Breaking News

ରଣ ଝାଲୀ ରୋଡ଼ ନିକଟରେ ଅଟୋ ଧକ୍କାରେ ବାଇକ ଓ ସ୍କୁଟି ମୁହାଁମୁହିଁ ଧକ୍କା |   (19-Oct-2026)       ||      ତନ୍ତ୍ର ପୀଠ ଦକ୍ଷିଣ କାଳୀଙ୍କ ସରିଲା ଷୋଡଶ ଉପଚାର ପୂଜା ||   (19-Oct-2026)       ||      ଖଲ୍ଲିକୋଟ ବାଡ଼ ଯାତ୍ରାକୁ ପୁରିଲା 75 ବର୍ଷ, ଧୁମ, ଧାମ ରେ ପାଳନ ହେଉଛି ସାହି ଯାତ୍ରା |   (19-Oct-2026)       ||      ଝରକା ସଂରକ୍ଷିତ ଜଙ୍ଗଲରୁ ଶାଳ କାଠ ବୋଝେଇ ପିକପ ଭେନ ଜବତ, 3ଅଟକ ||   (19-Oct-2026)       ||      ଦୟାନିଧି ପୁର ଶାସନ ରେ ଥିବା କନକ ଦୁର୍ଗା ମହା ଗୌରୀ ବେଶ ରେ ଦର୍ଶନ ଦେଲେ |    (19-Oct-2026)       ||      ମା ତାରା ତାରିଣୀ ଙ୍କ ପୀଠରେ ସରିଲା ଷୋଡଶ ଦିନ ପୂଜା, ଆଜି ମହାକାଳୀ ବେଶରେ ଦର୍ଶନ ଦେବେ ମାଆ |   (19-Oct-2026)       ||      ତାରା ତାରିଣୀ ଙ୍କ ପୀଠରେ ଚାଲିଥିବା ଷୋଡଶ ଦିନାତ୍ମକ ପୂଜା ଶେଷ |    (19-Oct-2026)       ||      ନିଜ ଗାଁ କୁ ଫେରିଲା ମୃତ ଦେହ ଦାଦନ ଖଟିବାକୁ ଯାଇ ଶବ ହୋଈ ଫେରିଲେ |   (18-Oct-2026)       ||      ଖଲ୍ଲିକୋଟ ବ୍ଳକ କଂଗ୍ରେସ ର କର୍ମକର୍ତ୍ତା ଓ ନେତୃତ୍ୱ ମଣ୍ଡଳୀ ଙ୍କ ସମୀକ୍ଷା ବୈଠକ ||   (18-Oct-2026)       ||      କହ୍ନେଇ ପୁର ଠାରେ ଆଞ୍ଚଳିକ ସାଧନ କେନ୍ଦ୍ର ସ୍ତରୀୟ ଶିଶୁ ମହାତ୍ସବ "ସୁରଭି -26`ଅନୁଷ୍ଠିତ |   (18-Oct-2026)       ||      ଖଲ୍ଲିକୋଟ ମାର୍ଦରାଜ ବଂଶର ପ୍ରତିଷ୍ଠିତ ଦେବୀ ମା ବହୁତି ଙ୍କ ପୀଠରେ ନବରାତ୍ରି ମହୋତ୍ସବ |   (18-Oct-2026)       ||      ଟ୍ରାଫିକ ସମସ୍ୟା ର ସମାଧାନ ପାଈଁ ପଦ୍ମପୁର ରେ ପୋଲିସ ଓ ଓକିଲ ସଙ୍ଘର ଆଲୋଚନା |   (18-Oct-2026)       ||      ରାୟଗଡା ଜିଲ୍ଲା 326ନଂ ଜାତୀୟ ରାଜପଥ ଗୁମ୍ମା ଘାଟିରେ ଭୟଙ୍କର ସଡ଼କ ଦୁର୍ଘଟଣା |   (17-Oct-2026)       ||      ଦୁର୍ଗାପୂଜା ପାଇଁ ଉତ୍ସବ ମୁଖର ଓ ଚଳ ଚଞ୍ଚଳ କଲ୍ୟାଣସିଂହ ପୁର ସହର |    (17-Oct-2026)       ||      ହିଞ୍ଜିଳି କଲେଜ ଗଣ୍ଡଗୋଳ କୁ ନେଇ ବିଜେଡିର ଥାନା ଆଗରେ ଧାରଣା ||   (17-Oct-2026)       ||      ସରସ୍ବତୀ ଶିଶୁମନ୍ଦିର ରେ ଅଭିଭାବକ ଓ ଅଭିଭାବିକା ଙ୍କ ବୈଠକ ଅନୁଷ୍ଠିତ |    (17-Oct-2026)       ||      କେଶପୁର ଠାରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -26 ଅନୁଷ୍ଠିତ ||   (16-Oct-2026)       ||      ହତ୍ୟା ମାମଲାରେ କୋଦଳା ଅତିରିକ୍ତ ଦୌରାଜଜ ଙ୍କ ଅଦାଲତ ରେ ଦୁଇ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ |    (16-Oct-2026)       ||      ଅଶାନ୍ତ ହିଞ୍ଜିଳି କଲେଜ କ୍ୟାମ୍ପସ, ଶପଥ ଗ୍ରହଣ ପୂର୍ବରୁ ଦୁଇଗୋଷ୍ଟି ଛାତ୍ର ମୁହାଁମୁହିଁ ||   (16-Oct-2026)       ||      10.754 କିଲୋ ଗଞ୍ଜେଇ ଜବତ ଘଟଣାରେ ତଦନ୍ତ କଲା କ୍ରାଇମ ବ୍ରାଞ୍ଚ    (16-Oct-2026)       ||     

, ପୀତବାସ ପଣ୍ଡାଙ୍କ ମୃତ୍ୟୁ ଘଟଣା ରେ କଂଗ୍ରେସ ର ମତ ନିଜ ଦଳରେ ନିଜ ଲୋକ ସୁରକ୍ଷିତ ନୁହଁ|

08-Oct-2025

ଆଇନ ଯିବିଙ୍କ ମୃତ୍ୟୁ ରେ କଂଗ୍ରେସ ର ମତ ବିଜେପ ସରକାରରେ ନିଜ ଦଳର ଲୋକ ଅସୁରକ୍ଷିତ,

         ଓଡିଶା ଜନ ମତ ବ୍ୟୁରୋ

ବିଜେପି ସରକାର ଙ୍କ ଶାସନ ରେ ନିଜ ଦଳର ଜଣେ ନେତା ତଥା ରାଜ୍ୟ ବାର କାଉନ ସିଲର ସଦସ୍ୟ ଥିବା ପୀତବାସ ପଣ୍ଡାଙ୍କୁ ଯେଉଁଭଳି ଭାବେ ନିଜ ଘର ସମ୍ମୁଖ ରେ ମୋଟର ସାଇକେଲ ରେ ଆସିଥିବା ଦୁଇଜଣ ଦୁବୃତ୍ତଗୁଳି ମାରି  ହତ୍ୟା କରି ଫେରାର ହୋଇ ଯାଇଥିଲେ ତାହା  ନିନ୍ଦନୀୟ ଅଟେ | ରାଜ୍ୟରେ ବିଜେପିର  ସରକାରରେ ଆଇନ ଶୃଙ୍ଖଳା ପରିସ୍ଥିତି   କିପରି ଅଛି ତାହା ଉପରେ  ପ୍ରଦେଶ କଂଗ୍ରେସ ପକ୍ଷରୁ ଏକ ସାମ୍ବାଦିକ ସମ୍ମିଳନୀ କରାଯାଇଥିଲା । ଆଲୋଚନା ଆରମ୍ଭକରି ରାଜ୍ୟ କଂଗ୍ରେସ ମୁଖପାତ୍ର ଅଶୋକ ସ୍ଵାଇଁ କହିଲେ: ଯେ ମୁଖ୍ୟମନ୍ତ୍ରୀ ଡିଜିପିଙ୍କୁ ବିଜେପିର ଭିଭିଆଇପିଙ୍କୁ ସେବା ଦେବାରେ ଚରମ ଅବହେଳା  ପାଇଁ  ଆଜି ଏହିଭଳି ଘଟଣା ଘଟୁଛି |ଏହାକୁ ନେଇ ପୂର୍ବତନ ମନ୍ତ୍ରୀ ତଥା ପିସିସିର ବରିଷ୍ଠ ମୁଖପାତ୍ର ଦେବାଶିଷ ନାୟକ ଗଭୀର ଉଦ୍‌ବେଗ ପ୍ରକାଶ କରିବା ସହ ରାଜ୍ୟ ସରକାରଙ୍କ ଉପରେ ବର୍ଷିଛନ୍ତି । ସେ କହିଛନ୍ତି, ଗତ କିଛିଦିନ ଭିତରେ ରାଜ୍ୟରେ ଆଇନଶୃଙ୍ଖଳା ଭୁଶୁଡ଼ି ପଡ଼ିଛି। ସରକାରଙ୍କ ଶାସନ ବ୍ୟବସ୍ଥାକୁ କେହି ଡରୁନାହାନ୍ତି। ଗତକାଲି ବିଜେପିର ବରିଷ୍ଠ ନେତା ତଥା ରାଜ୍ୟ ବାର୍ କାଉନସିଲର ବରିଷ୍ଠତମ ସଦସ୍ୟ ଆଇନଜୀବୀ ପୀତବାସ ପଣ୍ଡାଙ୍କୁ ତାଙ୍କର ଘର ସମ୍ମୁଖରେ ଗୁଳିକରି ଅତି,
ନିର୍ମମ ଭାବରେ ହତ୍ୟା କରାଯାଇଛି। ଆଜି ରାଜ୍ୟର ଏପରି ଅବସ୍ଥା କୌଣସି ଜାଗାରେ କିଛି ବି ଅଘଟଣ ଘଟିଯାଇପାରେ । ବିଜେପି ନିଜ ବରିଷ୍ଠ ନେତାଙ୍କୁ ସୁରକ୍ଷା ଦେଇ ପାରୁନଥିବା ବେଳେ: ସାଧାରଣ ଲୋକଙ୍କୁ କଣ ସୁରକ୍ଷାଦେବ ତାହାହିଁ ବଡ଼ ପଶ୍ନ  ବାଚୀ ସୃଷ୍ଟି କରୁଛି  । ସାମ୍ବାଦିକମାନେ ଜଦି ଦୂର୍ନୀତିକୁ ଲୋକଲୋଚନକୁ ଆଣନ୍ତି ତେବେ – ସେମାନେ ମଧ୍ୟ ଅସୁରକ୍ଷିତ। ଏଥୁରୁ ଜଣାଯାଏ ସେ ଶାସନ ଅନୁଶାସନରେ, ଅନଭିଜ୍ଞ ସରକାର ଏଠି ଚାଲୁଛି ।
ଏଠି ମୁଖ୍ୟମନ୍ତ୍ରୀଙ୍କୁ ଦିଲ୍ଲୀରୁ ପ୍ରଧାନମନ୍ତ୍ରୀଙ୍କଦପ୍ତର ରୁ ଯାହା ନିର୍ଦେଶ ଆସୁଛି ତାହା ଏଠାରେ ମୁଖ୍ୟମନ୍ତ୍ରୀ କାର୍ଯ୍ୟ କରୁଛନ୍ତି | ମୁଖ୍ୟମନ୍ତ୍ରି ପଦରେ ରହି ଯଦି ଲୋକଙ୍କୁ ସେବା ଦେବାରେ ଅସମର୍ଥ ତେବେ ମୁଖ୍ୟମନ୍ତ୍ରୀ ସମ୍ମାନର ସହ ଇସ୍ତଫା ଦେଇଦେବା ଦରକାର ବୋଲି ଖୋର୍ଦ୍ଧା ଜିଲ୍ଲାକଂଗ୍ରେସ କମିଟିର ସଭାପତି ରାଜୀବ ପଟନାୟକ କହିଛନ୍ତି | ଯଦି ସେ ଏହାକୁ ଗ୍ରହଣ କରନ୍ତି ନାହିଁ ତେବେ ଜନତା  କେବେବି କ୍ଷମ କରିବେ ନାହିଁ । ଖୋଦ ମୁଖ୍ୟମନ୍ତ୍ରୀ ନିଜ ଅଧୀନରେ ଗୁହ ବିଭାଗ ରଖୁଥିବା ବେଳେ ବର୍ତ୍ତମାନ ଆଇନ ଶୃଙ୍ଖଳା ପରିସ୍ଥିତି ଯେପରି ହୋଇଛି ଜନ ସାଧାରଣ ତାଙ୍କୁ କେବେବି କ୍ଷମା କରିବେ ନାହିଁ ବୋଲି କହିଛନ୍ତି |

News Comment

You Might Also Like

BACK TO TOP