Breaking News

କୋଦଳା ମହାବିଦ୍ୟାଳୟ ରେ ମାତୃ ଭାଷା ର ଐତିହ୍ୟ ସମ୍ପର୍କ ରେ ପାଠ ଚକ୍ର |    (12-Apr-2026)       ||      ବିଦ୍ୟୁତ ଆଘାତ ରେ ବିଦ୍ୟୁତ କର୍ମଚାରୀ ଙ୍କ ମୃତ୍ୟୁ |    (12-Apr-2026)       ||      ବେଲଘର ବନାଞ୍ଚଳ ରେ ପୁଣି ହାତି ଆତଙ୍କ ||   (12-Apr-2026)       ||      ଆଁଳାଇ ପୀଠ ରେ 24ତମ ମହାବୀର ଜୟନ୍ତୀ ବାର୍ଷିକ ବିଶ୍ଵଶାନ୍ତି ମହାଯଂଜ୍ଞ ଶୋଭାଯାତ୍ରା ରେ 100ରୁ ଉର୍ଦ୍ଧ ମାନସିକ ବ୍ରତ ଧାରୀ ସାମଲ ||   (12-Apr-2026)       ||      ଆଁଳାଇ ପୀଠ ରେ 24ତମ ମହାବୀର ଜୟନ୍ତୀ ବାର୍ଷିକ ବିଶ୍ଵଶାନ୍ତି ମହାଯଂଜ୍ଞ ଶୋଭାଯାତ୍ରା ରେ 100ରୁ ଉର୍ଦ୍ଧ ମାନସିକ ବ୍ରତ ଧାରୀ ସାମଲ ||   (12-Apr-2026)       ||      କ ନୂଆଙ୍ଗା ବ୍ଳକ ଶିକ୍ଷା ବିଭାଗ ଅଫିସିରେ 5ମାସ ହେଲା ବିଇଓ ପଦବୀ ଖାଲି ||   (12-Apr-2026)       ||      ଗୋଳନ୍ଥରା ଥାନା ପଞ୍ଚାମା ଅଞ୍ଚଳ ରେ ପାନ ବ୍ୟବସାୟୀ ଙ୍କୁ ନିର୍ମମ ହତ୍ୟା |   (12-Apr-2026)       ||      ଖଲ୍ଲିକୋଟ ନଗର କଂଗ୍ରେସ ସଭାପତି ହେଲେ ମନ ମଦନ ସାହୁ |   (11-Apr-2026)       ||      ବାଲିଗୁଡା ଆଦିବାସୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ +2ଅନ ଲାଇନ ଓ ଅଫଲାଇନ ମୂଲ୍ୟାୟନ କେନ୍ଦ୍ର ଅନୁଷ୍ଠିତ |    (11-Apr-2026)       ||      ଓଡ଼ିଆ ପକ୍ଷ ଉପଲକ୍ଷେ ରକ୍ତ ଦାନ ଶିବିର,   (11-Apr-2026)       ||      ବାର୍ଷିକ ବିବରଣୀ ପତ୍ର 2025-26ର ଅବଲୋକନ ଓ 2026-27ବର୍ଷ ପାଇଁ କାର୍ଯ୍ୟ ଯୋଜନା ପ୍ରସ୍ତୁତି କରଣ କାର୍ଯ୍ୟକ୍ରମ ଅନୁଷ୍ଠିତ ||   (10-Apr-2026)       ||      ପୋଲସରା ପୌର ପରିଷଦ ପକ୍ଷରୁ ଓଡ଼ିଆ ପକ୍ଷ ଅବସର ରେ କଳାକାର ମାନଙ୍କୁ ସମ୍ବର୍ଦ୍ଧନା ଅନୁଷ୍ଠିତ ||   (10-Apr-2026)       ||      ପଶ୍ଚିମ ଓଡ଼ିଶାର ସିନେକଳାକାର ମାନେ ତାରା ତାରିଣୀ ଙ୍କ ପୀଠରେ କଲେ ପୂଜାର୍ଚନା |   (09-Apr-2026)       ||      ଟିକାବାଲି ବ୍ଲକରେ ଲକ୍ଷାଧିକ ଟଙ୍କାରେ ନିର୍ମିତ ପାନୀୟ ଜଳ ପ୍ରକଳ୍ପ ଅଟକ |   (09-Apr-2026)       ||      ସ୍ତ୍ରୀକୁ ହତ୍ୟା କରି ସ୍ୱାମୀର ଆତ୍ମ ହତ୍ୟା ||   (07-Apr-2026)       ||      ନୂଆଗଡ ଗ୍ରାମରେ ଚୋରି ଘଟଣାରେ ସାତ ଜଣ ଗିରଫ ||   (07-Apr-2026)       ||      ରୁପା ବ୍ୟବସାୟୀ ଙ୍କଆକ୍ରମଣ କରି ତାଙ୍କଠାରୁ 7କେଜିର ରୁପା ବେଗ ଧରି ଛୁ ମାରିଲେ ଦୁଇ ଲୁଟେରା |    (06-Apr-2026)       ||      ଓଡ଼ିଶା ସାହିତ୍ୟ ଏକାଡେମୀ ଏବଂ ଉତ୍କଳ ସଂସ୍କୃତି ବିଶ୍ୱ ବିଦ୍ୟାଳୟ ର ମିଳିତ ଆନୁକୂଲ୍ୟରେ ଓଡ଼ିଆ ପକ୍ଷ -2026 ପାଳନ ||   (06-Apr-2026)       ||      ରକ୍ତ ଚାପ ସଚେତନତା ଓ ସ୍ୱାସ୍ଥ୍ୟ ଶିବିର    (06-Apr-2026)       ||      କଳମ୍ବ ରେ ଦୁତୀୟ ପର୍ଯ୍ୟାୟ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଅନୁଷ୍ଠିତ |   (06-Apr-2026)       ||     

ବୁଗୁଡ଼ା ପିପୁଲସ କଲେଜରେ ବୃକ୍ଷ ରୋପଣ ସମ୍ପର୍କିତ କର୍ମଶାଳା |

08-Jul-2025

ପିପୁଲସ କଲେଜରେ ବୃକ୍ଷ ରୋପଣ ସମ୍ପର୍କିତ କର୍ମଶାଳା

ଓଡ଼ିଶା ଜନମତ, ପୋଲସରା, ସନ୍ତୋଷ କୁମାର ପଣ୍ଡା 
ତା.୮/୭/୨୫ : 

ଗଞ୍ଜାମ ଜିଲ୍ଲାର ବୁଗୁଡା ପିପୁଲସ କଲେଜର ଜାତୀୟ ସେବା ଯୋଜନା ୟୁନିଟ- ୧ ଓ ୨ ପକ୍ଷରୁ ବୃକ୍ଷ ରୋପଣ ଓ ବୃକ୍ଷର ରକ୍ଷଣାବେକ୍ଷଣ ସମ୍ପର୍କିତ ଏକ ଦିବସିୟ କର୍ମଶାଳା ଜୁଲାଇ ୭ ତାରିଖ ଦିନ କଲେଜ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଏନଏସଏସ ୟୁନିଟ- ୧ ପ୍ରୋଗ୍ରାମ ଅଫିସର ଅଧ୍ୟାପକ ରବୀନ୍ଦ୍ର ନାଥ ପୋଲାଇ ଓ ୟୁନିଟ- ୨ ପ୍ରୋଗ୍ରାମ ଅଫିସର ଅଧ୍ୟାପିକା ସଶ୍ମିତା ସାମନ୍ତରାଙ୍କ ତତ୍ତ୍ୱାବଧାନରେ ଅନୁଷ୍ଠିତ ଏହି କର୍ମଶାଳାରେ କଲେଜର ଭାରପ୍ରାପ୍ତ ପ୍ରିନ୍ସପାଲ ହରିକୃଷ୍ଣ ନାୟକ ଅଧ୍ୟକ୍ଷତା କରିଥିଲେ। ଏହି କର୍ମଶାଳାରେ ଅତିଥି ଭାବେ ପୋଲସରା ବିଜ୍ଞାନ ମହାବିଦ୍ୟାଳୟର ଏନଏସଏସ କୋ-ୟୁନିଟ ପ୍ରୋଗ୍ରାମ ଅଫିସର ଅଧ୍ୟାପକ ସେଖ ଫରିଦ୍ , ବୁଗୁଡା ବନପାଳ ପଲ୍ଲବୀ ନନ୍ଦ ଓ କଲେଜର ଶୈକ୍ଷିକ ଅଧିକାରୀ ଅଧ୍ୟାପକ ସୁଶାନ୍ତ କୁମାର ସାହୁ ଯୋଗଦେଇ ବୃକ୍ଷ ରୋପଣ ଓ ରକ୍ଷଣାବେକ୍ଷଣର ଉଦ୍ଦେଶ୍ୟ ଓ ଆବଶ୍ୟକତା ଏବଂ ବୃକ୍ଷର ଉପକାରୀତା ବିଷୟରେ ଏନଏସଏସ ଦ୍ୱୟର ସ୍ୱେଚ୍ଛାସେବୀମାନଙ୍କୁ ଅବଗତ କରାଇଥିଲେ। ଏନଏସଏସ ୟୁନିଟ -୧ ପ୍ରୋଗ୍ରାମ ଅଫିସର ରବୀନ୍ଦ୍ର ନାଥ ପୋଲାଇ ସ୍ୱାଗତ ଭାଷଣ ସହ ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ୟୁନିଟ-୨ ପ୍ରୋଗ୍ରାମ ଅଫିସର ସଶ୍ମିତା ସାମନ୍ତରା ଧନ୍ୟବାଦ ଅର୍ପଣ କରିଥିଲେ।

News Comment

You Might Also Like

BACK TO TOP