Breaking News

ପୂର୍ବଶତ୍ରୁତାକୁ ନେଇ ଯୁବକ ଙ୍କୁ ନିର୍ମମ ହତ୍ୟା |    (15-Apr-2026)       ||      ସତାବନ ବର୍ଷ ରେ ବିବାହ ହେଲେ ଅଭିନେତା |    (15-Apr-2026)       ||      ମହା ବିଷୁବ ସଂକ୍ରାନ୍ତି ଉପଲକ୍ଷେ ମନ୍ଦାର ବେଶରେ ଦର୍ଶନ ଦେଲେ ମା ପାଟ ଖଣ୍ଡା |   (14-Apr-2026)       ||      ବିଶ୍ୱାସ ଓ ନିଷ୍ଠା ଦେଖାଇ 22ହାତ ନିଆଁ ଉପରେ ଚାଲିଲେ ମା ଅଁଳାଇ ଙ୍କ କାଳସୀ ଏବଂ ଶ୍ରଦ୍ଧାକୁ |    (14-Apr-2026)       ||      ପୁରୁଷୋତ୍ତମପୁର ସହର ସହିତ ବ୍ଳକର ବିଭିନ୍ନ ପଞ୍ଚାୟତରେ ଥିବା ମେରୁ ଯାତ୍ରା ଓ ହନୁମାନ ଜୟନ୍ତୀ ଶେଷ ହୋଇଛି |    (14-Apr-2026)       ||      ବୁଗୁଡ଼ାରେ ଗଞ୍ଜାମ କଳାକାର ଦିବସ -2026 ଅନୁଷ୍ଠିତ |   (14-Apr-2026)       ||      ବାଲିଗୁଡା ସହର ଓଏହାର ଆଖପାଖ ଅଞ୍ଚଳରେହନୁମାନ ଜୟନ୍ତୀ ଏବଂ ମହାବିଷୁବ ପଣା ସଂକ୍ରାନ୍ତି ଅନୁଷ୍ଠିତ |    (14-Apr-2026)       ||      ଭାଜପା ଘୁମୁସର ଏସିସି ମୋର୍ଚା ଜିଲ୍ଲା ସଭାପତି 2ଥର ହେଲେ ଗନ୍ଧ ମାର୍ଦନ ସେଠୀ |    (14-Apr-2026)       ||      କେନ୍ଦୁବାଡି ପଞ୍ଚାୟତରେ ଦୁତୀୟ ପର୍ଯ୍ୟାୟ ଜନ ଅଭିଯୋଗ ଶୁଣାଣି |   (13-Apr-2026)       ||      କୋଦଳା ମହାବିଦ୍ୟାଳୟ ରେ ମାତୃ ଭାଷା ର ଐତିହ୍ୟ ସମ୍ପର୍କ ରେ ପାଠ ଚକ୍ର |    (12-Apr-2026)       ||      ବିଦ୍ୟୁତ ଆଘାତ ରେ ବିଦ୍ୟୁତ କର୍ମଚାରୀ ଙ୍କ ମୃତ୍ୟୁ |    (12-Apr-2026)       ||      ବେଲଘର ବନାଞ୍ଚଳ ରେ ପୁଣି ହାତି ଆତଙ୍କ ||   (12-Apr-2026)       ||      ଆଁଳାଇ ପୀଠ ରେ 24ତମ ମହାବୀର ଜୟନ୍ତୀ ବାର୍ଷିକ ବିଶ୍ଵଶାନ୍ତି ମହାଯଂଜ୍ଞ ଶୋଭାଯାତ୍ରା ରେ 100ରୁ ଉର୍ଦ୍ଧ ମାନସିକ ବ୍ରତ ଧାରୀ ସାମଲ ||   (12-Apr-2026)       ||      ଆଁଳାଇ ପୀଠ ରେ 24ତମ ମହାବୀର ଜୟନ୍ତୀ ବାର୍ଷିକ ବିଶ୍ଵଶାନ୍ତି ମହାଯଂଜ୍ଞ ଶୋଭାଯାତ୍ରା ରେ 100ରୁ ଉର୍ଦ୍ଧ ମାନସିକ ବ୍ରତ ଧାରୀ ସାମଲ ||   (12-Apr-2026)       ||      କ ନୂଆଙ୍ଗା ବ୍ଳକ ଶିକ୍ଷା ବିଭାଗ ଅଫିସିରେ 5ମାସ ହେଲା ବିଇଓ ପଦବୀ ଖାଲି ||   (12-Apr-2026)       ||      ଗୋଳନ୍ଥରା ଥାନା ପଞ୍ଚାମା ଅଞ୍ଚଳ ରେ ପାନ ବ୍ୟବସାୟୀ ଙ୍କୁ ନିର୍ମମ ହତ୍ୟା |   (12-Apr-2026)       ||      ଖଲ୍ଲିକୋଟ ନଗର କଂଗ୍ରେସ ସଭାପତି ହେଲେ ମନ ମଦନ ସାହୁ |   (11-Apr-2026)       ||      ବାଲିଗୁଡା ଆଦିବାସୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ +2ଅନ ଲାଇନ ଓ ଅଫଲାଇନ ମୂଲ୍ୟାୟନ କେନ୍ଦ୍ର ଅନୁଷ୍ଠିତ |    (11-Apr-2026)       ||      ଓଡ଼ିଆ ପକ୍ଷ ଉପଲକ୍ଷେ ରକ୍ତ ଦାନ ଶିବିର,   (11-Apr-2026)       ||      ବାର୍ଷିକ ବିବରଣୀ ପତ୍ର 2025-26ର ଅବଲୋକନ ଓ 2026-27ବର୍ଷ ପାଇଁ କାର୍ଯ୍ୟ ଯୋଜନା ପ୍ରସ୍ତୁତି କରଣ କାର୍ଯ୍ୟକ୍ରମ ଅନୁଷ୍ଠିତ ||   (10-Apr-2026)       ||     

ସ୍ତ୍ରୀ ସହ ଝଗଡା କରି ସ୍ୱାମୀର ଆତ୍ମହତ୍ୟା ଉଦ୍ୟମ |

04-Jul-2025

ସ୍ତ୍ରୀ ସହ ଗଣ୍ଡଗୋଳ କରି ସ୍ବାମୀ ର ଆତ୍ମହତ୍ୟା ଉଦ୍ୟମ ।

ଓଡିଶା ଜନ ମତ, ବ୍ରହ୍ମପୁରକୈଳାସ ଚନ୍ଦ୍ର ଚୌଧୁରୀ, 

ବିବାହିତ ସ୍ତ୍ରୀ ସହ  ଝଗଡା କରି ସ୍ୱାମୀର ଆତ୍ମହତ୍ୟା ଉଦ୍ୟମ ଭଳି ଏକ ଘଟଣା ଘଟିଛି ନିମଖଣ୍ଡି ଥାନା ଅର୍ନ୍ତଗତ ଖାରବେଳ ନଗର ରେ ସେହି ସାହିର ବାସିନ୍ଦା ଅଶୋକ କୁମାର ପାଣିଗ୍ରାହୀ ନାମକ ଜଣେ ଯୁବକ କୌଣସି କଥା କୁ ନେଇ ସ୍ତ୍ରୀ ସହ ଝଗଡା କରିଥିଲେ । ପରବର୍ତ୍ତୀ ସମୟରେ ପରିସ୍ଥିତି ଏମିତି ହେଲାଯେ ଅଶୋକ ଏକ ଧାରୁଆ ଅସ୍ତ୍ର ରେ ନିଜ ବେକକୁ କାଟି ଗୁରୁତର ହୋଇ ପଡିଥିଲେ ।  ତେଵେସେ  ନିଜ ମୋଟରସାଇକେଲ ଚଳେଇ ବ୍ରହ୍ମପୁର ବଡ଼ ଡ଼ାକ୍ତରଖାନାକୁ ଯାଇ ଚିକିତ୍ସା ପାଇଁ ଭର୍ତ୍ତି ହୋଇଛନ୍ତି | ବର୍ତମାନ ତାଙ୍କର ଅବସ୍ଥା ସେତେ ଭଲ ନଥିଲେ ମଧ୍ୟ  ଡ଼କ୍ଟର ତାକୁ ଚିକିତ୍ସା କରୁଛନ୍ତି।

News Comment

You Might Also Like

BACK TO TOP