Breaking News

ରୁକ୍ମୁଣୀ ନଗର ବାସିନ୍ଦା ବୁଦ୍ଧିମନ୍ତ ପାଢ଼ୀଙ୍କର ଦେହାନ୍ତ |   (22-Apr-2026)       ||      ଶ୍ରଦ୍ଧା ଫାଉଣ୍ଡେସନ ର ବାର୍ଷିକ ଉତ୍ସବ ଅନୁଷ୍ଠିତ |    (21-Apr-2026)       ||      ଏଡସ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ||   (21-Apr-2026)       ||      19 ଥର ରକ୍ତ ଦେଈ ଉଦାହରଣ ସାଜିଲେ ଦିବ୍ୟଙ୍ଗ ଶିକ୍ଷକ ରବୀନ୍ଦ୍ର ସେଠୀ |   (21-Apr-2026)       ||      ନୂତନ ଗୁରୁଣ୍ଠି ଠାରେ ମାଆ ମଙ୍ଗଳ ଙ୍କ ମନ୍ଦିର ଓ ବିଗ୍ରହ ପ୍ରତିଷ୍ଠା ପାଈଁ ଜଳ ଯାତ୍ରା ଅନୁଷ୍ଠିତ |    (21-Apr-2026)       ||      କଞ୍ଚଣା ଛକରେ ସ୍କୁଟି କାର ଧକ୍କା ଜଣେ ଯୁବକ ଗୁରୁତର |    (21-Apr-2026)       ||      ବିଗୁଡା ମେଡିକାଲ ରେ ଅଗ୍ନିଶମ ବିଭାଗ ତରଫରୁ ଆସୁ ବିପଦ ରୁ ରକ୍ଷା ପାଈଁ ମକ ଡ୍ରିଲ!   (21-Apr-2026)       ||      ଗଞ୍ଜାମ ଜିଲ୍ଲା ର ଲୋକ ମାନଙ୍କ ଲୁକାୟିତ ସଙ୍ଗୀତ ପ୍ରତିଭା କୁ ବିକଶିତ କରିବା ପାଈଁ ସିଙ୍ଗିଙ୍ଗ କଣ୍ଟେଷ୍ଟ ସିଜନ 2ର ଆରମ୍ଭ ନିମନ୍ତେ ସାମ୍ବାଦିକ ସମ୍ମିଳନୀ |    (21-Apr-2026)       ||      ପୁରୁଷୋତ୍ତମପୁର ବ୍ଳକର ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ସଙ୍ଘର ନୂତନ କର୍ମ କର୍ତ୍ତା ନିର୍ବାଚନ |    (21-Apr-2026)       ||      "କଟିବ୍ୟଥା ସଚେତନତା ଓ ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ |    (21-Apr-2026)       ||      କାର ଧକ୍କାରେ ମହିଳା ମୃତ |    (21-Apr-2026)       ||      ଭଞ୍ଜନଗର ଜଳ ଭଣ୍ଡାର ରେ ବୁଡି ଦୁଇ ଛାତ୍ର ମୃତ ||   (20-Apr-2026)       ||      ଦୁଇ ବେଆଇନ ଗୋ ଚାଲାଣ କାରୀ ଗାଈ ଗାଡି ଜବତ କଲା ବୁଗୁଡ଼ା ପୋଲିସ |   (20-Apr-2026)       ||      ଭରସାମ୍ୟ ହରାଇ ଓଲଟିଲା ମାଛ ବୋଝେଇ ଅଟୋ |    (20-Apr-2026)       ||      ଦାନ ପୁର ଉଚ୍ଛ ପ୍ରାଥମିକ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ଙ୍କୁ ବିଦାୟ ସମ୍ବର୍ଦ୍ଧନା |   (19-Apr-2026)       ||      କନ୍ଧ ମାଳ ଜିଲ୍ଲରେ ମାଳ, ମାଳ ସାମ୍ବାଦିକ, କିଏ ଅସଲି ଆଉ କିଏ ନକଲି |   (19-Apr-2026)       ||      ଦୁଇ ପଡୋଶୀଙ୍କ ଗଣ୍ଡଗୋଳ ରେବଳୀ ପଡିଲେ ଯୁବକ |    (19-Apr-2026)       ||      ପୋଲସରା ମାଳ ତେନ୍ତୁଳିଆ ରେ ଯୁବକ ଙ୍କୁ ଅପହରଣ ପରେ ହତ୍ୟା ଅଭିଯୁକ୍ତ ଗିରଫ |    (19-Apr-2026)       ||      ବେଲ ଘର ରେ ପୁଣି ଏକ ଦନ୍ତା ହାତୀର ମୃତ୍ୟୁ, ବର୍ତମାନ ସୁଦ୍ଧା ମଲେଣି 3ହାତୀ |   (19-Apr-2026)       ||      ଜଗନ୍ନାଥ ପୁର ପଞ୍ଚାୟତ ରେ ବରିଷ୍ଟ ବ୍ୟକ୍ତି ଙ୍କୁ ଆକ୍ରମଣ , ଥାନାରେ ଏତଲା |    (18-Apr-2026)       ||     

ପୋଲସରା ରେ ଦୈନିକ ସମାଜ ତରଫରୁ ବକୃତା ପ୍ରତି ଯୋଗିତା ଅନୁଷ୍ଠିତ |

24-Jun-2025

ପୋଲସରାରେ ଦୈନିକ ସମାଜ ପକ୍ଷରୁ ବକ୍ତୃତା ପ୍ରତିଯୋଗୀତା ଅନୁଷ୍ଠିତ।

ଓଡ଼ିଶା ଜନମତ, ପୋଲସରା ସନ୍ତୋଷ କୁମାର ପଣ୍ଡା,

ପୋଲସରା  ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ ଙ୍କ ୯୭ ତମ ଶ୍ରାଦ୍ଧ ଦିବସ ଉପଲକ୍ଷେ ଆଜି ସ୍ଥାନୀୟ ଲିଙ୍ଗରାଜ ବାଳିକା ଉଚ୍ଚ ବିଦ୍ୟାଳୟ ଠାରେ ଏକ ବକ୍ତୃତା ପ୍ରତିଯୋଗୀତା ଅନୁଷ୍ଠିତ ସୋଇଥିଲା। "ଗୋପବନ୍ଧୁଙ୍କ ସ୍ବପ୍ନ ର ଓଡ଼ିଶା" ଶୀର୍ଷକ ବକ୍ତୃତା ପ୍ରତିଯୋଗୀତା ରେ ପୋଲସରା ଅଞ୍ଚଳ ର ବିଭିନ୍ନ ବିଦ୍ୟାଳୟରୁ ୧୭ ଜଣ ପ୍ରତିଯୋଗୀ ଅଂଶଗ୍ରହଣ କରିଥିଲେ। ସେମାନଙ୍କ ମଧ୍ୟରୁ ପୋଲସରା ଲିଙ୍ଗରାଜ ବାଳିକା ଉଚ୍ଚ ବିଦ୍ୟାଳୟ ର ନବମ ଶ୍ରେଣୀ ଛାତ୍ରୀ ରୁପାଲି ସାହୁ ପ୍ରଥମ ହୋଇଥିବା ବେଳେ ଗୋପବନ୍ଧୁ ଉଚ୍ଚ ବିଦ୍ୟାଳୟ ର ଦଶମ ଶେଣୀ ର ଛାତ୍ର ଶ୍ରବଣ କୁମାର ସାହୁ ଦ୍ବିତୀୟ ଏବଂ ସରସ୍ଵତୀ ଶିଶୁ ମନ୍ଦିର ର ଅଷ୍ଟମ ଶ୍ରେଣୀର ଛାତ୍ରୀ ଆରାଧନା ନନ୍ଦ ତୃତୀୟ ସ୍ଥାନରେ ରହିଥିଲେ। ସର୍ବ ଶ୍ରୀ ଅବସରପ୍ରାପ୍ତ ଶିକ୍ଷକ  ସୂର୍ଯ୍ୟନାରାୟଣ ପୃଷ୍ଟି , ହାତିଓଟ ଉଚ୍ଚ ବିଦ୍ୟାଳୟ ର ଶିକ୍ଷକ ଶୁଭକାନ୍ତ ସାହୁ ଏବଂ ଲିଙ୍ଗରାଜ ବାଳିକା ଉଚ୍ଚ ବିଦ୍ୟାଳୟ ର ଭାର ପ୍ରାପ୍ତ ପ୍ରଧାନ ଶିକ୍ଷକ ଅମିୟ ପ୍ରସାଦ ସାହୂ ବିଚାରକ ଭାବେ ଯୋଗ ଦେଇ ଛାତ୍ରଛାତ୍ରୀ ମାନଙ୍କ ବକ୍ତୃତା ର ମୂଲ୍ୟାୟନ କରିଥିଲେ। ପ୍ରତିଯୋଗିତା ଶେଷରେ ଅନୁଷ୍ଠିତ ପୁରସ୍କାର ବିତରଣ ଉତ୍ସବ ରେ ବରିଷ୍ଠ ସାମ୍ବାଦିକ ତଥା ଆଇନଜୀବୀ ଡଃ. ଜ୍ୟୋତିର୍ମୟ ପଟନାୟକ , ଅଧ୍ୟାପକ ପ୍ରଭାକର ପାଢ଼ୀ , ହରି ହର ପାତ୍ର ଓ ସାମ୍ବାଦିକ ସନ୍ତୋଷ କୁମାର ପଣ୍ଡା ଅତିଥି ଭାବେ ଯୋଗ ଦେଇ କୃତି ପ୍ରତିଯୋଗୀଙ୍କୁ ମାନପତ୍ର , ସିଲ୍ଡ ଓ ପୁରସ୍କାର ରାଶି ପ୍ରଦାନ କରିଥିଲେ। ଚଳିତ ମାସ ୨୪ ତାରିଖ ଦିନ ବ୍ରହ୍ମପୁର ଠାରେ ଅନୁଷ୍ଠିତ ହେବାକୁ ଥିବା ଜିଲ୍ଲା ସ୍ତରୀୟ ପ୍ରତିଯୋଗିତାରେ ଅଂଶଗ୍ରହଣ କରିବା ପାଇଁ ରୁପାଲି ସାହୁ ଯୋଗ୍ୟ ବିବେଚିତ ହୋଇଥିବା ରୁ ସମସ୍ତେ ତାଙ୍କୁ ଅଭିନନ୍ଦନ ଜଣାଇଥିଲେ। ଦୈନିକ ସମାଜ ର ପୋଲସରା ପ୍ରତିନିଧି ପ୍ରଗତି ବନ୍ଧୁ ଦାସ କାର୍ଯ୍ୟକ୍ରମ ଆୟୋଜନ ଓ ପରିଚାଳନା କରିଥିବା ବେଳେ ପପୁନୁ , ରାଜା ଓ ସାଧୁ ପରିଚାଳନା ରେ ସହଯୋଗ କରିଥିଲେ।

News Comment

You Might Also Like

BACK TO TOP