Breaking News

କେନ୍ଦୁବାଡି ପଞ୍ଚାୟତରେ ଦୁତୀୟ ପର୍ଯ୍ୟାୟ ଜନ ଅଭିଯୋଗ ଶୁଣାଣି |   (13-Apr-2026)       ||      କୋଦଳା ମହାବିଦ୍ୟାଳୟ ରେ ମାତୃ ଭାଷା ର ଐତିହ୍ୟ ସମ୍ପର୍କ ରେ ପାଠ ଚକ୍ର |    (12-Apr-2026)       ||      ବିଦ୍ୟୁତ ଆଘାତ ରେ ବିଦ୍ୟୁତ କର୍ମଚାରୀ ଙ୍କ ମୃତ୍ୟୁ |    (12-Apr-2026)       ||      ବେଲଘର ବନାଞ୍ଚଳ ରେ ପୁଣି ହାତି ଆତଙ୍କ ||   (12-Apr-2026)       ||      ଆଁଳାଇ ପୀଠ ରେ 24ତମ ମହାବୀର ଜୟନ୍ତୀ ବାର୍ଷିକ ବିଶ୍ଵଶାନ୍ତି ମହାଯଂଜ୍ଞ ଶୋଭାଯାତ୍ରା ରେ 100ରୁ ଉର୍ଦ୍ଧ ମାନସିକ ବ୍ରତ ଧାରୀ ସାମଲ ||   (12-Apr-2026)       ||      ଆଁଳାଇ ପୀଠ ରେ 24ତମ ମହାବୀର ଜୟନ୍ତୀ ବାର୍ଷିକ ବିଶ୍ଵଶାନ୍ତି ମହାଯଂଜ୍ଞ ଶୋଭାଯାତ୍ରା ରେ 100ରୁ ଉର୍ଦ୍ଧ ମାନସିକ ବ୍ରତ ଧାରୀ ସାମଲ ||   (12-Apr-2026)       ||      କ ନୂଆଙ୍ଗା ବ୍ଳକ ଶିକ୍ଷା ବିଭାଗ ଅଫିସିରେ 5ମାସ ହେଲା ବିଇଓ ପଦବୀ ଖାଲି ||   (12-Apr-2026)       ||      ଗୋଳନ୍ଥରା ଥାନା ପଞ୍ଚାମା ଅଞ୍ଚଳ ରେ ପାନ ବ୍ୟବସାୟୀ ଙ୍କୁ ନିର୍ମମ ହତ୍ୟା |   (12-Apr-2026)       ||      ଖଲ୍ଲିକୋଟ ନଗର କଂଗ୍ରେସ ସଭାପତି ହେଲେ ମନ ମଦନ ସାହୁ |   (11-Apr-2026)       ||      ବାଲିଗୁଡା ଆଦିବାସୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ +2ଅନ ଲାଇନ ଓ ଅଫଲାଇନ ମୂଲ୍ୟାୟନ କେନ୍ଦ୍ର ଅନୁଷ୍ଠିତ |    (11-Apr-2026)       ||      ଓଡ଼ିଆ ପକ୍ଷ ଉପଲକ୍ଷେ ରକ୍ତ ଦାନ ଶିବିର,   (11-Apr-2026)       ||      ବାର୍ଷିକ ବିବରଣୀ ପତ୍ର 2025-26ର ଅବଲୋକନ ଓ 2026-27ବର୍ଷ ପାଇଁ କାର୍ଯ୍ୟ ଯୋଜନା ପ୍ରସ୍ତୁତି କରଣ କାର୍ଯ୍ୟକ୍ରମ ଅନୁଷ୍ଠିତ ||   (10-Apr-2026)       ||      ପୋଲସରା ପୌର ପରିଷଦ ପକ୍ଷରୁ ଓଡ଼ିଆ ପକ୍ଷ ଅବସର ରେ କଳାକାର ମାନଙ୍କୁ ସମ୍ବର୍ଦ୍ଧନା ଅନୁଷ୍ଠିତ ||   (10-Apr-2026)       ||      ପଶ୍ଚିମ ଓଡ଼ିଶାର ସିନେକଳାକାର ମାନେ ତାରା ତାରିଣୀ ଙ୍କ ପୀଠରେ କଲେ ପୂଜାର୍ଚନା |   (09-Apr-2026)       ||      ଟିକାବାଲି ବ୍ଲକରେ ଲକ୍ଷାଧିକ ଟଙ୍କାରେ ନିର୍ମିତ ପାନୀୟ ଜଳ ପ୍ରକଳ୍ପ ଅଟକ |   (09-Apr-2026)       ||      ସ୍ତ୍ରୀକୁ ହତ୍ୟା କରି ସ୍ୱାମୀର ଆତ୍ମ ହତ୍ୟା ||   (07-Apr-2026)       ||      ନୂଆଗଡ ଗ୍ରାମରେ ଚୋରି ଘଟଣାରେ ସାତ ଜଣ ଗିରଫ ||   (07-Apr-2026)       ||      ରୁପା ବ୍ୟବସାୟୀ ଙ୍କଆକ୍ରମଣ କରି ତାଙ୍କଠାରୁ 7କେଜିର ରୁପା ବେଗ ଧରି ଛୁ ମାରିଲେ ଦୁଇ ଲୁଟେରା |    (06-Apr-2026)       ||      ଓଡ଼ିଶା ସାହିତ୍ୟ ଏକାଡେମୀ ଏବଂ ଉତ୍କଳ ସଂସ୍କୃତି ବିଶ୍ୱ ବିଦ୍ୟାଳୟ ର ମିଳିତ ଆନୁକୂଲ୍ୟରେ ଓଡ଼ିଆ ପକ୍ଷ -2026 ପାଳନ ||   (06-Apr-2026)       ||      ରକ୍ତ ଚାପ ସଚେତନତା ଓ ସ୍ୱାସ୍ଥ୍ୟ ଶିବିର    (06-Apr-2026)       ||     

ପୁରୁଷୋତ୍ତମପୁର ହିନ୍ଦୀ ଭବନ ରେ ସରସ୍ବତୀ ପଣ୍ଡା ସ୍ମୃତି ଉଦ୍ଧେଶ୍ୟ ରେ ଶିକ୍ଷକ ମାନଙ୍କୁ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ |

07-Sep-2025

ସରସ୍ବତୀ ପଣ୍ଡାମେମୋରିଆଲ ଟ୍ରଷ୍ଟ ତରଫରୁଶିକ୍ଷକ ମାନଙ୍କୁ ସମ୍ବର୍ଦ୍ଧିତ | 

          ଓଡିଶା ଜନ ମତ ବ୍ୟୁରୋ,

ପୁରୁଷୋତ୍ତମପୁର ସହର ସ୍ଥିତ ହିନ୍ଦୀପ୍ରଚାର ସଭାଗୃହ ରେ ବର୍ତ୍ତମାନ ବିଜେପିର ରାଜ୍ୟ କାର୍ଯ୍ୟ କାରିଣୀ ସଦସ୍ୟ ଥିବା ଅରୁଣ ପଣ୍ଡା ଙ୍କ ମାତୃ ସରସ୍ୱତୀ ପଣ୍ଡାଙ୍କ ସ୍ମୃତି ଉଦ୍ଦେଶ୍ୟ ରେ ସ୍ମାରକୀ ଟ୍ରଷ୍ଟ ଆଛୁଲି ପକ୍ଷରୁ ଗୁରୁ ସମ୍ବଦ୍ଧନା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଟ୍ରଷ୍ଟର ସଭାପତି ଅରୁଣ କୁମାର ପଣ୍ଡାଙ୍କ  ସଂଯୋଜନା  ରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା |ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ପୁରୁଷୋତ୍ତମପୁର ତହସିଲଦାର ବିନୋଦ କୁମାର ବେହେରା, ମୁଖ୍ୟବକ୍ତା ହିନ୍ଦୀ ପ୍ରଚାର ସଭାର କୁଳସଚିବ ପ୍ରଫୁଲ୍ଲ କୁମାର ରଥ, ସମ୍ମାନିତ ଅତିଥି ଭାବେ ଅବସର ପ୍ରାପ୍ତ ପ୍ରଧାନ ଶିକ୍ଷକ ଏ ରାଜଗୋପାଳ ରାଓ, ବ୍ଲକ ଅଧ୍ଯକ୍ଷା ପିଙ୍କି ବେହେରା, ଏନ୍ ଏ ଏସି ର ପୂର୍ବତନ ନଗର
ପାଳ ବାସୁଦେବ ମହାପାତ୍ର,  ସମାଜସେବୀ ମହେଶ ମହାନ୍ତି ପ୍ରମୁଖ ଯୋଗ ଦେଇଥିଲେ। ବ୍ଲକର ୩୨ ଗୋଟି ହାଇସ୍କୁଲର ପ୍ରଧାନ ଶିକ୍ଷକ ଓ ଶିକ୍ଷୟତ୍ରୀଙ୍କୁ ମାନପତ୍ର, ପୁଷ୍ପଗୁଚ୍ଛ, ଉପଢୌକନ ଦେଇ ସମ୍ବନ୍ଧିତ କରିଥିଲେ।ସିଆର୍‌ସିସି ହେମନ୍ତ କୁମାର ବେହେରା ଏହି କାର୍ଯ୍ୟକ୍ରମ ର ଉପସ୍ଥାପକ ଭାବେ କାର୍ଯ୍ୟ କରିଥୂଲା ବେଳେ  ଅନ୍ୟ ମାନଙ୍କ ମଧ୍ୟରେ ପୃଥ‌ିବୀରାଜ ମହାପାତ୍ର, ସୁନିଲ ପଣ୍ଡା, ଜଗତ ପଣ୍ଡା, ମାନସ ଗୌଡ,ସମସ୍ତ ଶିକ୍ଷକ, ଶିକ୍ଷୟତ୍ରୀ ଓ ବହୁ ବ୍ୟକ୍ତି ବିଶେଷ ଓ ସୁନୀଲ ମହାନ୍ତି ପ୍ରମୁଖ ଉପସ୍ଥିତ ଥିଲେ।  ସବୁକ୍ଷେତ୍ରରେ ପାରଦର୍ଶିତା କରିଥିବା ଏବଂ ଦେଶର ମବରୁଦଣ୍ଡ ଭାବେ ଠିଆହୋଇ ସମସ୍ତଙ୍କୁ ଉଚିତ ଦିଗ ଦର୍ଶନ ଦେଇଥିବା  ଶିକ୍ଷକ ମାନଙ୍କୁ ଏହି ଗୁରୁ ଦିବସ ରେ  ସମ୍ମାନିତ କରାଯାଇଥିଲା | ଶେଷରେ ଟ୍ରଷ୍ଟ ର କୋଷାଧକ୍ଷ ଥିବା ଆଲୋକ କୁମାର ପଣ୍ଡା ଧନ୍ୟବାଦ ଅର୍ପଣ କରିଥିଲେ |

News Comment

You Might Also Like

BACK TO TOP