Breaking News

ପୁଞ୍ଜି କଁୟା ଛକଠା ରେ ଟଙ୍କା ଵ୍ୟଗ ଲୁଟିନେଲେ ଲୁଟେରା ||   (24-Apr-2026)       ||      ବୁଗୁଡ଼ା ଆଞ୍ଚଳିକ ବରିଷ୍ଟ ନାଗରିକ ମଞ୍ଚ ପକ୍ଷରୁ ପଣା ବଣ୍ଟନ |    (23-Apr-2026)       ||      ପ୍ଲଟ ବ୍ୟବସାୟୀଙ୍କୁ ଅପହରଣ ପରେ ହତ୍ୟା ରେ ସାମିଲ ଅଭିଯୁକ୍ତ କୁ ଗିରଫକଲା ପୋଲିସ |   (23-Apr-2026)       ||      ଟିକାବାଲି ଥାନା ରେ ପୂର୍ବରୁ ତିନୋଟି ଚୋରି ଘଟଣା ରେ ଫେରାର ହୋଇଥିବା ଅଭିଯୁକ୍ତ ଗିରଫ |    (23-Apr-2026)       ||      ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଗୋଷ୍ଟି ସଂଘର୍ଷ, ଦୁଇ ପକ୍ଷରୁ ଚାରି ଜଣ ଗିରଫ |    (23-Apr-2026)       ||      ରୁକ୍ମୁଣୀ ନଗର ବାସିନ୍ଦା ବୁଦ୍ଧିମନ୍ତ ପାଢ଼ୀଙ୍କର ଦେହାନ୍ତ |   (22-Apr-2026)       ||      ଶ୍ରଦ୍ଧା ଫାଉଣ୍ଡେସନ ର ବାର୍ଷିକ ଉତ୍ସବ ଅନୁଷ୍ଠିତ |    (21-Apr-2026)       ||      ଏଡସ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ||   (21-Apr-2026)       ||      19 ଥର ରକ୍ତ ଦେଈ ଉଦାହରଣ ସାଜିଲେ ଦିବ୍ୟଙ୍ଗ ଶିକ୍ଷକ ରବୀନ୍ଦ୍ର ସେଠୀ |   (21-Apr-2026)       ||      ନୂତନ ଗୁରୁଣ୍ଠି ଠାରେ ମାଆ ମଙ୍ଗଳ ଙ୍କ ମନ୍ଦିର ଓ ବିଗ୍ରହ ପ୍ରତିଷ୍ଠା ପାଈଁ ଜଳ ଯାତ୍ରା ଅନୁଷ୍ଠିତ |    (21-Apr-2026)       ||      କଞ୍ଚଣା ଛକରେ ସ୍କୁଟି କାର ଧକ୍କା ଜଣେ ଯୁବକ ଗୁରୁତର |    (21-Apr-2026)       ||      ବିଗୁଡା ମେଡିକାଲ ରେ ଅଗ୍ନିଶମ ବିଭାଗ ତରଫରୁ ଆସୁ ବିପଦ ରୁ ରକ୍ଷା ପାଈଁ ମକ ଡ୍ରିଲ!   (21-Apr-2026)       ||      ଗଞ୍ଜାମ ଜିଲ୍ଲା ର ଲୋକ ମାନଙ୍କ ଲୁକାୟିତ ସଙ୍ଗୀତ ପ୍ରତିଭା କୁ ବିକଶିତ କରିବା ପାଈଁ ସିଙ୍ଗିଙ୍ଗ କଣ୍ଟେଷ୍ଟ ସିଜନ 2ର ଆରମ୍ଭ ନିମନ୍ତେ ସାମ୍ବାଦିକ ସମ୍ମିଳନୀ |    (21-Apr-2026)       ||      ପୁରୁଷୋତ୍ତମପୁର ବ୍ଳକର ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ସଙ୍ଘର ନୂତନ କର୍ମ କର୍ତ୍ତା ନିର୍ବାଚନ |    (21-Apr-2026)       ||      "କଟିବ୍ୟଥା ସଚେତନତା ଓ ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ |    (21-Apr-2026)       ||      କାର ଧକ୍କାରେ ମହିଳା ମୃତ |    (21-Apr-2026)       ||      ଭଞ୍ଜନଗର ଜଳ ଭଣ୍ଡାର ରେ ବୁଡି ଦୁଇ ଛାତ୍ର ମୃତ ||   (20-Apr-2026)       ||      ଦୁଇ ବେଆଇନ ଗୋ ଚାଲାଣ କାରୀ ଗାଈ ଗାଡି ଜବତ କଲା ବୁଗୁଡ଼ା ପୋଲିସ |   (20-Apr-2026)       ||      ଭରସାମ୍ୟ ହରାଇ ଓଲଟିଲା ମାଛ ବୋଝେଇ ଅଟୋ |    (20-Apr-2026)       ||      ଦାନ ପୁର ଉଚ୍ଛ ପ୍ରାଥମିକ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ଙ୍କୁ ବିଦାୟ ସମ୍ବର୍ଦ୍ଧନା |   (19-Apr-2026)       ||     

ପୋଲସରା ର ପୂର୍ବତନ ବିଧାୟକ ସ୍ବର୍ଗତ ନିରଞ୍ଜନ ପ୍ରଧାନ ଙ୍କ ସ୍ମୃତିରେ ରକ୍ତଦାନ ଶିବିର ଅନୁଷ୍ଠିତ |

04-Oct-2025

ପୂର୍ବତନ ବିଧାୟକ ସ୍ଵଗତ ନିରଞ୍ଜନ ପ୍ରଧାନଙ୍କ ସ୍ମୃତିରେ ରକ୍ତଦାନ ଶିବିର,

ଓଡ଼ିଶା ଜନମତ,ପୋଲସରା,ସନ୍ତୋଷ କୁମାର ପଣ୍ଡା
  ତା.୦୪/୧୦/୨୦୨୫:

 କୋଦଳା ନିର୍ବାଚନ ମଣ୍ଡଳୀର ଶେଷ ତଥା ପୁନର୍ଗଠିତ ପୋଲସରା ନିର୍ବାଚନ ମଣ୍ଡଳୀର ପ୍ରଥମ ବିଧାୟକ ସ୍ୱର୍ଗତ ନିରଞ୍ଜନ ପ୍ରଧାନଙ୍କ ପବିତ୍ର ଆଶ୍ୱିନ ମାସ ୩୦ ତାରିଖ ମହାଷ୍ଟମୀ ତିଥି ଦିବସରେ ପ୍ରଥମ ଶ୍ରାଦ୍ଧ ବାର୍ଷିକୀ କାର୍ଯ୍ୟକ୍ରମ ତାଙ୍କ ନିଜସ୍ଵ ପୋଲସରା ବ୍ଲକ୍ ଘୋଡ଼ାପଲାଣ ବାସଭବନରେ ଅନୁଷ୍ଠିତ ହୋଇଯାଇଛି। ଅବସରରେ ସ୍ୱର୍ଗତଙ୍କ ସୁପୁତ୍ର ଦୀପକ କୁମାର ପ୍ରଧାନଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ  ଏକ ରକ୍ତଦାନ ଶିବିର ଆୟୋଜନ କରାଯାଇଥିଲା। ଉକ୍ତ ଅନୁଷ୍ଠିତ କାର୍ଯ୍ୟକ୍ରମରେ ପୋଲସରା ବିଧାୟକ ତଥା ମତ୍ସ୍ୟ ଓ ପଶୁସମ୍ପଦ ବିକାଶ, ଅତିକ୍ଷୁଦ୍ର,କ୍ଷୁଦ୍ର ଏବଂ ମଧ୍ୟମ ଉଦ୍ୟୋଗ ବିଭାଗ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ମୁଖ୍ୟଅତିଥି ଭାବେ ଯୋଗଦେଇ ଶିବିରଟିକୁ ଉଦଘାଟନ କରିବାସହ ସ୍ୱର୍ଗତଙ୍କ ଫଟୋଚିତ୍ରରେ ଭକ୍ତିପୂତ ଭାବେ ପୁଷ୍ପମାଲ୍ୟାର୍ପଣ ପୂର୍ବକ ଶ୍ରଦ୍ଧାଞ୍ଜଳୀ ଜଣାଇଥିବାବେଳେ ଅନ୍ୟତମ ଅତିଥିଭାବେ ଘୁମୁସର ଜିଲ୍ଲା ବିଜେପି ଉପସଭାପତି ତଥା ବିଶିଷ୍ଠ ସମାଜସେବୀ ପ୍ରଭାକର ପଣ୍ଡା ଓ ଯୁବ ସମାଜସେବୀ ଜଗନ୍ନାଥ ବାଡ଼େଇ ପ୍ରମୁଖଙ୍କ ସମେତ ଅନେକ ନେତୃବୃନ୍ଦ, ସ°ଗଠକ  ଓ ଶୁଭେଚ୍ଛୁ ମାନେ ଯୋଗଦେଇ ଶ୍ରଦ୍ଧାଞ୍ଜଳୀ ଅର୍ପଣ କରିଥିଲେ। ପରେ ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟର ରକ୍ତ ବିଭାଗ ଡାକ୍ଟରି ଦଳ ସ୍ବେଚ୍ଛାସେବୀ ରକ୍ତଦାତାମାନଙ୍କ ଠାରୁ ରକ୍ତ ସଂଗ୍ରହ କରିଥିଲେ। ମୋଟ୍ ୪୯ ୟୁନିଟ୍ ରକ୍ତ ସଂଗ୍ରହ ହୋଇଥିଲା। ଶେଷରେ କାର୍ଯ୍ୟକ୍ରମରେ ଉପସ୍ଥିତ ସମସ୍ତଙ୍କୁ ପରିବାର ତରଫରୁ ଧନ୍ୟବାଦ୍ ଅର୍ପଣ କରାଯାଇଥିଲା।

News Comment

You Might Also Like

BACK TO TOP