Breaking News

କୋଦଳା ଗୋଷ୍ଟି ସ୍ୱାସ୍ଥ୍ୟ କେନ୍ଦ୍ର ରେ ସ୍ୱାସ୍ଥ୍ୟ ସେବା ବିପର୍ଯ୍ୟସ୍ତ |    (27-Apr-2026)       ||      ପୋଲସରା ବାଲିଘାଇ ରେ ବଡ଼ ଭାଇର ବାହାଘର ପ୍ରୋସେସନ ରେ ସାନଭାଇକି କିଛି ବଚଷା କୁନେଇ ସଙ୍ଘବଦ୍ଧ ଆକ୍ରମଣ ରେ ମୃତ୍ୟୁ ପରେ ରାସ୍ତା ରୋକ |    (26-Apr-2026)       ||      କାରକୁ ବଞ୍ଚେଇବାକୁ ଯାଇ ବସ ଦୁର୍ଘଟଣା, ଅଳ୍ପକେ ବର୍ତ୍ତିଲେ 40ରୁ ଉର୍ଦ୍ଧ ଯାତ୍ରୀ |   (26-Apr-2026)       ||      ପର୍ଯ୍ୟଟନ ସଚିବ ଙ୍କ ଜଉଗଡ଼ ଓ ତାରା ତାରିଣୀ ମନ୍ଦିର ଦର୍ଶନ |    (25-Apr-2026)       ||      ରୁଣ ଭାର ଯୋଗୁଁ ବେକରେ ରଶି ଲଗାଇ ବୃଦ୍ଧ ଦମ୍ପତି ଙ୍କ ଆତ୍ମ ହତ୍ୟା |   (25-Apr-2026)       ||      ନୂତନ ଗୁରୁଣ୍ଠି ରେ ମଙ୍ଗଳା ମାଆଙ୍କ ନୂତନ ମଦିର ଓ ବିଗ୍ରହ ପ୍ରତିଷ୍ଠା ଓ ପୂର୍ଣ୍ଣାହୁତି ଶେଷ |    (25-Apr-2026)       ||      ପ୍ରଥମ ଥର କରି ବାଲିଗୁଡା ବନ ଖଣ୍ଡ ରୁ ରଥ ତିଆରି ପାଈଁ ପୁରୀ କାଠ ଗଲା |    (25-Apr-2026)       ||      ବିଜ୍ଞାନ ମହା ବିଦ୍ୟାଳୟ ରେ ପାଳିତ ହେଲା ବିଶ୍ୱ ମେଲେରିଆ ଦିବସ |    (25-Apr-2026)       ||      ପୋଲସରା ବିଜ୍ଞାନ ମହାବିଦ୍ୟାଳୟ ରେ ଛାତ୍ରୀ ଆତ୍ମ ସୁରକ୍ଷା ତାଲିମ ଶିବିର ଉଦଯାପିତ |    (25-Apr-2026)       ||      ପୋଲସରା ରେ ଜାତୀୟ ପଞ୍ଚାୟତ ରାଜ ଦିବସ ପାଳିତ |    (24-Apr-2026)       ||      ପୁରୁଷୋତ୍ତମପୁର ବ୍ଲକରେ ପାଳନ ହେଲା ଜାତୀୟ ପଞ୍ଚାୟତ ରାଜ ଦିବସ    (24-Apr-2026)       ||      ପୁଞ୍ଜି କଁୟା ଛକଠା ରେ ଟଙ୍କା ଵ୍ୟଗ ଲୁଟିନେଲେ ଲୁଟେରା ||   (24-Apr-2026)       ||      ବୁଗୁଡ଼ା ଆଞ୍ଚଳିକ ବରିଷ୍ଟ ନାଗରିକ ମଞ୍ଚ ପକ୍ଷରୁ ପଣା ବଣ୍ଟନ |    (23-Apr-2026)       ||      ପ୍ଲଟ ବ୍ୟବସାୟୀଙ୍କୁ ଅପହରଣ ପରେ ହତ୍ୟା ରେ ସାମିଲ ଅଭିଯୁକ୍ତ କୁ ଗିରଫକଲା ପୋଲିସ |   (23-Apr-2026)       ||      ଟିକାବାଲି ଥାନା ରେ ପୂର୍ବରୁ ତିନୋଟି ଚୋରି ଘଟଣା ରେ ଫେରାର ହୋଇଥିବା ଅଭିଯୁକ୍ତ ଗିରଫ |    (23-Apr-2026)       ||      ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଗୋଷ୍ଟି ସଂଘର୍ଷ, ଦୁଇ ପକ୍ଷରୁ ଚାରି ଜଣ ଗିରଫ |    (23-Apr-2026)       ||      ରୁକ୍ମୁଣୀ ନଗର ବାସିନ୍ଦା ବୁଦ୍ଧିମନ୍ତ ପାଢ଼ୀଙ୍କର ଦେହାନ୍ତ |   (22-Apr-2026)       ||      ଶ୍ରଦ୍ଧା ଫାଉଣ୍ଡେସନ ର ବାର୍ଷିକ ଉତ୍ସବ ଅନୁଷ୍ଠିତ |    (21-Apr-2026)       ||      ଏଡସ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ||   (21-Apr-2026)       ||      19 ଥର ରକ୍ତ ଦେଈ ଉଦାହରଣ ସାଜିଲେ ଦିବ୍ୟଙ୍ଗ ଶିକ୍ଷକ ରବୀନ୍ଦ୍ର ସେଠୀ |   (21-Apr-2026)       ||     

ମହିଳାଙ୍କୁ ହତ୍ୟା କରି ପିନ୍ଧିଥିବା ସୁନା ଅଳଙ୍କାର ଲୁଟି ନେଲେ ଦୁର୍ବୁତ୍ତ |

22-Sep-2025

ସୁନା ଅଳଙ୍କାର ଲୁଟିନେଇ ମହିଳାଙ୍କୁ ହତ୍ୟା କଲେ ଦୁର୍ବୁତ୍ତ,

      ଓଡିଶା ଜନମତ ବ୍ୟୁରୋ,

ପୋଲସରା ଥାନା ଅନ୍ତର୍ଗତ ଚିରିକିପଡା ଶାସନ ଗ୍ରାମର ଜଣେ ମହିଳାଙ୍କୁ ଏକ ଧାରୁଆ ଛୁରିରେ ଆକ୍ରମଣ କରି ସେ ପିନ୍ଧିଥିବା  କାନର ଓ ନାକର ଲୁଟିନେଲେ ଦୁର୍ବୁତ୍ତ ।ଦୁର୍ବୁତ୍ତଙ୍କ ଆକ୍ରମଣରେ ମହିଳାଙ୍କ ମୃତ୍ୟୁ ହୋଇଛି । ମୃତ ମହିଳା ଜଣଙ୍କ ଉକ୍ତ ଗ୍ରାମର ବିଳମ୍ବର ସେଠୀଙ୍କ ସ୍ତ୍ରୀ ଶୈଳ ସେଠୀ (୫୫ ) ବୋଲି ଜଣାପଡିଛି ।
ସେ ଆଜି ସକାଳୁ ଘର କାମ ସାରି ବାଘୁଆ କେନାଳକୁ ଗାଧେଇବାକୁ ଯାଇ ଫେରୁଥିବା ଦୁର୍ବୁତ୍ତମାନେ ତାଙ୍କୁ ହତ୍ୟା କରି ସୁନା ଅଳଙ୍କାର ଲୁଟି ନେଇଥିବା ଅଭିଯୋଗ ରହିଛି । ଖବର ପାଇ ପୁଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ କରୁଥିବା ଜଣାପଡିଛି ।

News Comment

You Might Also Like

BACK TO TOP