Breaking News

ଗଙ୍ଗାଧର ସାହୁ ବିଜ୍ଞାନ ମହା ବିଦ୍ୟାଳୟ ର ପ୍ରତିଷ୍ଠାତା ଙ୍କ ଦେହାନ୍ତ ||   (30-Apr-2026)       ||      କେଶପୁର ସ୍ନାତକ ମହାବିଦ୍ୟାଳୟ ଠାରେ ଏକ ଦିବସୀୟ ପାଠ ଚକ୍ର ଅନୁଷ୍ଠିତ |    (30-Apr-2026)       ||      ଲକ୍ଷ୍ମୀ ନାରାୟଣ ସ୍ନାତକ ମହାବିଦ୍ୟାଳୟ ରେ ଅବସର କାଳୀନ ସଭା ଅନୁଷ୍ଠିତ |    (30-Apr-2026)       ||      ପୋଲସରା ପିଏମ ଶ୍ରୀ ଉଚ୍ଚ ବିଦ୍ୟାଳୟ ରେ ଅବସର କାଳୀନ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ |   (30-Apr-2026)       ||      ଖଲ୍ଲିକୋଟ ର ବିଭିନ୍ନ ସ୍ଥାନରେ 4ଗୋଟି ପ୍କକଳ୍ପ ର ଭିତ୍ତିପ୍ରସ୍ତର ସ୍ଥାପନ କଲେ ଯୋଜନା ବୋର୍ଡ ଅଧକ୍ଷ ପୂର୍ଣ୍ଣିଚନ୍ଦ୍ର ସେଠୀ ||   (30-Apr-2026)       ||      ଖଲ୍ଲିକୋଟ ଡି ଆଇ ଇ ଟି ରେ ନିମନ୍ତେ ଉତ୍କର୍ଷ କେନ୍ଦ୍ର ନିମନ୍ତେ ଭିତ୍ତିପ୍ରସ୍ତର ସ୍ଥାପନ କଲେ ବିଧାୟକ ଓ ଜିଲ୍ଲପାଳ |    (30-Apr-2026)       ||      ଖଲ୍ଲିକୋଟ କୋର୍ଟ ପରିଷର ରେ ଆଇନ ଜୀବି ଙ୍କୁ ଆକ୍ରମଣ |    (30-Apr-2026)       ||      କୋଦଳା ସ୍ନାତକ ମହା ବିଦ୍ୟାଳୟ ରେ ଶିକ୍ଷା ବିଭାଗୀୟ ପାଠଚକ୍ର ଓବିଦାୟ କାଳୀନ ସଭା ଅନୁଷ୍ଠିତ |    (30-Apr-2026)       ||      ପୋଲସରା ଆକାଶ ଜେନା ହତ୍ୟା ଘଟଣା ରେ ଆଉ ପାଞ୍ଚ ଜଣ ଗିରଫ ସହ ବାଇକ ଓଖଣ୍ଡା ଜବତ କଲା ପୋଲିସ |    (29-Apr-2026)       ||      କନ୍ଧମାଳ ଜିଲ୍ଳାରେ ସାମ୍ୱାଦିକ ସୁରକ୍ଷା ଓ ସହାୟତା ଦାବିରେ ତାତିଲେ ସାମ୍ବାଦିକମାନେ |    (29-Apr-2026)       ||      ପର୍ଯ୍ୟଟନ ସଚିବ ବଳବନ୍ତ ସିଂ ଶରଣ ଶ୍ରୀକ୍ଷେତ୍ର ମାରଦା ମନ୍ଦିର ପରିଦର୍ଶନ କଲେ |    (29-Apr-2026)       ||      ବାଲିଘାଇ ଆକାଶ ଜେନା ମୃତ୍ୟୁ ଘଟଣା ରେ ଆଉଜଣେ ଗିରଫ |   (28-Apr-2026)       ||      ମାଲତେନ୍ତୁଳିଆ ଗ୍ରାମର ରାଜଦୀପ ହତ୍ୟା ଘଟଣାରେ ଆଉଜଣେ ଗିରଫ |   (28-Apr-2026)       ||      ଓକିଲ ସଙ୍ଘ ପକ୍ଷରୁ ମଧୁବାବୁ ଙ୍କ ଜନ୍ମ ଜୟନ୍ତୀ ପାଳିତ |   (28-Apr-2026)       ||      ବିଦ୍ୟୁତ ଆଘାତ ରେ ମୃତ ପରିବାର କୁ ରେଡ଼କ୍ରସ ପାଣ୍ଠିରୁ ସହାୟତା ପ୍ରଦାନ |    (28-Apr-2026)       ||      ବ୍ରାହ୍ମଣୀ ଗାଁ ବନାଞ୍ଚଳ ରେ ହାତୀପଲ, ବନ ବିଭାଗ ପକ୍ଷରୁ ଏଥିପାଇଁ ସଚେତନତା ଜାରି |   (28-Apr-2026)       ||      ଖାଜିପଲି ଗ୍ରାମରେ ସମସ୍ତଙ୍କ ସହଯୋଗ ରେ ସ୍ୱଚ୍ଛ ସେବାକାର୍ଯ୍ୟ ଆରମ୍ଭ    (28-Apr-2026)       ||      ପୋଲସରା ର ବିଭିନ୍ନ ଶିକ୍ଷାନୁଷ୍ଠାନ ରେ ସ୍ୱାଭିମାନ ଦିବସ ପାଳିତ |   (28-Apr-2026)       ||      ବାଲିଗୁଡା ରେ ନେଟୱାର୍କ ଅସୁବିଧା ଯୋଗୁଁ, ଇଣ୍ଟେର ନେଟ ସେବା ବ୍ୟାହତ କାରଣରୁ ଲୋକେ ହନ୍ତସନ୍ତ |    (28-Apr-2026)       ||      କୋଦଳା ଗୋଷ୍ଟି ସ୍ୱାସ୍ଥ୍ୟ କେନ୍ଦ୍ର ରେ ସ୍ୱାସ୍ଥ୍ୟ ସେବା ବିପର୍ଯ୍ୟସ୍ତ |    (27-Apr-2026)       ||     

ତାରାତାରିଣୀ ମହାବିଦ୍ୟାଳୟ ର ସେବାଯୋଜନୟୁନିଟ 2 +ପକ୍ଷରୁ, ସପ୍ତାହ ବ୍ୟାପି ବୃକ୍ଷ ରୋପଣ କାର୍ଯ୍ୟ ଅନୁଷ୍ଠିତ ||

17-Sep-2025

ତାରାତାରିଣୀ ମହାବିଦ୍ୟାଳୟର ଜାତୀୟ ସେବା ଯୋଜନା ୟୁନିଟ -୨ ପକ୍ଷରୁ ସାତଦିନ ବ୍ୟାପି ସ୍ଵତନ୍ତ୍ର ବୃକ୍ଷ ରୋପଣ ଶିବିର ଉଦଘାଟନ ଉତ୍ସବ ଅନୁଷ୍ଠିତ,

       Bଓଡିଶା ଜନ ମତ ବ୍ୟୁରୋ, 

 ପୁରୁଷୋତ୍ତମପୁର:୧୭/୦୯/୨୫ ରିଖ ରେ ସ୍ଥାନୀୟ ତାରାତାରିଣୀ ମହାବିଦ୍ୟାଳୟ ରେ ଜାତୀୟ ସେବା ଯୋଜନା ୟୁନିଟ -୨( ମହିଳା) ବିଭାଗର  ପକ୍ଷରୁ ସେପ୍ଟେମ୍ୱର ୧୭ ତାରିଖ ଠାରୁ ସେପ୍ଟେମ୍ବର ୨୩ ପର୍ଯ୍ୟନ୍ତ ଏକ ସପ୍ତାହ ବ୍ୟାପି ବୃକ୍ଷ ରୋପଣ ସ୍ଵତନ୍ତ୍ର ଶିବିର ପ୍ରୋଗ୍ରାମ ଅଫିସର ତଥା ଅଧ୍ୟାପିକା ସୁଶ୍ରୀ ସ୍ୱାଗତିକା ଦାଶଙ୍କ ତତ୍ତ୍ଵାବଧାନରେ ଅନୁଷ୍ଠିତ ହୋଇଛି। ଆଜି ତଥା ପ୍ରଥମ ଦିନରେ ଉଦଘାଟନୀ ଉତ୍ସବରେ ମହାବିଦ୍ୟାଳୟର ଅଧ୍ୟକ୍ଷ ଡ଼ଃ ସୁରେନ୍ଦ୍ର ନାଥ ପଣ୍ଡା ଅଧ୍ୟକ୍ଷତା କରିବା ସହ ମୁଖ୍ୟ ଅତିଥି ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର, ମୁଖ୍ୟ ପରିଚାଳକ, ଭାରତୀୟ ଷ୍ଟେଟ୍ ବ୍ୟାଙ୍କ୍ ପୁରୁଷୋତ୍ତମପୁର ଶାଖା ରିବନ କାଟି ଏହି ସ୍ଵତନ୍ତ୍ର ଶିବିର କୁ ଉଦ୍ଘାଟନ କରିଥିଲେ।ଏଥିରେ ବରିଷ୍ଠ ଅଧ୍ୟାପିକା ତଥା ପ୍ରଶାସନିକ ଅଧିକାରୀ ଶ୍ରୀମତୀ ସଂଧ୍ୟାରାଣି ପାତ୍ର, ପ୍ରତିଷ୍ଠାନ ଅଧିକାରୀ ଡ଼ଃ ରମେଶ ଚନ୍ଦ୍ର ସେନାପତି ମଞ୍ଚାସିନ ଥିଲେ। ଏହି ଶିବିର ପ୍ରୋଗ୍ରାମ ଅଫିସର ସୁଶ୍ରୀ ସ୍ୱାଗତିକା ଦାଶ ସପ୍ତଦିନ ବ୍ୟାପି ବୃକ୍ଷ ରୋପଣ ସ୍ଵତନ୍ତ୍ର ଶିବିର ``ମା ପାଇଁ ଗଛଟିଏ"ବିଷୟ କାର୍ଯ୍ୟକ୍ରମ କୁ ବିସ୍ତୃତ ଭାବେ ବର୍ଣ୍ଣନା କରିଥିଲେ । ବୃକ୍ଷ ରୋପଣ ଉପକାରିତା ନେଇ ଉପସ୍ଥିତ ୫୦ ଜଣ ଏନ୍ଏସ୍ଏସ୍ -୨ ସ୍ଵେଚ୍ଛାସବୀ ଦର୍ଶାଇ ଥିଲେ।ଏହା ମହାବିଦ୍ୟାଳୟରେ ବିଭିନ୍ନ ସ୍ଥାନରେ ଚାରା ରୋପଣ କରାଯାଇଥିଲା।ପ୍ରାରମ୍ଭିକ ସଙ୍ଗୀତ ସୁଶ୍ରୀ ବିଜୟଲକ୍ଷ୍ମୀ ଗାନ କରିଥିବା ବେଳେ ଜାତୀୟ ସେବା ଯୋଜନା ୟୁନିଟ୍ -୧ ପ୍ରୋଗ୍ରାମ ଅଫିସର ଶ୍ରୀ ସମୀର କୁମାର ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ।

News Comment

You Might Also Like

BACK TO TOP