Breaking News

କୋଦଳା ଗୋଷ୍ଟି ସ୍ୱାସ୍ଥ୍ୟ କେନ୍ଦ୍ର ରେ ସ୍ୱାସ୍ଥ୍ୟ ସେବା ବିପର୍ଯ୍ୟସ୍ତ |    (27-Apr-2026)       ||      ପୋଲସରା ବାଲିଘାଇ ରେ ବଡ଼ ଭାଇର ବାହାଘର ପ୍ରୋସେସନ ରେ ସାନଭାଇକି କିଛି ବଚଷା କୁନେଇ ସଙ୍ଘବଦ୍ଧ ଆକ୍ରମଣ ରେ ମୃତ୍ୟୁ ପରେ ରାସ୍ତା ରୋକ |    (26-Apr-2026)       ||      କାରକୁ ବଞ୍ଚେଇବାକୁ ଯାଇ ବସ ଦୁର୍ଘଟଣା, ଅଳ୍ପକେ ବର୍ତ୍ତିଲେ 40ରୁ ଉର୍ଦ୍ଧ ଯାତ୍ରୀ |   (26-Apr-2026)       ||      ପର୍ଯ୍ୟଟନ ସଚିବ ଙ୍କ ଜଉଗଡ଼ ଓ ତାରା ତାରିଣୀ ମନ୍ଦିର ଦର୍ଶନ |    (25-Apr-2026)       ||      ରୁଣ ଭାର ଯୋଗୁଁ ବେକରେ ରଶି ଲଗାଇ ବୃଦ୍ଧ ଦମ୍ପତି ଙ୍କ ଆତ୍ମ ହତ୍ୟା |   (25-Apr-2026)       ||      ନୂତନ ଗୁରୁଣ୍ଠି ରେ ମଙ୍ଗଳା ମାଆଙ୍କ ନୂତନ ମଦିର ଓ ବିଗ୍ରହ ପ୍ରତିଷ୍ଠା ଓ ପୂର୍ଣ୍ଣାହୁତି ଶେଷ |    (25-Apr-2026)       ||      ପ୍ରଥମ ଥର କରି ବାଲିଗୁଡା ବନ ଖଣ୍ଡ ରୁ ରଥ ତିଆରି ପାଈଁ ପୁରୀ କାଠ ଗଲା |    (25-Apr-2026)       ||      ବିଜ୍ଞାନ ମହା ବିଦ୍ୟାଳୟ ରେ ପାଳିତ ହେଲା ବିଶ୍ୱ ମେଲେରିଆ ଦିବସ |    (25-Apr-2026)       ||      ପୋଲସରା ବିଜ୍ଞାନ ମହାବିଦ୍ୟାଳୟ ରେ ଛାତ୍ରୀ ଆତ୍ମ ସୁରକ୍ଷା ତାଲିମ ଶିବିର ଉଦଯାପିତ |    (25-Apr-2026)       ||      ପୋଲସରା ରେ ଜାତୀୟ ପଞ୍ଚାୟତ ରାଜ ଦିବସ ପାଳିତ |    (24-Apr-2026)       ||      ପୁରୁଷୋତ୍ତମପୁର ବ୍ଲକରେ ପାଳନ ହେଲା ଜାତୀୟ ପଞ୍ଚାୟତ ରାଜ ଦିବସ    (24-Apr-2026)       ||      ପୁଞ୍ଜି କଁୟା ଛକଠା ରେ ଟଙ୍କା ଵ୍ୟଗ ଲୁଟିନେଲେ ଲୁଟେରା ||   (24-Apr-2026)       ||      ବୁଗୁଡ଼ା ଆଞ୍ଚଳିକ ବରିଷ୍ଟ ନାଗରିକ ମଞ୍ଚ ପକ୍ଷରୁ ପଣା ବଣ୍ଟନ |    (23-Apr-2026)       ||      ପ୍ଲଟ ବ୍ୟବସାୟୀଙ୍କୁ ଅପହରଣ ପରେ ହତ୍ୟା ରେ ସାମିଲ ଅଭିଯୁକ୍ତ କୁ ଗିରଫକଲା ପୋଲିସ |   (23-Apr-2026)       ||      ଟିକାବାଲି ଥାନା ରେ ପୂର୍ବରୁ ତିନୋଟି ଚୋରି ଘଟଣା ରେ ଫେରାର ହୋଇଥିବା ଅଭିଯୁକ୍ତ ଗିରଫ |    (23-Apr-2026)       ||      ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଗୋଷ୍ଟି ସଂଘର୍ଷ, ଦୁଇ ପକ୍ଷରୁ ଚାରି ଜଣ ଗିରଫ |    (23-Apr-2026)       ||      ରୁକ୍ମୁଣୀ ନଗର ବାସିନ୍ଦା ବୁଦ୍ଧିମନ୍ତ ପାଢ଼ୀଙ୍କର ଦେହାନ୍ତ |   (22-Apr-2026)       ||      ଶ୍ରଦ୍ଧା ଫାଉଣ୍ଡେସନ ର ବାର୍ଷିକ ଉତ୍ସବ ଅନୁଷ୍ଠିତ |    (21-Apr-2026)       ||      ଏଡସ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ||   (21-Apr-2026)       ||      19 ଥର ରକ୍ତ ଦେଈ ଉଦାହରଣ ସାଜିଲେ ଦିବ୍ୟଙ୍ଗ ଶିକ୍ଷକ ରବୀନ୍ଦ୍ର ସେଠୀ |   (21-Apr-2026)       ||     

ତାରା ତାରିଣୀ ମହାବିଦ୍ୟାଳୟ ଜାତୀୟ ସେବା ଯୋଜନାରରେ ସ୍ୱତନ୍ତ୍ର ବୃକ୍ଷ ରୋପଣ ଶିବିର ଉଦଯାପିତ |

25-Sep-2025

ତାରାତାରିଣୀ ମହାବିଦ୍ୟାଳୟ ଜାତୀୟ ସେବା ଯୋଜନାର ସ୍ବତନ୍ତ୍ର ବୃକ୍ଷ ରୋପଣ ଶିବିର ଉଦଯାପନୀ ଉତ୍ସବ ଅନୁଷ୍ଠିତ, 

        ଓଡିଶା ଜନ ମତ ବ୍ୟୁରୋ,

ତାରାତାରିଣୀ ମହାବିଦ୍ୟାଳୟ ର ଜାତୀୟ ସେବା ଯୋଜନା ୟୁନିଟ୍ -୨ ମହିଳା ବିଭାଗ ପକ୍ଷରୁ ସାତଦିନ ବ୍ୟାପି ସ୍ଵତନ୍ତ୍ର ବୃକ୍ଷ ରୋପଣ ଶିବିର ଆଜି ମହାଆଡମ୍ବର ଉଦଯାପନୀ ଉତ୍ସବ ପ୍ରୋଗ୍ରାମ ଅଫିସର ସୁଶ୍ରୀ ସ୍ୱାଗତିକା ଦାଶ ଙ୍କ ତତ୍ତ୍ଵାବଧାନରେ ପାଳିତ ହୋଇଥିଲା।ଏଥିରେ ମହାବିଦ୍ୟାଳୟର ଅଧ୍ୟକ୍ଷ ଡ଼ଃ ସୁରେନ୍ଦ୍ର ନାଥ ପଣ୍ଡା ଅଧ୍ୟକ୍ଷତା କରିଥିବା ବେଳେ ,ମୁଖ୍ୟ ଅତିଥି ଭାବେ ବ୍ରହ୍ମପୁର ବ୍ୟୁରୋ ସଂଯୋଜକ ଡଃ ଜୟନ୍ତ କୁମାର ପଣ୍ଡା,ସମ୍ମାନିତ ଅତିଥି ଭାବେ ଜିଲ୍ଲା ପ୍ରୋଗ୍ରାମ ଅଫିସର ଶ୍ରୀ ଗଣେଶ ସାହୁ ଓ ସ୍ଥାନୀୟ ସମାଜସେବୀ ଶ୍ରୀ ସଦାଶିବ ପଣ୍ଡା ଏବଂ ମହାବିଦ୍ୟାଳୟର ପ୍ରଶାସନିକ ଅଧିକାରୀ ଶ୍ରୀମତୀ ସାନ୍ଧ୍ୟାରାଣି ପାତ୍ର ମାଞ୍ଚାଷିନ ଥିଲେ।ସର୍ବ ପ୍ରଥମେ ପ୍ରୋଗ୍ରାମ ଅଫିସର ସୁଶ୍ରୀ ସ୍ୱାଗତିକା ଦାଶ ଅଥିତି ପରିଚୟ ଏବଂ ସ୍ଵତନ୍ତ୍ର ବୃକ୍ଷ ରୋପଣ ଶିବିର ଉପରେ ପ୍ରତ୍ୟେକ ଦିନ କାର୍ଯକ୍ରମ ଉପରେ ସଂପୂର୍ଣ୍ଣ ବିବରଣୀ ପଠନ କରିଥିଲେ।ମୁଖ୍ୟ ଅତିଥି ଅଭିଭାଷଣରେ ପ୍ରକୃତି ସୁରକ୍ଷା ବିନା ମାନବ ସଭ୍ୟତାର ଅସ୍ତିତ୍ବ ସମ୍ଭବ ନୁହେଁ।ଗଛ ମାନବୀୟ ଜୀବନରେ ପ୍ରାଣ,ଯାହା ଆମକୁ ଅମ୍ଳଜାନ,ଖାଦ୍ୟ,ଛାୟା ସ୍ୱଚ୍ଛ ପରିବେଶ ଦେଇଥାଏ।ଏହିପରି ପ୍ରତ୍ୟେକ ଲୋକଙ୍କୁ ବୃକ୍ଷରୋପଣ ସଚେତନା ଓ ସହଭାଗୀ ହେବା ଆବଶ୍ୟକ।ଏନ୍ ଏସ ଏସ ର ମୁଖ ଉଦ୍ଦେଶ୍ୟ ହେଉଛି ସେବାର ସ୍ଵାଧୀନତା। ପରିବେଶ ରକ୍ଷା ପାଇଁ ଯଦି ଆଜିର ଯୁବଶକ୍ତି ଏକତ୍ରିତ ହୁଏ,ତେବେ ଆଗାମୀ ପିଢ଼ି ପାଇଁ ଏକ ସୁସ୍ଥ ସୁନ୍ଦର ପୃଥିବୀ ରହିବାରିବ।ପରିଶେଷରେ ବିଭିନ୍ନ ପ୍ରତିଯୋଗିତାରେ ଅଂଶଗ୍ରହଣ କରିଥିବା କୃତି ଛାତ୍ରଛାତ୍ରୀଙ୍କୁ ପୁରସ୍କୃତ କରାଯାଇଥିବା ବେଳେ ଅଧ୍ୟାପକ ସମୀର କୁମାର ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ।

News Comment

You Might Also Like

BACK TO TOP