Breaking News

ପ୍ଲଟ ବ୍ୟବସାୟୀଙ୍କୁ ଅପହରଣ ପରେ ହତ୍ୟା ରେ ସାମିଲ ଅଭିଯୁକ୍ତ କୁ ଗିରଫକଲା ପୋଲିସ |   (23-Apr-2026)       ||      ଟିକାବାଲି ଥାନା ରେ ପୂର୍ବରୁ ତିନୋଟି ଚୋରି ଘଟଣା ରେ ଫେରାର ହୋଇଥିବା ଅଭିଯୁକ୍ତ ଗିରଫ |    (23-Apr-2026)       ||      ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଗୋଷ୍ଟି ସଂଘର୍ଷ, ଦୁଇ ପକ୍ଷରୁ ଚାରି ଜଣ ଗିରଫ |    (23-Apr-2026)       ||      ରୁକ୍ମୁଣୀ ନଗର ବାସିନ୍ଦା ବୁଦ୍ଧିମନ୍ତ ପାଢ଼ୀଙ୍କର ଦେହାନ୍ତ |   (22-Apr-2026)       ||      ଶ୍ରଦ୍ଧା ଫାଉଣ୍ଡେସନ ର ବାର୍ଷିକ ଉତ୍ସବ ଅନୁଷ୍ଠିତ |    (21-Apr-2026)       ||      ଏଡସ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ||   (21-Apr-2026)       ||      19 ଥର ରକ୍ତ ଦେଈ ଉଦାହରଣ ସାଜିଲେ ଦିବ୍ୟଙ୍ଗ ଶିକ୍ଷକ ରବୀନ୍ଦ୍ର ସେଠୀ |   (21-Apr-2026)       ||      ନୂତନ ଗୁରୁଣ୍ଠି ଠାରେ ମାଆ ମଙ୍ଗଳ ଙ୍କ ମନ୍ଦିର ଓ ବିଗ୍ରହ ପ୍ରତିଷ୍ଠା ପାଈଁ ଜଳ ଯାତ୍ରା ଅନୁଷ୍ଠିତ |    (21-Apr-2026)       ||      କଞ୍ଚଣା ଛକରେ ସ୍କୁଟି କାର ଧକ୍କା ଜଣେ ଯୁବକ ଗୁରୁତର |    (21-Apr-2026)       ||      ବିଗୁଡା ମେଡିକାଲ ରେ ଅଗ୍ନିଶମ ବିଭାଗ ତରଫରୁ ଆସୁ ବିପଦ ରୁ ରକ୍ଷା ପାଈଁ ମକ ଡ୍ରିଲ!   (21-Apr-2026)       ||      ଗଞ୍ଜାମ ଜିଲ୍ଲା ର ଲୋକ ମାନଙ୍କ ଲୁକାୟିତ ସଙ୍ଗୀତ ପ୍ରତିଭା କୁ ବିକଶିତ କରିବା ପାଈଁ ସିଙ୍ଗିଙ୍ଗ କଣ୍ଟେଷ୍ଟ ସିଜନ 2ର ଆରମ୍ଭ ନିମନ୍ତେ ସାମ୍ବାଦିକ ସମ୍ମିଳନୀ |    (21-Apr-2026)       ||      ପୁରୁଷୋତ୍ତମପୁର ବ୍ଳକର ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ସଙ୍ଘର ନୂତନ କର୍ମ କର୍ତ୍ତା ନିର୍ବାଚନ |    (21-Apr-2026)       ||      "କଟିବ୍ୟଥା ସଚେତନତା ଓ ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ |    (21-Apr-2026)       ||      କାର ଧକ୍କାରେ ମହିଳା ମୃତ |    (21-Apr-2026)       ||      ଭଞ୍ଜନଗର ଜଳ ଭଣ୍ଡାର ରେ ବୁଡି ଦୁଇ ଛାତ୍ର ମୃତ ||   (20-Apr-2026)       ||      ଦୁଇ ବେଆଇନ ଗୋ ଚାଲାଣ କାରୀ ଗାଈ ଗାଡି ଜବତ କଲା ବୁଗୁଡ଼ା ପୋଲିସ |   (20-Apr-2026)       ||      ଭରସାମ୍ୟ ହରାଇ ଓଲଟିଲା ମାଛ ବୋଝେଇ ଅଟୋ |    (20-Apr-2026)       ||      ଦାନ ପୁର ଉଚ୍ଛ ପ୍ରାଥମିକ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ଙ୍କୁ ବିଦାୟ ସମ୍ବର୍ଦ୍ଧନା |   (19-Apr-2026)       ||      କନ୍ଧ ମାଳ ଜିଲ୍ଲରେ ମାଳ, ମାଳ ସାମ୍ବାଦିକ, କିଏ ଅସଲି ଆଉ କିଏ ନକଲି |   (19-Apr-2026)       ||      ଦୁଇ ପଡୋଶୀଙ୍କ ଗଣ୍ଡଗୋଳ ରେବଳୀ ପଡିଲେ ଯୁବକ |    (19-Apr-2026)       ||     

ଚକରା ବିଷୋୟୀ ଙ୍କ ଜନ୍ମ ସ୍ଥାନ ବିଞ୍ଚଗିରିକୁ ଐତିହ୍ୟ ଗାଁର ମାନ୍ୟତା ମିଳିଲା |

21-Jun-2025

**ଚକରା ବିଷୋୟୀଙ୍କ ଜନ୍ମସ୍ଥାନ ବିଞ୍ଝଗିରିକୁ ଐତିହ୍ୟ ଗାଁର ମାନ୍ୟତା **

ଓଡିଶା ଜନମତ ଭଞ୍ଜନଗର, ସପନ କୁମାର ସେଠୀ

ଓଡ଼ିଶା ସରକାରଙ୍କ ଶାସନର ଏକ ବର୍ଷ ପୂର୍ତ୍ତି ଅବସରର ଶୁକ୍ରବାର ଭୁବନେଶ୍ଵର ଜନତା ମଇଦାନରେ ଏକ ରାଜ୍ୟସ୍ତରୀୟ ମହୋତ୍ସବ ଆୟୋଜିତ ଅନୁଷ୍ଠିତ ହୋଇଥିଲା। ଏହି ଉତ୍ସବରେ ଭାରତର ମାନ୍ୟବର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଓଡ଼ିଶାର  ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇ ସମବେତ ଜନତାଙ୍କୁ ସଂବୋଧିତ କରିଥିଲେ।ଏହି ଅବସରରେ ଓଡ଼ିଶାର କୃତବିଦ୍ୟ ବରପୁତ୍ର ଓ ସ୍ବନାମଧନ୍ୟ ସ୍ୱାଧୀନତା ସଂଗ୍ରାମୀ ମାନଙ୍କୁ ସମୁଚିତ ସମ୍ମାନ ପ୍ରଦାନ ଉଦ୍ଦେଶ୍ୟରେ ସେମାନଙ୍କ ଜନ୍ମସ୍ଥାନକୁ ସ୍ମାରକୀ ଘୋଷଣା ଭାବେ ଘୋଷଣା କରାଯାଇଥିଲା।ବରପୁତ୍ର ସମ୍ମାନ ଯୋଜନାରେ ଭଞ୍ଜନଗର ବ୍ଲକ ସାନକୋଦଣ୍ଡା ପଞ୍ଚାୟତ ବିଞ୍ଝଗିରି ଚଣ୍ଡୀ ପଡିଆଠାରେ ସୁଖ୍ୟାତ ସ୍ୱାଧୀନତା ସଂଗ୍ରାମୀ ଚକରା ବିଷୋୟୀଙ୍କ ଜନ୍ମସ୍ଥାନକୁ ଆଭାସୀ ମାଧ୍ୟମରେ ସ୍ମାରକୀ ଘୋଷଣା କରାଯାଇଥିଲା।ବରପୁତ୍ର ସମ୍ମାନ ଯୋଜନାରେ ଭଞ୍ଜନଗରର ବିଞ୍ଝଗିରି ଗ୍ରାମକୁ ସ୍ମାରକୀ ଭାବେ ଘୋଷଣା ପରେ ଅଞ୍ଚଳ ରେ ଖୁସିର ଲହରୀ ଖେଳି ଯାଇଛି। କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟର ପ୍ରାକ୍ତନ ଅଧ୍ୟକ୍ଷ ବିଚିତ୍ରା ନନ୍ଦ ଦାସ,କୃତିବାସ ବିଶ୍ୱାଳ, କବି ପ୍ରସନ୍ନ ମହାନ୍ତି,ଶିକ୍ଷକ ନେତା ଜଗବନ୍ଧୁ ଜେନା, ସନ୍ତୋଷ ଜେନା,ସୁବାଷ ଚନ୍ଦ୍ର ପ୍ରଧାନ ଙ୍କ ସମେତ ବହୁ ଲେଖାକ ଓ ଐତିହାସିକ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଚକରା ବିଷୋୟୀ ଙ୍କ କୃତିତ୍ୱ ବାବଦରେ ବକ୍ତବ୍ୟ ରଖିଥିଲେ।

ଚକରା ବିଷୋୟୀ ବ୍ରିଟିଶ ଶାସକଙ୍କ ବିରୋଧରେ ଲଢ଼େଇ କରି ନିଜର ସାହସିକତା ପରିଚୟ ଦେଇଥିଲେ। ଭାଜପା ସରକାର ଆସିବା ପରେ ଭଞ୍ଜନଗର ମାନ୍ୟବର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକଙ୍କ ଉଦ୍ୟମ କ୍ରମେ ବର୍ତ୍ତମାନ ଘୁମୁସର ଇତିହାସ ଦେଶ ବିଦେଶରେ ପ୍ରଚାର ପୁଣି ଆରମ୍ଭ ହୋଇଛି। ଯାହାକି ଘୁମୁସରବାସୀଙ୍କ ପାଇଁ ଗର୍ବର ବିଷୟ।
କାର୍ଯ୍ୟକ୍ରମରେ ଗଞ୍ଜାମ ଜିଲ୍ଲା ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଏମ୍,ମଧୁମିତା,ଭଞ୍ଜନଗର ଉପଜିଲ୍ଲାପାଳ ଉମାଶଙ୍କର ବେହେରା,ବିଡ଼ିଓ ଭାରତୀ ଦେବୀ, ଏବିଡିଓ ପୁର୍ଣ୍ଣଚନ୍ଦ୍ର ପାଢୀ, ଅତିରିକ୍ତ ତହସିଲଦାର ଅବିନାଶ ମାହାର, ଉପଖଣ୍ଡ ସୁଚନା ଓ ଲୋକ ସମ୍ପର୍କ ଅଧିକାରୀ ଗୌରୀ ଶଙ୍କର ଶତପଥି,ଡେପୁଟି କଲେକ୍ଟର ସୁମନ ଘୋଷ,
ସାନକୋଦଣ୍ଡା ସରପଞ୍ଚ ଲକ୍ଷ୍ମଣ ନାଇକ, ବଡକୋଦଣ୍ଡା ସରପଞ୍ଚ ରେସ୍ମା କୁମାରୀ ନାୟକ, ସମିତିସଭ୍ୟ ମନୋଜ ପୃଷ୍ଟି ପ୍ରମୁଖ ଉପସ୍ଥିତ ଥିଲେ।କାର୍ଯ୍ୟକ୍ରମ କୁ ବ୍ଲକ ସାସଂଦ ପ୍ରତିନିଧି ରବିନ୍ଦ୍ର କୁମାର ଗୌଡ଼ ଓ ନଗର ସାସଂଦ ପ୍ରତିନିଧି ସନ୍ତୋଷ ତିଆଡି ସଂଯୋଜନା କରିଥିଲେ।

News Comment

You Might Also Like

BACK TO TOP