Breaking News

କୋଦଳା ମହାବିଦ୍ୟାଳୟ ରେ ମାତୃ ଭାଷା ର ଐତିହ୍ୟ ସମ୍ପର୍କ ରେ ପାଠ ଚକ୍ର |    (12-Apr-2026)       ||      ବିଦ୍ୟୁତ ଆଘାତ ରେ ବିଦ୍ୟୁତ କର୍ମଚାରୀ ଙ୍କ ମୃତ୍ୟୁ |    (12-Apr-2026)       ||      ବେଲଘର ବନାଞ୍ଚଳ ରେ ପୁଣି ହାତି ଆତଙ୍କ ||   (12-Apr-2026)       ||      ଆଁଳାଇ ପୀଠ ରେ 24ତମ ମହାବୀର ଜୟନ୍ତୀ ବାର୍ଷିକ ବିଶ୍ଵଶାନ୍ତି ମହାଯଂଜ୍ଞ ଶୋଭାଯାତ୍ରା ରେ 100ରୁ ଉର୍ଦ୍ଧ ମାନସିକ ବ୍ରତ ଧାରୀ ସାମଲ ||   (12-Apr-2026)       ||      ଆଁଳାଇ ପୀଠ ରେ 24ତମ ମହାବୀର ଜୟନ୍ତୀ ବାର୍ଷିକ ବିଶ୍ଵଶାନ୍ତି ମହାଯଂଜ୍ଞ ଶୋଭାଯାତ୍ରା ରେ 100ରୁ ଉର୍ଦ୍ଧ ମାନସିକ ବ୍ରତ ଧାରୀ ସାମଲ ||   (12-Apr-2026)       ||      କ ନୂଆଙ୍ଗା ବ୍ଳକ ଶିକ୍ଷା ବିଭାଗ ଅଫିସିରେ 5ମାସ ହେଲା ବିଇଓ ପଦବୀ ଖାଲି ||   (12-Apr-2026)       ||      ଗୋଳନ୍ଥରା ଥାନା ପଞ୍ଚାମା ଅଞ୍ଚଳ ରେ ପାନ ବ୍ୟବସାୟୀ ଙ୍କୁ ନିର୍ମମ ହତ୍ୟା |   (12-Apr-2026)       ||      ଖଲ୍ଲିକୋଟ ନଗର କଂଗ୍ରେସ ସଭାପତି ହେଲେ ମନ ମଦନ ସାହୁ |   (11-Apr-2026)       ||      ବାଲିଗୁଡା ଆଦିବାସୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ +2ଅନ ଲାଇନ ଓ ଅଫଲାଇନ ମୂଲ୍ୟାୟନ କେନ୍ଦ୍ର ଅନୁଷ୍ଠିତ |    (11-Apr-2026)       ||      ଓଡ଼ିଆ ପକ୍ଷ ଉପଲକ୍ଷେ ରକ୍ତ ଦାନ ଶିବିର,   (11-Apr-2026)       ||      ବାର୍ଷିକ ବିବରଣୀ ପତ୍ର 2025-26ର ଅବଲୋକନ ଓ 2026-27ବର୍ଷ ପାଇଁ କାର୍ଯ୍ୟ ଯୋଜନା ପ୍ରସ୍ତୁତି କରଣ କାର୍ଯ୍ୟକ୍ରମ ଅନୁଷ୍ଠିତ ||   (10-Apr-2026)       ||      ପୋଲସରା ପୌର ପରିଷଦ ପକ୍ଷରୁ ଓଡ଼ିଆ ପକ୍ଷ ଅବସର ରେ କଳାକାର ମାନଙ୍କୁ ସମ୍ବର୍ଦ୍ଧନା ଅନୁଷ୍ଠିତ ||   (10-Apr-2026)       ||      ପଶ୍ଚିମ ଓଡ଼ିଶାର ସିନେକଳାକାର ମାନେ ତାରା ତାରିଣୀ ଙ୍କ ପୀଠରେ କଲେ ପୂଜାର୍ଚନା |   (09-Apr-2026)       ||      ଟିକାବାଲି ବ୍ଲକରେ ଲକ୍ଷାଧିକ ଟଙ୍କାରେ ନିର୍ମିତ ପାନୀୟ ଜଳ ପ୍ରକଳ୍ପ ଅଟକ |   (09-Apr-2026)       ||      ସ୍ତ୍ରୀକୁ ହତ୍ୟା କରି ସ୍ୱାମୀର ଆତ୍ମ ହତ୍ୟା ||   (07-Apr-2026)       ||      ନୂଆଗଡ ଗ୍ରାମରେ ଚୋରି ଘଟଣାରେ ସାତ ଜଣ ଗିରଫ ||   (07-Apr-2026)       ||      ରୁପା ବ୍ୟବସାୟୀ ଙ୍କଆକ୍ରମଣ କରି ତାଙ୍କଠାରୁ 7କେଜିର ରୁପା ବେଗ ଧରି ଛୁ ମାରିଲେ ଦୁଇ ଲୁଟେରା |    (06-Apr-2026)       ||      ଓଡ଼ିଶା ସାହିତ୍ୟ ଏକାଡେମୀ ଏବଂ ଉତ୍କଳ ସଂସ୍କୃତି ବିଶ୍ୱ ବିଦ୍ୟାଳୟ ର ମିଳିତ ଆନୁକୂଲ୍ୟରେ ଓଡ଼ିଆ ପକ୍ଷ -2026 ପାଳନ ||   (06-Apr-2026)       ||      ରକ୍ତ ଚାପ ସଚେତନତା ଓ ସ୍ୱାସ୍ଥ୍ୟ ଶିବିର    (06-Apr-2026)       ||      କଳମ୍ବ ରେ ଦୁତୀୟ ପର୍ଯ୍ୟାୟ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଅନୁଷ୍ଠିତ |   (06-Apr-2026)       ||     

ବୁଗୁଡ଼ା ବନାଞ୍ଚଳ ର ଅଣୁ ଯୋଜନା ମେମ୍ବରଙ୍କ ପାଇଁ ଏକ ଦିବାସୀୟ

04-Aug-2025

ବୁଗୁଡ଼ା ବନାଞ୍ଚଳର ଅଣୁଯୋଜନା ମେମ୍ବରଙ୍କ ପାଇଁ ଏକ ଦିବସୀୟ କର୍ମଶାଳା ଅନୁଷ୍ଠିତ |

ଓଡ଼ିଶା ଜନମତ,ପୋଲସରା,ସନ୍ତୋଷ କୁମାର ପଣ୍ଡା
ବୁଗୁଡ଼ା  ୦୪/୦୮/୨୫ :

 ଦକ୍ଷିଣ ଘୁମୁସର ବନଖଣ୍ଡ ଅନ୍ତର୍ଗତ ବୁଗୁଡ଼ା ବନାଞ୍ଚଳ କାର୍ଯ୍ୟାଳୟର କ୍ଷେତ୍ରୀୟ ପରିଚାଳନା ସଭାଗୃହରେ ଓଡିଶା ବନାଞ୍ଚଳ ଉନ୍ନୟନ ପ୍ରକଳ୍ପ-୨ ର ଅଣୁଯୋଜନା ବ୍ୟବହାରିକ ଦଳର ସଭ୍ୟ ଓ ସଭ୍ୟା ବୃନ୍ଦଙ୍କ ପାଇଁ ଏକ ଦିବସୀୟ କର୍ମଶାଳା ଅଗଷ୍ଟ ୨ ତାରିଖ ଦିନ ଅନୁଷ୍ଠିତ ହୋଇଯାଇଛି l ଓଡିଶା ସରକାରଙ୍କ ଜଙ୍ଗଲ ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ଆନୁକୂଲ୍ୟରେ ଅନୁଷ୍ଠିତ ହୋଇଥିବା ଏହି ଏକ ଦିବସିୟ କର୍ମଶାଳାରେ ବୁଗୁଡା ବନାଞ୍ଚଳ ଅଧିକାରୀ ପ୍ରଦୀପ କୁମାର ମିଶ୍ର, ତାକରଡ଼ା ପଞ୍ଚାୟତ ସରପଞ୍ଚ ଦିଲ୍ଲିପ କୁମାର ପ୍ରଧାନ, ସହକାରୀ ଉଦ୍ୟାନ ଅଧିକାରୀ ରାଜେଶ ସେନାପତି, ଭଞ୍ଜନଗର ଖଣ୍ଡିୟ ପରିଚାଳନା ସମିତି ପକ୍ଷରୁ ଶୁଭକାନ୍ତ ମିଶ୍ର ଓ ଶୋଭାନ ପଟ୍ଟନାୟକ ଅତିଥି ଭାବେ ଯୋଗଦେଇଥିଲେ l ଏହି ଦକ୍ଷତା ବିକାଶ କାର୍ଯ୍ୟକ୍ରମରେ ଡେଙ୍ଗାବାଡି, ପକାସୁଙ୍ଗା ଓ ବେଳପୁଞ୍ଜି ବନ ସୁରକ୍ଷା ସମିତିର ସଭ୍ୟ/ସଭ୍ୟା ଯୋଗଦେଇଥିଲେ। ଏହି ଅବସରରେ ଜଙ୍ଗଲ ଓ ପଷୁ ପକ୍ଷୀ ଙ୍କ ସୁରକ୍ଷା ନେଇ ତାଲିମ ପ୍ରଦାନ କରାଯାଇଥିଲା l ଏହି କାର୍ଯ୍ୟକ୍ରମ କୁ ପ୍ରକଳ୍ପ ସଂଯୋଜକ ସୁରେଶ ପ୍ରସାଦ ସରାଫ ପରିଚାଳନା କରିଥିଲେ। ସମସ୍ତ ବନ ବିଭାଗ କର୍ମଚାରୀ ସହଯୋଗ କରିଥିଲେ।

News Comment

You Might Also Like

BACK TO TOP