥାନା ରେ ପୂର୍ବରୁ ତିନୋଟି ଚୋରି ଘଟଣା ରେ ଫେରାର ହୋଇଥିବା ଅଭିଯୁକ୍ତ ଗିରଫ |    (23-Apr-2026)       ||      ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଗୋଷ୍ଟି ସଂଘର୍ଷ, ଦୁଇ ପକ୍ଷରୁ ଚାରି ଜଣ ଗିରଫ |    (23-Apr-2026)       ||      ରୁକ୍ମୁଣୀ ନଗର ବାସିନ୍ଦା ବୁଦ୍ଧିମନ୍ତ ପାଢ଼ୀଙ୍କର ଦେହାନ୍ତ |   (22-Apr-2026)       ||      ଶ୍ରଦ୍ଧା ଫାଉଣ୍ଡେସନ ର ବାର୍ଷିକ ଉତ୍ସବ ଅନୁଷ୍ଠିତ |    (21-Apr-2026)       ||      ଏଡସ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ||   (21-Apr-2026)       ||      19 ଥର ରକ୍ତ ଦେଈ ଉଦାହରଣ ସାଜିଲେ ଦିବ୍ୟଙ୍ଗ ଶିକ୍ଷକ ରବୀନ୍ଦ୍ର ସେଠୀ |   (21-Apr-2026)       ||      ନୂତନ ଗୁରୁଣ୍ଠି ଠାରେ ମାଆ ମଙ୍ଗଳ ଙ୍କ ମନ୍ଦିର ଓ ବିଗ୍ରହ ପ୍ରତିଷ୍ଠା ପାଈଁ ଜଳ ଯାତ୍ରା ଅନୁଷ୍ଠିତ |    (21-Apr-2026)       ||      କଞ୍ଚଣା ଛକରେ ସ୍କୁଟି କାର ଧକ୍କା ଜଣେ ଯୁବକ ଗୁରୁତର |    (21-Apr-2026)       ||      ବିଗୁଡା ମେଡିକାଲ ରେ ଅଗ୍ନିଶମ ବିଭାଗ ତରଫରୁ ଆସୁ ବିପଦ ରୁ ରକ୍ଷା ପାଈଁ ମକ ଡ୍ରିଲ!   (21-Apr-2026)       ||      ଗଞ୍ଜାମ ଜିଲ୍ଲା ର ଲୋକ ମାନଙ୍କ ଲୁକାୟିତ ସଙ୍ଗୀତ ପ୍ରତିଭା କୁ ବିକଶିତ କରିବା ପାଈଁ ସିଙ୍ଗିଙ୍ଗ କଣ୍ଟେଷ୍ଟ ସିଜନ 2ର ଆରମ୍ଭ ନିମନ୍ତେ ସାମ୍ବାଦିକ ସମ୍ମିଳନୀ |    (21-Apr-2026)       ||      ପୁରୁଷୋତ୍ତମପୁର ବ୍ଳକର ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ସଙ୍ଘର ନୂତନ କର୍ମ କର୍ତ୍ତା ନିର୍ବାଚନ |    (21-Apr-2026)       ||      "କଟିବ୍ୟଥା ସଚେତନତା ଓ ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ |    (21-Apr-2026)       ||     

ମାଆ ସିଂହାସିନୀ ପୀଠରେ ରଜ ପର୍ବ ନିମନ୍ତେ ପ୍ରସ୍ତୁତି ବୈଠକ |

07-Jun-2025

ମା` ସିଂହାସନୀ ପୀଠରେ ରଜପର୍ବ ପାଳନ ପ୍ରସ୍ତୁତି।

ଓଡ଼ିଶା ଜନମତ, ପୋଲସରା, ସନ୍ତୋଷ କୁମାର ପଣ୍ଡା 

ତା.୦୭/୦୬/୨୦୨୫:

ମା` ସିଂହାସନୀ ପୀଠରେ ଆସନ୍ତା ୧୪ ତାରିଖରୁ ତିନିଦିନବ୍ୟାପୀ ରଜପର୍ବ ପାଳନ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ପାନୀୟଜଳ ବ୍ୟବସ୍ଥା, ଅଗ୍ନି ନିରାପତ୍ତା, ଭିଡ ନିୟନ୍ତ୍ରଣ, ଶୃଙ୍ଖଳିତ ଦର୍ଶନ ବ୍ୟବସ୍ଥା, ଶାନ୍ତିଶୃଙ୍ଖଳା ରକ୍ଷା ଦୁର୍ଘଟଣାରେ ଆହତଙ୍କୁ ସହଯୋଗ କରିବା, ଡାକ୍ତରଖାନାରେ ପହଞ୍ଚାଇବା ସମେତ ଶାନ୍ତିଶୃଙ୍ଖଳା ରକ୍ଷା, ସ୍ୱଚ୍ଛତା ରକ୍ଷା, ଏଵଂ ଭିତ୍ତିଭୂମି ପ୍ରସ୍ତୁତି ଉପରେ ଆଲୋଚନା ହୋଇଥିଲା। ବିଭିନ୍ନ ବିଭାଗରେ ପରିଚାଳନା ପାଇଁ ଦାୟିତ୍ଵ ପ୍ରଦାନ କରାଯାଇଛି। ଚିରିକିପଡ଼ାଶାସନ ସରପଞ୍ଚ ଭଗବାନ ସାହୁ, ଗୋଛାବାଡି ସରପଞ୍ଚ କାଜଲ କୁମାରୀ ଗୌଡ଼, ଭାବରଡା ସରପଞ୍ଚ ପ୍ରଦ୍ୟୁମ୍ନ ବିଷୋୟୀ ଓ ପାଣ୍ଡିରିପଡା ସରପଞ୍ଚ ରଘୁନାଥ ଭୂୟାଁଙ୍କ ସମେତ ସ୍ୱେଚ୍ଛାସେବୀ ସଙ୍ଗଠନର କର୍ମକର୍ତ୍ତାମାନଙ୍କୁ ସ୍ଵତନ୍ତ୍ର ଦାୟିତ୍ଵ ବଣ୍ଟନ ଦିଆଯାଇଛି। ଯାତ୍ରାକୁ ସୁଚାରୁ ଭାବେ ପରିଚାଳନା କରିବା ପାଇଁ ଉନ୍ନୟନ ପରିଷଦର ସଭାପତି ତଥା ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ପରାମର୍ଶ ଦେଇଛନ୍ତି। ପୋଲସରା ବିଡ଼ିଓ ଶଶିଭୂଷଣ ମହାପାତ୍ର, ତହସିଲଦାର ଦିପ୍ତିମୟୀ ପାତ୍ର, ପାନୀୟ ଜଳଯୋଗାଣ ବିଭାଗର ସରକାରୀ ନିର୍ବାହୀଯନ୍ତ୍ରୀ ପ୍ରଦୀପ କୁମାର ତ୍ରିପାଠୀ, ପୋଲସରା ବନାଞ୍ଚଳ ଅଧିକାରୀ ଅନୀଲ କୁମାର ପଣ୍ଡା, ଅଗ୍ନି ନିରାପତ୍ତାବାହିନୀ ଅଧିକାରୀ ପ୍ରଦୀପ ନନ୍ଦ, ପାଣ୍ଡିରିପଡା ମେଡ଼ିକାଲ ଡ଼ାକ୍ତର ବିଜୟ କୁମାର ଭୂୟାଁ ଓ ଡ଼ାକ୍ତର ସୁନୀଲ ଦଳାଇ, ପୋଲସରା ଥାନା ଏଏସଆଇ ବିମଳ କହଁର, ବିଧାୟକ ପ୍ରତିନିଧି ରାଜେନ୍ଦ୍ର ମହାପାତ୍ର, ଏନଏସି ବିଧାୟକ ପ୍ରତିନିଧି ମନୋଜ କୁମାର ଖଟୁଆ, ରବି ନାୟକ, ପିତବାସ ପ୍ରଧାନ ଓ ସତ୍ୟନାରାୟଣ ସାହୁଙ୍କ ସମେତ ବିଭିନ୍ନ ବିଭାଗର ପଦାଧିକାରି ଉପସ୍ଥିତ ଥିଲେ।

News Comment

You Might Also Like

BACK TO TOP