Breaking News

କୋଦଳା ମହାବିଦ୍ୟାଳୟ ରେ ମାତୃ ଭାଷା ର ଐତିହ୍ୟ ସମ୍ପର୍କ ରେ ପାଠ ଚକ୍ର |    (12-Apr-2026)       ||      ବିଦ୍ୟୁତ ଆଘାତ ରେ ବିଦ୍ୟୁତ କର୍ମଚାରୀ ଙ୍କ ମୃତ୍ୟୁ |    (12-Apr-2026)       ||      ବେଲଘର ବନାଞ୍ଚଳ ରେ ପୁଣି ହାତି ଆତଙ୍କ ||   (12-Apr-2026)       ||      ଆଁଳାଇ ପୀଠ ରେ 24ତମ ମହାବୀର ଜୟନ୍ତୀ ବାର୍ଷିକ ବିଶ୍ଵଶାନ୍ତି ମହାଯଂଜ୍ଞ ଶୋଭାଯାତ୍ରା ରେ 100ରୁ ଉର୍ଦ୍ଧ ମାନସିକ ବ୍ରତ ଧାରୀ ସାମଲ ||   (12-Apr-2026)       ||      ଆଁଳାଇ ପୀଠ ରେ 24ତମ ମହାବୀର ଜୟନ୍ତୀ ବାର୍ଷିକ ବିଶ୍ଵଶାନ୍ତି ମହାଯଂଜ୍ଞ ଶୋଭାଯାତ୍ରା ରେ 100ରୁ ଉର୍ଦ୍ଧ ମାନସିକ ବ୍ରତ ଧାରୀ ସାମଲ ||   (12-Apr-2026)       ||      କ ନୂଆଙ୍ଗା ବ୍ଳକ ଶିକ୍ଷା ବିଭାଗ ଅଫିସିରେ 5ମାସ ହେଲା ବିଇଓ ପଦବୀ ଖାଲି ||   (12-Apr-2026)       ||      ଗୋଳନ୍ଥରା ଥାନା ପଞ୍ଚାମା ଅଞ୍ଚଳ ରେ ପାନ ବ୍ୟବସାୟୀ ଙ୍କୁ ନିର୍ମମ ହତ୍ୟା |   (12-Apr-2026)       ||      ଖଲ୍ଲିକୋଟ ନଗର କଂଗ୍ରେସ ସଭାପତି ହେଲେ ମନ ମଦନ ସାହୁ |   (11-Apr-2026)       ||      ବାଲିଗୁଡା ଆଦିବାସୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ +2ଅନ ଲାଇନ ଓ ଅଫଲାଇନ ମୂଲ୍ୟାୟନ କେନ୍ଦ୍ର ଅନୁଷ୍ଠିତ |    (11-Apr-2026)       ||      ଓଡ଼ିଆ ପକ୍ଷ ଉପଲକ୍ଷେ ରକ୍ତ ଦାନ ଶିବିର,   (11-Apr-2026)       ||      ବାର୍ଷିକ ବିବରଣୀ ପତ୍ର 2025-26ର ଅବଲୋକନ ଓ 2026-27ବର୍ଷ ପାଇଁ କାର୍ଯ୍ୟ ଯୋଜନା ପ୍ରସ୍ତୁତି କରଣ କାର୍ଯ୍ୟକ୍ରମ ଅନୁଷ୍ଠିତ ||   (10-Apr-2026)       ||      ପୋଲସରା ପୌର ପରିଷଦ ପକ୍ଷରୁ ଓଡ଼ିଆ ପକ୍ଷ ଅବସର ରେ କଳାକାର ମାନଙ୍କୁ ସମ୍ବର୍ଦ୍ଧନା ଅନୁଷ୍ଠିତ ||   (10-Apr-2026)       ||      ପଶ୍ଚିମ ଓଡ଼ିଶାର ସିନେକଳାକାର ମାନେ ତାରା ତାରିଣୀ ଙ୍କ ପୀଠରେ କଲେ ପୂଜାର୍ଚନା |   (09-Apr-2026)       ||      ଟିକାବାଲି ବ୍ଲକରେ ଲକ୍ଷାଧିକ ଟଙ୍କାରେ ନିର୍ମିତ ପାନୀୟ ଜଳ ପ୍ରକଳ୍ପ ଅଟକ |   (09-Apr-2026)       ||      ସ୍ତ୍ରୀକୁ ହତ୍ୟା କରି ସ୍ୱାମୀର ଆତ୍ମ ହତ୍ୟା ||   (07-Apr-2026)       ||      ନୂଆଗଡ ଗ୍ରାମରେ ଚୋରି ଘଟଣାରେ ସାତ ଜଣ ଗିରଫ ||   (07-Apr-2026)       ||      ରୁପା ବ୍ୟବସାୟୀ ଙ୍କଆକ୍ରମଣ କରି ତାଙ୍କଠାରୁ 7କେଜିର ରୁପା ବେଗ ଧରି ଛୁ ମାରିଲେ ଦୁଇ ଲୁଟେରା |    (06-Apr-2026)       ||      ଓଡ଼ିଶା ସାହିତ୍ୟ ଏକାଡେମୀ ଏବଂ ଉତ୍କଳ ସଂସ୍କୃତି ବିଶ୍ୱ ବିଦ୍ୟାଳୟ ର ମିଳିତ ଆନୁକୂଲ୍ୟରେ ଓଡ଼ିଆ ପକ୍ଷ -2026 ପାଳନ ||   (06-Apr-2026)       ||      ରକ୍ତ ଚାପ ସଚେତନତା ଓ ସ୍ୱାସ୍ଥ୍ୟ ଶିବିର    (06-Apr-2026)       ||      କଳମ୍ବ ରେ ଦୁତୀୟ ପର୍ଯ୍ୟାୟ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଅନୁଷ୍ଠିତ |   (06-Apr-2026)       ||     

ଖଲ୍ଲିକୋଟ ର ପୂର୍ବତନ ଦିବଙ୍ଗତ ନେତା ନାରାୟଣ ସାହୁ ଙ୍କ ସ୍ମୃତି ସମାରୋହ ଅନୁଷ୍ଠିତ |

03-Aug-2025

ପୁବର୍ତନ ବିଧାୟକ ଦିବଂଗତ ନାରାୟଣ ସାହୁଙ୍କ ସ୍ମୃତି ସମାରୋହ।  (

 ଓଡିଶା ଜନମତ ଖଲ୍ଲିକୋଟ,ମାଧବ ବେହେରା ) 
ତା: 3/8 :

 ଗୋଆ ମୁକ୍ତି ଆନ୍ଦୋଳନ ର ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ଓ ଖଲ୍ଲିକୋଟ ନିର୍ବାଚନ ମଣ୍ଡଳର ପୂର୍ବତନ ବିଧାୟକ ସ୍ବର୍ଗତ ନାରାୟଣ ସାହୁଙ୍କ ସ୍ମୃତି ସମାରୋହ ବେଗୁନିଆପଡା ବ୍ଲକ ସମ୍ମୁଖ ନାରାୟଣ ସାହୁ କଲ୍ୟାଣ ମଣ୍ଡପ ପରିସରରେ ରବିବାର ଦିନ ଅନୁଷ୍ଠିତ ହୋଇଯାଇଛି। ସ୍ମୃତି ସମାରୋହ ଅଭ୍ୟର୍ଥନା କମିଟି ଅଧକ୍ଷ ବିଜୟ କୁମାର ଦୋରାଙ୍କ ଅଧକ୍ଷତା ଓ ଦକ୍ଷିଣ ଓଡିଶା ସାହିତ୍ୟ ସମ୍ମିଳନର ସଭାପତି ପ୍ରଶାନ୍ତ ମିଶ୍ରଙ୍କ ସଂଯୋଜନାରେ ଆୟୋଜିତ ଏହି ସମାରୋହରେ ମୁଖ୍ୟ ଅତିଥି ଭାବେ  ଗ୍ରୀନ ନୋବେଲ ପୁରସ୍କାର ବିଜେତା ପ୍ରଫୁଲ୍ଲ ସାମନ୍ତରାୟ ଯୋଗଦେଇ  ନାରାୟଣ ସାହୁ ଓଡିଶା ରାଜନୀତି ର ଅନିର୍ବଣ ଦୀପ ଶିଖା ଓ ଜଣେ ବିପ୍ଲବୀ ରାଜନେତା ଭାବେ ଶୁ ପରିଚିତ ଥିଲେ | ଏହି ବେଗୁନିଆପଡା ଓ ଖଲ୍ଲିକୋଟ ଅଂଚଳ ସମେତ ବିଭିନ୍ନ ଲୋକଙ୍କ ସମସ୍ୟା ସହିତ ସ୍ବର୍ଗତ ସାହୁ  ଅଙ୍ଗାଙ୍ଗୀ ଭାବେ ଜଡିତ ଥିଲେ ବୋଲି ସେ ପ୍ରକାଶ କରିଥିଲେ। ମୁଖ୍ୟ ବକ୍ତା ଭାବେ ବରିଷ୍ଠ କମ୍ୟୁନିଷ୍ଟ ନେତା ଶ୍ରୀହର୍ଷ ରଥ ଯୋଗଦେଇ ସ୍ବର୍ଗତ ସାହୁ  ଚାଷୀଙ୍କ ସାଥି ଥିବା ସହ ଅଂଚଳର ଉନ୍ନତି ପାଇଁ ତାଙ୍କ ଅବଦାନ ଅତୁଳନୀୟ ବୋଲି ତାଙ୍କ ବକ୍ତବ୍ୟରେ କହିଥିଲେ। ଅନ୍ୟତମ ସମ୍ମାନିତ ଅତିଥି ଭାବେ ବରିଷ୍ଠ ସାମ୍ବାଦିକ ତଥା ନବୀନ ପତ୍ରିକାର ସମ୍ପାଦକ ରବି ରଥ ବିଶିଷ୍ଟ ସମାଜସେବୀ ଗୌରାଙ୍ଗ ରାଉତ ସୁଧୀର ସାବତ, ଅଶୋକ କୁମାର ପଲାଇ, ଖଲ୍ଲିକୋଟର ପୂର୍ବତନ ଅଧକ୍ଷ ରାମ ମୋହନ ପଣ୍ଡା, ବରିଷ୍ଠ ଆଇନ ଜୀବି ଉଦୟନାଥ ପ୍ରଧାନ, ରାଜେନ୍ଦ୍ର ପ୍ରସାଦ ରଥ, ବରିଷ୍ଠ କମ୍ୟୁନିଷ୍ଟ ନେତା ରଙ୍କନାଥ ସ୍ୱାଇଁଙ୍କ ସମେତ ଅନ୍ୟାନ୍ୟ ଅତିଥି ଯୋଗଦେଇ ସ୍ବର୍ଗତ ସାହୁଙ୍କ ସ୍ମୃତି ଚାରଣ କରିଥିଲେ। ଦକ୍ଷିଣ ଓଡିଶା ସାହିତ୍ୟ ସମ୍ମିଳନୀର ମହାସଚିବ ଦଣ୍ଡପାଣି ମହାପାତ୍ର ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ଅଙ୍ଗାର ଗାଁ ସ୍ଥିତ ଦଣ୍ଡପାଣି ସୁମନ୍ତରା ହାଇସ୍କୁଲର ବିଜ୍ଞାନ ଶିକ୍ଷକ ପ୍ରସନ୍ନ କୁମାର ନାୟକ ନାରାୟଣ ସାହୁଙ୍କ ଜୀବନୀ ଉପରେ ଏକ ଲିଖିତ ତଥ୍ୟ ପାଠ କରିଥିଲେ। ଏହି କାର୍ଯ୍ୟକ୍ରମରେ ବରିଷ୍ଠ ନାଗରିକଙ୍କୁ ମାନପତ୍ର ସହ ଉପଢୌକନ ଦେଇ ସମ୍ବର

News Comment

You Might Also Like

BACK TO TOP