Breaking News

ପୋଲସରା ରେ ଜାତୀୟ ପଞ୍ଚାୟତ ରାଜ ଦିବସ ପାଳିତ |    (24-Apr-2026)       ||      ପୁରୁଷୋତ୍ତମପୁର ବ୍ଲକରେ ପାଳନ ହେଲା ଜାତୀୟ ପଞ୍ଚାୟତ ରାଜ ଦିବସ    (24-Apr-2026)       ||      ପୁଞ୍ଜି କଁୟା ଛକଠା ରେ ଟଙ୍କା ଵ୍ୟଗ ଲୁଟିନେଲେ ଲୁଟେରା ||   (24-Apr-2026)       ||      ବୁଗୁଡ଼ା ଆଞ୍ଚଳିକ ବରିଷ୍ଟ ନାଗରିକ ମଞ୍ଚ ପକ୍ଷରୁ ପଣା ବଣ୍ଟନ |    (23-Apr-2026)       ||      ପ୍ଲଟ ବ୍ୟବସାୟୀଙ୍କୁ ଅପହରଣ ପରେ ହତ୍ୟା ରେ ସାମିଲ ଅଭିଯୁକ୍ତ କୁ ଗିରଫକଲା ପୋଲିସ |   (23-Apr-2026)       ||      ଟିକାବାଲି ଥାନା ରେ ପୂର୍ବରୁ ତିନୋଟି ଚୋରି ଘଟଣା ରେ ଫେରାର ହୋଇଥିବା ଅଭିଯୁକ୍ତ ଗିରଫ |    (23-Apr-2026)       ||      ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଗୋଷ୍ଟି ସଂଘର୍ଷ, ଦୁଇ ପକ୍ଷରୁ ଚାରି ଜଣ ଗିରଫ |    (23-Apr-2026)       ||      ରୁକ୍ମୁଣୀ ନଗର ବାସିନ୍ଦା ବୁଦ୍ଧିମନ୍ତ ପାଢ଼ୀଙ୍କର ଦେହାନ୍ତ |   (22-Apr-2026)       ||      ଶ୍ରଦ୍ଧା ଫାଉଣ୍ଡେସନ ର ବାର୍ଷିକ ଉତ୍ସବ ଅନୁଷ୍ଠିତ |    (21-Apr-2026)       ||      ଏଡସ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ||   (21-Apr-2026)       ||      19 ଥର ରକ୍ତ ଦେଈ ଉଦାହରଣ ସାଜିଲେ ଦିବ୍ୟଙ୍ଗ ଶିକ୍ଷକ ରବୀନ୍ଦ୍ର ସେଠୀ |   (21-Apr-2026)       ||      ନୂତନ ଗୁରୁଣ୍ଠି ଠାରେ ମାଆ ମଙ୍ଗଳ ଙ୍କ ମନ୍ଦିର ଓ ବିଗ୍ରହ ପ୍ରତିଷ୍ଠା ପାଈଁ ଜଳ ଯାତ୍ରା ଅନୁଷ୍ଠିତ |    (21-Apr-2026)       ||      କଞ୍ଚଣା ଛକରେ ସ୍କୁଟି କାର ଧକ୍କା ଜଣେ ଯୁବକ ଗୁରୁତର |    (21-Apr-2026)       ||      ବିଗୁଡା ମେଡିକାଲ ରେ ଅଗ୍ନିଶମ ବିଭାଗ ତରଫରୁ ଆସୁ ବିପଦ ରୁ ରକ୍ଷା ପାଈଁ ମକ ଡ୍ରିଲ!   (21-Apr-2026)       ||      ଗଞ୍ଜାମ ଜିଲ୍ଲା ର ଲୋକ ମାନଙ୍କ ଲୁକାୟିତ ସଙ୍ଗୀତ ପ୍ରତିଭା କୁ ବିକଶିତ କରିବା ପାଈଁ ସିଙ୍ଗିଙ୍ଗ କଣ୍ଟେଷ୍ଟ ସିଜନ 2ର ଆରମ୍ଭ ନିମନ୍ତେ ସାମ୍ବାଦିକ ସମ୍ମିଳନୀ |    (21-Apr-2026)       ||      ପୁରୁଷୋତ୍ତମପୁର ବ୍ଳକର ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ସଙ୍ଘର ନୂତନ କର୍ମ କର୍ତ୍ତା ନିର୍ବାଚନ |    (21-Apr-2026)       ||      "କଟିବ୍ୟଥା ସଚେତନତା ଓ ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ |    (21-Apr-2026)       ||      କାର ଧକ୍କାରେ ମହିଳା ମୃତ |    (21-Apr-2026)       ||      ଭଞ୍ଜନଗର ଜଳ ଭଣ୍ଡାର ରେ ବୁଡି ଦୁଇ ଛାତ୍ର ମୃତ ||   (20-Apr-2026)       ||      ଦୁଇ ବେଆଇନ ଗୋ ଚାଲାଣ କାରୀ ଗାଈ ଗାଡି ଜବତ କଲା ବୁଗୁଡ଼ା ପୋଲିସ |   (20-Apr-2026)       ||     

ପୋଲସରା ରେମନ୍ତ୍ରୀ ଗୋକୁଳା ନନ୍ଦ ମଲ୍କିକ ଓ଼ଆସ୍କା ଏମପି ଙ୍କ ଦ୍ୱାରା ମେଗା ଭତ୍ତା ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ |

09-Jun-2025

ମେଗା ଭତ୍ତା ବଣ୍ଟନ ଶିବିରରେ ମନ୍ତ୍ରୀ ଏଵଂ ସାଂସଦ ଯୋଗଦେଲେ।
ଓଡ଼ିଶା ଜନମତ, ପୋଲସରା, ସନ୍ତୋଷ କୁମାର ପଣ୍ଡା 
___________________________________
ପୋଲସରା  ତା.୦୯/୦୬/୨୦୨୫:- ଆଜି ପୋଲସରା ଠାରେ ମେଗା ଭତ୍ତା ବଣ୍ଟନ ଶିବିର  ଅନୁଷ୍ଠିତ ହୋଇଯାଇଛି। ପୋଲସରା ବିଡ଼ିଓ ଶଶିଭୂଷଣ ମହାପାତ୍ରଙ୍କ ପ୍ରତ୍ୟକ୍ଷ ତତ୍ବାବଧାନ ଏବଂ ବ୍ଲକ୍ ଅଧ୍ୟକ୍ଷା କଳ୍ପନା ପ୍ରଧାନଙ୍କ ଅଧ୍ୟକ୍ଷତାରେ ଆୟୋଜିତ କାର୍ଯ୍ୟକ୍ରମଟିକୁ ମୁଖ୍ୟଅତିଥି ପୋଲସରା ବିଧାୟକ ତଥା ରାଜ୍ୟ ମତ୍ସ୍ୟ, ପଶୁସମ୍ପଦ ବିକାଶ, ଅତିକ୍ଷୁଦ୍ର, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ବିଭାଗ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ପ୍ରଦୀପ ପ୍ରଜ୍ଜଳନ ପୂର୍ବକ ଶୁଭ ଉଦଘାଟନ କରିଥିବାବେଳେ ଅନ୍ୟତମ ଅତିଥିଭାବେ ଆସ୍କା ସାଂସଦ ଅନିତା ଶୁଭଦର୍ଶିନୀ  ପଟ୍ଟନାୟକ, ବ୍ଲକ୍ ଉପାଧ୍ୟକ୍ଷ କାହ୍ନୁଚରଣ ପରିଡ଼ା, ଜିଲ୍ଲା ପରିଷଦ ସଭ୍ୟ ଅଶୋକ କୁମାର ବିଷୋୟୀ ଓ ଜିଲ୍ଲା ପରିଷ ସଭ୍ୟା ଟୁନୁ ଦାସ ପ୍ରମୁଖ ଯୋଗଦେଇଥିଲେ। ଅତିଥି ମନ୍ତ୍ରୀ ଓ ସାଂସଦ ଉଭୟେ କେନ୍ଦ୍ର ଏବଂ ରାଜ୍ୟ ସରକାରଙ୍କ ବିଭିନ୍ନ  ଲୋକାଭିମୁଖି କଲ୍ୟାଣ ମୂଳକ ଯୋଜନା ଉପରେ ଆଲୋକ ପାତ କରିବା ସହିତ ବିଶେଷ କରି ଗରିବ, ବୟସ୍କ, ବିଧବା ଓ ଅସହାୟ ସାଧାରଣ ଜନତାଙ୍କ ପାଇଁ ସ୍ଵତନ୍ତ୍ର ଭାବେ ଭତ୍ତା ମାଗଣା ସ୍ବାସ୍ଥ୍ୟ ସେବା ଏଵଂ ମାଗଣା ଚାଉଳ ଯୋଗାଣ ଏବଂ ବାସହୀନଙ୍କୁ 
ମାଗଣା ନେଇ ଆବାସଗୃହ ପ୍ରଦାନ କରି ନିର୍ବାଚନ ବେଳେ ଦେଇଥିବା ନିଜର ପ୍ରତିଶ୍ରୁତି ପାଳନ କରି ଜନସାଧାରଣଙ୍କ ସେବା କରି ଆସୁଛନ୍ତି ବୋଲି କହିଥିଲେ। ଏହି ଅବସରରେ ୨୬ ଗୋଟି ପଞ୍ଚାୟତରୁ ଏକହଜାରରୁ ଊର୍ଦ୍ଧ୍ବ ଯୋଗ୍ୟ ହିତାଧିକାରୀଙ୍କୁ ଭତ୍ତା ବଣ୍ଟନ କରିଥିଲେ। କାର୍ଯ୍ୟକ୍ରମର ବିଡ଼ିଓ କାର୍ଯ୍ୟାଳୟର ସମସ୍ତ ଷ୍ଟାଫ୍ ଏଵଂ କର୍ମଚାରୀଙ୍କ ସମେତ ପଞ୍ଚାୟତ ସରପଞ୍ଚ, ସମିତିସଭ୍ୟ, ବିଏମପି ପ୍ରମୁଖ ଉପସ୍ଥିତ ରହି ସହଯୋଗ କରିଥିଲେ।

News Comment

You Might Also Like

BACK TO TOP