Breaking News

ଗଙ୍ଗାଧର ସାହୁ ବିଜ୍ଞାନ ମହା ବିଦ୍ୟାଳୟ ର ପ୍ରତିଷ୍ଠାତା ଙ୍କ ଦେହାନ୍ତ ||   (30-Apr-2026)       ||      କେଶପୁର ସ୍ନାତକ ମହାବିଦ୍ୟାଳୟ ଠାରେ ଏକ ଦିବସୀୟ ପାଠ ଚକ୍ର ଅନୁଷ୍ଠିତ |    (30-Apr-2026)       ||      ଲକ୍ଷ୍ମୀ ନାରାୟଣ ସ୍ନାତକ ମହାବିଦ୍ୟାଳୟ ରେ ଅବସର କାଳୀନ ସଭା ଅନୁଷ୍ଠିତ |    (30-Apr-2026)       ||      ପୋଲସରା ପିଏମ ଶ୍ରୀ ଉଚ୍ଚ ବିଦ୍ୟାଳୟ ରେ ଅବସର କାଳୀନ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ |   (30-Apr-2026)       ||      ଖଲ୍ଲିକୋଟ ର ବିଭିନ୍ନ ସ୍ଥାନରେ 4ଗୋଟି ପ୍କକଳ୍ପ ର ଭିତ୍ତିପ୍ରସ୍ତର ସ୍ଥାପନ କଲେ ଯୋଜନା ବୋର୍ଡ ଅଧକ୍ଷ ପୂର୍ଣ୍ଣିଚନ୍ଦ୍ର ସେଠୀ ||   (30-Apr-2026)       ||      ଖଲ୍ଲିକୋଟ ଡି ଆଇ ଇ ଟି ରେ ନିମନ୍ତେ ଉତ୍କର୍ଷ କେନ୍ଦ୍ର ନିମନ୍ତେ ଭିତ୍ତିପ୍ରସ୍ତର ସ୍ଥାପନ କଲେ ବିଧାୟକ ଓ ଜିଲ୍ଲପାଳ |    (30-Apr-2026)       ||      ଖଲ୍ଲିକୋଟ କୋର୍ଟ ପରିଷର ରେ ଆଇନ ଜୀବି ଙ୍କୁ ଆକ୍ରମଣ |    (30-Apr-2026)       ||      କୋଦଳା ସ୍ନାତକ ମହା ବିଦ୍ୟାଳୟ ରେ ଶିକ୍ଷା ବିଭାଗୀୟ ପାଠଚକ୍ର ଓବିଦାୟ କାଳୀନ ସଭା ଅନୁଷ୍ଠିତ |    (30-Apr-2026)       ||      ପୋଲସରା ଆକାଶ ଜେନା ହତ୍ୟା ଘଟଣା ରେ ଆଉ ପାଞ୍ଚ ଜଣ ଗିରଫ ସହ ବାଇକ ଓଖଣ୍ଡା ଜବତ କଲା ପୋଲିସ |    (29-Apr-2026)       ||      କନ୍ଧମାଳ ଜିଲ୍ଳାରେ ସାମ୍ୱାଦିକ ସୁରକ୍ଷା ଓ ସହାୟତା ଦାବିରେ ତାତିଲେ ସାମ୍ବାଦିକମାନେ |    (29-Apr-2026)       ||      ପର୍ଯ୍ୟଟନ ସଚିବ ବଳବନ୍ତ ସିଂ ଶରଣ ଶ୍ରୀକ୍ଷେତ୍ର ମାରଦା ମନ୍ଦିର ପରିଦର୍ଶନ କଲେ |    (29-Apr-2026)       ||      ବାଲିଘାଇ ଆକାଶ ଜେନା ମୃତ୍ୟୁ ଘଟଣା ରେ ଆଉଜଣେ ଗିରଫ |   (28-Apr-2026)       ||      ମାଲତେନ୍ତୁଳିଆ ଗ୍ରାମର ରାଜଦୀପ ହତ୍ୟା ଘଟଣାରେ ଆଉଜଣେ ଗିରଫ |   (28-Apr-2026)       ||      ଓକିଲ ସଙ୍ଘ ପକ୍ଷରୁ ମଧୁବାବୁ ଙ୍କ ଜନ୍ମ ଜୟନ୍ତୀ ପାଳିତ |   (28-Apr-2026)       ||      ବିଦ୍ୟୁତ ଆଘାତ ରେ ମୃତ ପରିବାର କୁ ରେଡ଼କ୍ରସ ପାଣ୍ଠିରୁ ସହାୟତା ପ୍ରଦାନ |    (28-Apr-2026)       ||      ବ୍ରାହ୍ମଣୀ ଗାଁ ବନାଞ୍ଚଳ ରେ ହାତୀପଲ, ବନ ବିଭାଗ ପକ୍ଷରୁ ଏଥିପାଇଁ ସଚେତନତା ଜାରି |   (28-Apr-2026)       ||      ଖାଜିପଲି ଗ୍ରାମରେ ସମସ୍ତଙ୍କ ସହଯୋଗ ରେ ସ୍ୱଚ୍ଛ ସେବାକାର୍ଯ୍ୟ ଆରମ୍ଭ    (28-Apr-2026)       ||      ପୋଲସରା ର ବିଭିନ୍ନ ଶିକ୍ଷାନୁଷ୍ଠାନ ରେ ସ୍ୱାଭିମାନ ଦିବସ ପାଳିତ |   (28-Apr-2026)       ||      ବାଲିଗୁଡା ରେ ନେଟୱାର୍କ ଅସୁବିଧା ଯୋଗୁଁ, ଇଣ୍ଟେର ନେଟ ସେବା ବ୍ୟାହତ କାରଣରୁ ଲୋକେ ହନ୍ତସନ୍ତ |    (28-Apr-2026)       ||      କୋଦଳା ଗୋଷ୍ଟି ସ୍ୱାସ୍ଥ୍ୟ କେନ୍ଦ୍ର ରେ ସ୍ୱାସ୍ଥ୍ୟ ସେବା ବିପର୍ଯ୍ୟସ୍ତ |    (27-Apr-2026)       ||     

ଗୁପ୍ତେଶ୍ୱର ମନ୍ଦିର ରେ ମୋଦିଙ୍କ ଜନ୍ମ ଦିନରେ ବୃକ୍ଷ ରୋପଣ କଲେ ଯୁବ ନେତା ନିର୍ମଳ ଚନ୍ଦ୍ର ସାହୁ |

17-Sep-2025

ଗୁପ୍ତେଶ୍ୱର ମନ୍ଦିର ରେ  ଯୁବନେତା  ନିର୍ମଳ ସାହୁଙ୍କ  ଦ୍ୱାରା  ମୋଦିଙ୍କ  ଜନ୍ମ ଦିନ ଉପଲକ୍ଷେ  ବୃକ୍ଷ ରୋପଣ,

          ଓଡିଶା   ଜନ ମତ ବ୍ୟୁରୋ,

ଆଜି ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ   75 ବର୍ଷ ପୂର୍ତ୍ତି ପାଳନ ଉପଲକ୍ଷେ  ପୁରୁଷୋତ୍ତମପୁର ବ୍ଳକ ଅନ୍ତର୍ଗତ  ମୋଡାବାଇ  ପଞ୍ଚାୟତ ର ଗୁପ୍ତେଶ୍ୱର ମନ୍ଦିର ପ୍ରାଙ୍ଗଣରେ   ବିଜେପି ଯୁବମୋର୍ଚା ନେତା, କର୍ମୀଙ୍କ ଦ୍ୱାରା ଯଶସ୍ବୀ ପ୍ରଧାନ ମନ୍ତ୍ରୀ ଙ୍କ  ଜନ୍ମ ଦିନ ଅବସରରେ  ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଯୁବନେତା ନିର୍ମଳ ଚନ୍ଦ୍ର ସାହୁଙ୍କ ସଂଯୋଜନା ରେ ଅନୁଷ୍ଠିତ ହୋଇ ଯାଇଛି  | ଏହି କାର୍ଯ୍ୟକ୍ରମ ରେମୁଖ୍ୟ ଅତିଥି ଭାବେ ବ୍ଳକ ଅଧକ୍ଷା ପିଙ୍କି ବେହେରା, ବରିଷ୍ଟ ବିଜେପି ରାଜ୍ୟ କାର୍ଯ୍ୟ କାରିଣୀ ସଦସ୍ୟ  ଅରୁଣ ପଣ୍ଡା, ଖଲ୍ଲିକୋଟ ବିଧାୟକ ଙ୍କ ପୁରୁଷୋତ୍ତମପୁର ବ୍ଳକ ପ୍ରତିନିଧି  କୋରନାଥ ସ୍ୱାଇଁ, ଭାଟ କୁମରଡ଼ା  ବିଜେପି ମଣ୍ଡଳ ସଭାପତି  ପ୍ରସନ୍ନ କୁମାର ବେହେରା, ସମାଜ ସେଵୀ ଜଗତ ବନ୍ଧୁ ପଣ୍ଡା, ଜାମୁନି ସରପଞ୍ଚ ଇନ୍ଦ୍ରଜିତ ନାୟକ, ଙ୍କ ସହ ବହୁ ନେତା କର୍ମୀ ଓ ଯୁବଗୋଷ୍ଟି ଉପସ୍ଥିତ ଥିଲେ | ବୃକ୍ଷ ରୋପଣ ଦ୍ୱାରା ପ୍ରଚୁର ବର୍ଷା, ଅଙ୍ଗାରକାମ୍ଳ ଗ୍ୟାସ ଦୁରହୋଇ ଅମ୍ଳଜାନ ର ପ୍ରବେଶ ଦ୍ୱାରା ଜନସମାଜ ସୁସ୍ଥ ଓ ନିରୋଗୀ ରହି ପାରିବା ସହିତ  ବୃକ୍ଷ କୁ ଯତ୍ନ ର ସହକାରେ ପାଳନ କଲେ   ସନ୍ତୁଳିତ ଜୀବନରୁ ଶାନ୍ତି ମିଳିପାରିବ ବୋଲି   ଯୁବନେତା  ନିର୍ମଳ ଚନ୍ଦ୍ର ସାହୁ ଓ ଆରୁଣ ପଣ୍ଡା   କହିଛନ୍ତି |

News Comment

You Might Also Like

BACK TO TOP