Breaking News

ରଣ ଝାଲୀ ରୋଡ଼ ନିକଟରେ ଅଟୋ ଧକ୍କାରେ ବାଇକ ଓ ସ୍କୁଟି ମୁହାଁମୁହିଁ ଧକ୍କା |   (19-Oct-2026)       ||      ତନ୍ତ୍ର ପୀଠ ଦକ୍ଷିଣ କାଳୀଙ୍କ ସରିଲା ଷୋଡଶ ଉପଚାର ପୂଜା ||   (19-Oct-2026)       ||      ଖଲ୍ଲିକୋଟ ବାଡ଼ ଯାତ୍ରାକୁ ପୁରିଲା 75 ବର୍ଷ, ଧୁମ, ଧାମ ରେ ପାଳନ ହେଉଛି ସାହି ଯାତ୍ରା |   (19-Oct-2026)       ||      ଝରକା ସଂରକ୍ଷିତ ଜଙ୍ଗଲରୁ ଶାଳ କାଠ ବୋଝେଇ ପିକପ ଭେନ ଜବତ, 3ଅଟକ ||   (19-Oct-2026)       ||      ଦୟାନିଧି ପୁର ଶାସନ ରେ ଥିବା କନକ ଦୁର୍ଗା ମହା ଗୌରୀ ବେଶ ରେ ଦର୍ଶନ ଦେଲେ |    (19-Oct-2026)       ||      ମା ତାରା ତାରିଣୀ ଙ୍କ ପୀଠରେ ସରିଲା ଷୋଡଶ ଦିନ ପୂଜା, ଆଜି ମହାକାଳୀ ବେଶରେ ଦର୍ଶନ ଦେବେ ମାଆ |   (19-Oct-2026)       ||      ତାରା ତାରିଣୀ ଙ୍କ ପୀଠରେ ଚାଲିଥିବା ଷୋଡଶ ଦିନାତ୍ମକ ପୂଜା ଶେଷ |    (19-Oct-2026)       ||      ନିଜ ଗାଁ କୁ ଫେରିଲା ମୃତ ଦେହ ଦାଦନ ଖଟିବାକୁ ଯାଇ ଶବ ହୋଈ ଫେରିଲେ |   (18-Oct-2026)       ||      ଖଲ୍ଲିକୋଟ ବ୍ଳକ କଂଗ୍ରେସ ର କର୍ମକର୍ତ୍ତା ଓ ନେତୃତ୍ୱ ମଣ୍ଡଳୀ ଙ୍କ ସମୀକ୍ଷା ବୈଠକ ||   (18-Oct-2026)       ||      କହ୍ନେଇ ପୁର ଠାରେ ଆଞ୍ଚଳିକ ସାଧନ କେନ୍ଦ୍ର ସ୍ତରୀୟ ଶିଶୁ ମହାତ୍ସବ "ସୁରଭି -26`ଅନୁଷ୍ଠିତ |   (18-Oct-2026)       ||      ଖଲ୍ଲିକୋଟ ମାର୍ଦରାଜ ବଂଶର ପ୍ରତିଷ୍ଠିତ ଦେବୀ ମା ବହୁତି ଙ୍କ ପୀଠରେ ନବରାତ୍ରି ମହୋତ୍ସବ |   (18-Oct-2026)       ||      ଟ୍ରାଫିକ ସମସ୍ୟା ର ସମାଧାନ ପାଈଁ ପଦ୍ମପୁର ରେ ପୋଲିସ ଓ ଓକିଲ ସଙ୍ଘର ଆଲୋଚନା |   (18-Oct-2026)       ||      ରାୟଗଡା ଜିଲ୍ଲା 326ନଂ ଜାତୀୟ ରାଜପଥ ଗୁମ୍ମା ଘାଟିରେ ଭୟଙ୍କର ସଡ଼କ ଦୁର୍ଘଟଣା |   (17-Oct-2026)       ||      ଦୁର୍ଗାପୂଜା ପାଇଁ ଉତ୍ସବ ମୁଖର ଓ ଚଳ ଚଞ୍ଚଳ କଲ୍ୟାଣସିଂହ ପୁର ସହର |    (17-Oct-2026)       ||      ହିଞ୍ଜିଳି କଲେଜ ଗଣ୍ଡଗୋଳ କୁ ନେଇ ବିଜେଡିର ଥାନା ଆଗରେ ଧାରଣା ||   (17-Oct-2026)       ||      ସରସ୍ବତୀ ଶିଶୁମନ୍ଦିର ରେ ଅଭିଭାବକ ଓ ଅଭିଭାବିକା ଙ୍କ ବୈଠକ ଅନୁଷ୍ଠିତ |    (17-Oct-2026)       ||      କେଶପୁର ଠାରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -26 ଅନୁଷ୍ଠିତ ||   (16-Oct-2026)       ||      ହତ୍ୟା ମାମଲାରେ କୋଦଳା ଅତିରିକ୍ତ ଦୌରାଜଜ ଙ୍କ ଅଦାଲତ ରେ ଦୁଇ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ |    (16-Oct-2026)       ||      ଅଶାନ୍ତ ହିଞ୍ଜିଳି କଲେଜ କ୍ୟାମ୍ପସ, ଶପଥ ଗ୍ରହଣ ପୂର୍ବରୁ ଦୁଇଗୋଷ୍ଟି ଛାତ୍ର ମୁହାଁମୁହିଁ ||   (16-Oct-2026)       ||      10.754 କିଲୋ ଗଞ୍ଜେଇ ଜବତ ଘଟଣାରେ ତଦନ୍ତ କଲା କ୍ରାଇମ ବ୍ରାଞ୍ଚ    (16-Oct-2026)       ||     

କାହ୍ନା ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ସହାୟତା |

07-Oct-2025

କାହ୍ନା ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ସହାୟତା,, 

ଓଡିଶା ଜନ ମତ, ବ୍ରହ୍ମପୁର, କୈଳାଶ ଚନ୍ଦ୍ର ଚୌଧୁରୀ,

ବ୍ରହ୍ମପୁର ସହରର ଅଗ୍ରଣୀ ସ୍ବେଚ୍ଛାସେବୀ ସଂଗଠନ କାହ୍ନା ଚାରିଟେବୁଲ ଟ୍ରଷ୍ଟ ଦୈବୀ ଦୁର୍ବିପାକର ଶିକାର ହୋଇଥିବା ମୋହନା ବ୍ଲକ ଅନ୍ତର୍ଗତ କେଶରା ଗ୍ରାମର ବନ୍ୟା ପ୍ଲାବିତ ୧୦ ଟି ପରିବାର ଙ୍କୁ ସହାୟତାର ହାତ ବଢ଼ାଇଛି। ଟ୍ରଷ୍ଟ ସଭାନେତ୍ରୀ ଶ୍ରୀମତୀ ରଞ୍ଜନା ମିଶ୍ର ଙ୍କ ନେତୃତ୍ବରେ ତଥା ଟ୍ରଷ୍ଟ ସଦସ୍ୟ/ ସଦସ୍ୟା ଶ୍ରୀ ମୁରଲୀ ମୋହନ ଆଚାର୍ଯ୍ୟ, ଅଲେଖ ପାଲ୍, ତରୁଣ ପାଢ଼ୀ, ଇନ୍ଦିରା ପଟ୍ଟନାୟକ, ସୁସ୍ମିତା ଶର୍ମା, ଆରତୀ ପାଳ, କଳ୍ପନା ନାୟକ, ତମନ୍ନା ନାୟକ, ବିଜୟ ବାଡ୍ତ୍ୟା, ଆରୋଗ୍ୟ ସାହୁ, ଉମା ଶଙ୍କର ସାହୁ, ସୁଜାତା ମହାପାତ୍ର, ରାଗିଣୀ ସାହା, ପାର୍ଥ ପାଢ଼ୀ, ଶିବରାମ ଚୌଧୁରୀ, ପ୍ରଦୀପ ସେଠୀ, ତପନ କୁମାର ସାହୁ, ନିରାମୟ ମହାପାତ୍ର, ରୀନା ପାଢ଼ୀ, ଉଷାରାଣୀ ପାଢ଼ୀ,ଜେ ସୁଧା ରାଣୀ, ନଳିନୀ ସାହୁ,ପ୍ରମୋଦିନି ଦେବୀ, ସଂଯୁକ୍ତା ତ୍ରିପାଠୀ, କେ ଫନି, ଭେଙ୍କଟ ରମଣ ସୁବୁଦ୍ଧି ପ୍ରମୁଖଙ୍କ ସାହାଯ୍ୟ ଓ ସହଯୋଗରେ, ଅଜି ପବିତ୍ର ଗଜଲକ୍ଷ୍ମୀ ପୂଜା ତଥା କୁମାର ପୂର୍ଣ୍ଣିମା ଅବସରରେ, ପ୍ରତି ପରିବାରଙ୍କୁ ଏକ ମାସର ଖାଦ୍ୟ ସାମଗ୍ରୀ, ପୁରୁଷ, ମହିଳା ଓ ଶିଶୁ ମାନଙ୍କ ପିନ୍ଧା ଲୁଗା, ବେଡସିଟ, ମଶାରୀ, ସର୍ଫ, ସାବୁନ୍, ବିସ୍କୁଟ ସହ ଅନ୍ୟାନ୍ୟ ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀ ପ୍ରଦାନ କରଯାଇଥିଲା। ସେଠି ବସବାସ କରୁଥିବା ଲୋକଙ୍କ ବର୍ତ୍ତମାନର ଦୁଃଖ ଦୁର୍ଦ୍ଦଶା ଅବର୍ଣ୍ଣନୀୟ।

News Comment

You Might Also Like

BACK TO TOP