Breaking News

ସ୍ତ୍ରୀକୁ ହତ୍ୟା କରି ସ୍ୱାମୀର ଆତ୍ମ ହତ୍ୟା ||   (07-Apr-2026)       ||      ନୂଆଗଡ ଗ୍ରାମରେ ଚୋରି ଘଟଣାରେ ସାତ ଜଣ ଗିରଫ ||   (07-Apr-2026)       ||      ରୁପା ବ୍ୟବସାୟୀ ଙ୍କଆକ୍ରମଣ କରି ତାଙ୍କଠାରୁ 7କେଜିର ରୁପା ବେଗ ଧରି ଛୁ ମାରିଲେ ଦୁଇ ଲୁଟେରା |    (06-Apr-2026)       ||      ଓଡ଼ିଶା ସାହିତ୍ୟ ଏକାଡେମୀ ଏବଂ ଉତ୍କଳ ସଂସ୍କୃତି ବିଶ୍ୱ ବିଦ୍ୟାଳୟ ର ମିଳିତ ଆନୁକୂଲ୍ୟରେ ଓଡ଼ିଆ ପକ୍ଷ -2026 ପାଳନ ||   (06-Apr-2026)       ||      ରକ୍ତ ଚାପ ସଚେତନତା ଓ ସ୍ୱାସ୍ଥ୍ୟ ଶିବିର    (06-Apr-2026)       ||      କଳମ୍ବ ରେ ଦୁତୀୟ ପର୍ଯ୍ୟାୟ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଅନୁଷ୍ଠିତ |   (06-Apr-2026)       ||      ଖଲ୍ଲିକୋଟ ରେ ବିଜେପି ର 47 ତମ ସ୍ଥାପନ ଦିବସ ପାଳିତ |    (06-Apr-2026)       ||      ଖୋର୍ଦ୍ଧା ବ୍ଳକ ପକ୍ଷରୁ ଜରିପୁଟ ହନୁମାନ ମନ୍ଦିର ପରିସରରେ ଓଡ଼ିଆ ପକ୍ଷ ପାଳନ , ସ୍ୱଛତା ଅଭିଯାନ |    (06-Apr-2026)       ||      ଖୋର୍ଦ୍ଧା ରେ ଓଡ଼ିଆ ପକ୍ଷ ପାଳନ ଉପଲକ୍ଷେ ଷଷ୍ଟ ଦିନରେ ସ୍ୱଛତା ଅଭିଯାନ |    (06-Apr-2026)       ||      ଖୋର୍ଦ୍ଧା ରେ ବିଜେପିର 47 ତମ ସ୍ଥାପନା ଦିବସ ପାଳିତ ||   (06-Apr-2026)       ||      ପୋଲସରା ଠାରେ ବିଜେପିର 47ତମ ପ୍ରତିଷ୍ଠା ଦିବସ ରେ ମଣ୍ଡଳ ସ୍ତରୀୟ କାର୍ଯ୍ୟକ୍ରମ |    (06-Apr-2026)       ||      ବୋମା ବିସ୍ପୋରଣ ରେ ଦୁଇ ନାବାଳକ ଗୁରୁତର |    (06-Apr-2026)       ||      ତାରା ତାରିଣୀ ଦର୍ଶନ କଲେ ପ୍ରଧାନମନ୍ତ୍ରୀ ଙ୍କ 2ୟ ମୁଖ୍ୟ ସଚିବ ଶଶୀ କାନ୍ତ ଦାଶ |    (05-Apr-2026)       ||      ବାଇକ ଦୁର୍ଘଟଣା ରେ ତଳେ ପଡ଼ିଥିବା ମହିଳା ଙ୍କ ଉପରେ ମାଡିଗଲା ଟ୍ରକ |    (05-Apr-2026)       ||      ଘୁମୁସର ର ସ୍ୱର ର 160 ତମ ସାହିତ୍ୟ ଆଲୋଚନା ଚକ୍ର ଅନୁଷ୍ଠିତ |    (05-Apr-2026)       ||      ପିଏମ ଶ୍ରୀ ଅନଶ୍ଲୋ ଉଚ୍ଚ ବିଦ୍ୟାଳୟ ପକ୍ଷରୁ ଖଡ଼ି ଛୁଆଁ ପ୍ରବେଶ ଉତ୍ସବ ଅନୁଷ୍ଠିତ |   (05-Apr-2026)       ||      ବାଲିଗୁଡା ଠାରେ ତେରଦଣ୍ଡ ମିଳନ ରେ କଳା ରୁଦ୍ରମଣୀ ଙ୍କୁ ଭଜ ହେ ଧ୍ଵନିରେ କମ୍ପିଲା ସମଗ୍ର ଅଞ୍ଚଳ |    (05-Apr-2026)       ||      ବାଘଛାଲ ବିକ୍ରି ଅଭିଯୋଗ ରେ ଜଣେ ବ୍ୟକ୍ତି ଙ୍କୁ ଗିରଫ କଲା ବନ ବିଭାଗ | |    (05-Apr-2026)       ||      ଅବକାରୀଗୋଇନ୍ଦା ବିଭାଗ ର ଚଢ଼ାଉ ବିପୁଳ ପରିମାଣ ର ଗଞ୍ଜେଇ ସହ ଏକ କାର ଜବତ |    (05-Apr-2026)       ||      କୋଦଳା ଥାନା ସାତନଳ ଛକରେ ଅଜଣା ଗାଡିଧକ୍କା ରେ ବାପା ମୃତ ପୁଅ ଗୁରୁତର ଏମ କେ ସିଜି ରେ ଭର୍ତ୍ତି |    (05-Apr-2026)       ||     

ବର୍ଷା ଦିନିଆ ରୋଗ ଓ ତାର ସଚେତନତା ଏବଂ ସ୍ୱାସ୍ଥ୍ୟ ଶିବିର |

07-Jul-2025

ବର୍ଷା ଦିନିଆ ରୋଗ ସଚେତନା ଓ ସ୍ଵାସ୍ଥ୍ୟ ଶିବିର,

  ଓଡିଶା  ଜନ ମତ, ବ୍ରହ୍ମପୁର, କୈଳାସ ଚନ୍ଦ୍ର ଚୌଧୁରୀ, ତା-08/07/25:

ବ୍ରହ୍ମପୁର ହରିହର ନଗର ସ୍ଥିତ ଭରଦ୍ବାଜ ପ୍ରତିଷ୍ଠାନ ଠାରେ ବର୍ଷା ଦିନିଆ ରୋଗ ସଚେତନl ଓ ମାଗଣା ସ୍ବାସ୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି। ଭରଦ୍ବାଜ ପ୍ରତିଷ୍ଠାନର ଅଧ୍ୟକ୍ଷ ଡା.ନକୁଳ ସାହୁ ଉପସ୍ଥିତ ରହି କହିଲେ ବର୍ଷାରେ ଭିଜିଲେ ଅଶୁଦ୍ଧ ଜଳ ପାନ କଲେ ଥଣ୍ଡା, ସର୍ଦ୍ଦି, ଆକ୍ଷି ଧାରା, କୃମି ଆଦି ରୋଗ ହେବ। ମାଛି ବସା ଖାଦ୍ୟ ଓ ଗୋଳିଆ ପାଣି ପିଇଲେ, ଅତିସାର, ପ୍ରବାହିକା, ଟାଇଫୋଏଡ ରୋଗ ହେବ। ମଶା କାମୁଡ଼ିଲେ ଶ୍ଳୀପଦ, ମ୍ୟାଲେରିଆ ହେବ।ଅନ୍ଧାରରେ ବୁଲିଲେ ବିଛା, ସର୍ପ କାମୁଡ଼ିବେ ଏଥିରୁ ରକ୍ଷା ପାଇବା ପାଇଁ ଏହି ସବୁ କାରଣ ଠାରୁ ଦୁରେଇ ରୁହନ୍ତୁ । ଗରମ ପାଣି ଓ ଖାଦ୍ୟ ଗ୍ରହଣ କରନ୍ତୁ।ଅଦା, ତୁଲସୀ,ରସୁଣ ଓ ଗୁଳୁଚି ରସ ସେବନ କରନ୍ତୁ।
ଏହି ଅବସରରେ ରୋଗୀଙ୍କ ନାଡୀ, ରକ୍ତଚାପ, ରକ୍ତ ଶର୍କରା, ଗଣ୍ଠିବାତ,ସ୍ନାୟୁ ରୋଗ ଅମ୍ଳପିତ୍ତ, ସ୍ତ୍ରୀରୋଗ ଆଦି ବିଭିନ୍ନ ରୋଗର ପରୀକ୍ଷା କରି ଚିକିତ୍ସା ପରାମର୍ଶ ଓ ଔଷଧ ବିତରଣ କରାଯାଇଥିଲା।ଶିବିରର ପରିଚାଳନାରେ ସହଯୋଗ କରିଥିଲେ ଡି.ଶ୍ରୀନିବାସ ରାଓ । ଏହି ଶିବିର ପ୍ରତି ସୋମବାରେ ଅନୁଷ୍ଠିତ ହୁଏ ଓ ଏହାର ସୁଯୋଗ ନେବାକୁ ପ୍ରତିଷ୍ଠାନ ପକ୍ଷରୁ ଅନୁରୋଧ କରିଛନ୍ତି ଡ଼l. ନକୁଳ ସାହୁ, ଫୋନ 9861450612

News Comment

You Might Also Like

BACK TO TOP