Breaking News

କେନ୍ଦୁବାଡି ପଞ୍ଚାୟତରେ ଦୁତୀୟ ପର୍ଯ୍ୟାୟ ଜନ ଅଭିଯୋଗ ଶୁଣାଣି |   (13-Apr-2026)       ||      କୋଦଳା ମହାବିଦ୍ୟାଳୟ ରେ ମାତୃ ଭାଷା ର ଐତିହ୍ୟ ସମ୍ପର୍କ ରେ ପାଠ ଚକ୍ର |    (12-Apr-2026)       ||      ବିଦ୍ୟୁତ ଆଘାତ ରେ ବିଦ୍ୟୁତ କର୍ମଚାରୀ ଙ୍କ ମୃତ୍ୟୁ |    (12-Apr-2026)       ||      ବେଲଘର ବନାଞ୍ଚଳ ରେ ପୁଣି ହାତି ଆତଙ୍କ ||   (12-Apr-2026)       ||      ଆଁଳାଇ ପୀଠ ରେ 24ତମ ମହାବୀର ଜୟନ୍ତୀ ବାର୍ଷିକ ବିଶ୍ଵଶାନ୍ତି ମହାଯଂଜ୍ଞ ଶୋଭାଯାତ୍ରା ରେ 100ରୁ ଉର୍ଦ୍ଧ ମାନସିକ ବ୍ରତ ଧାରୀ ସାମଲ ||   (12-Apr-2026)       ||      ଆଁଳାଇ ପୀଠ ରେ 24ତମ ମହାବୀର ଜୟନ୍ତୀ ବାର୍ଷିକ ବିଶ୍ଵଶାନ୍ତି ମହାଯଂଜ୍ଞ ଶୋଭାଯାତ୍ରା ରେ 100ରୁ ଉର୍ଦ୍ଧ ମାନସିକ ବ୍ରତ ଧାରୀ ସାମଲ ||   (12-Apr-2026)       ||      କ ନୂଆଙ୍ଗା ବ୍ଳକ ଶିକ୍ଷା ବିଭାଗ ଅଫିସିରେ 5ମାସ ହେଲା ବିଇଓ ପଦବୀ ଖାଲି ||   (12-Apr-2026)       ||      ଗୋଳନ୍ଥରା ଥାନା ପଞ୍ଚାମା ଅଞ୍ଚଳ ରେ ପାନ ବ୍ୟବସାୟୀ ଙ୍କୁ ନିର୍ମମ ହତ୍ୟା |   (12-Apr-2026)       ||      ଖଲ୍ଲିକୋଟ ନଗର କଂଗ୍ରେସ ସଭାପତି ହେଲେ ମନ ମଦନ ସାହୁ |   (11-Apr-2026)       ||      ବାଲିଗୁଡା ଆଦିବାସୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ +2ଅନ ଲାଇନ ଓ ଅଫଲାଇନ ମୂଲ୍ୟାୟନ କେନ୍ଦ୍ର ଅନୁଷ୍ଠିତ |    (11-Apr-2026)       ||      ଓଡ଼ିଆ ପକ୍ଷ ଉପଲକ୍ଷେ ରକ୍ତ ଦାନ ଶିବିର,   (11-Apr-2026)       ||      ବାର୍ଷିକ ବିବରଣୀ ପତ୍ର 2025-26ର ଅବଲୋକନ ଓ 2026-27ବର୍ଷ ପାଇଁ କାର୍ଯ୍ୟ ଯୋଜନା ପ୍ରସ୍ତୁତି କରଣ କାର୍ଯ୍ୟକ୍ରମ ଅନୁଷ୍ଠିତ ||   (10-Apr-2026)       ||      ପୋଲସରା ପୌର ପରିଷଦ ପକ୍ଷରୁ ଓଡ଼ିଆ ପକ୍ଷ ଅବସର ରେ କଳାକାର ମାନଙ୍କୁ ସମ୍ବର୍ଦ୍ଧନା ଅନୁଷ୍ଠିତ ||   (10-Apr-2026)       ||      ପଶ୍ଚିମ ଓଡ଼ିଶାର ସିନେକଳାକାର ମାନେ ତାରା ତାରିଣୀ ଙ୍କ ପୀଠରେ କଲେ ପୂଜାର୍ଚନା |   (09-Apr-2026)       ||      ଟିକାବାଲି ବ୍ଲକରେ ଲକ୍ଷାଧିକ ଟଙ୍କାରେ ନିର୍ମିତ ପାନୀୟ ଜଳ ପ୍ରକଳ୍ପ ଅଟକ |   (09-Apr-2026)       ||      ସ୍ତ୍ରୀକୁ ହତ୍ୟା କରି ସ୍ୱାମୀର ଆତ୍ମ ହତ୍ୟା ||   (07-Apr-2026)       ||      ନୂଆଗଡ ଗ୍ରାମରେ ଚୋରି ଘଟଣାରେ ସାତ ଜଣ ଗିରଫ ||   (07-Apr-2026)       ||      ରୁପା ବ୍ୟବସାୟୀ ଙ୍କଆକ୍ରମଣ କରି ତାଙ୍କଠାରୁ 7କେଜିର ରୁପା ବେଗ ଧରି ଛୁ ମାରିଲେ ଦୁଇ ଲୁଟେରା |    (06-Apr-2026)       ||      ଓଡ଼ିଶା ସାହିତ୍ୟ ଏକାଡେମୀ ଏବଂ ଉତ୍କଳ ସଂସ୍କୃତି ବିଶ୍ୱ ବିଦ୍ୟାଳୟ ର ମିଳିତ ଆନୁକୂଲ୍ୟରେ ଓଡ଼ିଆ ପକ୍ଷ -2026 ପାଳନ ||   (06-Apr-2026)       ||      ରକ୍ତ ଚାପ ସଚେତନତା ଓ ସ୍ୱାସ୍ଥ୍ୟ ଶିବିର    (06-Apr-2026)       ||     

ପୋଲସରା ରେ ପ୍ଲାମ୍ବର ଓ ଇଲେକ୍ଟସିଆନ ଙ୍କ ବନ୍ଧୁ ମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ||

03-Aug-2025

ପ୍ଲମ୍ୱର ଏଣ୍ଡ ଇଲେକଟ୍ରିସିଆନ୍ ଏସୋସିଏସନର ବନ୍ଧୁମିଳନ
ଓଡ଼ିଶା ଜନମତ, ପୋଲସରା,ସନ୍ତୋଷ କୁମାର ପଣ୍ଡା,
  ତା.୦୨/୦୮/୨୦୨୫:

ପୋଲସରା ସ୍ଥିତ ପ୍ଲମ୍ୱର ଏଣ୍ଡ ଇଲେକଟ୍ରିସିଆନ୍ ଏସୋସିଏସନର ବନ୍ଧୁମିଳନ-୨୦୨୫ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ସ୍ଥାନୀୟ ବାଲିଘାଇ ସ୍ଥିତ ଶ୍ରୀ ଶ୍ରୀ ରାମେଶ୍ବର ମହାଦେବଙ୍କ ପୀଠରେ ଅନୁଷ୍ଠିତ କାର୍ଯ୍ୟକ୍ରମକୁ ସଭାପତି ପ୍ରଶାନ୍ତ କୁମାର ମହାରଣା (ଟୁନା) ସଭାପତିତ୍ବ କରିଥିଲେ। ପ୍ରାରମ୍ଭରେ ଶ୍ରୀ ଶ୍ରୀ ରାମେଶ୍ବର ମହାଦେବଙ୍କ ଠାରେ ପ୍ରଦୀପ ପ୍ରଜ୍ଜ୍ୱଳନ ଏଵଂ ଭୋଗଲାଗି କରାଯିବା ପରେ ବନ୍ଧୁମିଳନ କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା। ଏଥିରେ ଏସୋସିଏସନର ପୋଲସରା ଅଞ୍ଚଳରୁ ଶତାଧିକ ସଂଖ୍ୟାରେ କର୍ମକର୍ତ୍ତା ଏଵଂ ସଦସ୍ୟମାନେ ଯୋଗ ଦେଇଥିଲେ। ଏହି ଅବସରରେ ଏକ ସଭାର ଆୟୋଜନ କରାଯାଇ ଏସୋସିଏସନର ରହିଥିବା ବିଭିନ୍ନ ସମସ୍ୟା ସହିତ ସଦସ୍ୟ ମାନଙ୍କ ରୋଜଗାରିଆ କର୍ମକୁ ନେଇ ବିସ୍ତୃତଭାବେ ଆଲୋଚନା କରାଯାଇଥିଲା। ଏଥିରେ ସଦସ୍ୟମାନେ ନିଜ ନିଜର ସୁଚିନ୍ତିତ ମତ ପ୍ରକାଶ କରିବା ସହ ଆୟୋଜିତ କାର୍ଯ୍ୟକ୍ରମକୁ ନେଇ ପ୍ରଶ°ସା କରିଥିଲେ। ପରେ ସର୍ବସମ୍ମତି କ୍ରମେ ଆଗାମୀ ଦିନରେ ଏସୋସିଏସନକୁ ଅଧିକରୁ ଅଧିକ ସୁଦୃଢ଼ କରାଯିବା ସହ ପ୍ରଚଳିତ ନିୟମକୁ ପାଳନ କରି ଚଳିବା ଏଵଂ ଆଗାମୀ ବୈଠକରେ ନୂତନ ପରିଚାଳନା କମିଟି ଗଠନ କରିବାକୁ ନିଷ୍ପତି ନିଆଯାଇଥିଲା। ଏଥିରେ ଏସୋସିଏସନର ସାଧାରଣ ସମ୍ପାଦକ ତଥା କୋଷାଧ୍ୟକ୍ଷ ଶ୍ରୀକାନ୍ତ ପାତ୍ର, ଉପସଭାପତି ପ୍ରଶାନ୍ତ କୁମାର ସାହୁ, ଯୁଗ୍ମ ସମ୍ପାଦକ ଜିତୁ ପ୍ରଧାନ ଓ ଦୁଇଜଣ ଉପଦେଷ୍ଟା ରଘୁନାଥ ସାହୁ ଓ ଜୟରାମ ପ୍ରଧାନଙ୍କ ସମେତ ସମେତ ନାଗେଶ୍ଵର ପାତ୍ର, ଦିଲ୍ଲୀପ ରଥ, ପ୍ରଶାନ୍ତ କୁମାର ହୋତା (ଗଗନ), ଶିବଶଙ୍କର ସାହୁ, ସିମାଞ୍ଚଳ ମହାରଣା, ରବୀନ୍ଦ୍ର ପ୍ରଧାନ ଓ ଶ୍ରୀକାନ୍ତ ପ୍ରଧାନ ସଦସ୍ୟମାନେ ଉପସ୍ଥିତ ରହି ସହଯୋଗ କରିଥିଲେ। ସଭାକାର୍ଯ୍ୟକୁ ଜୟରାମ ପ୍ରଧାନ ପରିଚାଳନା କରିଥିବାବେଳେ 
ଶେଷରେ ସଭାପତି ପ୍ରଶାନ୍ତ କୁମାର ମହାରଣା ସମସ୍ତଙ୍କୁ ଆନ୍ତରିକ ଧନ୍ୟବାଦ୍ ଅର୍ପଣ କରିଥିଲେ।

News Comment

You Might Also Like

BACK TO TOP