Breaking News

ଶ୍ରଦ୍ଧା ଫାଉଣ୍ଡେସନ ର ବାର୍ଷିକ ଉତ୍ସବ ଅନୁଷ୍ଠିତ |    (21-Apr-2026)       ||      ଏଡସ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ||   (21-Apr-2026)       ||      19 ଥର ରକ୍ତ ଦେଈ ଉଦାହରଣ ସାଜିଲେ ଦିବ୍ୟଙ୍ଗ ଶିକ୍ଷକ ରବୀନ୍ଦ୍ର ସେଠୀ |   (21-Apr-2026)       ||      ନୂତନ ଗୁରୁଣ୍ଠି ଠାରେ ମାଆ ମଙ୍ଗଳ ଙ୍କ ମନ୍ଦିର ଓ ବିଗ୍ରହ ପ୍ରତିଷ୍ଠା ପାଈଁ ଜଳ ଯାତ୍ରା ଅନୁଷ୍ଠିତ |    (21-Apr-2026)       ||      କଞ୍ଚଣା ଛକରେ ସ୍କୁଟି କାର ଧକ୍କା ଜଣେ ଯୁବକ ଗୁରୁତର |    (21-Apr-2026)       ||      ବିଗୁଡା ମେଡିକାଲ ରେ ଅଗ୍ନିଶମ ବିଭାଗ ତରଫରୁ ଆସୁ ବିପଦ ରୁ ରକ୍ଷା ପାଈଁ ମକ ଡ୍ରିଲ!   (21-Apr-2026)       ||      ଗଞ୍ଜାମ ଜିଲ୍ଲା ର ଲୋକ ମାନଙ୍କ ଲୁକାୟିତ ସଙ୍ଗୀତ ପ୍ରତିଭା କୁ ବିକଶିତ କରିବା ପାଈଁ ସିଙ୍ଗିଙ୍ଗ କଣ୍ଟେଷ୍ଟ ସିଜନ 2ର ଆରମ୍ଭ ନିମନ୍ତେ ସାମ୍ବାଦିକ ସମ୍ମିଳନୀ |    (21-Apr-2026)       ||      ପୁରୁଷୋତ୍ତମପୁର ବ୍ଳକର ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ସଙ୍ଘର ନୂତନ କର୍ମ କର୍ତ୍ତା ନିର୍ବାଚନ |    (21-Apr-2026)       ||      "କଟିବ୍ୟଥା ସଚେତନତା ଓ ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ |    (21-Apr-2026)       ||      କାର ଧକ୍କାରେ ମହିଳା ମୃତ |    (21-Apr-2026)       ||      ଭଞ୍ଜନଗର ଜଳ ଭଣ୍ଡାର ରେ ବୁଡି ଦୁଇ ଛାତ୍ର ମୃତ ||   (20-Apr-2026)       ||      ଦୁଇ ବେଆଇନ ଗୋ ଚାଲାଣ କାରୀ ଗାଈ ଗାଡି ଜବତ କଲା ବୁଗୁଡ଼ା ପୋଲିସ |   (20-Apr-2026)       ||      ଭରସାମ୍ୟ ହରାଇ ଓଲଟିଲା ମାଛ ବୋଝେଇ ଅଟୋ |    (20-Apr-2026)       ||      ଦାନ ପୁର ଉଚ୍ଛ ପ୍ରାଥମିକ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ଙ୍କୁ ବିଦାୟ ସମ୍ବର୍ଦ୍ଧନା |   (19-Apr-2026)       ||      କନ୍ଧ ମାଳ ଜିଲ୍ଲରେ ମାଳ, ମାଳ ସାମ୍ବାଦିକ, କିଏ ଅସଲି ଆଉ କିଏ ନକଲି |   (19-Apr-2026)       ||      ଦୁଇ ପଡୋଶୀଙ୍କ ଗଣ୍ଡଗୋଳ ରେବଳୀ ପଡିଲେ ଯୁବକ |    (19-Apr-2026)       ||      ପୋଲସରା ମାଳ ତେନ୍ତୁଳିଆ ରେ ଯୁବକ ଙ୍କୁ ଅପହରଣ ପରେ ହତ୍ୟା ଅଭିଯୁକ୍ତ ଗିରଫ |    (19-Apr-2026)       ||      ବେଲ ଘର ରେ ପୁଣି ଏକ ଦନ୍ତା ହାତୀର ମୃତ୍ୟୁ, ବର୍ତମାନ ସୁଦ୍ଧା ମଲେଣି 3ହାତୀ |   (19-Apr-2026)       ||      ଜଗନ୍ନାଥ ପୁର ପଞ୍ଚାୟତ ରେ ବରିଷ୍ଟ ବ୍ୟକ୍ତି ଙ୍କୁ ଆକ୍ରମଣ , ଥାନାରେ ଏତଲା |    (18-Apr-2026)       ||      ଇତିହାସ ବିଭାଗ ରେ ଶେଷବର୍ଷ ର ଛାତ୍ରଛାତ୍ରୀ ଙ୍କ ବିଦାୟ କାଳୀନ ସମ୍ବର୍ଦ୍ଧନା ଅନୁଷ୍ଠିତ |   (18-Apr-2026)       ||     

ବ୍ରହ୍ମପୁର ପୁଷ୍ପାଞ୍ଜଳି ଲଜ୍ ରେ ଯୁବତୀ ଙ୍କୁ ଛୁରୀ ଭୂଷି ହତ୍ୟା ଅପରାଧୀ ପୋଲିସ ଦ୍ୱାରା ଅଟକ |

01-Jul-2025

ଲଜ୍ ରେ ପ୍ରେମିକା କୁ ଛୁରୀ ଭୁଷି ହତ୍ୟା ।

ଓଡିଶା ଜନମତ, ବ୍ରହ୍ମପୁର, କକୈଳାସ ଚନ୍ଦ୍ର ଚୌଧୁରୀ,

ବ୍ରହ୍ମପୁର ନୁଆ ବସଷ୍ଟାଣ୍ଡ ନିକଟ ପୁଷ୍ପାଞ୍ଜଳି ଲଜ୍ ରେ ଏକ ହତ୍ୟାକାଣ୍ଡ ଘଟିଛି। ଏହି ଘଟଣାରେ ପ୍ରିୟା ମହାରଣା ନାମ୍ନୀ ଜଣେ ଯୁବତୀ କୁ ଅଭୟ ମହାରଣା ନାମକ ଜଣେ ଯୁବକ ଛୁରୀ ଭୁଷି ହତ୍ୟା କରିଥିବା ଜଣାପଡ଼ିଛି। ଘଟଣା ପରେ ଅଭିଯୁକ୍ତ ଅଭୟ ପୋଲିସ କବଜାରେ ରହିଛି। ଖବର ପାଇ ପୋଲିସ ଓ ବ୍ରହ୍ମପୁର ଏସ୍ ପି ଡଃ ସର୍ବଣ ବିବେକ ଏମ୍ ଘଟଣାସ୍ଥଳରେ ପହଞ୍ଚି ଘଟଣା ର ତଦନ୍ତ ଆରମ୍ଭ କରିଛନ୍ତି। ସୁଚନା ଅନୁଯାୟୀ ଜଣାପଡିଛି ଯେ ମୃତ ଯୁବତୀ ର ଘର ଲାଞ୍ଜିପଲୀ ଫାଣ୍ଡି ନିକଟରେ ହୋଇଥ‌ିବା ବେଳେ ଅଭିଯୁକ୍ତ ଯୁବକ ର ଘର ନିକଟସ୍ତ ଉମା ନଗର ବୋଲି ଜଣାପଡିଛି ।

News Comment

You Might Also Like

BACK TO TOP