Breaking News

କୋଦଳା ମହାବିଦ୍ୟାଳୟ ରେ ମାତୃ ଭାଷା ର ଐତିହ୍ୟ ସମ୍ପର୍କ ରେ ପାଠ ଚକ୍ର |    (12-Apr-2026)       ||      ବିଦ୍ୟୁତ ଆଘାତ ରେ ବିଦ୍ୟୁତ କର୍ମଚାରୀ ଙ୍କ ମୃତ୍ୟୁ |    (12-Apr-2026)       ||      ବେଲଘର ବନାଞ୍ଚଳ ରେ ପୁଣି ହାତି ଆତଙ୍କ ||   (12-Apr-2026)       ||      ଆଁଳାଇ ପୀଠ ରେ 24ତମ ମହାବୀର ଜୟନ୍ତୀ ବାର୍ଷିକ ବିଶ୍ଵଶାନ୍ତି ମହାଯଂଜ୍ଞ ଶୋଭାଯାତ୍ରା ରେ 100ରୁ ଉର୍ଦ୍ଧ ମାନସିକ ବ୍ରତ ଧାରୀ ସାମଲ ||   (12-Apr-2026)       ||      ଆଁଳାଇ ପୀଠ ରେ 24ତମ ମହାବୀର ଜୟନ୍ତୀ ବାର୍ଷିକ ବିଶ୍ଵଶାନ୍ତି ମହାଯଂଜ୍ଞ ଶୋଭାଯାତ୍ରା ରେ 100ରୁ ଉର୍ଦ୍ଧ ମାନସିକ ବ୍ରତ ଧାରୀ ସାମଲ ||   (12-Apr-2026)       ||      କ ନୂଆଙ୍ଗା ବ୍ଳକ ଶିକ୍ଷା ବିଭାଗ ଅଫିସିରେ 5ମାସ ହେଲା ବିଇଓ ପଦବୀ ଖାଲି ||   (12-Apr-2026)       ||      ଗୋଳନ୍ଥରା ଥାନା ପଞ୍ଚାମା ଅଞ୍ଚଳ ରେ ପାନ ବ୍ୟବସାୟୀ ଙ୍କୁ ନିର୍ମମ ହତ୍ୟା |   (12-Apr-2026)       ||      ଖଲ୍ଲିକୋଟ ନଗର କଂଗ୍ରେସ ସଭାପତି ହେଲେ ମନ ମଦନ ସାହୁ |   (11-Apr-2026)       ||      ବାଲିଗୁଡା ଆଦିବାସୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ +2ଅନ ଲାଇନ ଓ ଅଫଲାଇନ ମୂଲ୍ୟାୟନ କେନ୍ଦ୍ର ଅନୁଷ୍ଠିତ |    (11-Apr-2026)       ||      ଓଡ଼ିଆ ପକ୍ଷ ଉପଲକ୍ଷେ ରକ୍ତ ଦାନ ଶିବିର,   (11-Apr-2026)       ||      ବାର୍ଷିକ ବିବରଣୀ ପତ୍ର 2025-26ର ଅବଲୋକନ ଓ 2026-27ବର୍ଷ ପାଇଁ କାର୍ଯ୍ୟ ଯୋଜନା ପ୍ରସ୍ତୁତି କରଣ କାର୍ଯ୍ୟକ୍ରମ ଅନୁଷ୍ଠିତ ||   (10-Apr-2026)       ||      ପୋଲସରା ପୌର ପରିଷଦ ପକ୍ଷରୁ ଓଡ଼ିଆ ପକ୍ଷ ଅବସର ରେ କଳାକାର ମାନଙ୍କୁ ସମ୍ବର୍ଦ୍ଧନା ଅନୁଷ୍ଠିତ ||   (10-Apr-2026)       ||      ପଶ୍ଚିମ ଓଡ଼ିଶାର ସିନେକଳାକାର ମାନେ ତାରା ତାରିଣୀ ଙ୍କ ପୀଠରେ କଲେ ପୂଜାର୍ଚନା |   (09-Apr-2026)       ||      ଟିକାବାଲି ବ୍ଲକରେ ଲକ୍ଷାଧିକ ଟଙ୍କାରେ ନିର୍ମିତ ପାନୀୟ ଜଳ ପ୍ରକଳ୍ପ ଅଟକ |   (09-Apr-2026)       ||      ସ୍ତ୍ରୀକୁ ହତ୍ୟା କରି ସ୍ୱାମୀର ଆତ୍ମ ହତ୍ୟା ||   (07-Apr-2026)       ||      ନୂଆଗଡ ଗ୍ରାମରେ ଚୋରି ଘଟଣାରେ ସାତ ଜଣ ଗିରଫ ||   (07-Apr-2026)       ||      ରୁପା ବ୍ୟବସାୟୀ ଙ୍କଆକ୍ରମଣ କରି ତାଙ୍କଠାରୁ 7କେଜିର ରୁପା ବେଗ ଧରି ଛୁ ମାରିଲେ ଦୁଇ ଲୁଟେରା |    (06-Apr-2026)       ||      ଓଡ଼ିଶା ସାହିତ୍ୟ ଏକାଡେମୀ ଏବଂ ଉତ୍କଳ ସଂସ୍କୃତି ବିଶ୍ୱ ବିଦ୍ୟାଳୟ ର ମିଳିତ ଆନୁକୂଲ୍ୟରେ ଓଡ଼ିଆ ପକ୍ଷ -2026 ପାଳନ ||   (06-Apr-2026)       ||      ରକ୍ତ ଚାପ ସଚେତନତା ଓ ସ୍ୱାସ୍ଥ୍ୟ ଶିବିର    (06-Apr-2026)       ||      କଳମ୍ବ ରେ ଦୁତୀୟ ପର୍ଯ୍ୟାୟ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଅନୁଷ୍ଠିତ |   (06-Apr-2026)       ||     

ବୁଗୁଡ଼ା ବ୍ଳକ ରେ ଛାତ୍ର, ଛାତ୍ରୀ ଙ୍କ ଚକ୍ଷୁ ପରୀକ୍ଷଣ ଶିବିର ଅନୁଷ୍ଠିତ |

06-Aug-2025

ବୁଗୁଡା ବ୍ଳକରେ ଛାତ୍ରଛାତ୍ରୀଙ୍କ ଚକ୍ଷୁ ପରୀକ୍ଷଣ ଶିବିର,

ଓଡ଼ିଶା ଜନମତ,ପୋଲସରା,ସନ୍ତୋଷ କୁମାର ପଣ୍ଡା
 ୦୫/୦୮/୨୫ :

 ସମଗ୍ର ଶିକ୍ଷା, ଗଞ୍ଜାମ ଆନୁକୂଲ୍ୟରେ ଏବଂ ବୁଗୁଡା ବ୍ଲକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ବିଦ୍ୟାଳୟରେ ଅଧ୍ୟୟନ କରୁଥିବା ଛାତ୍ରଛାତ୍ରୀଙ୍କ ନିମନ୍ତେ ଅଗଷ୍ଟ ୫ ତାରିଖ ଠାରୁ ଚକ୍ଷୁ ପରୀକ୍ଷଣ ଶିବିର ଆରମ୍ଭ ହୋଇଛି। ଅଗଷ୍ଟ ୫ ତାରିଖ ଦିନ ବୁଦ୍ଧଗିରି ବିଦ୍ୟାପୀଠରେ ଆରମ୍ଭ ହୋଇଥିବା ଚକ୍ଷୁ ପରୀକ୍ଷଣ ଶିବିରକୁ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ବିଭୂତି ଭୂଷଣ ପ୍ରଧାନ ଉଦଘାଟନ କରିଥିଲେ। ଏହି ଶିବିରରେ ୧୯ ଟି ବିଦ୍ୟାଳୟର ୧୫୦ ଜଣ ଛାତ୍ରଛାତ୍ରୀ ପଞ୍ଜୀକୃତ କରିଥିବାବେଳେ ସେମାନଙ୍କ ମଧ୍ୟରୁ ୮୧ ଜଣଙ୍କୁ ଚଷମା ପ୍ରଦାନ ପାଇଁ ଚିହ୍ନଟ କରାଯାଇଥିବା ବେଳେ ୬ ଜଣଙ୍କୁ ଅଧିକ ଚିକିତ୍ସା ପାଇଁ ବ୍ରହ୍ମପୁର ସିଟି ହସ୍ପିଟାଲକୁ ରେଫର୍ କରାଯାଇଛି। ଚକ୍ଷୁ ବିଶେଷଜ୍ଞ ଡାକ୍ତର ସିଲା ସିତାରମନ୍ ସମସ୍ତ ଛାତ୍ରଛାତ୍ରୀଙ୍କ ଚକ୍ଷୁ ପରୀକ୍ଷା କରିଥିବାବେଳେ ଅପଥାଲମିକ ଅଫିସର ଶୁଭଶ୍ରୀ ପାଲ ଓ ଦିପ୍ତିମୟୀ ଦଳାଇ ସହଯୋଗ କରିଥିଲେ। ଏହି କାର୍ଯ୍ୟକ୍ରମ ଅଗଷ୍ଟ ୬ ତାରିଖରେ ଖରିଡା ଉଚ୍ଚ ବିଦ୍ୟାଳୟ, ଅଗଷ୍ଟ ୭ ରେ ବିଷ୍ଣୁଚକ୍ର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ , ଅଗଷ୍ଟ ୮ ରେ ଭମସିଆଳି ଉନ୍ନୀତ ଉଚ୍ଚ ବିଦ୍ୟାଳୟ, ଅଗଷ୍ଟ ୧୧ ରେ ତାଳସାକର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, ଅଗଷ୍ଟ ୧୨ ରେ ମାଣିତରା ଆଞ୍ଚଳିକ ଉଚ୍ଚ ବିଦ୍ୟାଳୟ ,  ଅଗଷ୍ଟ ୧୩ ରେ କରଚୁଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଏବଂ ଅଗଷ୍ଟ ୧୪ ତାରିଖରେ ବି.କରଡ଼ାବାଡ଼ି ସର୍ଦ୍ଦାର ଅନ୍ତର୍ଯ୍ୟାମୀ ଉଚ୍ଚ ବିଦ୍ୟାଳୟରେ ହେବା ପାଇଁ ସ୍ଥିର ହୋଇଅଛି। ଏହି ଚକ୍ଷୁ ପରୀକ୍ଷଣ କାର୍ଯ୍ୟକ୍ରମକୁ ଗୋଷ୍ଠୀ ସମ୍ବଳ ଶିକ୍ଷୟିତ୍ରୀ  ସୋନାଲିନ୍ ପଣ୍ଡା ଓ ଗୋଷ୍ଠୀ ସମ୍ବଳ ଶିକ୍ଷକ ସୁଶାନ୍ତ କୁମାର ଡାକୁଆ ପରିଚାଳନା କରିଥିବା ବେଳେ  ବିଦ୍ୟାଳୟର ଶିକ୍ଷକ ଓ ଶିକ୍ଷୟିତ୍ରୀ ବୃନ୍ଦ, ଅନ୍ତର୍ନିବେଶି ଶିକ୍ଷା ସ୍ବେଚ୍ଛାସେବୀ ପ୍ରମୋଦ କୁମାର ମିଶ୍ର, ବଦ୍ରି ପ୍ରସାଦ ସ୍ୱାଇଁ ଏବଂ ଲକ୍ଷ୍ମଣ ସେଠୀ  ସହଯୋଗ କରିଥିଲେ।

News Comment

You Might Also Like

BACK TO TOP