Breaking News

ପୋଲସରା ରେ ଜାତୀୟ ପଞ୍ଚାୟତ ରାଜ ଦିବସ ପାଳିତ |    (24-Apr-2026)       ||      ପୁରୁଷୋତ୍ତମପୁର ବ୍ଲକରେ ପାଳନ ହେଲା ଜାତୀୟ ପଞ୍ଚାୟତ ରାଜ ଦିବସ    (24-Apr-2026)       ||      ପୁଞ୍ଜି କଁୟା ଛକଠା ରେ ଟଙ୍କା ଵ୍ୟଗ ଲୁଟିନେଲେ ଲୁଟେରା ||   (24-Apr-2026)       ||      ବୁଗୁଡ଼ା ଆଞ୍ଚଳିକ ବରିଷ୍ଟ ନାଗରିକ ମଞ୍ଚ ପକ୍ଷରୁ ପଣା ବଣ୍ଟନ |    (23-Apr-2026)       ||      ପ୍ଲଟ ବ୍ୟବସାୟୀଙ୍କୁ ଅପହରଣ ପରେ ହତ୍ୟା ରେ ସାମିଲ ଅଭିଯୁକ୍ତ କୁ ଗିରଫକଲା ପୋଲିସ |   (23-Apr-2026)       ||      ଟିକାବାଲି ଥାନା ରେ ପୂର୍ବରୁ ତିନୋଟି ଚୋରି ଘଟଣା ରେ ଫେରାର ହୋଇଥିବା ଅଭିଯୁକ୍ତ ଗିରଫ |    (23-Apr-2026)       ||      ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଗୋଷ୍ଟି ସଂଘର୍ଷ, ଦୁଇ ପକ୍ଷରୁ ଚାରି ଜଣ ଗିରଫ |    (23-Apr-2026)       ||      ରୁକ୍ମୁଣୀ ନଗର ବାସିନ୍ଦା ବୁଦ୍ଧିମନ୍ତ ପାଢ଼ୀଙ୍କର ଦେହାନ୍ତ |   (22-Apr-2026)       ||      ଶ୍ରଦ୍ଧା ଫାଉଣ୍ଡେସନ ର ବାର୍ଷିକ ଉତ୍ସବ ଅନୁଷ୍ଠିତ |    (21-Apr-2026)       ||      ଏଡସ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ||   (21-Apr-2026)       ||      19 ଥର ରକ୍ତ ଦେଈ ଉଦାହରଣ ସାଜିଲେ ଦିବ୍ୟଙ୍ଗ ଶିକ୍ଷକ ରବୀନ୍ଦ୍ର ସେଠୀ |   (21-Apr-2026)       ||      ନୂତନ ଗୁରୁଣ୍ଠି ଠାରେ ମାଆ ମଙ୍ଗଳ ଙ୍କ ମନ୍ଦିର ଓ ବିଗ୍ରହ ପ୍ରତିଷ୍ଠା ପାଈଁ ଜଳ ଯାତ୍ରା ଅନୁଷ୍ଠିତ |    (21-Apr-2026)       ||      କଞ୍ଚଣା ଛକରେ ସ୍କୁଟି କାର ଧକ୍କା ଜଣେ ଯୁବକ ଗୁରୁତର |    (21-Apr-2026)       ||      ବିଗୁଡା ମେଡିକାଲ ରେ ଅଗ୍ନିଶମ ବିଭାଗ ତରଫରୁ ଆସୁ ବିପଦ ରୁ ରକ୍ଷା ପାଈଁ ମକ ଡ୍ରିଲ!   (21-Apr-2026)       ||      ଗଞ୍ଜାମ ଜିଲ୍ଲା ର ଲୋକ ମାନଙ୍କ ଲୁକାୟିତ ସଙ୍ଗୀତ ପ୍ରତିଭା କୁ ବିକଶିତ କରିବା ପାଈଁ ସିଙ୍ଗିଙ୍ଗ କଣ୍ଟେଷ୍ଟ ସିଜନ 2ର ଆରମ୍ଭ ନିମନ୍ତେ ସାମ୍ବାଦିକ ସମ୍ମିଳନୀ |    (21-Apr-2026)       ||      ପୁରୁଷୋତ୍ତମପୁର ବ୍ଳକର ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ସଙ୍ଘର ନୂତନ କର୍ମ କର୍ତ୍ତା ନିର୍ବାଚନ |    (21-Apr-2026)       ||      "କଟିବ୍ୟଥା ସଚେତନତା ଓ ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ |    (21-Apr-2026)       ||      କାର ଧକ୍କାରେ ମହିଳା ମୃତ |    (21-Apr-2026)       ||      ଭଞ୍ଜନଗର ଜଳ ଭଣ୍ଡାର ରେ ବୁଡି ଦୁଇ ଛାତ୍ର ମୃତ ||   (20-Apr-2026)       ||      ଦୁଇ ବେଆଇନ ଗୋ ଚାଲାଣ କାରୀ ଗାଈ ଗାଡି ଜବତ କଲା ବୁଗୁଡ଼ା ପୋଲିସ |   (20-Apr-2026)       ||     

ବେଲଗୁଣ୍ଠା ଥାନା ଅନ୍ତର୍ଗତ ଖଣ୍ଡରା ବଳି ଗ୍ରାମର ନିଖୋଜ ବାଳକଙ୍କ ଗଳିତ ମୃତଦେହ ଉଦ୍ଧାର |

01-Oct-2025

ନିଖୋଜ ବାଳକର ଶବ ଉଦ୍ଧାର। 

 ଓଡିଶା ଜନ ମତ,କୈଳାଶ ଚନ୍ଦ୍ର ଚୌଧୁରୀ, ବ୍ରହ୍ମପୁର
ବେଲଗୁଣ୍ଠା ଥାନା ଅର୍ନ୍ତଗତ ଖଣ୍ଡରାବଳି ଗ୍ରାମର ବାବୁ ବିଷୋୟୀ ଙ୍କ ନାବାଳକ ପୁତ୍ର ଗତ ୩ ଦିନ ଧରି ନିଖୋଜ ଥିବା ମା ଗାଙ୍ଗପୁର ଥାନା ରେ ଅଭିଯୋଗ କରିଥିଲେ। ଗତକାଲି ସନ୍ଧ୍ୟାରେ ରାମନାପଲୀ ଆଶ୍ରମ ନିକଟରେ ଏକ ଶବ ପଡ଼ିଥିବା ଗାଇ ଚରାଳି ମାନେ ଦେଖି ଗାଁ ଲୋକଙ୍କୁ ଜଣାଇବା ପରେ ମୃତ ବାଳକର ମା ଶବ ଚିହ୍ନଟ କରିବା ପରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଶବ ଉଦ୍ଧାର କରି ଏକ ଅପମୃତ୍ୟୁ ମାମଲା ନଂ ୫୫୪/୨୫ ରୁଜୁ କରି ବ୍ୟବଚ୍ଛେଦ ପାଇଁ ପଠାଇ ଘଟଣା ର ତଦନ୍ତ ଆରମ୍ଭ କରିଛନ୍ତି ଓ ଶବ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛନ୍ତି।

News Comment

You Might Also Like

BACK TO TOP