Breaking News

ପୋଲସରା ରେ ଜାତୀୟ ପଞ୍ଚାୟତ ରାଜ ଦିବସ ପାଳିତ |    (24-Apr-2026)       ||      ପୁରୁଷୋତ୍ତମପୁର ବ୍ଲକରେ ପାଳନ ହେଲା ଜାତୀୟ ପଞ୍ଚାୟତ ରାଜ ଦିବସ    (24-Apr-2026)       ||      ପୁଞ୍ଜି କଁୟା ଛକଠା ରେ ଟଙ୍କା ଵ୍ୟଗ ଲୁଟିନେଲେ ଲୁଟେରା ||   (24-Apr-2026)       ||      ବୁଗୁଡ଼ା ଆଞ୍ଚଳିକ ବରିଷ୍ଟ ନାଗରିକ ମଞ୍ଚ ପକ୍ଷରୁ ପଣା ବଣ୍ଟନ |    (23-Apr-2026)       ||      ପ୍ଲଟ ବ୍ୟବସାୟୀଙ୍କୁ ଅପହରଣ ପରେ ହତ୍ୟା ରେ ସାମିଲ ଅଭିଯୁକ୍ତ କୁ ଗିରଫକଲା ପୋଲିସ |   (23-Apr-2026)       ||      ଟିକାବାଲି ଥାନା ରେ ପୂର୍ବରୁ ତିନୋଟି ଚୋରି ଘଟଣା ରେ ଫେରାର ହୋଇଥିବା ଅଭିଯୁକ୍ତ ଗିରଫ |    (23-Apr-2026)       ||      ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଗୋଷ୍ଟି ସଂଘର୍ଷ, ଦୁଇ ପକ୍ଷରୁ ଚାରି ଜଣ ଗିରଫ |    (23-Apr-2026)       ||      ରୁକ୍ମୁଣୀ ନଗର ବାସିନ୍ଦା ବୁଦ୍ଧିମନ୍ତ ପାଢ଼ୀଙ୍କର ଦେହାନ୍ତ |   (22-Apr-2026)       ||      ଶ୍ରଦ୍ଧା ଫାଉଣ୍ଡେସନ ର ବାର୍ଷିକ ଉତ୍ସବ ଅନୁଷ୍ଠିତ |    (21-Apr-2026)       ||      ଏଡସ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ||   (21-Apr-2026)       ||      19 ଥର ରକ୍ତ ଦେଈ ଉଦାହରଣ ସାଜିଲେ ଦିବ୍ୟଙ୍ଗ ଶିକ୍ଷକ ରବୀନ୍ଦ୍ର ସେଠୀ |   (21-Apr-2026)       ||      ନୂତନ ଗୁରୁଣ୍ଠି ଠାରେ ମାଆ ମଙ୍ଗଳ ଙ୍କ ମନ୍ଦିର ଓ ବିଗ୍ରହ ପ୍ରତିଷ୍ଠା ପାଈଁ ଜଳ ଯାତ୍ରା ଅନୁଷ୍ଠିତ |    (21-Apr-2026)       ||      କଞ୍ଚଣା ଛକରେ ସ୍କୁଟି କାର ଧକ୍କା ଜଣେ ଯୁବକ ଗୁରୁତର |    (21-Apr-2026)       ||      ବିଗୁଡା ମେଡିକାଲ ରେ ଅଗ୍ନିଶମ ବିଭାଗ ତରଫରୁ ଆସୁ ବିପଦ ରୁ ରକ୍ଷା ପାଈଁ ମକ ଡ୍ରିଲ!   (21-Apr-2026)       ||      ଗଞ୍ଜାମ ଜିଲ୍ଲା ର ଲୋକ ମାନଙ୍କ ଲୁକାୟିତ ସଙ୍ଗୀତ ପ୍ରତିଭା କୁ ବିକଶିତ କରିବା ପାଈଁ ସିଙ୍ଗିଙ୍ଗ କଣ୍ଟେଷ୍ଟ ସିଜନ 2ର ଆରମ୍ଭ ନିମନ୍ତେ ସାମ୍ବାଦିକ ସମ୍ମିଳନୀ |    (21-Apr-2026)       ||      ପୁରୁଷୋତ୍ତମପୁର ବ୍ଳକର ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ସଙ୍ଘର ନୂତନ କର୍ମ କର୍ତ୍ତା ନିର୍ବାଚନ |    (21-Apr-2026)       ||      "କଟିବ୍ୟଥା ସଚେତନତା ଓ ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ |    (21-Apr-2026)       ||      କାର ଧକ୍କାରେ ମହିଳା ମୃତ |    (21-Apr-2026)       ||      ଭଞ୍ଜନଗର ଜଳ ଭଣ୍ଡାର ରେ ବୁଡି ଦୁଇ ଛାତ୍ର ମୃତ ||   (20-Apr-2026)       ||      ଦୁଇ ବେଆଇନ ଗୋ ଚାଲାଣ କାରୀ ଗାଈ ଗାଡି ଜବତ କଲା ବୁଗୁଡ଼ା ପୋଲିସ |   (20-Apr-2026)       ||     

ପୋଡ଼ାମ ପେଟା ଗାଁରେ ବିଶ୍ୱ ସମୁଦ୍ର ଦିବସ ପାଳିତ ||

12-Jun-2025

ବିଶ୍ୱ ସମୁଦ୍ର ଦିବସ ପାଳିତ,

ଓଡିଶା ଜନ ମତ, ଗଞ୍ଜାମ, ବଟ କୃଷ୍ଣ ରାଉଳ, ତା - 12,6 :
     ଗଞ୍ଜାମ ବ୍ଲକ ଅନ୍ତର୍ଗତ ପୋଡ଼ମ ପେଟା ଗ୍ରାମ ଓଡ଼ିଆରପି କଲୋନୀ ରେ ଆଇନା ଅନୁଷ୍ଠାନ ପକ୍ଷରୁ ବିଶ୍ୱ ସମୁଦ୍ର ଦିବସ ପାଳିତ ହୋଇଯାଇଛି l ଏହି ଅବସରରେ ସମାଜସେବୀ ସି ଏଚ ପଦ୍ମିନୀ ଙ୍କ ନେତୃତ୍ୱରେ ଉକ୍ତ ଦିବସ ପାଳିତ ହୋଇଥିଲା  l ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥିଭାବେ ସ୍ଥାନୀୟ ସରପଞ୍ଚ ସଂଯୁକ୍ତା ପ୍ରଧାନ ଯୋଗଦେଇ ପ୍ଳାଷ୍ଟିକ ଓ ପଲିଥିନ ମୁକ୍ତ ପରିବେଶ ସୃଷ୍ଟି କରି ବେଳାଭୂମି ସ୍ଵଛତା ରଖିବା ପାଇଁ ଆହ୍ୱାନ ଦେଇଥିଲେ l ୱାର୍ଡ ମେମ୍ବର ଏନ. ଲକ୍ଷ୍ମୀ, ବି. ହାଡ଼ି, ଗ୍ରାମ୍ୟ ଭଦ୍ରବ୍ୟକ୍ତି କେ. କୁଶ, ସି ଏଚ ମୁସଲେୟା ପ୍ରମୁଖ ସମ୍ମାନିତ ଅତିଥିଭାବେ ଉପସ୍ଥିତ ରହିଥିଲେ l ଶେଷରେ ସ୍ଥାନୀୟ ଅଞ୍ଚଳ ଓ ସମୁଦ୍ର ବେଳାଭୂମିରେ ସ୍ଵଛତା ନେଇ ସଚେତନାତା ସୃଷ୍ଟି ସୃଷ୍ଟି କରାଯାଥିଲା l ୟୁଥ ଫର ୱାଟର, ୱାଟର ଇନସେଟିଭ, ଅପୋୱା, ଆହ୍ୱାନ ଫାଉଣ୍ଡେସନ ପ୍ରମୁଖ ଅନୁଷ୍ଠାନ ସହଯୋଗ କରିଥିଲେ l

News Comment

You Might Also Like

BACK TO TOP