Breaking News

କୋଦଳା ମହାବିଦ୍ୟାଳୟ ରେ ମାତୃ ଭାଷା ର ଐତିହ୍ୟ ସମ୍ପର୍କ ରେ ପାଠ ଚକ୍ର |    (12-Apr-2026)       ||      ବିଦ୍ୟୁତ ଆଘାତ ରେ ବିଦ୍ୟୁତ କର୍ମଚାରୀ ଙ୍କ ମୃତ୍ୟୁ |    (12-Apr-2026)       ||      ବେଲଘର ବନାଞ୍ଚଳ ରେ ପୁଣି ହାତି ଆତଙ୍କ ||   (12-Apr-2026)       ||      ଆଁଳାଇ ପୀଠ ରେ 24ତମ ମହାବୀର ଜୟନ୍ତୀ ବାର୍ଷିକ ବିଶ୍ଵଶାନ୍ତି ମହାଯଂଜ୍ଞ ଶୋଭାଯାତ୍ରା ରେ 100ରୁ ଉର୍ଦ୍ଧ ମାନସିକ ବ୍ରତ ଧାରୀ ସାମଲ ||   (12-Apr-2026)       ||      ଆଁଳାଇ ପୀଠ ରେ 24ତମ ମହାବୀର ଜୟନ୍ତୀ ବାର୍ଷିକ ବିଶ୍ଵଶାନ୍ତି ମହାଯଂଜ୍ଞ ଶୋଭାଯାତ୍ରା ରେ 100ରୁ ଉର୍ଦ୍ଧ ମାନସିକ ବ୍ରତ ଧାରୀ ସାମଲ ||   (12-Apr-2026)       ||      କ ନୂଆଙ୍ଗା ବ୍ଳକ ଶିକ୍ଷା ବିଭାଗ ଅଫିସିରେ 5ମାସ ହେଲା ବିଇଓ ପଦବୀ ଖାଲି ||   (12-Apr-2026)       ||      ଗୋଳନ୍ଥରା ଥାନା ପଞ୍ଚାମା ଅଞ୍ଚଳ ରେ ପାନ ବ୍ୟବସାୟୀ ଙ୍କୁ ନିର୍ମମ ହତ୍ୟା |   (12-Apr-2026)       ||      ଖଲ୍ଲିକୋଟ ନଗର କଂଗ୍ରେସ ସଭାପତି ହେଲେ ମନ ମଦନ ସାହୁ |   (11-Apr-2026)       ||      ବାଲିଗୁଡା ଆଦିବାସୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ +2ଅନ ଲାଇନ ଓ ଅଫଲାଇନ ମୂଲ୍ୟାୟନ କେନ୍ଦ୍ର ଅନୁଷ୍ଠିତ |    (11-Apr-2026)       ||      ଓଡ଼ିଆ ପକ୍ଷ ଉପଲକ୍ଷେ ରକ୍ତ ଦାନ ଶିବିର,   (11-Apr-2026)       ||      ବାର୍ଷିକ ବିବରଣୀ ପତ୍ର 2025-26ର ଅବଲୋକନ ଓ 2026-27ବର୍ଷ ପାଇଁ କାର୍ଯ୍ୟ ଯୋଜନା ପ୍ରସ୍ତୁତି କରଣ କାର୍ଯ୍ୟକ୍ରମ ଅନୁଷ୍ଠିତ ||   (10-Apr-2026)       ||      ପୋଲସରା ପୌର ପରିଷଦ ପକ୍ଷରୁ ଓଡ଼ିଆ ପକ୍ଷ ଅବସର ରେ କଳାକାର ମାନଙ୍କୁ ସମ୍ବର୍ଦ୍ଧନା ଅନୁଷ୍ଠିତ ||   (10-Apr-2026)       ||      ପଶ୍ଚିମ ଓଡ଼ିଶାର ସିନେକଳାକାର ମାନେ ତାରା ତାରିଣୀ ଙ୍କ ପୀଠରେ କଲେ ପୂଜାର୍ଚନା |   (09-Apr-2026)       ||      ଟିକାବାଲି ବ୍ଲକରେ ଲକ୍ଷାଧିକ ଟଙ୍କାରେ ନିର୍ମିତ ପାନୀୟ ଜଳ ପ୍ରକଳ୍ପ ଅଟକ |   (09-Apr-2026)       ||      ସ୍ତ୍ରୀକୁ ହତ୍ୟା କରି ସ୍ୱାମୀର ଆତ୍ମ ହତ୍ୟା ||   (07-Apr-2026)       ||      ନୂଆଗଡ ଗ୍ରାମରେ ଚୋରି ଘଟଣାରେ ସାତ ଜଣ ଗିରଫ ||   (07-Apr-2026)       ||      ରୁପା ବ୍ୟବସାୟୀ ଙ୍କଆକ୍ରମଣ କରି ତାଙ୍କଠାରୁ 7କେଜିର ରୁପା ବେଗ ଧରି ଛୁ ମାରିଲେ ଦୁଇ ଲୁଟେରା |    (06-Apr-2026)       ||      ଓଡ଼ିଶା ସାହିତ୍ୟ ଏକାଡେମୀ ଏବଂ ଉତ୍କଳ ସଂସ୍କୃତି ବିଶ୍ୱ ବିଦ୍ୟାଳୟ ର ମିଳିତ ଆନୁକୂଲ୍ୟରେ ଓଡ଼ିଆ ପକ୍ଷ -2026 ପାଳନ ||   (06-Apr-2026)       ||      ରକ୍ତ ଚାପ ସଚେତନତା ଓ ସ୍ୱାସ୍ଥ୍ୟ ଶିବିର    (06-Apr-2026)       ||      କଳମ୍ବ ରେ ଦୁତୀୟ ପର୍ଯ୍ୟାୟ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଅନୁଷ୍ଠିତ |   (06-Apr-2026)       ||     

ପ୍ରାଥମିକ ବିଦ୍ୟଳୟ ଶିକ୍ଷକ ସଙ୍ଘ ର ଆଲୋଚନା ଚକ୍ର ଅନୁଷ୍ଠିତ |

03-Aug-2025

ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ସଂଘ ର ଆଲୋଚନା ଚକ୍ର ଶୀର୍ଷକ :: ପ୍ରାଥମିକ ଶିକ୍ଷା ବ୍ୟବସ୍ଥା ଓ ଶିକ୍ଷକ 
ପ୍ରଥମ ତ୍ରୈଇ ବାର୍ଷିକ ସାମ୍ବିଧାନିକ ସମ୍ମିଳନୀ ଅନୁଷ୍ଠିତ ::

ରାଜ୍ୟ ସଭାପତି ହେଲେ ବ୍ରହ୍ମାନନ୍ଦ ମହାରଣା

ଓଡିଶା ଜନମତ, ଖୋର୍ଦ୍ଧା,ଗୋପାଳକୃଷ୍ଣ ପ୍ରଧାନ

ଖୋର୍ଦ୍ଧା ଶ୍ୟାମା ମାଧବ ବାସନ୍ତୀ ଦେବୀ ମେମୋରିଆଲ ପାଠାଗାର ଖୋର୍ଦ୍ଧା ଠାରେ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ସଂଘ ତରଫରୁ ଆଲୋଚନା ଚକ୍ର ଶୀର୍ଷକ ପ୍ରାଥମିକ ଶିକ୍ଷା ବ୍ୟବସ୍ଥା ଓ ଶିକ୍ଷକ ଅନୁଷ୍ଠିତ ହୋଇଯାଇଅଛି। ଏହି ଆଲୋଚନା ଚକ୍ରରେ ସର୍ବ ଭାରତୀୟ ଶିକ୍ଷକ ସଂଘ ର କୋଷାଧ୍ୟକ୍ଷ ପ୍ରକାଶ ମହାନ୍ତି ଯୋଗ ଦେଇ କହିଥିଲେ କି ପ୍ରାଥମିକ ଶିକ୍ଷକ ଠିକା ଓ ଚୁକ୍ତିରେ ଶିକ୍ଷକ ନିଯୁକ୍ତି କଲେ ଗୁଣାତ୍ମକ ଶିକ୍ଷା ହୋଇପାରିବ ନାହିଁ।ବିଦ୍ୟାଳୟର ଭିତ୍ତି ଭୂମି ବିକାଶ ନ କରି ଜାତୀୟ ଶିକ୍ଷା ନୀତି ଲାଗୁ କରାଯାଇଥିବାରୁ ଏହାର ସଫଳତା ସମ୍ଭବ ନୁହେଁ ବୋଲି ଦର୍ଶାଇ ଥିଲେ। ତେଣୁ ଶିକ୍ଷା ର ବିକାଶ ନିମନ୍ତେ ରାଜନୈତିକ ଇଛାଶକ୍ତିର ଆବଶ୍ୟକତା ଅଛି ବୋଲି କହିଥିଲେ। ଏହି ଆଲୋଚନା ଚକ୍ର ରେ ପୂର୍ବତନ ପ୍ରାଥମିକ ଶିକ୍ଷା ନିର୍ଦ୍ଦେଶକ ବୃନ୍ଦାବନ ଶତପଥି ଯୋଗ ଦେଇ ଛାତ୍ର, ଶିକ୍ଷକ ଓ ଶିକ୍ଷା ବ୍ୟବସ୍ଥାର ବିକାଶ ନିମନ୍ତେ ଏକ ବଡ଼ ପରିବର୍ତ୍ତନ ର ଆବଶ୍ୟକତା ଅଛି। ଯାହା ଦ୍ଵାରା ପ୍ରାଥମିକ ଶିକ୍ଷା ବ୍ୟବସ୍ଥା ଆଗକୁ ଯାଇ ପାରିବ ବୋଲି ମତ ଦେଇଥିଲେ। ପ୍ରାଥମିକ ଶିକ୍ଷାରୁ ସ୍କିମାଟିକ୍ ନିଯୁକ୍ତି ଉଠାଇ ନିୟମିତ ଶିକ୍ଷକ ନିଯୁକ୍ତି, ପ୍ରାଥମିକ ଶିକ୍ଷକ ମାନଙ୍କୁ କେନ୍ଦ୍ରୀୟ ହାର ରେ ଦରମା, ଛ ବର୍ଷର ଚୁକ୍ତି କାର୍ଯ୍ୟକାଳ କୁ ମୂଳ ଚାକିରୀରେ ଗଣନା କରିବା ଓ ପୁରୁଣା ପେନସନ ପୁନଃ ପ୍ରଚଳନ କରିବାକୁ ଆଲୋଷ୍ଟର ସାଧାରଣ ସମ୍ପାଦକ ମତ ପ୍ରକାଶ କରିଥିଲେ। ଏହି ଆଲୋଚନା ଚକ୍ର ବ୍ରହ୍ମାନନ୍ଦ ମହାରଣା ସଭାପତିତ୍ବ କରିଥିଲେ। ଓଷ୍ଟା ର ଜିଲ୍ଲା ସମ୍ପାଦକ ସୁଧାକର ମହାପାତ୍ର ସମ୍ମାନୀତ ଅତିଥି ଭାବେ ଯୋଗ ଦେଇଥିଲେ। ସଧାରଣ ସମ୍ପାଦକ ବିଭୁ ପ୍ରସାଦ ସାହୁ ଭିତ୍ତି ପତ୍ର ଉପସ୍ଥାପନ କରିଥଲେ।ସେହିପରି ଦ୍ୱିତୀୟ ଅଧିବେଶନରେ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ସଂଘ ର ରାଜ୍ୟ ନିର୍ବାଚନ କରଯାଇଥିଲା, ଏହି ନିର୍ବାଚନ ପରିଚାଳନା ନିମ୍ନ ମାଧ୍ୟମିକ ଶିକ୍ଷକ ସଂଘ କରିଥିଲା। ନିର୍ବାଚନରେ ବ୍ରହ୍ମାନନ୍ଦ ମହାରଣା ରାଜ୍ୟ ସଭାପତି , କାର୍ଯ୍ୟକାରୀ ସଭାପତି ଭାବେ କୃଷ୍ଣ ଚନ୍ଦ୍ର ବେହେରା, ଧରଣୀ ଧର ମଲ୍ଲିକ, ଟୁଲୁ ଦେଈ, ସୁଧାଂଶୁ ମଣ୍ଡଳ, ଶ୍ରୀକାନ୍ତ ବାରିକ ,ଉପସଭାପତି ଭାବେ ଦାମୋଦର ପଣ୍ଡା, ସନ୍ତୋଷ ଦୁବେ, ଚିନ୍ତାମଣି ପାଢ଼ୀ, ସାଧାରଣ ସମ୍ପାଦକ ବିଭୁ ପ୍ରସାଦ ସାହୁ, ଯୁଗ୍ମ ସାଧାରଣ ସମ୍ପାଦକ ଭାବେ ଅଗାଧୁ ସେଠି, ଯୁଗ୍ମ ସମ୍ପାଦକ ଭାବେ, ବିରୁପାକ୍ଷ ସେଠି,ମୁକ୍ତି ରାମ ପାଣିଗ୍ରାହୀ, ଗତିକୃଷ୍ଣ ପ୍ରଧାନ , ବିପିନ ବିହାରୀ ପାତ୍ର, ସଂଗଠନ ସମ୍ପାଦକ ଭାବେ ଆଭାଲିନ ପରିଡା, ଶରତ ସେଠି, ଦେବକାନ୍ତ ମେହେର, କୋଷାଧ୍ୟକ୍ଷ ଭାବେ ଗୋପାଳ କିଶୋର ସେନ୍ ଅଡିଟର ଭାବେ ଜନ୍ମେଜୟ ପରିଡା, ସଞ୍ଜୟ ଦଳେଇ ଓ ପ୍ରଭୋଜିତ୍ ସ୍ବାଇଁ ନିର୍ବାଚିତ ହୋଇଥିଲେ। ଆଗାମୀ ଦିନରେ ଦାବୀ ପୂରଣ ନ ହେଲେ ଆନ୍ଦୋଳନ ହେବ ବୋଲି ସଂଘ ଚେତାବନୀ ଦେଇଥିଲା। ଶେଷରେ ଅଭ୍ୟର୍ଥନା କମିଟି ର ସମ୍ପାଦକ ଅଗାଧୁ ସେଠି ଧନ୍ୟବାଦ ଅର୍ପଣ କରିଥିଲେ।

News Comment

You Might Also Like

BACK TO TOP