Breaking News

ପୋଖରୀରେ ବୁଡି ଯୁବକ ମେତ୍ୟୁ |    (17-Apr-2026)       ||      ପୋଲସରା ରେ ବିଜୁ ବାବୁଙ୍କୁ ଭକ୍ତି ପୁତ ଶ୍ରଦ୍ଧାଞ୍ଜଳୀ ଜ୍ଞାପନ |    (17-Apr-2026)       ||      ବିଜୁବାବୁ ଥିଲେ ଜଣେ ମହାନ ଜନ ନାୟକ ତଥା ଓଡ଼ିଶାର ଗର୍ବ ଗୌରବ |    (17-Apr-2026)       ||      ପୋଲିସ ପେଟ୍ରୋଲିଙ୍ଗ ସମୟ ରେ କାଠ ପଟା ବୋଝେଇ ମିନିଟ୍ରକ ଜବତ, ତିନି ଗିରଫ |   (17-Apr-2026)       ||      ପିକଅପ ଭେନ କୁ ଧକ୍କା ଦେଈ ବାଇକ ଚାଳକ ମୃତ ||   (16-Apr-2026)       ||      ରଙ୍ଗେଈଲୁଣ୍ଡା ବ୍ଳକର 17ଜଣ ସିଆରସିସି ମାନସିକ ଚାପର ଵଶବର୍ତ୍ତୀ ହୋଈ ବିଇଓ ଙ୍କୁ ଦେଲେ ସାମୁହିକ ଇସ୍ତଫାପତ୍ର |   (16-Apr-2026)       ||      ବାଇକ ଧକ୍କା ରେ ବରିଷ୍ଟ ନାଗରିକ ମୃତ |    (16-Apr-2026)       ||      ବାଇକ ଧକ୍କା ରେ ବରିଷ୍ଟ ନାଗରିକ ମୃତ |    (16-Apr-2026)       ||      ଗୋଶାଣୀ ନୂଆଙ୍ଗା ଥାନା ତରଫରୁ ବ୍ରହ୍ମପୁର ରେଳଷ୍ଟେସନ ନିକଟରେ 21କେଜି ଗଞ୍ଜେଇ, ଏକ ଅଟୋ ସହ ତିନି ଜଣକୁ ଗିରଫକଲା ପୋଲିସ |   (16-Apr-2026)       ||      ନାବାଳିକା କୁ ବସ ମଧ୍ୟରେ ଅସଦାଚରଣ କରି ରିଟାୟଡ଼ ଅଧ୍ୟାପକ ଗିରଫ |    (16-Apr-2026)       ||      ପୋଲସରା ଥାନା ପାତି ଗଡ଼ ଗ୍ରାମରେ ଚୋରିକରିବାକୁ ଆସିଥିବା ବୃଦ୍ଧାଙ୍କୁ କଲେ ଆକ୍ରମଣ |    (16-Apr-2026)       ||      ମାତୃଭାଷା ର ଐତିହ୍ୟ ସମ୍ପର୍କ ରେ ପାଠ ଚକ୍ର ||   (15-Apr-2026)       ||      ପୋଲସରା ବିଜ୍ଞାନ ମହା ବିଦ୍ୟାଳୟ ରେ ଆଠ ଦିନିଆ ଆତ୍ମ ରକ୍ଷା ତାଲିମ ଶିବିର ର ଶୁଭାରମ୍ଭ |   (15-Apr-2026)       ||      କୋଟିନଡ଼ା ଥାନା କନ୍ଧପଲି ନିକଟରେ ଗଛକୁ ଧକ୍କାଦେଇ ବାଇକ ଆରୋହୀ ମୃତ |    (15-Apr-2026)       ||      ପୋଲସରା ବିଜ୍ଞାନ ମହାବିଦ୍ୟାଳୟ ପକ୍ଷରୁ ରକ୍ତ ଦାନ ଶିବିର ଅନୁଷ୍ଠିତ |    (15-Apr-2026)       ||      ପୂର୍ବଶତ୍ରୁତାକୁ ନେଇ ଯୁବକ ଙ୍କୁ ନିର୍ମମ ହତ୍ୟା |    (15-Apr-2026)       ||      ସତାବନ ବର୍ଷ ରେ ବିବାହ ହେଲେ ଅଭିନେତା |    (15-Apr-2026)       ||      ମହା ବିଷୁବ ସଂକ୍ରାନ୍ତି ଉପଲକ୍ଷେ ମନ୍ଦାର ବେଶରେ ଦର୍ଶନ ଦେଲେ ମା ପାଟ ଖଣ୍ଡା |   (14-Apr-2026)       ||      ବିଶ୍ୱାସ ଓ ନିଷ୍ଠା ଦେଖାଇ 22ହାତ ନିଆଁ ଉପରେ ଚାଲିଲେ ମା ଅଁଳାଇ ଙ୍କ କାଳସୀ ଏବଂ ଶ୍ରଦ୍ଧାକୁ |    (14-Apr-2026)       ||      ପୁରୁଷୋତ୍ତମପୁର ସହର ସହିତ ବ୍ଳକର ବିଭିନ୍ନ ପଞ୍ଚାୟତରେ ଥିବା ମେରୁ ଯାତ୍ରା ଓ ହନୁମାନ ଜୟନ୍ତୀ ଶେଷ ହୋଇଛି |    (14-Apr-2026)       ||     

ଆଜିଠାରୁ ପୁରୀରେ ଆରମ୍ଭ ହେଲା ହବିଷ୍ୟାଳୀ ଙ୍କ କାର୍ତ୍ତିକ ବ୍ରତ |

07-Oct-2025

କାର୍ତ୍ତିକ ବ୍ରତ ଆରମ୍ଭ ଯୋଗୁଁ ପୁରୀରେ ହବିଷ୍ୟାଳି ଙ୍କ ଭିଡ଼ |

      ଓଡିଶା ଜନ ମତ ବ୍ୟୁରୋ,

ବାରମାସରେତେର ଯାତ, ସେମଧ୍ୟେ ଅଟଇ କାର୍ତ୍ତିକ,
ଆଜି ଠାରୁ ପବିତ୍ର କାର୍ତିକ ମାସ ଆରମ୍ଭ ହେଉଛି ।ସେଥିପାଇଁ ପଲ୍ଲୀରୁ ସହର ଯାଏଁ ବିଧବା ଏବଂ ସଧବାମହିଳା ମାନେ ଏହି ମାସରେ ରାଇ ଦାମୋଦର ପୂଜା ଜରିଥାନ୍ତି | ସେଥିପାଇଁ ଶ୍ରୀକ୍ଷେତ୍ର ହେଉଛି ଏକ ଉତ୍କୃଷ୍ଟ ସ୍ଥାନ |  ତେଣୁ ହବିଷ୍ୟାଳି ମାନେ ପୁରୀ ରେ ରହି କାର୍ତିକ ର୍ ବ୍ରତ ପାଳନ କରି ଥାନ୍ତି |

ଏଥିପାଇଁ ରାଜ୍ୟ ସରକାରଙ୍କ ହବିଷ୍ୟାଳି ଯୋଜନାରେ ବ୍ରତଧାରୀଙ୍କ ପାଇଁ ବ୍ୟବସ୍ଥା କରାଯା ରାଯାଇଛି । ଆଜିଠାରୁ ଚଳିତ ବର୍ଷର ହବିଷ୍ୟାଳି ଯୋଜନାର ଶୁଭାରମ୍ଭ ହୋଇଛି । ଏଥିପାଇଁ ବୃନ୍ଦାବତୀ ନିବାସ ପରିସରରେ ଆନୁଷଙ୍ଗିକ ବ୍ୟବସ୍ଥା କରାଯାଇଛି । ଏହି ଯୋଜନାରେ ନାମ ପଞ୍ଜୀକରଣ କରିଥିବା ବ୍ରତଧାରୀଙ୍କ ଲାଗି ୪ଟି ରହଣି କେନ୍ଦ୍ର କରାଯାଇଛି । ସ୍ଥାୟୀ ଶିବିର ବୃନ୍ଦାବତୀ ନିବାସ ବ୍ୟତୀତ ବଗଲା ଧର୍ମଶାଳା, ରେଲୱେ ଟୁରିଷ୍ଟ କମ୍ପ୍ଲେକ୍ସ ଏବଂ ମୋଚିସାହି କଲ୍ୟାଣ୍ଡ ମଣ୍ଡପରେ ହବିଷ୍ୟାଳିଙ୍କୁ ରଖାଯାଇଛି । ମଙ୍ଗଳବାରଠାରୁ ଆରମ୍ଭ ହେଉଥିବା ହବିଷ ବ୍ରତ ନଭେମ୍ବର ୫ ତାରିଖ ପର୍ଯ୍ୟନ୍ତ ଏକ ମାସ ଧରି ଚାଲିବ ।
 ହବିଷ୍ୟାଳି ଯୋଜନାରେ ୭୦ ବର୍ଷ ବୟସ୍କା ପର୍ଯ୍ୟନ୍ତ ବିଧବା ମା’ ଓ ୫୦ରୁ ୭୦ ବର୍ଷ ବିବାହିତ ମହିଳାମାନେ ଏହି ବ୍ରତ ପାଇଁ ଆବେଦନ ଅନ୍   ଲାଇନ ମାଧ୍ୟମରେ କରିଥିଲେ । ସେମାନଙ୍କର ସୁରକ୍ଷିତ ରହଣି, ସୁରକ୍ଷା, ବୃନ୍ଦାବତୀ ପୂଜା, ମନ୍ଦିର ଦର୍ଶନ, ଗମନାଗମନ, ମହାପ୍ରସାଦ ସେବନ, ପ୍ରବଚନ, ଭଜନ, ପାଲା ଇତ୍ୟାଦି ବ୍ୟବସ୍ଥା,ସହିତ ସ୍ୱାସ୍ଥ୍ୟ ପରୀକ୍ଷା ଓ ଚିକିତ୍ସା, ପରିମଳ, ପାନୀୟ ଜଳ, ସ୍ୱେଚ୍ଛାସେବୀ ସହଯୋଗ ଇତ୍ୟାଦି ସମସ୍ତ ବ୍ୟବସ୍ଥା କରାଯାଇଛି। ଏହାକୁ ସୁନିୟନ୍ତ୍ରିତ କରିବାକୁ ସମ୍ପୃକ୍ତ ବିଭାଗର ଅଧିକାରୀ ଓ କର୍ମଚାରୀଙ୍କୁ ଦାୟିତ୍ୱ ଦିଆଯାଇଛି । ସେହିପରି ତଦାରଖ କରିବାକୁ ନୋଡାଲ ଅଧୂକାରୀ, ବରିଷ୍ଠ ଅଧିକାରୀମାନଙ୍କୁ ମଧ୍ଯ ନିୟୋଜିତ କରାଯାଇଛି ।ଗତ ସୋମବାର ଦିନ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡ଼ାଙ୍କ ସମେତ ଅନ୍ୟ ଅଧିକାରୀମାନେ ବିଭିନ୍ନ ରହଣି କେନ୍ଦ୍ର ବୁଲି ସ୍ଥିତି ପରଖୁଛନ୍ତି । କ’ଣ ସୁବିଧା, ଅସୁବିଧା ରହିଛି, ବୁଝିବା ସହ ସମସ୍ତ ବ୍ୟବସ୍ଥା ବୁଲି ଦେଖୁଛନ୍ତି । ହବିଷ୍ୟାଳିମାନେ ଭୋରରୁ ଉଠି ନରେନ୍ଦ୍ର ପୁଷ୍କରିଣୀ ସମେତ ଶ୍ରୀକ୍ଷେତ୍ରର ବିଭିନ୍ନ ତୀର୍ଥ ପୁଷ୍କରିଣୀ ରେ ସ୍ନାନ ସାରି ଶ୍ରୀମନ୍ଦିରକୁ ଯିବେ । ମହାପ୍ରଭୁଙ୍କ ମଙ୍ଗଳ ଆଳତି ଦର୍ଶନ କରିବା ସହ ତୁଳସୀ ଚଉରାମୂଳେ ରାଇଦାମୋଦରଙ୍କୁ ପୂଜା କରି ଏକମାସ ଯାଏଁ ଆଧ୍ୟାତ୍ମିକ ଭାବେ ବାନ୍ଧି ହୋଇ ରହିବେ । ପ୍ରତି ସନ୍ଧ୍ୟାରେ ଆକାଶ ଦୀପ ଟାଣିବେ । ପୁଣି ଭଜନ, ଭାଗବତ, ପୁରାଣ ଓ ପ୍ରବଚନ  ଶୁଣିବେ । ଗୋଟିଏଥର ମହାପ୍ରସାଦ ସେବନ କରି ଏହିପରି ପ୍ରଭୁ ଜଗନ୍ନାଥ ଙ୍କ ପାଦ ପଦ୍ମରେ ନିଜକୁ ଉତ୍ସର୍ଗ କରିଥାନ୍ତି | କାର୍ତ୍ତିକ ରାସ ପୂର୍ଣମୀ ପରେ କେଉଁମାନେ ଘରକୁ ଯାଇଥାନ୍ତି ତ ଅନ୍ୟମାନେ ଛାଡ଼ ଖାଇ କରି ଆସିଥିବା ନିଜ ପରିବାର ସହିତ ଘରକୁ ଫେରନ୍ତି  |

News Comment

You Might Also Like

BACK TO TOP