Breaking News

ପୋଲସରା ରେ ଜାତୀୟ ପଞ୍ଚାୟତ ରାଜ ଦିବସ ପାଳିତ |    (24-Apr-2026)       ||      ପୁରୁଷୋତ୍ତମପୁର ବ୍ଲକରେ ପାଳନ ହେଲା ଜାତୀୟ ପଞ୍ଚାୟତ ରାଜ ଦିବସ    (24-Apr-2026)       ||      ପୁଞ୍ଜି କଁୟା ଛକଠା ରେ ଟଙ୍କା ଵ୍ୟଗ ଲୁଟିନେଲେ ଲୁଟେରା ||   (24-Apr-2026)       ||      ବୁଗୁଡ଼ା ଆଞ୍ଚଳିକ ବରିଷ୍ଟ ନାଗରିକ ମଞ୍ଚ ପକ୍ଷରୁ ପଣା ବଣ୍ଟନ |    (23-Apr-2026)       ||      ପ୍ଲଟ ବ୍ୟବସାୟୀଙ୍କୁ ଅପହରଣ ପରେ ହତ୍ୟା ରେ ସାମିଲ ଅଭିଯୁକ୍ତ କୁ ଗିରଫକଲା ପୋଲିସ |   (23-Apr-2026)       ||      ଟିକାବାଲି ଥାନା ରେ ପୂର୍ବରୁ ତିନୋଟି ଚୋରି ଘଟଣା ରେ ଫେରାର ହୋଇଥିବା ଅଭିଯୁକ୍ତ ଗିରଫ |    (23-Apr-2026)       ||      ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଗୋଷ୍ଟି ସଂଘର୍ଷ, ଦୁଇ ପକ୍ଷରୁ ଚାରି ଜଣ ଗିରଫ |    (23-Apr-2026)       ||      ରୁକ୍ମୁଣୀ ନଗର ବାସିନ୍ଦା ବୁଦ୍ଧିମନ୍ତ ପାଢ଼ୀଙ୍କର ଦେହାନ୍ତ |   (22-Apr-2026)       ||      ଶ୍ରଦ୍ଧା ଫାଉଣ୍ଡେସନ ର ବାର୍ଷିକ ଉତ୍ସବ ଅନୁଷ୍ଠିତ |    (21-Apr-2026)       ||      ଏଡସ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ||   (21-Apr-2026)       ||      19 ଥର ରକ୍ତ ଦେଈ ଉଦାହରଣ ସାଜିଲେ ଦିବ୍ୟଙ୍ଗ ଶିକ୍ଷକ ରବୀନ୍ଦ୍ର ସେଠୀ |   (21-Apr-2026)       ||      ନୂତନ ଗୁରୁଣ୍ଠି ଠାରେ ମାଆ ମଙ୍ଗଳ ଙ୍କ ମନ୍ଦିର ଓ ବିଗ୍ରହ ପ୍ରତିଷ୍ଠା ପାଈଁ ଜଳ ଯାତ୍ରା ଅନୁଷ୍ଠିତ |    (21-Apr-2026)       ||      କଞ୍ଚଣା ଛକରେ ସ୍କୁଟି କାର ଧକ୍କା ଜଣେ ଯୁବକ ଗୁରୁତର |    (21-Apr-2026)       ||      ବିଗୁଡା ମେଡିକାଲ ରେ ଅଗ୍ନିଶମ ବିଭାଗ ତରଫରୁ ଆସୁ ବିପଦ ରୁ ରକ୍ଷା ପାଈଁ ମକ ଡ୍ରିଲ!   (21-Apr-2026)       ||      ଗଞ୍ଜାମ ଜିଲ୍ଲା ର ଲୋକ ମାନଙ୍କ ଲୁକାୟିତ ସଙ୍ଗୀତ ପ୍ରତିଭା କୁ ବିକଶିତ କରିବା ପାଈଁ ସିଙ୍ଗିଙ୍ଗ କଣ୍ଟେଷ୍ଟ ସିଜନ 2ର ଆରମ୍ଭ ନିମନ୍ତେ ସାମ୍ବାଦିକ ସମ୍ମିଳନୀ |    (21-Apr-2026)       ||      ପୁରୁଷୋତ୍ତମପୁର ବ୍ଳକର ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ସଙ୍ଘର ନୂତନ କର୍ମ କର୍ତ୍ତା ନିର୍ବାଚନ |    (21-Apr-2026)       ||      "କଟିବ୍ୟଥା ସଚେତନତା ଓ ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ |    (21-Apr-2026)       ||      କାର ଧକ୍କାରେ ମହିଳା ମୃତ |    (21-Apr-2026)       ||      ଭଞ୍ଜନଗର ଜଳ ଭଣ୍ଡାର ରେ ବୁଡି ଦୁଇ ଛାତ୍ର ମୃତ ||   (20-Apr-2026)       ||      ଦୁଇ ବେଆଇନ ଗୋ ଚାଲାଣ କାରୀ ଗାଈ ଗାଡି ଜବତ କଲା ବୁଗୁଡ଼ା ପୋଲିସ |   (20-Apr-2026)       ||     

ପୋଲସରା ମଥୁରାରେ ମଦ ବ୍ୟବସାୟୀ କୁ ନେଇ ଗଣ୍ଡଗୋଳ ଓ ଜଣଙ୍କୁ ଆକ୍ରମଣ |

11-Jun-2025

ମଥୁରା ରେ ମଦ ବ୍ୟବସାୟ କୁନେଇ ଗଣ୍ଡଗୋଳ

ପୋଲସରା ୧୦. ୬. ୨୫ ପୋଲସରା ଥାନା ମଥୁରା ଗ୍ରାମରେ ମଙ୍ଗଳ ବାର ରାତ୍ର ସମୟରେ ମଦ ବ୍ୟବସାୟ କୁ ନେଇ  ଦୁଇ ଗୋଷ୍ଠୀ ମଧ୍ୟରେ ଆକ୍ରମଣ ପ୍ରତିଆକ୍ରମଣ ହୋଇଛି| ଉକ୍ତ ଘଟଣା ରେ ଦୁଇ ଗୋଷ୍ଠୀ ର ତିନିଜଣ ଆହତ ହୋଇଛନ୍ତି| ଆହତ ମାନେ ହେଲେ ମଥୁରା ଗ୍ରାମର ଜିତେନ୍ଦ୍ର ଖଟେଇ,ରୁଦ୍ର ସେଠି ଓ ଡୋଙ୍ଗରି ଗ୍ରାମର ରାଜେଶ ଦଳେଇ,  ଜିତେନ୍ଦ୍ର ଖଟେଇ ଙ୍କ ଗୋଡ଼ରେ ଗଭୀର କ୍ଷତ ହୋଇଥିବା ବେଳେ  ରୁଦ୍ର ସେଠି ଙ୍କ ଗୋଡ ହାତରେ ମଧ୍ୟ ଗଭୀର ଆଘାତ ଲାଗିଛି|ଆହତମାନଙ୍କୁ ପୋଲସରା  ସ୍ୱାସ୍ଥ୍ୟ କେନ୍ଦ୍ରରେ ପ୍ରାଥମିକ ଚିକିତ୍ସା ପରେ  ବ୍ରହ୍ମପୁର ମେଡିକାଲ କୁ ପଠାଯାଇଛି|ପୋଲସରା ଥାନାଧିକାରୀ କୌଶିକ ମାଝୀ ପୁରା ଟିମ ପହଂଚି ଘଟଣା କୁ ଆୟତ କରି ତଦନ୍ତ ଚଳାଇଛନ୍ତି|ଖବର ଲେଖାଯିବା ସୁଦ୍ଧା ଥାନାରେ କୌଣସି ଲିଖିତ ଅଭିଯୋଗ ହୋଇନାହିଁ|

News Comment

You Might Also Like

BACK TO TOP