Breaking News

ଲକ୍ଷ୍ମୀ ନାରାୟଣ ସ୍ନାତକ ମହାବିଦ୍ୟାଳୟ ରେ ଅବସର କାଳୀନ ସଭା ଅନୁଷ୍ଠିତ |    (30-Apr-2026)       ||      ପୋଲସରା ପିଏମ ଶ୍ରୀ ଉଚ୍ଚ ବିଦ୍ୟାଳୟ ରେ ଅବସର କାଳୀନ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ |   (30-Apr-2026)       ||      ଖଲ୍ଲିକୋଟ ର ବିଭିନ୍ନ ସ୍ଥାନରେ 4ଗୋଟି ପ୍କକଳ୍ପ ର ଭିତ୍ତିପ୍ରସ୍ତର ସ୍ଥାପନ କଲେ ଯୋଜନା ବୋର୍ଡ ଅଧକ୍ଷ ପୂର୍ଣ୍ଣିଚନ୍ଦ୍ର ସେଠୀ ||   (30-Apr-2026)       ||      ଖଲ୍ଲିକୋଟ ଡି ଆଇ ଇ ଟି ରେ ନିମନ୍ତେ ଉତ୍କର୍ଷ କେନ୍ଦ୍ର ନିମନ୍ତେ ଭିତ୍ତିପ୍ରସ୍ତର ସ୍ଥାପନ କଲେ ବିଧାୟକ ଓ ଜିଲ୍ଲପାଳ |    (30-Apr-2026)       ||      ଖଲ୍ଲିକୋଟ କୋର୍ଟ ପରିଷର ରେ ଆଇନ ଜୀବି ଙ୍କୁ ଆକ୍ରମଣ |    (30-Apr-2026)       ||      କୋଦଳା ସ୍ନାତକ ମହା ବିଦ୍ୟାଳୟ ରେ ଶିକ୍ଷା ବିଭାଗୀୟ ପାଠଚକ୍ର ଓବିଦାୟ କାଳୀନ ସଭା ଅନୁଷ୍ଠିତ |    (30-Apr-2026)       ||      ପୋଲସରା ଆକାଶ ଜେନା ହତ୍ୟା ଘଟଣା ରେ ଆଉ ପାଞ୍ଚ ଜଣ ଗିରଫ ସହ ବାଇକ ଓଖଣ୍ଡା ଜବତ କଲା ପୋଲିସ |    (29-Apr-2026)       ||      କନ୍ଧମାଳ ଜିଲ୍ଳାରେ ସାମ୍ୱାଦିକ ସୁରକ୍ଷା ଓ ସହାୟତା ଦାବିରେ ତାତିଲେ ସାମ୍ବାଦିକମାନେ |    (29-Apr-2026)       ||      ପର୍ଯ୍ୟଟନ ସଚିବ ବଳବନ୍ତ ସିଂ ଶରଣ ଶ୍ରୀକ୍ଷେତ୍ର ମାରଦା ମନ୍ଦିର ପରିଦର୍ଶନ କଲେ |    (29-Apr-2026)       ||      ବାଲିଘାଇ ଆକାଶ ଜେନା ମୃତ୍ୟୁ ଘଟଣା ରେ ଆଉଜଣେ ଗିରଫ |   (28-Apr-2026)       ||      ମାଲତେନ୍ତୁଳିଆ ଗ୍ରାମର ରାଜଦୀପ ହତ୍ୟା ଘଟଣାରେ ଆଉଜଣେ ଗିରଫ |   (28-Apr-2026)       ||      ଓକିଲ ସଙ୍ଘ ପକ୍ଷରୁ ମଧୁବାବୁ ଙ୍କ ଜନ୍ମ ଜୟନ୍ତୀ ପାଳିତ |   (28-Apr-2026)       ||      ବିଦ୍ୟୁତ ଆଘାତ ରେ ମୃତ ପରିବାର କୁ ରେଡ଼କ୍ରସ ପାଣ୍ଠିରୁ ସହାୟତା ପ୍ରଦାନ |    (28-Apr-2026)       ||      ବ୍ରାହ୍ମଣୀ ଗାଁ ବନାଞ୍ଚଳ ରେ ହାତୀପଲ, ବନ ବିଭାଗ ପକ୍ଷରୁ ଏଥିପାଇଁ ସଚେତନତା ଜାରି |   (28-Apr-2026)       ||      ଖାଜିପଲି ଗ୍ରାମରେ ସମସ୍ତଙ୍କ ସହଯୋଗ ରେ ସ୍ୱଚ୍ଛ ସେବାକାର୍ଯ୍ୟ ଆରମ୍ଭ    (28-Apr-2026)       ||      ପୋଲସରା ର ବିଭିନ୍ନ ଶିକ୍ଷାନୁଷ୍ଠାନ ରେ ସ୍ୱାଭିମାନ ଦିବସ ପାଳିତ |   (28-Apr-2026)       ||      ବାଲିଗୁଡା ରେ ନେଟୱାର୍କ ଅସୁବିଧା ଯୋଗୁଁ, ଇଣ୍ଟେର ନେଟ ସେବା ବ୍ୟାହତ କାରଣରୁ ଲୋକେ ହନ୍ତସନ୍ତ |    (28-Apr-2026)       ||      କୋଦଳା ଗୋଷ୍ଟି ସ୍ୱାସ୍ଥ୍ୟ କେନ୍ଦ୍ର ରେ ସ୍ୱାସ୍ଥ୍ୟ ସେବା ବିପର୍ଯ୍ୟସ୍ତ |    (27-Apr-2026)       ||      ପୋଲସରା ବାଲିଘାଇ ରେ ବଡ଼ ଭାଇର ବାହାଘର ପ୍ରୋସେସନ ରେ ସାନଭାଇକି କିଛି ବଚଷା କୁନେଇ ସଙ୍ଘବଦ୍ଧ ଆକ୍ରମଣ ରେ ମୃତ୍ୟୁ ପରେ ରାସ୍ତା ରୋକ |    (26-Apr-2026)       ||      କାରକୁ ବଞ୍ଚେଇବାକୁ ଯାଇ ବସ ଦୁର୍ଘଟଣା, ଅଳ୍ପକେ ବର୍ତ୍ତିଲେ 40ରୁ ଉର୍ଦ୍ଧ ଯାତ୍ରୀ |   (26-Apr-2026)       ||     

ପୋଲସରା ଢୁଙ୍କା ପଡା ଶିବମନ୍ଦିର ରେ ରାମକୃଷ୍ଣ ପଟ୍ଟନାୟକ ଚାରିଟେବୁଲ ଟ୍ରଷ୍ଟ ତରଫରୁ ସାମୁହିକ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ |

19-Sep-2025

"ରାମକୃଷ୍ଣ ପଟ୍ଟନାୟକ ଚାରିଟେବୁଲ ଟ୍ରଷ୍ଟ" ପକ୍ଷରୁ ସାମୁହିକ ବୃକ୍ଷରୋପଣ ଶୁଭାରମ୍ଭ।

ଓଡ଼ିଶା ଜନମତ,ପୋଲସରା,ସନ୍ତୋଷ କୁମାର ପଣ୍ଡା
  ତା.୧୯/୦୯/୨୦୨୫:

 ସେବା ପକ୍ଷ ଅବସରରେ ପୂର୍ବତନ ଅର୍ଥମନ୍ତ୍ରୀ ସ୍ବର୍ଗତ ରାମକୃଷ୍ଣ ପଟ୍ଟନାୟଙ୍କ ନାମରେ ନାମିତ "ରାମକୃଷ୍ଣ ପଟ୍ଟନାୟକ ଚାରିଟେବୁଲ ଟ୍ରଷ୍ଟ" ପକ୍ଷରୁ ଢ଼ୁଙ୍କାପଡା ଶିବମନ୍ଦିର ପରିସରରେ ସାମୁହିକ ବୃକ୍ଷ ରୋପଣ କରାଯାଇଛି |ଟ୍ରଷ୍ଟର ଉପଦେଷ୍ଟା ତଥା ପୂର୍ଵତନ ଆସିକା ସାଂସଦ ଶ୍ରୀମତୀ କୁମୁଦିନୀ ପଟ୍ଟନାୟକ ଏହି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ |ଏହି ଟ୍ରଷ୍ଟର ଟ୍ରଷ୍ଟି ଶ୍ରୀମତୀ ତଦାଶା ତପସ୍ୱିନୀ,ସମ୍ପାଦକ ଶ୍ରୀ ଉତ୍ତମ କୁମାର ଦାସଙ୍କ ସମେତ ସମସ୍ତ ସଦସ୍ୟ ଏବଂ ଗ୍ରାମବାସୀ ଉପସ୍ଥିତ ଥିଲେ |ଟ୍ରଷ୍ଟି ଶ୍ରୀମତୀ ତଦଶା ତପସ୍ୱିନୀ ଆଗାମୀ ଦିନରେ ଟ୍ରଷ୍ଟ ତରଫରୁ ପୋଲସରା ଏବଂ ବୁଗୁଡ଼ା ଅଞ୍ଚଳର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ବୃକ୍ଷ ରୋପଣ କରିବାକୁ ଟ୍ରଷ୍ଟ ତରଫରୁ ନିଷ୍ପତ୍ତି ନିଆଯାଇଥିବା ପ୍ରକାଶ କରିଥିଲେ ।

News Comment

You Might Also Like

BACK TO TOP