Breaking News

କୋଦଳା ମହାବିଦ୍ୟାଳୟ ରେ ମାତୃ ଭାଷା ର ଐତିହ୍ୟ ସମ୍ପର୍କ ରେ ପାଠ ଚକ୍ର |    (12-Apr-2026)       ||      ବିଦ୍ୟୁତ ଆଘାତ ରେ ବିଦ୍ୟୁତ କର୍ମଚାରୀ ଙ୍କ ମୃତ୍ୟୁ |    (12-Apr-2026)       ||      ବେଲଘର ବନାଞ୍ଚଳ ରେ ପୁଣି ହାତି ଆତଙ୍କ ||   (12-Apr-2026)       ||      ଆଁଳାଇ ପୀଠ ରେ 24ତମ ମହାବୀର ଜୟନ୍ତୀ ବାର୍ଷିକ ବିଶ୍ଵଶାନ୍ତି ମହାଯଂଜ୍ଞ ଶୋଭାଯାତ୍ରା ରେ 100ରୁ ଉର୍ଦ୍ଧ ମାନସିକ ବ୍ରତ ଧାରୀ ସାମଲ ||   (12-Apr-2026)       ||      ଆଁଳାଇ ପୀଠ ରେ 24ତମ ମହାବୀର ଜୟନ୍ତୀ ବାର୍ଷିକ ବିଶ୍ଵଶାନ୍ତି ମହାଯଂଜ୍ଞ ଶୋଭାଯାତ୍ରା ରେ 100ରୁ ଉର୍ଦ୍ଧ ମାନସିକ ବ୍ରତ ଧାରୀ ସାମଲ ||   (12-Apr-2026)       ||      କ ନୂଆଙ୍ଗା ବ୍ଳକ ଶିକ୍ଷା ବିଭାଗ ଅଫିସିରେ 5ମାସ ହେଲା ବିଇଓ ପଦବୀ ଖାଲି ||   (12-Apr-2026)       ||      ଗୋଳନ୍ଥରା ଥାନା ପଞ୍ଚାମା ଅଞ୍ଚଳ ରେ ପାନ ବ୍ୟବସାୟୀ ଙ୍କୁ ନିର୍ମମ ହତ୍ୟା |   (12-Apr-2026)       ||      ଖଲ୍ଲିକୋଟ ନଗର କଂଗ୍ରେସ ସଭାପତି ହେଲେ ମନ ମଦନ ସାହୁ |   (11-Apr-2026)       ||      ବାଲିଗୁଡା ଆଦିବାସୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ +2ଅନ ଲାଇନ ଓ ଅଫଲାଇନ ମୂଲ୍ୟାୟନ କେନ୍ଦ୍ର ଅନୁଷ୍ଠିତ |    (11-Apr-2026)       ||      ଓଡ଼ିଆ ପକ୍ଷ ଉପଲକ୍ଷେ ରକ୍ତ ଦାନ ଶିବିର,   (11-Apr-2026)       ||      ବାର୍ଷିକ ବିବରଣୀ ପତ୍ର 2025-26ର ଅବଲୋକନ ଓ 2026-27ବର୍ଷ ପାଇଁ କାର୍ଯ୍ୟ ଯୋଜନା ପ୍ରସ୍ତୁତି କରଣ କାର୍ଯ୍ୟକ୍ରମ ଅନୁଷ୍ଠିତ ||   (10-Apr-2026)       ||      ପୋଲସରା ପୌର ପରିଷଦ ପକ୍ଷରୁ ଓଡ଼ିଆ ପକ୍ଷ ଅବସର ରେ କଳାକାର ମାନଙ୍କୁ ସମ୍ବର୍ଦ୍ଧନା ଅନୁଷ୍ଠିତ ||   (10-Apr-2026)       ||      ପଶ୍ଚିମ ଓଡ଼ିଶାର ସିନେକଳାକାର ମାନେ ତାରା ତାରିଣୀ ଙ୍କ ପୀଠରେ କଲେ ପୂଜାର୍ଚନା |   (09-Apr-2026)       ||      ଟିକାବାଲି ବ୍ଲକରେ ଲକ୍ଷାଧିକ ଟଙ୍କାରେ ନିର୍ମିତ ପାନୀୟ ଜଳ ପ୍ରକଳ୍ପ ଅଟକ |   (09-Apr-2026)       ||      ସ୍ତ୍ରୀକୁ ହତ୍ୟା କରି ସ୍ୱାମୀର ଆତ୍ମ ହତ୍ୟା ||   (07-Apr-2026)       ||      ନୂଆଗଡ ଗ୍ରାମରେ ଚୋରି ଘଟଣାରେ ସାତ ଜଣ ଗିରଫ ||   (07-Apr-2026)       ||      ରୁପା ବ୍ୟବସାୟୀ ଙ୍କଆକ୍ରମଣ କରି ତାଙ୍କଠାରୁ 7କେଜିର ରୁପା ବେଗ ଧରି ଛୁ ମାରିଲେ ଦୁଇ ଲୁଟେରା |    (06-Apr-2026)       ||      ଓଡ଼ିଶା ସାହିତ୍ୟ ଏକାଡେମୀ ଏବଂ ଉତ୍କଳ ସଂସ୍କୃତି ବିଶ୍ୱ ବିଦ୍ୟାଳୟ ର ମିଳିତ ଆନୁକୂଲ୍ୟରେ ଓଡ଼ିଆ ପକ୍ଷ -2026 ପାଳନ ||   (06-Apr-2026)       ||      ରକ୍ତ ଚାପ ସଚେତନତା ଓ ସ୍ୱାସ୍ଥ୍ୟ ଶିବିର    (06-Apr-2026)       ||      କଳମ୍ବ ରେ ଦୁତୀୟ ପର୍ଯ୍ୟାୟ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଅନୁଷ୍ଠିତ |   (06-Apr-2026)       ||     

ଖଲ୍ଲିକୋଟ ରେ ମହାପ୍ରଭୁଙ୍କ ବାହୁଡା଼ ଯାତ୍ରା ଓ ସୁନାବେଶ ଅନୁଷ୍ଠିତ |

06-Jul-2025

ଖଲ୍ଲିକୋଟରେ ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା, ସୁନାବେଶ ଅନୁଷ୍ଠିତଅଗଣିତ ଶ୍ରଦ୍ଧାଳୁ ଭକ୍ତଙ୍କ ସମାଗମ, 

                ଓଡିଶା  ଜନମତ ବ୍ୟୁରୋ, 

ଖଲ୍ଲିକୋଟରେ ଉତ୍ସାହ ଉଦ୍ଦୀପନା ସହକାରେ ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା, ସୁନାବେଶ ଅନୁଷ୍ଠିତ ହୋଇଯାଇଛି । ଜଗତର ନାଥ ଶ୍ରୀଜଗନ୍ନାଥ, ଭ୍ରାତା ବଳଭଦ୍ର, ଭଗ୍ନୀ ସୁଭଦ୍ରା ରଥଯାତ୍ରା ଦିନ ରୀତିନୀତି ପ୍ରକାରେ ଶ୍ରଦ୍ଧାଳୁ ଭକ୍ତଙ୍କ ଗହଳରେ ଶ୍ରୀମନ୍ଦିରରୁ ବାହାରି ଗୁଣ୍ଡିଚା ମନ୍ଦିରଠାରେ ପହଞ୍ଚି ସେଠାରେ ନଅ ଦିନ ଅବସ୍ଥାନ ପରେ ଗତକାଲି ଜନ୍ମ ବେଦୀରୁ ପୁନର୍ବାର ରତ୍ନବେଦୀ ଅଭିମୁଖେ ଯାତ୍ରା କରିବ ସିଂହ ଦ୍ୱାର ଠାରେ ଅଟକି ରହିଛନ୍ତି । ଆଜି ସକାଳୁ ଅଗଣିତ ଶ୍ରଦ୍ଧାଳୁ ଭକ୍ତଙ୍କ ସମାବେଶ ଖଲ୍ଲିକୋଟରେ ଆଧ୍ୟାତ୍ମିକ ପରିବେଶ ସୃଷ୍ଟି କରିଛି । ନନ୍ଦିଘୋଷ, ତାଳଧ୍ଵଜ, ଦର୍ପଦଳନ ରଥରେ ତ୍ରିବିଗ୍ରହ ଭକ୍ତଙ୍କୁ ଦର୍ଶନ ଦେଇଛନ୍ତି । ସୁନା ଆଦି ଅଳଙ୍କାରରେ ଠାକୁର ମାନେ ସେବାୟତଙ୍କ ଦ୍ୱାରା ସୁସଜ୍ଜିତ ସୁଶୋଭିତ ହୋଇଥିଲେ । ଆବାଳବୃଦ୍ଧ ବନିତା ଏପ୍ରକାର ପବିତ୍ର ଦର୍ଶନ ବରଷକେ ଥରେ କରୁଥିବାରୁ ବେଶ୍ ଉତ୍ସାହ ପ୍ରକାଶ ପାଇଛି । କଚଟି, ବାହୁଟି, କିରଟୀ, ମଥାମଣି ଆଦି ବହୁବିଧ ସ୍ୱର୍ଣ୍ଣାଳଙ୍କାର ଦେଖଣାହାରୀଙ୍କ ମନ ପ୍ରାଣ ହୃଦୟକୁ ଛୁଇଁଛି । ବହୁ ଦୋକାନ ବଜାର, ହୋଟେଲ, ଖେଳନା ଆଦି ଦୋକାନ ଗଢ଼ି ଉଠିଥିବାରୁ ଦେଖଣାହାରୀମାନେ ଏସବୁର ଭରପୂର ଫାଇଦା ନେଇଥିଲେ । ସ୍ଥାନୀୟ ପୋଲିସ ଥାନାର ଭାରପ୍ରାପ୍ତ ଅଧିକାରୀ ଶ୍ରୀଯୁକ୍ତ ରମେଶ କୁମାର ପ୍ରଧାନ କାର୍ଯ୍ୟରତ ଏସ୍. ଆଇ., ପୋଲିସ୍, କନେଷ୍ଟବଳ, ହୋମଗାର୍ଡଙ୍କ ସମ୍ପୂର୍ଣ୍ଣ ସହଯୋଗରେ ଭକ୍ତଙ୍କ ଅସମ୍ଭାଳ ଭିଡ଼ ନିୟନ୍ତ୍ରଣ, ଯାତାୟାତ ନିୟନ୍ତ୍ରଣ ସହିତ ଆଇନ୍ ଶୃଙ୍ଖଳା ପରିସ୍ଥିତିକୁ ଦୃଷ୍ଟିରେ ରଖି ସର୍ବସାଧାରଣଙ୍କୁ ସୁରକ୍ଷା ଯୋଗାଇଥିଲେ । ଖଲ୍ଲିକୋଟରେ ସଂଗଠିତ ବଜରଙ୍ଗ ଦଳର କର୍ମୀମାନେ ମହାପ୍ରଭୁଙ୍କ ଯାତ୍ରାରେ ସ୍ୱେଚ୍ଛାକୃତ କର୍ତ୍ତବ୍ୟ ସୂଚାରୁରୂପେ ସମ୍ପାଦନ କରିଥିଲେ ।

News Comment

You Might Also Like

BACK TO TOP