Breaking News

କୋଦଳା ଗୋଷ୍ଟି ସ୍ୱାସ୍ଥ୍ୟ କେନ୍ଦ୍ର ରେ ସ୍ୱାସ୍ଥ୍ୟ ସେବା ବିପର୍ଯ୍ୟସ୍ତ |    (27-Apr-2026)       ||      ପୋଲସରା ବାଲିଘାଇ ରେ ବଡ଼ ଭାଇର ବାହାଘର ପ୍ରୋସେସନ ରେ ସାନଭାଇକି କିଛି ବଚଷା କୁନେଇ ସଙ୍ଘବଦ୍ଧ ଆକ୍ରମଣ ରେ ମୃତ୍ୟୁ ପରେ ରାସ୍ତା ରୋକ |    (26-Apr-2026)       ||      କାରକୁ ବଞ୍ଚେଇବାକୁ ଯାଇ ବସ ଦୁର୍ଘଟଣା, ଅଳ୍ପକେ ବର୍ତ୍ତିଲେ 40ରୁ ଉର୍ଦ୍ଧ ଯାତ୍ରୀ |   (26-Apr-2026)       ||      ପର୍ଯ୍ୟଟନ ସଚିବ ଙ୍କ ଜଉଗଡ଼ ଓ ତାରା ତାରିଣୀ ମନ୍ଦିର ଦର୍ଶନ |    (25-Apr-2026)       ||      ରୁଣ ଭାର ଯୋଗୁଁ ବେକରେ ରଶି ଲଗାଇ ବୃଦ୍ଧ ଦମ୍ପତି ଙ୍କ ଆତ୍ମ ହତ୍ୟା |   (25-Apr-2026)       ||      ନୂତନ ଗୁରୁଣ୍ଠି ରେ ମଙ୍ଗଳା ମାଆଙ୍କ ନୂତନ ମଦିର ଓ ବିଗ୍ରହ ପ୍ରତିଷ୍ଠା ଓ ପୂର୍ଣ୍ଣାହୁତି ଶେଷ |    (25-Apr-2026)       ||      ପ୍ରଥମ ଥର କରି ବାଲିଗୁଡା ବନ ଖଣ୍ଡ ରୁ ରଥ ତିଆରି ପାଈଁ ପୁରୀ କାଠ ଗଲା |    (25-Apr-2026)       ||      ବିଜ୍ଞାନ ମହା ବିଦ୍ୟାଳୟ ରେ ପାଳିତ ହେଲା ବିଶ୍ୱ ମେଲେରିଆ ଦିବସ |    (25-Apr-2026)       ||      ପୋଲସରା ବିଜ୍ଞାନ ମହାବିଦ୍ୟାଳୟ ରେ ଛାତ୍ରୀ ଆତ୍ମ ସୁରକ୍ଷା ତାଲିମ ଶିବିର ଉଦଯାପିତ |    (25-Apr-2026)       ||      ପୋଲସରା ରେ ଜାତୀୟ ପଞ୍ଚାୟତ ରାଜ ଦିବସ ପାଳିତ |    (24-Apr-2026)       ||      ପୁରୁଷୋତ୍ତମପୁର ବ୍ଲକରେ ପାଳନ ହେଲା ଜାତୀୟ ପଞ୍ଚାୟତ ରାଜ ଦିବସ    (24-Apr-2026)       ||      ପୁଞ୍ଜି କଁୟା ଛକଠା ରେ ଟଙ୍କା ଵ୍ୟଗ ଲୁଟିନେଲେ ଲୁଟେରା ||   (24-Apr-2026)       ||      ବୁଗୁଡ଼ା ଆଞ୍ଚଳିକ ବରିଷ୍ଟ ନାଗରିକ ମଞ୍ଚ ପକ୍ଷରୁ ପଣା ବଣ୍ଟନ |    (23-Apr-2026)       ||      ପ୍ଲଟ ବ୍ୟବସାୟୀଙ୍କୁ ଅପହରଣ ପରେ ହତ୍ୟା ରେ ସାମିଲ ଅଭିଯୁକ୍ତ କୁ ଗିରଫକଲା ପୋଲିସ |   (23-Apr-2026)       ||      ଟିକାବାଲି ଥାନା ରେ ପୂର୍ବରୁ ତିନୋଟି ଚୋରି ଘଟଣା ରେ ଫେରାର ହୋଇଥିବା ଅଭିଯୁକ୍ତ ଗିରଫ |    (23-Apr-2026)       ||      ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଗୋଷ୍ଟି ସଂଘର୍ଷ, ଦୁଇ ପକ୍ଷରୁ ଚାରି ଜଣ ଗିରଫ |    (23-Apr-2026)       ||      ରୁକ୍ମୁଣୀ ନଗର ବାସିନ୍ଦା ବୁଦ୍ଧିମନ୍ତ ପାଢ଼ୀଙ୍କର ଦେହାନ୍ତ |   (22-Apr-2026)       ||      ଶ୍ରଦ୍ଧା ଫାଉଣ୍ଡେସନ ର ବାର୍ଷିକ ଉତ୍ସବ ଅନୁଷ୍ଠିତ |    (21-Apr-2026)       ||      ଏଡସ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ||   (21-Apr-2026)       ||      19 ଥର ରକ୍ତ ଦେଈ ଉଦାହରଣ ସାଜିଲେ ଦିବ୍ୟଙ୍ଗ ଶିକ୍ଷକ ରବୀନ୍ଦ୍ର ସେଠୀ |   (21-Apr-2026)       ||     

ତାରା ତାରିଣୀ ମହାବିଦ୍ୟାଳୟ ତରଫରୁ ଏନ ଏସ ଏସ ପ୍ରତିଷ୍ଠା ଦିବସ ପାଳିତ |

25-Sep-2025

ତାରାତାରିଣୀ ମହାବିଦ୍ୟାଳୟର ଜାତୀୟ ସେବା ଯୋଜନା ଯୁଗ୍ମ ୟୁନିଟ୍ ପକ୍ଷରୁ ଏନ୍.ଏସ୍.ଏସ୍. ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି ।

ତାରା ତାରିଣୀ ଜାତୀୟ ସେବା ଯୋଜନାଯୁଗ୍ମ ୟୁନିଟ ପକ୍ଷରୁ  ଏନ ଏସ ଏସପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି |ମହାବିଦ୍ୟାଳୟ ରେ ପ୍ରଥମେ ସ୍ବେଚ୍ଛାସେବୀମାନେ କାର୍ଯ୍ୟକ୍ରମ ଅଧିକାରୀ ସୁଶ୍ରୀ ମୀନାକ୍ଷୀ ଦାସଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ବିଜୁ ପଟ୍ଟନାୟକ ଖେଳ ଭବନ ପରିସରରେ ଚାରା ରୋପଣ କରିଥିଲେ ।ଅଧ୍ୟକ୍ଷ ଡ଼ଃ ସୁରେନ୍ଦ୍ର ନାଥ ପଣ୍ଡାଙ୍କ ଙ୍କ ନିର୍ଦ୍ଦେଶ କ୍ରମେ ପ୍ରଶାସନିକ ଅଧିକାରୀ ଶ୍ରୀମତୀ ସନ୍ଧ୍ୟା ରାଣୀ ପାତ୍ର ସଭାରେ ଅ‌ଧ୍ୟକ୍ଷତା କରିଥିଲେ । ଶ୍ରୀଯୁକ୍ତ ସମୀର କୁମାର ମିଶ୍ର ସାଧନ ବ୍ୟକ୍ତି ଭାବେ ଯୋଗ ଦେଇ ଜାତୀୟ ସେବା ଯୋଜନାର ଲକ୍ଷ୍ୟ ଓ ଆଭିମୁଖ୍ୟ ସମ୍ପର୍କରେ କହିଥିଲେ ।   ଯୁକ୍ତ ଦୁଇ ଦ୍ବିତୀୟ ବର୍ଷ ସ୍ବେଚ୍ଛାସେବୀ ରଶ୍ମିତା କୁମାରୀ ବେହେରା ପ୍ରାରମ୍ଭିକ ସଙ୍ଗୀତ ଗାନ କରିଥିଲେ ।ଯୁକ୍ତ ଦୁଇ ପ୍ରଥମ ବର୍ଷର ସ୍ବେଚ୍ଛାସେବୀ ଶିବ ଶଙ୍କର ବରଡ ସଭାକାର୍ଯ୍ୟକୁ ସଂଯୋଜନା କରିଥିବା ବେଳେ ସୁଶ୍ରୀ ସୁଦୀପ୍ତା ପାତ୍ର ଧନ୍ୟବାଦ ଅର୍ପଣ କରିଥିଲେ ।

News Comment

You Might Also Like

BACK TO TOP