Breaking News

ଗଙ୍ଗାଧର ସାହୁ ବିଜ୍ଞାନ ମହା ବିଦ୍ୟାଳୟ ର ପ୍ରତିଷ୍ଠାତା ଙ୍କ ଦେହାନ୍ତ ||   (30-Apr-2026)       ||      କେଶପୁର ସ୍ନାତକ ମହାବିଦ୍ୟାଳୟ ଠାରେ ଏକ ଦିବସୀୟ ପାଠ ଚକ୍ର ଅନୁଷ୍ଠିତ |    (30-Apr-2026)       ||      ଲକ୍ଷ୍ମୀ ନାରାୟଣ ସ୍ନାତକ ମହାବିଦ୍ୟାଳୟ ରେ ଅବସର କାଳୀନ ସଭା ଅନୁଷ୍ଠିତ |    (30-Apr-2026)       ||      ପୋଲସରା ପିଏମ ଶ୍ରୀ ଉଚ୍ଚ ବିଦ୍ୟାଳୟ ରେ ଅବସର କାଳୀନ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ |   (30-Apr-2026)       ||      ଖଲ୍ଲିକୋଟ ର ବିଭିନ୍ନ ସ୍ଥାନରେ 4ଗୋଟି ପ୍କକଳ୍ପ ର ଭିତ୍ତିପ୍ରସ୍ତର ସ୍ଥାପନ କଲେ ଯୋଜନା ବୋର୍ଡ ଅଧକ୍ଷ ପୂର୍ଣ୍ଣିଚନ୍ଦ୍ର ସେଠୀ ||   (30-Apr-2026)       ||      ଖଲ୍ଲିକୋଟ ଡି ଆଇ ଇ ଟି ରେ ନିମନ୍ତେ ଉତ୍କର୍ଷ କେନ୍ଦ୍ର ନିମନ୍ତେ ଭିତ୍ତିପ୍ରସ୍ତର ସ୍ଥାପନ କଲେ ବିଧାୟକ ଓ ଜିଲ୍ଲପାଳ |    (30-Apr-2026)       ||      ଖଲ୍ଲିକୋଟ କୋର୍ଟ ପରିଷର ରେ ଆଇନ ଜୀବି ଙ୍କୁ ଆକ୍ରମଣ |    (30-Apr-2026)       ||      କୋଦଳା ସ୍ନାତକ ମହା ବିଦ୍ୟାଳୟ ରେ ଶିକ୍ଷା ବିଭାଗୀୟ ପାଠଚକ୍ର ଓବିଦାୟ କାଳୀନ ସଭା ଅନୁଷ୍ଠିତ |    (30-Apr-2026)       ||      ପୋଲସରା ଆକାଶ ଜେନା ହତ୍ୟା ଘଟଣା ରେ ଆଉ ପାଞ୍ଚ ଜଣ ଗିରଫ ସହ ବାଇକ ଓଖଣ୍ଡା ଜବତ କଲା ପୋଲିସ |    (29-Apr-2026)       ||      କନ୍ଧମାଳ ଜିଲ୍ଳାରେ ସାମ୍ୱାଦିକ ସୁରକ୍ଷା ଓ ସହାୟତା ଦାବିରେ ତାତିଲେ ସାମ୍ବାଦିକମାନେ |    (29-Apr-2026)       ||      ପର୍ଯ୍ୟଟନ ସଚିବ ବଳବନ୍ତ ସିଂ ଶରଣ ଶ୍ରୀକ୍ଷେତ୍ର ମାରଦା ମନ୍ଦିର ପରିଦର୍ଶନ କଲେ |    (29-Apr-2026)       ||      ବାଲିଘାଇ ଆକାଶ ଜେନା ମୃତ୍ୟୁ ଘଟଣା ରେ ଆଉଜଣେ ଗିରଫ |   (28-Apr-2026)       ||      ମାଲତେନ୍ତୁଳିଆ ଗ୍ରାମର ରାଜଦୀପ ହତ୍ୟା ଘଟଣାରେ ଆଉଜଣେ ଗିରଫ |   (28-Apr-2026)       ||      ଓକିଲ ସଙ୍ଘ ପକ୍ଷରୁ ମଧୁବାବୁ ଙ୍କ ଜନ୍ମ ଜୟନ୍ତୀ ପାଳିତ |   (28-Apr-2026)       ||      ବିଦ୍ୟୁତ ଆଘାତ ରେ ମୃତ ପରିବାର କୁ ରେଡ଼କ୍ରସ ପାଣ୍ଠିରୁ ସହାୟତା ପ୍ରଦାନ |    (28-Apr-2026)       ||      ବ୍ରାହ୍ମଣୀ ଗାଁ ବନାଞ୍ଚଳ ରେ ହାତୀପଲ, ବନ ବିଭାଗ ପକ୍ଷରୁ ଏଥିପାଇଁ ସଚେତନତା ଜାରି |   (28-Apr-2026)       ||      ଖାଜିପଲି ଗ୍ରାମରେ ସମସ୍ତଙ୍କ ସହଯୋଗ ରେ ସ୍ୱଚ୍ଛ ସେବାକାର୍ଯ୍ୟ ଆରମ୍ଭ    (28-Apr-2026)       ||      ପୋଲସରା ର ବିଭିନ୍ନ ଶିକ୍ଷାନୁଷ୍ଠାନ ରେ ସ୍ୱାଭିମାନ ଦିବସ ପାଳିତ |   (28-Apr-2026)       ||      ବାଲିଗୁଡା ରେ ନେଟୱାର୍କ ଅସୁବିଧା ଯୋଗୁଁ, ଇଣ୍ଟେର ନେଟ ସେବା ବ୍ୟାହତ କାରଣରୁ ଲୋକେ ହନ୍ତସନ୍ତ |    (28-Apr-2026)       ||      କୋଦଳା ଗୋଷ୍ଟି ସ୍ୱାସ୍ଥ୍ୟ କେନ୍ଦ୍ର ରେ ସ୍ୱାସ୍ଥ୍ୟ ସେବା ବିପର୍ଯ୍ୟସ୍ତ |    (27-Apr-2026)       ||     

ଗୋବିନ୍ଦ ପୁର ଶୁଣ୍ଢୀ ସାହି ଛକରେ ତାରାତାରିଣୀ ମନ୍ଦିର ପୂଜକଙ୍କୁ ମରଣାନ୍ତକଆକ୍ରମଣ |

15-Sep-2025

ଗୋବିନ୍ଦ ପୁର ଶୁଣ୍ଢୀ ସାହି ଛକରେ ଠିଆ ହୋଇ ଥିବା ପୂଜକ ଙ୍କୁ ମରଣାନ୍ତକ ଆକ୍ରମଣ,

        ଓଡିଶା ଜନ ମତ ବ୍ୟୁରୋ,

ପୁରୁଷୋତ୍ତମ ଥାନା ଅନ୍ତର୍ଗତ ରାଇପୁର ପଞ୍ଚାୟତ ଗୋବିନ୍ଦ ପୁର ଗ୍ରାମର ମୃତସନ୍ତୋଷ କୁମାର ରଣା ଙ୍କ କନିଷ୍ଟ ପୁତ୍ର ଗୋପୀ ରଣା ଆଜ ସନ୍ଧ୍ୟା ସମୟ ର   ଶୁଣ୍ଢୀ ସାହି ଛକରେ ଠିଆ ହୋଇ ଥିଲାବେଳେ  କିଛି ଅସମାଜିକ ବ୍ୟକ୍ତି ଗୋପୀଙ୍କୁ ପଛପଟୁ ମାରଣାନ୍ତକ ଆକ୍ରମଣ କରି ସେହି ସ୍ଥାନରୁ ଫେରାର ହୋଇ ଯାଇଥିଲେ |  ଗୁରୁତର ଗୋପୀଙ୍କୁ ସଙ୍ଗେ ସଙ୍ଗେ ପ୍ରଥମେ ଭାଟ କୁମରଡ଼ା ଗୋଷ୍ଟି ସ୍ୱାସ୍ଥ୍ୟ କେନ୍ଦ୍ର ଓ ପରେ ଅବସ୍ଥା ଗୁରୁତର ହେବାରୁ ବ୍ରହ୍ମପୁର ବଡ଼ ମେଡିକାଲ କୁ ନିଆଯାଇ ଥିଲା | ତେବେ ପ୍ରାଥମିକ ଘଟଣାରୁ ଜଣାପଡୁଛି ଯେ ଏହା ପୂର୍ବ ଶତ୍ରୁତା କୁ କେନ୍ଦ୍ର କରି ଆକ୍ରମଣ କରାଯାଇଛି | ତେବେ ପୋଲିସ ତଦନ୍ତ ପରେ ଜଣା ପଡିବ ଏହି ଆକ୍ରମଣ ଘଟଣାରେ କେଉଁମାନେ ଅଛନ୍ତି | ତେବେ ପୁରୁଷୋତ୍ତମପୁର ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଅନୁସନ୍ଧାନ ଚଳାଇ ଛନ୍ତି |

News Comment

You Might Also Like

BACK TO TOP