Breaking News

ଖଲ୍ଲିକୋଟ ର ବିଭିନ୍ନ ସ୍ଥାନରେ 4ଗୋଟି ପ୍କକଳ୍ପ ର ଭିତ୍ତିପ୍ରସ୍ତର ସ୍ଥାପନ କଲେ ଯୋଜନା ବୋର୍ଡ ଅଧକ୍ଷ ପୂର୍ଣ୍ଣିଚନ୍ଦ୍ର ସେଠୀ ||   (30-Apr-2026)       ||      ଖଲ୍ଲିକୋଟ ଡି ଆଇ ଇ ଟି ରେ ନିମନ୍ତେ ଉତ୍କର୍ଷ କେନ୍ଦ୍ର ନିମନ୍ତେ ଭିତ୍ତିପ୍ରସ୍ତର ସ୍ଥାପନ କଲେ ବିଧାୟକ ଓ ଜିଲ୍ଲପାଳ |    (30-Apr-2026)       ||      ଖଲ୍ଲିକୋଟ କୋର୍ଟ ପରିଷର ରେ ଆଇନ ଜୀବି ଙ୍କୁ ଆକ୍ରମଣ |    (30-Apr-2026)       ||      କୋଦଳା ସ୍ନାତକ ମହା ବିଦ୍ୟାଳୟ ରେ ଶିକ୍ଷା ବିଭାଗୀୟ ପାଠଚକ୍ର ଓବିଦାୟ କାଳୀନ ସଭା ଅନୁଷ୍ଠିତ |    (30-Apr-2026)       ||      ପୋଲସରା ଆକାଶ ଜେନା ହତ୍ୟା ଘଟଣା ରେ ଆଉ ପାଞ୍ଚ ଜଣ ଗିରଫ ସହ ବାଇକ ଓଖଣ୍ଡା ଜବତ କଲା ପୋଲିସ |    (29-Apr-2026)       ||      କନ୍ଧମାଳ ଜିଲ୍ଳାରେ ସାମ୍ୱାଦିକ ସୁରକ୍ଷା ଓ ସହାୟତା ଦାବିରେ ତାତିଲେ ସାମ୍ବାଦିକମାନେ |    (29-Apr-2026)       ||      ପର୍ଯ୍ୟଟନ ସଚିବ ବଳବନ୍ତ ସିଂ ଶରଣ ଶ୍ରୀକ୍ଷେତ୍ର ମାରଦା ମନ୍ଦିର ପରିଦର୍ଶନ କଲେ |    (29-Apr-2026)       ||      ବାଲିଘାଇ ଆକାଶ ଜେନା ମୃତ୍ୟୁ ଘଟଣା ରେ ଆଉଜଣେ ଗିରଫ |   (28-Apr-2026)       ||      ମାଲତେନ୍ତୁଳିଆ ଗ୍ରାମର ରାଜଦୀପ ହତ୍ୟା ଘଟଣାରେ ଆଉଜଣେ ଗିରଫ |   (28-Apr-2026)       ||      ଓକିଲ ସଙ୍ଘ ପକ୍ଷରୁ ମଧୁବାବୁ ଙ୍କ ଜନ୍ମ ଜୟନ୍ତୀ ପାଳିତ |   (28-Apr-2026)       ||      ବିଦ୍ୟୁତ ଆଘାତ ରେ ମୃତ ପରିବାର କୁ ରେଡ଼କ୍ରସ ପାଣ୍ଠିରୁ ସହାୟତା ପ୍ରଦାନ |    (28-Apr-2026)       ||      ବ୍ରାହ୍ମଣୀ ଗାଁ ବନାଞ୍ଚଳ ରେ ହାତୀପଲ, ବନ ବିଭାଗ ପକ୍ଷରୁ ଏଥିପାଇଁ ସଚେତନତା ଜାରି |   (28-Apr-2026)       ||      ଖାଜିପଲି ଗ୍ରାମରେ ସମସ୍ତଙ୍କ ସହଯୋଗ ରେ ସ୍ୱଚ୍ଛ ସେବାକାର୍ଯ୍ୟ ଆରମ୍ଭ    (28-Apr-2026)       ||      ପୋଲସରା ର ବିଭିନ୍ନ ଶିକ୍ଷାନୁଷ୍ଠାନ ରେ ସ୍ୱାଭିମାନ ଦିବସ ପାଳିତ |   (28-Apr-2026)       ||      ବାଲିଗୁଡା ରେ ନେଟୱାର୍କ ଅସୁବିଧା ଯୋଗୁଁ, ଇଣ୍ଟେର ନେଟ ସେବା ବ୍ୟାହତ କାରଣରୁ ଲୋକେ ହନ୍ତସନ୍ତ |    (28-Apr-2026)       ||      କୋଦଳା ଗୋଷ୍ଟି ସ୍ୱାସ୍ଥ୍ୟ କେନ୍ଦ୍ର ରେ ସ୍ୱାସ୍ଥ୍ୟ ସେବା ବିପର୍ଯ୍ୟସ୍ତ |    (27-Apr-2026)       ||      ପୋଲସରା ବାଲିଘାଇ ରେ ବଡ଼ ଭାଇର ବାହାଘର ପ୍ରୋସେସନ ରେ ସାନଭାଇକି କିଛି ବଚଷା କୁନେଇ ସଙ୍ଘବଦ୍ଧ ଆକ୍ରମଣ ରେ ମୃତ୍ୟୁ ପରେ ରାସ୍ତା ରୋକ |    (26-Apr-2026)       ||      କାରକୁ ବଞ୍ଚେଇବାକୁ ଯାଇ ବସ ଦୁର୍ଘଟଣା, ଅଳ୍ପକେ ବର୍ତ୍ତିଲେ 40ରୁ ଉର୍ଦ୍ଧ ଯାତ୍ରୀ |   (26-Apr-2026)       ||      ପର୍ଯ୍ୟଟନ ସଚିବ ଙ୍କ ଜଉଗଡ଼ ଓ ତାରା ତାରିଣୀ ମନ୍ଦିର ଦର୍ଶନ |    (25-Apr-2026)       ||      ରୁଣ ଭାର ଯୋଗୁଁ ବେକରେ ରଶି ଲଗାଇ ବୃଦ୍ଧ ଦମ୍ପତି ଙ୍କ ଆତ୍ମ ହତ୍ୟା |   (25-Apr-2026)       ||     

ପୋଲସରା ବ୍ଳକ ଚଣ୍ଡୀରାମଚନ୍ଦ୍ର ପୁର ରେ ବିଜେପି ର ମିଶ୍ରଣ ପର୍ବ, ସମିଲେ ହେଲେ 20 ରୁ ଉର୍ଦ୍ଧ ପରିବାର,

21-Sep-2025

ଚଣ୍ଡୀ ରାମଚନ୍ଦ୍ର ପୁରରେ ବିଜେପିର ମିଶ୍ରଣ ପର୍ବ, ବିଜେପିରେ ସାମିଲ ହେଲେ ୨୦ରେ ଉର୍ଦ୍ଧ୍ୱ ପରିବାର।
__________________________________
ଓଡ଼ିଶା ଜନମତ, ପୋଲସରା,ସନ୍ତୋଷ କୁମାର ପଣ୍ଡା
ପୋଲସରା  ୨୧.୯. ୨୫ ପୋଲସରା ବ୍ଲକ ବଡ ପଂକଳବାଡ଼ି ପଞ୍ଚାୟତ ଅଧୀନ ଚଣ୍ଡୀ ରାମଚନ୍ଦ୍ର ପୁର ଗ୍ରାମରେ ରବିବାର ବିଜେପିର ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି | ଏହି ମିଶ୍ରଣ ପର୍ବରେ ମତ୍ସ୍ୟ ଓ ପଶୁ ସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଡବଲ ଇଂଜିନ ସରକାରର ସଫଳତା ଉପରେ ଆଲୋକପାତ କରିଥିଲେ |ଉକ୍ତ  ଗ୍ରାମର ଅଭିମନ୍ୟୁ ପ୍ରଧାନ ଓ ନିରଞ୍ଜନ ପ୍ରଧାନଙ୍କ ନେତୃତ୍ୱରେ  ୨୦ ରୁ ଉର୍ଧ୍ଵ ପରିବାର  ବିଜେଡି ପରିତ୍ୟାଗ କରି ବିଜେପିରେ ସାମିଲ ହୋଇଥିଲେ | ଜନପ୍ରିୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ମୁଖ୍ୟମନ୍ତ୍ରୀ ମୋହନ ମାଝିଙ୍କ  ନୀତି ଆଦର୍ଶ ସାଙ୍ଗକୁ ଜନହିତକର କାର୍ଯ୍ୟଧାରାରେ ଅନୁପ୍ରାଣିତ ହୋଇ ବିଜେପିରେ ସାମିଲ ହେଲୁ  ବୋଲି ବିଜେଡି ଛାଡି ବିଜେପିରେ ମିଶିଥିବା ଅଭିମନ୍ୟୁ ପ୍ରଧାନ, ନିରଞ୍ଜନ ପ୍ରଧାନ, ସନ୍ୟାସୀ ଗୌଡ଼, ଦୁର୍ଗା ମାଧବ ଗୌଡ଼, ସାଧୁଚରଣ ପ୍ରଧାନ,, ବଶିଷ୍ଠ ମାଝୀ  ସମେତ ସମସ୍ତ କର୍ମୀ  ପ୍ରକାଶ କରିଛନ୍ତି |  ଏହି ଅବସରରେ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ବିଜେପିରେ ସାମିଲ ହୋଇଥିବା କର୍ମୀ ମାନଙ୍କୁ ଦଳୀୟ ଉତ୍ତରୀୟ ଓ ଟୋପି ପିନ୍ଧାଇ ସ୍ୱାଗତ କରିବାସହ  ବିଜେପି ଆହୁରି ଅଧିକରୁ ଅଧିକ ଶକ୍ତିଶାଳୀ ହେବା ସହିତ ଡବଲ ଇଂଜିନ ସରକାରଙ୍କ କାମ ଅଭିବୃଦ୍ଧି ଘଟାଇ ଆଗକୁ ବଢିବ ବୋଲି  କହିଥିଲେ | ଦଳର  ଏହି ମିଶ୍ରଣ କାର୍ଯ୍ୟକ୍ରମରେ ଘୁମୁସର ସାଙ୍ଗଠନିକ ଜିଲ୍ଲା ବିଜେପି ଉପସଭାପତି ପ୍ରଭାକର ପଣ୍ଡା, ବିଜେପି ମହିଳା ନେତ୍ରୀ ଜୟନ୍ତୀ ପଢିହାରୀ, ମୋତିରାମ ସାହୁ, ଜଗନ୍ନାଥ ବାଢ଼େଇ , ବୁଲୁ ପାତ୍ର, ମଥୁରା ମଣ୍ଡଳ  ସଭାପତି କୃଷ୍ଣ ଚନ୍ଦ୍ର ଜେନାଙ୍କ  ସମେତ ଦଳର  ବହୁ କର୍ମକର୍ତା ଉପସ୍ଥିତ ଥିଲେ।

News Comment

You Might Also Like

BACK TO TOP