Breaking News

ଗଙ୍ଗାଧର ସାହୁ ବିଜ୍ଞାନ ମହା ବିଦ୍ୟାଳୟ ର ପ୍ରତିଷ୍ଠାତା ଙ୍କ ଦେହାନ୍ତ ||   (30-Apr-2026)       ||      କେଶପୁର ସ୍ନାତକ ମହାବିଦ୍ୟାଳୟ ଠାରେ ଏକ ଦିବସୀୟ ପାଠ ଚକ୍ର ଅନୁଷ୍ଠିତ |    (30-Apr-2026)       ||      ଲକ୍ଷ୍ମୀ ନାରାୟଣ ସ୍ନାତକ ମହାବିଦ୍ୟାଳୟ ରେ ଅବସର କାଳୀନ ସଭା ଅନୁଷ୍ଠିତ |    (30-Apr-2026)       ||      ପୋଲସରା ପିଏମ ଶ୍ରୀ ଉଚ୍ଚ ବିଦ୍ୟାଳୟ ରେ ଅବସର କାଳୀନ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ |   (30-Apr-2026)       ||      ଖଲ୍ଲିକୋଟ ର ବିଭିନ୍ନ ସ୍ଥାନରେ 4ଗୋଟି ପ୍କକଳ୍ପ ର ଭିତ୍ତିପ୍ରସ୍ତର ସ୍ଥାପନ କଲେ ଯୋଜନା ବୋର୍ଡ ଅଧକ୍ଷ ପୂର୍ଣ୍ଣିଚନ୍ଦ୍ର ସେଠୀ ||   (30-Apr-2026)       ||      ଖଲ୍ଲିକୋଟ ଡି ଆଇ ଇ ଟି ରେ ନିମନ୍ତେ ଉତ୍କର୍ଷ କେନ୍ଦ୍ର ନିମନ୍ତେ ଭିତ୍ତିପ୍ରସ୍ତର ସ୍ଥାପନ କଲେ ବିଧାୟକ ଓ ଜିଲ୍ଲପାଳ |    (30-Apr-2026)       ||      ଖଲ୍ଲିକୋଟ କୋର୍ଟ ପରିଷର ରେ ଆଇନ ଜୀବି ଙ୍କୁ ଆକ୍ରମଣ |    (30-Apr-2026)       ||      କୋଦଳା ସ୍ନାତକ ମହା ବିଦ୍ୟାଳୟ ରେ ଶିକ୍ଷା ବିଭାଗୀୟ ପାଠଚକ୍ର ଓବିଦାୟ କାଳୀନ ସଭା ଅନୁଷ୍ଠିତ |    (30-Apr-2026)       ||      ପୋଲସରା ଆକାଶ ଜେନା ହତ୍ୟା ଘଟଣା ରେ ଆଉ ପାଞ୍ଚ ଜଣ ଗିରଫ ସହ ବାଇକ ଓଖଣ୍ଡା ଜବତ କଲା ପୋଲିସ |    (29-Apr-2026)       ||      କନ୍ଧମାଳ ଜିଲ୍ଳାରେ ସାମ୍ୱାଦିକ ସୁରକ୍ଷା ଓ ସହାୟତା ଦାବିରେ ତାତିଲେ ସାମ୍ବାଦିକମାନେ |    (29-Apr-2026)       ||      ପର୍ଯ୍ୟଟନ ସଚିବ ବଳବନ୍ତ ସିଂ ଶରଣ ଶ୍ରୀକ୍ଷେତ୍ର ମାରଦା ମନ୍ଦିର ପରିଦର୍ଶନ କଲେ |    (29-Apr-2026)       ||      ବାଲିଘାଇ ଆକାଶ ଜେନା ମୃତ୍ୟୁ ଘଟଣା ରେ ଆଉଜଣେ ଗିରଫ |   (28-Apr-2026)       ||      ମାଲତେନ୍ତୁଳିଆ ଗ୍ରାମର ରାଜଦୀପ ହତ୍ୟା ଘଟଣାରେ ଆଉଜଣେ ଗିରଫ |   (28-Apr-2026)       ||      ଓକିଲ ସଙ୍ଘ ପକ୍ଷରୁ ମଧୁବାବୁ ଙ୍କ ଜନ୍ମ ଜୟନ୍ତୀ ପାଳିତ |   (28-Apr-2026)       ||      ବିଦ୍ୟୁତ ଆଘାତ ରେ ମୃତ ପରିବାର କୁ ରେଡ଼କ୍ରସ ପାଣ୍ଠିରୁ ସହାୟତା ପ୍ରଦାନ |    (28-Apr-2026)       ||      ବ୍ରାହ୍ମଣୀ ଗାଁ ବନାଞ୍ଚଳ ରେ ହାତୀପଲ, ବନ ବିଭାଗ ପକ୍ଷରୁ ଏଥିପାଇଁ ସଚେତନତା ଜାରି |   (28-Apr-2026)       ||      ଖାଜିପଲି ଗ୍ରାମରେ ସମସ୍ତଙ୍କ ସହଯୋଗ ରେ ସ୍ୱଚ୍ଛ ସେବାକାର୍ଯ୍ୟ ଆରମ୍ଭ    (28-Apr-2026)       ||      ପୋଲସରା ର ବିଭିନ୍ନ ଶିକ୍ଷାନୁଷ୍ଠାନ ରେ ସ୍ୱାଭିମାନ ଦିବସ ପାଳିତ |   (28-Apr-2026)       ||      ବାଲିଗୁଡା ରେ ନେଟୱାର୍କ ଅସୁବିଧା ଯୋଗୁଁ, ଇଣ୍ଟେର ନେଟ ସେବା ବ୍ୟାହତ କାରଣରୁ ଲୋକେ ହନ୍ତସନ୍ତ |    (28-Apr-2026)       ||      କୋଦଳା ଗୋଷ୍ଟି ସ୍ୱାସ୍ଥ୍ୟ କେନ୍ଦ୍ର ରେ ସ୍ୱାସ୍ଥ୍ୟ ସେବା ବିପର୍ଯ୍ୟସ୍ତ |    (27-Apr-2026)       ||     

ପୋଲସରା ବ୍ଳକ ବନ୍ଥ ପଲି ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି |

15-Sep-2025

ବନ୍ଥପଲ୍ଲୀ ପଂଚାୟତ ସ୍ତରୀୟ ମିଳିତ ଜନଶୁଣାଣୀ ।

ଓଡ଼ିଶା ଜନମତ, ପୋଲସରା,ସନ୍ତୋଷ କୁମାର ପଣ୍ଡା
 ୨୫. ୮. ୨୫ :

ପୋଲସରା ବ୍ଲକ ବନ୍ଥପଲ୍ଲୀ ପଞ୍ଚାୟତ ରେ ସୋମବାର  ଗ୍ରାମ ପଞ୍ଚାୟତ ସ୍ତରୀୟ ମିଳିତ  ଜନ ଶୁଣାଣି କାର୍ଯ୍ୟକ୍ରମ ବିଡ଼ିଓ ଶଶୀ ଭୂଷଣ ମହାପାତ୍ରଙ୍କ ତତ୍ୱାବଧାନରେ  ଅନୁଷ୍ଠିତ ହୋଇଯାଇଛି | ଉକ୍ତ ଜନଶୁଣାଣୀ କାର୍ଯ୍ୟକ୍ରମ ରେ ସ୍ଥାନୀୟ ପଞ୍ଚାୟତ r ଜନସାଧାରଣ ମାନେ ଶିବିର ରେ ପହଂଚି ସେମାନଙ୍କର ନାମ ପଞ୍ଜିକରଣ କରିଥିଲେ |ଏଥିରେ ମୋଟ ୧୦୬ ଜଣ ମହିଳା ଓ ପୁରୁଷ ନିଜର ନାମ ପଞ୍ଜିକରଣ କରିଥିଲେ |ଏହି ଜନଶୁଣାଣୀ ରେ ବହୁଳ ମାତ୍ରାରେ ରାସନ କାର୍ଡ ଓ ଭତ୍ତା ଲାଗି ଅଭିଯୋଗ ପତ୍ର ଆସିଥିଲା |ଶିବିରରେ ୬ଜଣ ଯୋଗ୍ୟ ହିତାଧିକାରୀଙ୍କୁ ସଙ୍ଗେ ସଙ୍ଗେ ଖାଉଟି କାର୍ଡ ବିଡ଼ିଓ ମହାପାତ୍ର ପ୍ରଦାନ କରିଥିଲେ |ଏତଦ ବ୍ୟତୀତ  ଅନ୍ୟାନ୍ୟ ଛୋଟ ମୋଟ ସମସ୍ୟା କୁ ନେଇ ଅଭିଯୋଗ ଆସିଥିଲା | ଦିବ୍ୟାଙ୍ଗମାନଙ୍କ ଲାଗି ସ୍ୱତନ୍ତ୍ର  ବ୍ୟବସ୍ଥା କରାଯାଇଥିଲା | ଉକ୍ତ ଜନଶୁଣାଣୀ କାର୍ଯ୍ୟକ୍ରମ ରେ  ତହସିଲଦାର  ଦିପ୍ତିମୟୀ ପାତ୍ର, ବ୍ଲକ କୃଷି ଅଧିକାରୀ ଗଣେଶ୍ୱର ସାହୁ, ଥାନାଧିକାରୀ କୌଶିକ ମାଝୀ,ଖାଦ୍ୟଯୋଗାଣ ଅଧିକାରୀ ସନ୍ଦୀପ କୁମାର ବେହେରା,ସିଡିପିଓ  ତିଲୋତମା ରାଉତ, ଏବିଇଓ ସୁବାସିନି ତ୍ରିପାଠୀ ଧନେଇ ଜଳ ପ୍ରକଳ୍ପର ସହକାରୀ ନିର୍ବାହୀ ଯନ୍ତ୍ରୀ ସଂଜୀବ ପଣ୍ଡା, ଉଦ୍ୟାନ ଅଧିକାରୀ ଦିପ୍ତିମୟୀ ବାସନ୍ତୀୟା,ବନ୍ଥପଲି ସରପଞ୍ଚ ପବିତ୍ର ରାଉତ, ପିଇଓ ଭଗବାନ ବେହେରା, କିଶୋର ସାହୁ, ପ୍ରବୀଣ ଗୌଡ଼ ସମେତ ବିଭିନ୍ନ ବିଭାଗର କର୍ମଚାରୀ ସମେତ ବ୍ଲକର  ସମସ୍ତ ଅଧିକାରୀ ଉପସ୍ଥିତ ରହି ସହଯୋଗ କରିଥିଲେ |

News Comment

You Might Also Like

BACK TO TOP