Breaking News

ପୋଲସରା ରେ ଜାତୀୟ ପଞ୍ଚାୟତ ରାଜ ଦିବସ ପାଳିତ |    (24-Apr-2026)       ||      ପୁରୁଷୋତ୍ତମପୁର ବ୍ଲକରେ ପାଳନ ହେଲା ଜାତୀୟ ପଞ୍ଚାୟତ ରାଜ ଦିବସ    (24-Apr-2026)       ||      ପୁଞ୍ଜି କଁୟା ଛକଠା ରେ ଟଙ୍କା ଵ୍ୟଗ ଲୁଟିନେଲେ ଲୁଟେରା ||   (24-Apr-2026)       ||      ବୁଗୁଡ଼ା ଆଞ୍ଚଳିକ ବରିଷ୍ଟ ନାଗରିକ ମଞ୍ଚ ପକ୍ଷରୁ ପଣା ବଣ୍ଟନ |    (23-Apr-2026)       ||      ପ୍ଲଟ ବ୍ୟବସାୟୀଙ୍କୁ ଅପହରଣ ପରେ ହତ୍ୟା ରେ ସାମିଲ ଅଭିଯୁକ୍ତ କୁ ଗିରଫକଲା ପୋଲିସ |   (23-Apr-2026)       ||      ଟିକାବାଲି ଥାନା ରେ ପୂର୍ବରୁ ତିନୋଟି ଚୋରି ଘଟଣା ରେ ଫେରାର ହୋଇଥିବା ଅଭିଯୁକ୍ତ ଗିରଫ |    (23-Apr-2026)       ||      ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଗୋଷ୍ଟି ସଂଘର୍ଷ, ଦୁଇ ପକ୍ଷରୁ ଚାରି ଜଣ ଗିରଫ |    (23-Apr-2026)       ||      ରୁକ୍ମୁଣୀ ନଗର ବାସିନ୍ଦା ବୁଦ୍ଧିମନ୍ତ ପାଢ଼ୀଙ୍କର ଦେହାନ୍ତ |   (22-Apr-2026)       ||      ଶ୍ରଦ୍ଧା ଫାଉଣ୍ଡେସନ ର ବାର୍ଷିକ ଉତ୍ସବ ଅନୁଷ୍ଠିତ |    (21-Apr-2026)       ||      ଏଡସ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ||   (21-Apr-2026)       ||      19 ଥର ରକ୍ତ ଦେଈ ଉଦାହରଣ ସାଜିଲେ ଦିବ୍ୟଙ୍ଗ ଶିକ୍ଷକ ରବୀନ୍ଦ୍ର ସେଠୀ |   (21-Apr-2026)       ||      ନୂତନ ଗୁରୁଣ୍ଠି ଠାରେ ମାଆ ମଙ୍ଗଳ ଙ୍କ ମନ୍ଦିର ଓ ବିଗ୍ରହ ପ୍ରତିଷ୍ଠା ପାଈଁ ଜଳ ଯାତ୍ରା ଅନୁଷ୍ଠିତ |    (21-Apr-2026)       ||      କଞ୍ଚଣା ଛକରେ ସ୍କୁଟି କାର ଧକ୍କା ଜଣେ ଯୁବକ ଗୁରୁତର |    (21-Apr-2026)       ||      ବିଗୁଡା ମେଡିକାଲ ରେ ଅଗ୍ନିଶମ ବିଭାଗ ତରଫରୁ ଆସୁ ବିପଦ ରୁ ରକ୍ଷା ପାଈଁ ମକ ଡ୍ରିଲ!   (21-Apr-2026)       ||      ଗଞ୍ଜାମ ଜିଲ୍ଲା ର ଲୋକ ମାନଙ୍କ ଲୁକାୟିତ ସଙ୍ଗୀତ ପ୍ରତିଭା କୁ ବିକଶିତ କରିବା ପାଈଁ ସିଙ୍ଗିଙ୍ଗ କଣ୍ଟେଷ୍ଟ ସିଜନ 2ର ଆରମ୍ଭ ନିମନ୍ତେ ସାମ୍ବାଦିକ ସମ୍ମିଳନୀ |    (21-Apr-2026)       ||      ପୁରୁଷୋତ୍ତମପୁର ବ୍ଳକର ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ସଙ୍ଘର ନୂତନ କର୍ମ କର୍ତ୍ତା ନିର୍ବାଚନ |    (21-Apr-2026)       ||      "କଟିବ୍ୟଥା ସଚେତନତା ଓ ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ |    (21-Apr-2026)       ||      କାର ଧକ୍କାରେ ମହିଳା ମୃତ |    (21-Apr-2026)       ||      ଭଞ୍ଜନଗର ଜଳ ଭଣ୍ଡାର ରେ ବୁଡି ଦୁଇ ଛାତ୍ର ମୃତ ||   (20-Apr-2026)       ||      ଦୁଇ ବେଆଇନ ଗୋ ଚାଲାଣ କାରୀ ଗାଈ ଗାଡି ଜବତ କଲା ବୁଗୁଡ଼ା ପୋଲିସ |   (20-Apr-2026)       ||     

ବାଲିଗୁଡା ଅଞ୍ଚଳରେ ଘନ, ଘନ ବିଦ୍ୟୁତ କାଟ ହେଉଥିଲା ବେଳେ ସେପଟେ ଦିନରେ ଜଳୁଛି ଷ୍ଟ୍ରିଟ ଲାଇଟ |

09-Jun-2025

ଏପଟେ ଘନଘନ ବିଦ୍ୟୁତ୍‌କାଟ୍‌ ହେଉଥିବା ବେଳେ ସେପଟେ ଦିନରେ ଜଳୁଛି ଷ୍ଟ୍ରିଟ୍‌ ଲାଇଟ୍‌

ଓଡିଶା ଜନମତ, ବାଲିଗୁଡ଼ା,ସଞ୍ଜୟ କୁମାର ପାଣିଗ୍ରାହୀ, ତା, ୦୮/୦୬:

 ଗୋଟିଏ ପଟେ ଘନଘନ ବିଦ୍ୟୁତ୍‌ କାଟ୍‌କୁ ନେଇ ଜନଅସନ୍ତୋଷ ବୃଦ୍ଧି ପାଉଥିବା ବେଳେ ଅନ୍ୟପଟେ ଦିନରେ ଜଳୁଛି ଷ୍ଟ୍ରିଟ ଲାଇଟ୍‌। ଏଭଳି ଏକ ଘଟଣା କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡ଼ି ସ୍ଥିତ ଲକ୍ଷ୍ମୀ ବଜାରରେ ଦେଖିବାକୁ ମିଳିଛି l ପ୍ରକାଶ ଯେ, ଏବେ ଉକ୍ତ ବ୍ଲକ ଅଞ୍ଚଳରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଅସହ୍ୟ ଗରମ ଗୁଳୁଗୁଳି ଲାଗିରହିଥିବା ବେଳେ ଘନଘନ ବିଦ୍ୟୁତ୍‌ କାଟ୍‌ ହେଉଛି। ୩୩ କେଭି ଓ ୧୧ କେଭି ବିଦ୍ୟୁତ୍‌ ବିଭ୍ରାଟ ଲାଗି ରହିଛି ତୁହାକୁ ତୁହା ଘଣ୍ଟା ଘଣ୍ଟା ଧରି ବିଦ୍ୟୁତ୍‌ କରାଯାଉଛି। ଏହି ସମସ୍ୟା ଦିନରେ ଯେତିକି ଦେଖିବାକୁ ମିଳୁଛି ରାତିରେ ଦ୍ବିଗୁଣିତ ବିଦ୍ୟୁତ୍‌ କାଟ୍‌ ହେଉଛି ଏହାକୁ ନେଇ ଉପଭୋକ୍ତା ମାନେ ଅସନ୍ତୋଷ ବ୍ୟକ୍ତ କରୁଥିବା ବେକେ ଗତ କିଛି ଦିନ ହେଲା ଦାରିଙ୍ଗବାଡ଼ିର ଲକ୍ଷ୍ମୀବଜାରର ଷ୍ଟ୍ରିଟ୍‌ ଲାଇଟ୍‌କୁ ଦିନରେ ବନ୍ଦ କରାଯାଉନାହିଁ। ଦିନରେ ଆଲୁଅ ଲାଗି ରହିଥିବାରୁ ବ୍ୟବସାୟୀମାନେ ଏନେଇ ବାରମ୍ବାର ଅଭିଯୋଗ କଲେ ମଧ୍ୟ କୌଣସି ସୁଫଳ ମିଳୁନାହିଁ। ଗୋଟିଏ ପଟେ ଉପଭୋକ୍ତାଙ୍କୁ ନିୟମିତ ବିଦ୍ୟୁତ୍‌ ଯୋଗାଇବାରେ ବିଫଳ ହେଉଥିବା ବିଦ୍ୟୁତ୍‌ ବିଭାଗ କିଭଳି ଦିନରେ ଲାଗି ରହିଥିବା ଷ୍ଟ୍ରିଟ୍‌ଲାଇଟ୍‌କୁ କାହିଁକି ବନ୍ଦ କରୁନାହିଁ ସେନେଇ ପ୍ରଶ୍ନ ଉଠୁଛି। ଶୀଘ୍ର ଏହାର ପଦକ୍ଷେପ ନେଇ ଦିନରେ ଏହାକୁ ବନ୍ଦ କରିବାକୁ ଦାବି ହୋଇଛି। ଅଯଥା ବିଦ୍ୟୁତ୍‌ ଶକ୍ତି ନଷ୍ଟ ହେବା ସହ ସରକାରଙ୍କ ରାଜସ୍ବ କ୍ଷତି ହେଉଥିବା ସ୍ଥାନୀୟ ବ୍ୟବସାୟୀମାନେ ଅଭିଯୋଗ କରିଛନ୍ତି।

News Comment

You Might Also Like

BACK TO TOP