Breaking News

କୋଦଳା ମହାବିଦ୍ୟାଳୟ ରେ ମାତୃ ଭାଷା ର ଐତିହ୍ୟ ସମ୍ପର୍କ ରେ ପାଠ ଚକ୍ର |    (12-Apr-2026)       ||      ବିଦ୍ୟୁତ ଆଘାତ ରେ ବିଦ୍ୟୁତ କର୍ମଚାରୀ ଙ୍କ ମୃତ୍ୟୁ |    (12-Apr-2026)       ||      ବେଲଘର ବନାଞ୍ଚଳ ରେ ପୁଣି ହାତି ଆତଙ୍କ ||   (12-Apr-2026)       ||      ଆଁଳାଇ ପୀଠ ରେ 24ତମ ମହାବୀର ଜୟନ୍ତୀ ବାର୍ଷିକ ବିଶ୍ଵଶାନ୍ତି ମହାଯଂଜ୍ଞ ଶୋଭାଯାତ୍ରା ରେ 100ରୁ ଉର୍ଦ୍ଧ ମାନସିକ ବ୍ରତ ଧାରୀ ସାମଲ ||   (12-Apr-2026)       ||      ଆଁଳାଇ ପୀଠ ରେ 24ତମ ମହାବୀର ଜୟନ୍ତୀ ବାର୍ଷିକ ବିଶ୍ଵଶାନ୍ତି ମହାଯଂଜ୍ଞ ଶୋଭାଯାତ୍ରା ରେ 100ରୁ ଉର୍ଦ୍ଧ ମାନସିକ ବ୍ରତ ଧାରୀ ସାମଲ ||   (12-Apr-2026)       ||      କ ନୂଆଙ୍ଗା ବ୍ଳକ ଶିକ୍ଷା ବିଭାଗ ଅଫିସିରେ 5ମାସ ହେଲା ବିଇଓ ପଦବୀ ଖାଲି ||   (12-Apr-2026)       ||      ଗୋଳନ୍ଥରା ଥାନା ପଞ୍ଚାମା ଅଞ୍ଚଳ ରେ ପାନ ବ୍ୟବସାୟୀ ଙ୍କୁ ନିର୍ମମ ହତ୍ୟା |   (12-Apr-2026)       ||      ଖଲ୍ଲିକୋଟ ନଗର କଂଗ୍ରେସ ସଭାପତି ହେଲେ ମନ ମଦନ ସାହୁ |   (11-Apr-2026)       ||      ବାଲିଗୁଡା ଆଦିବାସୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ +2ଅନ ଲାଇନ ଓ ଅଫଲାଇନ ମୂଲ୍ୟାୟନ କେନ୍ଦ୍ର ଅନୁଷ୍ଠିତ |    (11-Apr-2026)       ||      ଓଡ଼ିଆ ପକ୍ଷ ଉପଲକ୍ଷେ ରକ୍ତ ଦାନ ଶିବିର,   (11-Apr-2026)       ||      ବାର୍ଷିକ ବିବରଣୀ ପତ୍ର 2025-26ର ଅବଲୋକନ ଓ 2026-27ବର୍ଷ ପାଇଁ କାର୍ଯ୍ୟ ଯୋଜନା ପ୍ରସ୍ତୁତି କରଣ କାର୍ଯ୍ୟକ୍ରମ ଅନୁଷ୍ଠିତ ||   (10-Apr-2026)       ||      ପୋଲସରା ପୌର ପରିଷଦ ପକ୍ଷରୁ ଓଡ଼ିଆ ପକ୍ଷ ଅବସର ରେ କଳାକାର ମାନଙ୍କୁ ସମ୍ବର୍ଦ୍ଧନା ଅନୁଷ୍ଠିତ ||   (10-Apr-2026)       ||      ପଶ୍ଚିମ ଓଡ଼ିଶାର ସିନେକଳାକାର ମାନେ ତାରା ତାରିଣୀ ଙ୍କ ପୀଠରେ କଲେ ପୂଜାର୍ଚନା |   (09-Apr-2026)       ||      ଟିକାବାଲି ବ୍ଲକରେ ଲକ୍ଷାଧିକ ଟଙ୍କାରେ ନିର୍ମିତ ପାନୀୟ ଜଳ ପ୍ରକଳ୍ପ ଅଟକ |   (09-Apr-2026)       ||      ସ୍ତ୍ରୀକୁ ହତ୍ୟା କରି ସ୍ୱାମୀର ଆତ୍ମ ହତ୍ୟା ||   (07-Apr-2026)       ||      ନୂଆଗଡ ଗ୍ରାମରେ ଚୋରି ଘଟଣାରେ ସାତ ଜଣ ଗିରଫ ||   (07-Apr-2026)       ||      ରୁପା ବ୍ୟବସାୟୀ ଙ୍କଆକ୍ରମଣ କରି ତାଙ୍କଠାରୁ 7କେଜିର ରୁପା ବେଗ ଧରି ଛୁ ମାରିଲେ ଦୁଇ ଲୁଟେରା |    (06-Apr-2026)       ||      ଓଡ଼ିଶା ସାହିତ୍ୟ ଏକାଡେମୀ ଏବଂ ଉତ୍କଳ ସଂସ୍କୃତି ବିଶ୍ୱ ବିଦ୍ୟାଳୟ ର ମିଳିତ ଆନୁକୂଲ୍ୟରେ ଓଡ଼ିଆ ପକ୍ଷ -2026 ପାଳନ ||   (06-Apr-2026)       ||      ରକ୍ତ ଚାପ ସଚେତନତା ଓ ସ୍ୱାସ୍ଥ୍ୟ ଶିବିର    (06-Apr-2026)       ||      କଳମ୍ବ ରେ ଦୁତୀୟ ପର୍ଯ୍ୟାୟ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଅନୁଷ୍ଠିତ |   (06-Apr-2026)       ||     

ପୁରୁଷୋତ୍ତମପୁର ତହସିଲ ଅଫିସ ରେ 770ପଟା ବଣ୍ଟନ |

06-Sep-2025

ପୁରୁଷୋତ୍ତମପୁର ତହସିଲ ଅଫିସି ରେ ଦୁଇ ବିଧାୟକ ଙ୍କ ଦ୍ୱାରା  ପୁରୁଷୋତ୍ତମପୁର ତହସିଲ ଅଫିସି ରେ ପଟା ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ,

ଓଡିଶା ଜନ ମତ ବ୍ୟୁରୋ,
ପୁରୁଷୋତ୍ତମପୁର, ଗଞ୍ଜାମ,ତାରିଖ-06/08/25
ବହୁଦିନର ପ୍ରତୀକ୍ଷା ଓ ଲୋକଙ୍କ ମନରୁ ମଉଳି ଯାଇଥିବା ଆଶା କୁ ସଂଚାରିତ କରି  ଆଜି ପୁରୁଷୋତ୍ତମପୁର ତହସିଲ କାର୍ଯ୍ୟାଳୟ ପକ୍ଷରୁ ପଟ୍ଟା ବଣ୍ଟନ କାର୍ଯ୍ୟକ୍ରମ ତହସିଲଦାର ବିନୋଦ କୁମାର ବେହେରାଙ୍କ ସଂଯୋଜନାରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅତିଥି ଭାବରେ ଦୁଇ ବିଧାୟକ ଖଲ୍ଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀ ଓ କବିସୂର୍ଯ୍ୟନଗର ବିଧାୟକ ପ୍ରତାପ ଚନ୍ଦ୍ର ନାୟକ ଯୋଗଦେଇ ମଞ୍ଚାସିନ ଥିଲେ | ତହସିଲ ଷ୍ଟାଫ ମାନେ ଅତିଥି ମାନଙ୍କୁ ଉତ୍ତରୀୟ  ଓ ପୁଷ୍ପ ଗୁଛ ଦେଇ ସ୍ୱାଗତ କରି ଥିଲେ | ଦୁଇ ବିଧାୟକ କେନ୍ଦ୍ର ସରକାର ଓ ରାଜ୍ୟ ସରକାରଙ୍କ ଜନହିହିତକର ଯୋଜନା ସମ୍ପର୍କରେ ଗୁରୁତ୍ବାରୋପ କରି ଏହି ପଟ୍ଟାର ମହତ୍ତ୍ବ ସମ୍ପର୍କରେ ଆଲୋକପାତ କରିଥିଲେ। ଏବଂ ପଟ୍ଟା ନଥିବା ଦ୍ୱାରା ଲୋକମାନେ କିପରି ନାହିଁନଥିବା  ଘରୋଇ ଅସୁ ବିଧା ର ଶିକାର ହେଉଛନ୍ତି ତାହାଉପରେ ଆଲୋକ ପାତ କରିଥିଲେ | ନିଜ ଘରଟି କାହାକୁ ବିକ୍ରି କରିପାରୁ ନାହାନ୍ତି ଏହିସବୁ ଅସୁବିଧା ଦୂର ହୋଇଥିବାର କହି ସମସ୍ତଙ୍କ ମନରେ ଆଜି ରାଜ୍ୟ ସରକାର ହସ ଫୁଟାଇ ଥିବାର କହି ପଟ୍ଟା ବଣ୍ଟନ ର ବ୍ୟବସ୍ତା କରିଥିଲେ | ଏବଂ ଅନ୍ୟତମ ଅତିଥି ଭାବରେ ଛତ୍ରପୁର ଉପଜିଲାପାଳ ଡ.ଶିବାଶିଷ ବରାଳଯୋଗ ଦେଇ ଏହି ପଟା ପାଇଁ ଯେଉଁମାନଙ୍କ ବହୁ ଅସୁବିଧା ହେଉଥିଲା ତାହାର ଆଜି ଅନ୍ତ ହୋଇଛି ବୋଲି ମତ ଦେଇଥିଲେ |  ତହସିଲଦାର ବିନୋଦ ବେହେରା ଙ୍କ ସହ  ଅତିରିକ୍ତ ତହସିଲଦାର ସଙ୍ଗୀତା ସେଠୀ, ଏନ ଏ ଏସି ଅଧ୍ଯକ୍ଷ କୃଷ୍ଣଚନ୍ଦ୍ର ପଣ୍ଡା,  ବ୍ଳକ ଅଧକ୍ଷା ପିଙ୍କି ବେହେରା,  ପୂର୍ଣ୍ଣ ଚନ୍ଦ୍ର ସେଠୀଙ୍କ ବ୍ଳକ ପ୍ରତିନିଧି କୋରନାଥ ସ୍ୱାଇଁ  ଓ ଏନଏସି ପ୍ରତିନିଧି ସୁଦର୍ଶନ ବେହେରା ଏବଂ କବିସୂର୍ଯ୍ୟନଗର ବିଧାୟକ ପ୍ରତିନିଧି ମନୋଜ କୁମାର ଦାଶ ଙ୍କ ସହ କାଉନସିଲର ଭାସ୍କର ବେହେରା ଏବଂ ଯୁବନେତା ସୀତାରାମ ପାଣିଗ୍ରାହୀ ଏବଂ ବହୁ ସରପଞ୍ଚ, ସମିତି ସଭ୍ୟ ଯୋଗଦେଇଥିଲେ। ଏହି ଅବସରରେ ୭୭୦ଟି ପଟ୍ଟା ବଣ୍ଟନ କରାଯାଇଥିଲା। ସେଥୁମଧ୍ଯରେ ୭୧ଟି ବିଦ୍ୟାଳୟକୁ ପଟ୍ଟା ପ୍ରଦାନ କରାଯିବା ସହ ୫୬୩ଟି ଗ୍ରାମକଣ୍ତକ ପଟ୍ଟା, ୧୩୬ଟି ବେବନ୍ଦୋବସ୍ତି ପଟ୍ଟା ବଣ୍ଟନ କରାଯାଇଥିବା ବେଳେ ସରକାରଙ୍କ ନୂତନ ନିୟମ ପ୍ରକାରେ  ସଂଶୋଧନ ପ୍ରକ୍ରିୟାରେ ପ୍ରସ୍ତୁତି ହୋଇଥ‌ିବା ୨୨୦୭ଟି ପଟ୍ଟାକୁ ମଧ୍ୟ ପ୍ରଦାନ କରାଯିବା ନେଇ ତହସିଲଦାର ବିନୋଦ କୁମାର ବେହେରା କହିଛନ୍ତି। ଏଥିରେ ବହୁ ହିତାଧିକାରୀ ଯୋଗଦେଇଥିବା ବେଳେ ତହସିଲରସମସ୍ତ ଆରଇ, ହେଡ଼ କ୍ଲର୍କ, ନାଜିର ଏବଂ ମହିଳା କିରାଣୀ ଙ୍କ ସହ ସବୁ କର୍ମଚାରୀମାନେ ପରିଚାଳନା ରେ ସହଯୋଗ କରିଥିଲେ |  ଏବଂ ଏହି କାର୍ଯ୍ୟକ୍ରମ ଶାନ୍ତି ଶୃଙ୍ଖଳା ରେ ସରିଥିବାରୁ  ତହସିଲଦାର ସମସ୍ତଙ୍କୁ ଧନ୍ୟବାଦ ପ୍ରଦାନ କରିଥିଲେ |

News Comment

You Might Also Like

BACK TO TOP