Breaking News

କୋଦଳା ମହାବିଦ୍ୟାଳୟ ରେ ମାତୃ ଭାଷା ର ଐତିହ୍ୟ ସମ୍ପର୍କ ରେ ପାଠ ଚକ୍ର |    (12-Apr-2026)       ||      ବିଦ୍ୟୁତ ଆଘାତ ରେ ବିଦ୍ୟୁତ କର୍ମଚାରୀ ଙ୍କ ମୃତ୍ୟୁ |    (12-Apr-2026)       ||      ବେଲଘର ବନାଞ୍ଚଳ ରେ ପୁଣି ହାତି ଆତଙ୍କ ||   (12-Apr-2026)       ||      ଆଁଳାଇ ପୀଠ ରେ 24ତମ ମହାବୀର ଜୟନ୍ତୀ ବାର୍ଷିକ ବିଶ୍ଵଶାନ୍ତି ମହାଯଂଜ୍ଞ ଶୋଭାଯାତ୍ରା ରେ 100ରୁ ଉର୍ଦ୍ଧ ମାନସିକ ବ୍ରତ ଧାରୀ ସାମଲ ||   (12-Apr-2026)       ||      ଆଁଳାଇ ପୀଠ ରେ 24ତମ ମହାବୀର ଜୟନ୍ତୀ ବାର୍ଷିକ ବିଶ୍ଵଶାନ୍ତି ମହାଯଂଜ୍ଞ ଶୋଭାଯାତ୍ରା ରେ 100ରୁ ଉର୍ଦ୍ଧ ମାନସିକ ବ୍ରତ ଧାରୀ ସାମଲ ||   (12-Apr-2026)       ||      କ ନୂଆଙ୍ଗା ବ୍ଳକ ଶିକ୍ଷା ବିଭାଗ ଅଫିସିରେ 5ମାସ ହେଲା ବିଇଓ ପଦବୀ ଖାଲି ||   (12-Apr-2026)       ||      ଗୋଳନ୍ଥରା ଥାନା ପଞ୍ଚାମା ଅଞ୍ଚଳ ରେ ପାନ ବ୍ୟବସାୟୀ ଙ୍କୁ ନିର୍ମମ ହତ୍ୟା |   (12-Apr-2026)       ||      ଖଲ୍ଲିକୋଟ ନଗର କଂଗ୍ରେସ ସଭାପତି ହେଲେ ମନ ମଦନ ସାହୁ |   (11-Apr-2026)       ||      ବାଲିଗୁଡା ଆଦିବାସୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ +2ଅନ ଲାଇନ ଓ ଅଫଲାଇନ ମୂଲ୍ୟାୟନ କେନ୍ଦ୍ର ଅନୁଷ୍ଠିତ |    (11-Apr-2026)       ||      ଓଡ଼ିଆ ପକ୍ଷ ଉପଲକ୍ଷେ ରକ୍ତ ଦାନ ଶିବିର,   (11-Apr-2026)       ||      ବାର୍ଷିକ ବିବରଣୀ ପତ୍ର 2025-26ର ଅବଲୋକନ ଓ 2026-27ବର୍ଷ ପାଇଁ କାର୍ଯ୍ୟ ଯୋଜନା ପ୍ରସ୍ତୁତି କରଣ କାର୍ଯ୍ୟକ୍ରମ ଅନୁଷ୍ଠିତ ||   (10-Apr-2026)       ||      ପୋଲସରା ପୌର ପରିଷଦ ପକ୍ଷରୁ ଓଡ଼ିଆ ପକ୍ଷ ଅବସର ରେ କଳାକାର ମାନଙ୍କୁ ସମ୍ବର୍ଦ୍ଧନା ଅନୁଷ୍ଠିତ ||   (10-Apr-2026)       ||      ପଶ୍ଚିମ ଓଡ଼ିଶାର ସିନେକଳାକାର ମାନେ ତାରା ତାରିଣୀ ଙ୍କ ପୀଠରେ କଲେ ପୂଜାର୍ଚନା |   (09-Apr-2026)       ||      ଟିକାବାଲି ବ୍ଲକରେ ଲକ୍ଷାଧିକ ଟଙ୍କାରେ ନିର୍ମିତ ପାନୀୟ ଜଳ ପ୍ରକଳ୍ପ ଅଟକ |   (09-Apr-2026)       ||      ସ୍ତ୍ରୀକୁ ହତ୍ୟା କରି ସ୍ୱାମୀର ଆତ୍ମ ହତ୍ୟା ||   (07-Apr-2026)       ||      ନୂଆଗଡ ଗ୍ରାମରେ ଚୋରି ଘଟଣାରେ ସାତ ଜଣ ଗିରଫ ||   (07-Apr-2026)       ||      ରୁପା ବ୍ୟବସାୟୀ ଙ୍କଆକ୍ରମଣ କରି ତାଙ୍କଠାରୁ 7କେଜିର ରୁପା ବେଗ ଧରି ଛୁ ମାରିଲେ ଦୁଇ ଲୁଟେରା |    (06-Apr-2026)       ||      ଓଡ଼ିଶା ସାହିତ୍ୟ ଏକାଡେମୀ ଏବଂ ଉତ୍କଳ ସଂସ୍କୃତି ବିଶ୍ୱ ବିଦ୍ୟାଳୟ ର ମିଳିତ ଆନୁକୂଲ୍ୟରେ ଓଡ଼ିଆ ପକ୍ଷ -2026 ପାଳନ ||   (06-Apr-2026)       ||      ରକ୍ତ ଚାପ ସଚେତନତା ଓ ସ୍ୱାସ୍ଥ୍ୟ ଶିବିର    (06-Apr-2026)       ||      କଳମ୍ବ ରେ ଦୁତୀୟ ପର୍ଯ୍ୟାୟ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଅନୁଷ୍ଠିତ |   (06-Apr-2026)       ||     

ପୋଲସରା ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ରେ ବିଦ୍ୟାଳୟ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ ||

04-Aug-2025

ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରରେ
ବିଦ୍ୟାଳୟ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା I 
 
ଓଡ଼ିଶା ଜନମତ,ପୋଲସରା,ସନ୍ତୋଷ କୁମାର ପଣ୍ଡା
ତା.୦୪/୦୮/୨୦୨୫:

  ପୋଲସରା ସ୍ଥିତ  ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ପୋଲସରାରେ ବିଦ୍ୟାଳୟ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି I ଉକ୍ତ ବିଜ୍ଞାନମେଳାରେ ଅନୁଷ୍ଠାନର  ସଭାପତି  ଯଦୁନାଥ ମିଶ୍ର ଯୋଗ ଦେଇ ଉଦଘାଟନ କରିଥିବାବେଳେ 
ସମ୍ପାଦକ  ଦୂର୍ଗା ପ୍ରସାଦ ମହାପାତ୍ର, ଯୁଗ୍ମ ସମ୍ପାଦକ  ଅରୁଣ କୁମାର ଜେନା, ଉପସଭାପତି ପ୍ରମୁଖ କୁମାର ପ୍ରଧାନ, ସଦସ୍ୟା  ଶର୍ମିଷ୍ଠା ପ୍ରଧାନ, ଉପଦେଷ୍ଟା  ନୃସିଂହ ନାରାୟଣ ପାତ୍ର,  ସୁକାନ୍ତି ସାହୁ ପ୍ରମୁଖ  ଯୋଗଦେଇ ସହଯୋଗ କରିଥିଲେ I କାର୍ଯ୍ୟକ୍ରମରେ ବିଭିନ୍ନ ମହାବିଦ୍ୟାଳୟରୁ ଅଧ୍ୟାପକ ଏବଂ ଉଚ୍ଚ ବିଦ୍ୟାଳୟରୁ ଶିକ୍ଷକ ଓ ଶିକ୍ଷୟତ୍ରୀମାନେ ବିଚାରକ ଭାବେ ଯୋଗଦେଇଥିଲେ।  ଅନୁଷ୍ଠାନର ପ୍ରଧାନଆଚାର୍ଯ୍ୟ  ସନ୍ତୋଷ କୁମାର ପାଢ଼ୀ ସମସ୍ତ ମଂଚାସୀନ ଅତିଥିବୃନ୍ଦ, ପରିଚାଳନା କମିଟିର, କର୍ମକର୍ତ୍ତା ଏବଂ ବିଚାରକ ମାନଙ୍କ ପରିଚୟ ପ୍ରଦାନ କରିଥିଲେ I ଅନୁଷ୍ଠାନର ବିଜ୍ଞାନ ଆଚାର୍ଯ୍ୟ  ମନୋଜ କୁମାର ପାଣିଗ୍ରାହୀ ବିଜ୍ଞାନ ମେଳା ସଂଯୋଜନା କରିଥିଲେ I ମେଳାରେ ଶିଶୁ ବର୍ଗ, ବାଲ ବର୍ଗ ଏବଂ କିଶୋର ବର୍ଗର ଛାତ୍ର, ଛାତ୍ରୀ ବିଜ୍ଞାନ ପ୍ରକଳ୍ପ, ଗଣିତ ପ୍ରକଳ୍ପ, ଗଣିତ, ବିଜ୍ଞାନ ପ୍ରୟୋଗ, ପତ୍ରବାଚନ, ଆଶୁଭାଷଣ, କଥାକଥନ ଏବଂ ମୂର୍ତ୍ତିକଳାରେ ମୋଟ 130 ଜଣ ପ୍ରତିଭାଗୀ ଭାଗ ନେଇଥିବାବେଳେ  ଭଲ ପ୍ରଦର୍ଶନ କରି  ପ୍ରଥମ ସ୍ଥାନ, ଦ୍ୱିତୀୟ ସ୍ଥାନ ଏବଂ ତୃତୀୟ ସ୍ଥାନ ଅଧିକାର କରିଥିବା ଛାତ୍ରଛାତ୍ରୀମାନଙ୍କୁ ପ୍ରଶ°ଶାପତ୍ର ଓ ପୁରସ୍କାର ପ୍ରଦାନ କରାଯାଇଥିଲା। ପରିଶେଷରେ ଅନୁଷ୍ଠାନର ସମସ୍ତ ଗୁରୁଜୀ | ଗୁରୁମାଙ୍କ ଚେଷ୍ଟା ଫଳରେ କାର୍ଯ୍ୟକ୍ରମ ସଫଳ ହୋଇଥିଲା। ବିଦ୍ୟାଳୟ ତରଫରୁ ମିଳିଥିବା ସୂଚନା ପ୍ରକାରେ ଆସନ୍ତା ତା.୧୦/୦୮/୨୦୨୫ ଦିନ ସଙ୍କୁଳ ସ୍ତରୀୟ ଜ୍ଞାନବିଜ୍ଞାନ ମେଳାରେ ଭାଗ ନେବା ପାଇଁ ତିନି ବର୍ଗରୁ କେବଳ ପ୍ରଥମ ସ୍ଥାନ ଅଧିକାର କରିଥିବା ପ୍ରତିଯୋଗୀ ଛାତ୍ରଛାତ୍ରୀମାନେ ଭାଗନେବା ପାଇଁ ୧୫ ଜଣିଆ ବିଚାରକ ମଣ୍ଡଳୀ ଏଵଂ ଅନୁଷ୍ଠାନ ପରିଚାଳନା କମିଟି ଉଭୟଙ୍କ ଦ୍ଵାରା ମନୋନୀତ ହୋଇଛନ୍ତି।

News Comment

You Might Also Like

BACK TO TOP