Breaking News

ଶ୍ରଦ୍ଧା ଫାଉଣ୍ଡେସନ ର ବାର୍ଷିକ ଉତ୍ସବ ଅନୁଷ୍ଠିତ |    (21-Apr-2026)       ||      ଏଡସ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ||   (21-Apr-2026)       ||      19 ଥର ରକ୍ତ ଦେଈ ଉଦାହରଣ ସାଜିଲେ ଦିବ୍ୟଙ୍ଗ ଶିକ୍ଷକ ରବୀନ୍ଦ୍ର ସେଠୀ |   (21-Apr-2026)       ||      ନୂତନ ଗୁରୁଣ୍ଠି ଠାରେ ମାଆ ମଙ୍ଗଳ ଙ୍କ ମନ୍ଦିର ଓ ବିଗ୍ରହ ପ୍ରତିଷ୍ଠା ପାଈଁ ଜଳ ଯାତ୍ରା ଅନୁଷ୍ଠିତ |    (21-Apr-2026)       ||      କଞ୍ଚଣା ଛକରେ ସ୍କୁଟି କାର ଧକ୍କା ଜଣେ ଯୁବକ ଗୁରୁତର |    (21-Apr-2026)       ||      ବିଗୁଡା ମେଡିକାଲ ରେ ଅଗ୍ନିଶମ ବିଭାଗ ତରଫରୁ ଆସୁ ବିପଦ ରୁ ରକ୍ଷା ପାଈଁ ମକ ଡ୍ରିଲ!   (21-Apr-2026)       ||      ଗଞ୍ଜାମ ଜିଲ୍ଲା ର ଲୋକ ମାନଙ୍କ ଲୁକାୟିତ ସଙ୍ଗୀତ ପ୍ରତିଭା କୁ ବିକଶିତ କରିବା ପାଈଁ ସିଙ୍ଗିଙ୍ଗ କଣ୍ଟେଷ୍ଟ ସିଜନ 2ର ଆରମ୍ଭ ନିମନ୍ତେ ସାମ୍ବାଦିକ ସମ୍ମିଳନୀ |    (21-Apr-2026)       ||      ପୁରୁଷୋତ୍ତମପୁର ବ୍ଳକର ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ସଙ୍ଘର ନୂତନ କର୍ମ କର୍ତ୍ତା ନିର୍ବାଚନ |    (21-Apr-2026)       ||      "କଟିବ୍ୟଥା ସଚେତନତା ଓ ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ |    (21-Apr-2026)       ||      କାର ଧକ୍କାରେ ମହିଳା ମୃତ |    (21-Apr-2026)       ||      ଭଞ୍ଜନଗର ଜଳ ଭଣ୍ଡାର ରେ ବୁଡି ଦୁଇ ଛାତ୍ର ମୃତ ||   (20-Apr-2026)       ||      ଦୁଇ ବେଆଇନ ଗୋ ଚାଲାଣ କାରୀ ଗାଈ ଗାଡି ଜବତ କଲା ବୁଗୁଡ଼ା ପୋଲିସ |   (20-Apr-2026)       ||      ଭରସାମ୍ୟ ହରାଇ ଓଲଟିଲା ମାଛ ବୋଝେଇ ଅଟୋ |    (20-Apr-2026)       ||      ଦାନ ପୁର ଉଚ୍ଛ ପ୍ରାଥମିକ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ଙ୍କୁ ବିଦାୟ ସମ୍ବର୍ଦ୍ଧନା |   (19-Apr-2026)       ||      କନ୍ଧ ମାଳ ଜିଲ୍ଲରେ ମାଳ, ମାଳ ସାମ୍ବାଦିକ, କିଏ ଅସଲି ଆଉ କିଏ ନକଲି |   (19-Apr-2026)       ||      ଦୁଇ ପଡୋଶୀଙ୍କ ଗଣ୍ଡଗୋଳ ରେବଳୀ ପଡିଲେ ଯୁବକ |    (19-Apr-2026)       ||      ପୋଲସରା ମାଳ ତେନ୍ତୁଳିଆ ରେ ଯୁବକ ଙ୍କୁ ଅପହରଣ ପରେ ହତ୍ୟା ଅଭିଯୁକ୍ତ ଗିରଫ |    (19-Apr-2026)       ||      ବେଲ ଘର ରେ ପୁଣି ଏକ ଦନ୍ତା ହାତୀର ମୃତ୍ୟୁ, ବର୍ତମାନ ସୁଦ୍ଧା ମଲେଣି 3ହାତୀ |   (19-Apr-2026)       ||      ଜଗନ୍ନାଥ ପୁର ପଞ୍ଚାୟତ ରେ ବରିଷ୍ଟ ବ୍ୟକ୍ତି ଙ୍କୁ ଆକ୍ରମଣ , ଥାନାରେ ଏତଲା |    (18-Apr-2026)       ||      ଇତିହାସ ବିଭାଗ ରେ ଶେଷବର୍ଷ ର ଛାତ୍ରଛାତ୍ରୀ ଙ୍କ ବିଦାୟ କାଳୀନ ସମ୍ବର୍ଦ୍ଧନା ଅନୁଷ୍ଠିତ |   (18-Apr-2026)       ||     

ଜାମୁନି ଗ୍ରାମରେ ଥାନା ଷ୍ଟାଫ ଓ ପଞ୍ଚାୟତ ଷ୍ଟାଫ ଙ୍କ ଦ୍ୱାରା ସର୍ଦାର ବଲଭଭାଇ ପଟେଲ ଙ୍କ 150 ତମ ଜନ୍ମ ଜୟନ୍ତୀ ପାଳିତ |

30-Jun-2025

ସର୍ଦାର ବଲଭଭାଇ ପଟେଲ ଙ୍କ 150 ତମ ଜନ୍ମ ଜୟନ୍ତୀ  ଥାନା ଅଧିକାରୀ ଓ ସରପଞ୍ଚ ଙ୍କ ଦ୍ୱାରା ଜାମୁନି ପଞ୍ଚାୟତ ରେ ପାଳିତ |

                ଓଡିଶା ଜନମତ ବ୍ୟୁରୋ,

ପୁରୁଷୋତ୍ତମପୁର ଥାନାପକ୍ଷରୁ ଲୌହ ପୁରୁଷ ସର୍ଦାର ବଲଭଭାଇ ପଟେଲ ଙ୍କ 150 ତମ ଜନ୍ମ ଜୟନ୍ତୀ ଜାମୁନି ଗ୍ରାମରେ ଏକ  ରାଲି ସହ ଗଣ ଦୌଡ଼ ପଞ୍ଚାୟତ ଅଫିସ ଠାରୁ ବାହାରି ହାଇସ୍କୁଲ ରେ ଶେଷ ହୋଇ ଥିଲା | ଏହି କାର୍ଯ୍ୟ କ୍ରମ ରେ  ଥାନା ଷ୍ଟାଫ ଓ ପଞ୍ଚାୟତ ଷ୍ଟାଫ, ଛାତ୍ର, ଗ୍ରାମବାସୀ,ବୁଦ୍ଧିଜୀବୀ  ଯୋଗ ଦେଇଥିଲେ | ଏବଂ ଶେଷରେ  ଥାନା ଏକାଦଶ ଓ ପଞ୍ଚାୟତ ଏକା ଦଶ ଙ୍କ ମଧ୍ୟରେଏକ ବନ୍ଧୁତ୍ବ ପୂର୍ଣ୍ଣ କ୍ରିକେଟ ମ୍ୟାଚର ମଧ୍ଯ ଆୟୋଜନ କରାଯାଇ ଥିଲା । ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ପଦାଙ୍କ ଅନୁସରଣ କରି  ଦେଶବାସୀଙ୍କୁ ସଂଗଠିତ ଭାବେ ଏକତାର ସୂତ୍ରରେବାନ୍ଧି ରଖୁବା ଏବଂ ସେମାନଙ୍କ ମନରେ ଦେଶପ୍ରେମ ଭାବନା ଜାଗ୍ରତ କରାଇବା ଲକ୍ଷ୍ୟ ନେଇ ଏହି କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା । ଥାନା ଅଧିକାରୀ ରାଜେଶ କୁମାର ନାୟକ ଏବଂ ସ୍ଥାନୀୟ ସରପଞ୍ଚ ଇନ୍ଦ୍ରଜିତ ନାୟକଙ୍କ ମିଳିତ ପ୍ରୟାସରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା   ଏଥିରେ  ଟସ ଜିତିପ୍ରଥମେ ପଞ୍ଚାୟତ ଏକାଦଶ ୧୨ ଓଭରରେ ୬୪ ରନ କରିଥିବା ବେଳେ ପୋଲିସ ଏକାଦଶ ଦୁଇଟି ବଲ ବାକିଥାଇ ୬୫ ରନ କରି ବିଜୟୀ ହୋଇଥିଲେ। ଏହି ମହତ୍ୱ ପୂର୍ଣ୍ଣ କାର୍ଯ୍ୟକ୍ରମ ରେ ପଞ୍ଚାୟତର ଯୁବ ଗୋଷ୍ଠୀଙ୍କ ସହ ଥାନା କର୍ମଚାରୀମାନେ  ସହାୟତା କରିଥିଲେ।

News Comment

You Might Also Like

BACK TO TOP