Breaking News

ଶ୍ରଦ୍ଧା ଫାଉଣ୍ଡେସନ ର ବାର୍ଷିକ ଉତ୍ସବ ଅନୁଷ୍ଠିତ |    (21-Apr-2026)       ||      ଏଡସ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ||   (21-Apr-2026)       ||      19 ଥର ରକ୍ତ ଦେଈ ଉଦାହରଣ ସାଜିଲେ ଦିବ୍ୟଙ୍ଗ ଶିକ୍ଷକ ରବୀନ୍ଦ୍ର ସେଠୀ |   (21-Apr-2026)       ||      ନୂତନ ଗୁରୁଣ୍ଠି ଠାରେ ମାଆ ମଙ୍ଗଳ ଙ୍କ ମନ୍ଦିର ଓ ବିଗ୍ରହ ପ୍ରତିଷ୍ଠା ପାଈଁ ଜଳ ଯାତ୍ରା ଅନୁଷ୍ଠିତ |    (21-Apr-2026)       ||      କଞ୍ଚଣା ଛକରେ ସ୍କୁଟି କାର ଧକ୍କା ଜଣେ ଯୁବକ ଗୁରୁତର |    (21-Apr-2026)       ||      ବିଗୁଡା ମେଡିକାଲ ରେ ଅଗ୍ନିଶମ ବିଭାଗ ତରଫରୁ ଆସୁ ବିପଦ ରୁ ରକ୍ଷା ପାଈଁ ମକ ଡ୍ରିଲ!   (21-Apr-2026)       ||      ଗଞ୍ଜାମ ଜିଲ୍ଲା ର ଲୋକ ମାନଙ୍କ ଲୁକାୟିତ ସଙ୍ଗୀତ ପ୍ରତିଭା କୁ ବିକଶିତ କରିବା ପାଈଁ ସିଙ୍ଗିଙ୍ଗ କଣ୍ଟେଷ୍ଟ ସିଜନ 2ର ଆରମ୍ଭ ନିମନ୍ତେ ସାମ୍ବାଦିକ ସମ୍ମିଳନୀ |    (21-Apr-2026)       ||      ପୁରୁଷୋତ୍ତମପୁର ବ୍ଳକର ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ସଙ୍ଘର ନୂତନ କର୍ମ କର୍ତ୍ତା ନିର୍ବାଚନ |    (21-Apr-2026)       ||      "କଟିବ୍ୟଥା ସଚେତନତା ଓ ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ |    (21-Apr-2026)       ||      କାର ଧକ୍କାରେ ମହିଳା ମୃତ |    (21-Apr-2026)       ||      ଭଞ୍ଜନଗର ଜଳ ଭଣ୍ଡାର ରେ ବୁଡି ଦୁଇ ଛାତ୍ର ମୃତ ||   (20-Apr-2026)       ||      ଦୁଇ ବେଆଇନ ଗୋ ଚାଲାଣ କାରୀ ଗାଈ ଗାଡି ଜବତ କଲା ବୁଗୁଡ଼ା ପୋଲିସ |   (20-Apr-2026)       ||      ଭରସାମ୍ୟ ହରାଇ ଓଲଟିଲା ମାଛ ବୋଝେଇ ଅଟୋ |    (20-Apr-2026)       ||      ଦାନ ପୁର ଉଚ୍ଛ ପ୍ରାଥମିକ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ଙ୍କୁ ବିଦାୟ ସମ୍ବର୍ଦ୍ଧନା |   (19-Apr-2026)       ||      କନ୍ଧ ମାଳ ଜିଲ୍ଲରେ ମାଳ, ମାଳ ସାମ୍ବାଦିକ, କିଏ ଅସଲି ଆଉ କିଏ ନକଲି |   (19-Apr-2026)       ||      ଦୁଇ ପଡୋଶୀଙ୍କ ଗଣ୍ଡଗୋଳ ରେବଳୀ ପଡିଲେ ଯୁବକ |    (19-Apr-2026)       ||      ପୋଲସରା ମାଳ ତେନ୍ତୁଳିଆ ରେ ଯୁବକ ଙ୍କୁ ଅପହରଣ ପରେ ହତ୍ୟା ଅଭିଯୁକ୍ତ ଗିରଫ |    (19-Apr-2026)       ||      ବେଲ ଘର ରେ ପୁଣି ଏକ ଦନ୍ତା ହାତୀର ମୃତ୍ୟୁ, ବର୍ତମାନ ସୁଦ୍ଧା ମଲେଣି 3ହାତୀ |   (19-Apr-2026)       ||      ଜଗନ୍ନାଥ ପୁର ପଞ୍ଚାୟତ ରେ ବରିଷ୍ଟ ବ୍ୟକ୍ତି ଙ୍କୁ ଆକ୍ରମଣ , ଥାନାରେ ଏତଲା |    (18-Apr-2026)       ||      ଇତିହାସ ବିଭାଗ ରେ ଶେଷବର୍ଷ ର ଛାତ୍ରଛାତ୍ରୀ ଙ୍କ ବିଦାୟ କାଳୀନ ସମ୍ବର୍ଦ୍ଧନା ଅନୁଷ୍ଠିତ |   (18-Apr-2026)       ||     

ଅଜଣା ଦୁବୃତ୍ତ ଙ୍କ ଗୁଳିମାଡ଼ ରେ ବିଜେପି ନେତା ପୀତବାସ ପଣ୍ଡା ଙ୍କ ମୃତ୍ୟୁ |

06-Oct-2025

ଅଜଣା ଦୁବୃତ୍ତ ଙ୍କ ଗୁଳି ମାଡ଼ରେ ବିଜେପି ନେତା ପୀତବାସ ପଣ୍ଡା ଙ୍କ ମୃତ୍ୟୁ |

         ଓଡିଶା ଜନ ମତ ବ୍ୟୁରୋ,

ବ୍ରହ୍ମପୁର ସହରର ବ୍ରହ୍ମାନଗର ଅଞ୍ଚଳରେ ଭାଜପା ନେତା ତଥା ବରିଷ୍ଠ ଆଇନ୍‌ଜୀବୀ ପୀତବାସ ପଣ୍ଡାଙ୍କୁ ନିଜ ବ୍ରହ୍ମା ନଗର ବାସ ଭବନ ଆଗରେ ଅଜଣା ଦୁର୍ବୃତ୍ତଙ୍କ ଗୁଳିମାଡ।  ଗୁଳିମାଡ଼ରେ ଗୁରୁତର ଅବସ୍ଥାରେ ପୀତବାସ ପଣ୍ଡାଙ୍କୁ  ଏମକେସିଜି ମେଡିକାଲରେ ଭର୍ତ୍ତି କରାଯାଇଥିଲା, କିନ୍ତୁ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଛନ୍ତି। ସେ ଜଣେ ବରିଷ୍ଟ ଆଇନ ଯିଵି ସହିତ ଓଡିଶା ବାର କାଉନ ସିଲର ସେ ରାଜ୍ୟ ସଦସ୍ୟ ଥିଲେ |ଘଟଣାସ୍ଥଳରେ ଦୁଇ ଦୁର୍ବୃତ୍ତ ତାଙ୍କ ଘର ବାହାରେ ଗୁଳିମାଡ଼ କରି ଫେରାର ହୋଇଯାଇଥିବା ଜଣାପଡ଼ିଛି।ତେବେ ପୀତବାସ ଙ୍କୁ କେଉଁ କାରଣ ପାଈଁ ଗୁଳିମାଡ଼ ହେଲା ତାହା ଏଯାବତ ଜଣାପଡିନି ତେବେ ପୋଲିସ ର ତଦନ୍ତ ପରେ ପ୍ରକୃତ ଘଟଣା ଜଣା ପଡିବ | ପୀତବାସ ପଣ୍ଡା ରାଜ୍ୟ ଆଇନ୍‌ଜୀବୀ ପରିଷଦର ଜଣେ ସକ୍ରିୟ ସଦସ୍ୟ ଥିଲେ । ପୋଲିସ ଘଟଣାର ତଦନ୍ତ ଆରମ୍ଭକରିଛି ହତ୍ୟା କାଣ୍ଡର କାରଣ ଅସ୍ପଷ୍ଟ ରହିଛି।  ତାଙ୍କ ମୃର୍ତ୍ୟୁ ରେ ବ୍ରହ୍ମପୁର ଅଞ୍ଚଳ ରେ ଶୋକର ଛାଇ ଖେଳାଇ  ଦେଇଛି |

News Comment

You Might Also Like

BACK TO TOP