Breaking News

ପୋଖରୀରେ ବୁଡି ଯୁବକ ମେତ୍ୟୁ |    (17-Apr-2026)       ||      ପୋଲସରା ରେ ବିଜୁ ବାବୁଙ୍କୁ ଭକ୍ତି ପୁତ ଶ୍ରଦ୍ଧାଞ୍ଜଳୀ ଜ୍ଞାପନ |    (17-Apr-2026)       ||      ବିଜୁବାବୁ ଥିଲେ ଜଣେ ମହାନ ଜନ ନାୟକ ତଥା ଓଡ଼ିଶାର ଗର୍ବ ଗୌରବ |    (17-Apr-2026)       ||      ପୋଲିସ ପେଟ୍ରୋଲିଙ୍ଗ ସମୟ ରେ କାଠ ପଟା ବୋଝେଇ ମିନିଟ୍ରକ ଜବତ, ତିନି ଗିରଫ |   (17-Apr-2026)       ||      ପିକଅପ ଭେନ କୁ ଧକ୍କା ଦେଈ ବାଇକ ଚାଳକ ମୃତ ||   (16-Apr-2026)       ||      ରଙ୍ଗେଈଲୁଣ୍ଡା ବ୍ଳକର 17ଜଣ ସିଆରସିସି ମାନସିକ ଚାପର ଵଶବର୍ତ୍ତୀ ହୋଈ ବିଇଓ ଙ୍କୁ ଦେଲେ ସାମୁହିକ ଇସ୍ତଫାପତ୍ର |   (16-Apr-2026)       ||      ବାଇକ ଧକ୍କା ରେ ବରିଷ୍ଟ ନାଗରିକ ମୃତ |    (16-Apr-2026)       ||      ବାଇକ ଧକ୍କା ରେ ବରିଷ୍ଟ ନାଗରିକ ମୃତ |    (16-Apr-2026)       ||      ଗୋଶାଣୀ ନୂଆଙ୍ଗା ଥାନା ତରଫରୁ ବ୍ରହ୍ମପୁର ରେଳଷ୍ଟେସନ ନିକଟରେ 21କେଜି ଗଞ୍ଜେଇ, ଏକ ଅଟୋ ସହ ତିନି ଜଣକୁ ଗିରଫକଲା ପୋଲିସ |   (16-Apr-2026)       ||      ନାବାଳିକା କୁ ବସ ମଧ୍ୟରେ ଅସଦାଚରଣ କରି ରିଟାୟଡ଼ ଅଧ୍ୟାପକ ଗିରଫ |    (16-Apr-2026)       ||      ପୋଲସରା ଥାନା ପାତି ଗଡ଼ ଗ୍ରାମରେ ଚୋରିକରିବାକୁ ଆସିଥିବା ବୃଦ୍ଧାଙ୍କୁ କଲେ ଆକ୍ରମଣ |    (16-Apr-2026)       ||      ମାତୃଭାଷା ର ଐତିହ୍ୟ ସମ୍ପର୍କ ରେ ପାଠ ଚକ୍ର ||   (15-Apr-2026)       ||      ପୋଲସରା ବିଜ୍ଞାନ ମହା ବିଦ୍ୟାଳୟ ରେ ଆଠ ଦିନିଆ ଆତ୍ମ ରକ୍ଷା ତାଲିମ ଶିବିର ର ଶୁଭାରମ୍ଭ |   (15-Apr-2026)       ||      କୋଟିନଡ଼ା ଥାନା କନ୍ଧପଲି ନିକଟରେ ଗଛକୁ ଧକ୍କାଦେଇ ବାଇକ ଆରୋହୀ ମୃତ |    (15-Apr-2026)       ||      ପୋଲସରା ବିଜ୍ଞାନ ମହାବିଦ୍ୟାଳୟ ପକ୍ଷରୁ ରକ୍ତ ଦାନ ଶିବିର ଅନୁଷ୍ଠିତ |    (15-Apr-2026)       ||      ପୂର୍ବଶତ୍ରୁତାକୁ ନେଇ ଯୁବକ ଙ୍କୁ ନିର୍ମମ ହତ୍ୟା |    (15-Apr-2026)       ||      ସତାବନ ବର୍ଷ ରେ ବିବାହ ହେଲେ ଅଭିନେତା |    (15-Apr-2026)       ||      ମହା ବିଷୁବ ସଂକ୍ରାନ୍ତି ଉପଲକ୍ଷେ ମନ୍ଦାର ବେଶରେ ଦର୍ଶନ ଦେଲେ ମା ପାଟ ଖଣ୍ଡା |   (14-Apr-2026)       ||      ବିଶ୍ୱାସ ଓ ନିଷ୍ଠା ଦେଖାଇ 22ହାତ ନିଆଁ ଉପରେ ଚାଲିଲେ ମା ଅଁଳାଇ ଙ୍କ କାଳସୀ ଏବଂ ଶ୍ରଦ୍ଧାକୁ |    (14-Apr-2026)       ||      ପୁରୁଷୋତ୍ତମପୁର ସହର ସହିତ ବ୍ଳକର ବିଭିନ୍ନ ପଞ୍ଚାୟତରେ ଥିବା ମେରୁ ଯାତ୍ରା ଓ ହନୁମାନ ଜୟନ୍ତୀ ଶେଷ ହୋଇଛି |    (14-Apr-2026)       ||     

ଭିଜିଲାନ୍ସ ଜାଲରେ ବେଲଗୁଣ୍ଠା ବିଜ୍ଞାପିତଅଞ୍ଚଳ କାର୍ଯ୍ୟ ନିର୍ବାହୀ ଅଧିକାରୀ |

08-Oct-2025

ଭିଜିଲାନ୍ସ ଜାଲରେ ପ୍ରଶାସନିକ ଅଧିକାରୀ।

ଓଡିଶା ଜନ ମତ, ବ୍ରହ୍ମପୁର
କୈଳାଶ ଚନ୍ଦ୍ର ଚୌଧୁରୀ,   ତା --08/10/25:

ବେଲଗୁଣ୍ଠା ବିଜ୍ଞାପିତ ଅଞ୍ଚଳ ପରିଷଦ କାର୍ଯ୍ୟ ନିର୍ବାହୀ ଅଧିକାରୀ  ବନମାଳୀ ଶତପଥୀ ଲାଞ୍ଚ ନେବା ସମୟରେ ପୁର୍ବରୁ ଛକି ରହିଥିବା ଭିଜିଲାନ୍ସ୍ କର୍ମଚାରୀ ମାନେ ମାଡ଼ି ବସିଛନ୍ତି I  ସୂଚନା ପ୍ରକାରେ ବେଲଗୁଣ୍ଠା ବିଜ୍ଞାପିତ ଅଞ୍ଚଳ ପରିଷଦ କାର୍ଯ୍ୟାଳୟରେ ଏମ୍ଆଇଏସ୍ ରୂପେ କାର୍ଯ୍ୟ କରୁ୍ଥିବା ସରୋଜ ଜେନାଙ୍କର ଛଅ ମାସ ତଳେ ଅନ୍ୟତ୍ର ବଦଳି ହୋଇ ଯାଇଥିଲା I ତେବେ  ବେଲଗୁଣ୍ଠାରେ ତାଙ୍କର ଶେଷ ଦୁଇ ମାସର ଦରମା ଏବଂ ଏଲ୍.ପି.ସି  ବକେୟା ଥିଲା I ଏନେଇ ସରୋଜ ବାରମ୍ବର କାର୍ଯ୍ୟ ନିର୍ବାହି ଅଧିକାରୀ ଶ୍ରୀ ଶତପଥୀଙ୍କୁ ଅନୁରୋଧ କରିଥିଲେ ମଧ୍ୟ ଶ୍ରୀ ଶତପଥି ଏହାକୁ ଅଣଦେଖା କରିବା ସହିତ ପଚିଶି ହଜାର ଟଙ୍କାର ଲାଞ୍ଚ ଦାବି କରିଥିଲେ I ଏନେଇ ସରୋଜ ବ୍ରହ୍ମପୁର ଭିଜିଲାନ୍ସ୍ ବିଭାଗ ର ଦ୍ୱାରସ୍ଥ ହୋଇଥିଲେ I ସରୋଜଙ୍କ ଅଭିଯୋଗ କ୍ରମେ ବ୍ରହ୍ମପୁର ଭିଜିଲାନ୍ସ୍ ଡ଼ି ଏସ୍.ପି ଶରତ ଚନ୍ଦ୍ର ସାହୁଙ୍କ ନେତୃତ୍ୱରେ ବେଲଗୁଣ୍ଠାରେ ଛକି ରହିଥିଲେ I କିନ୍ତୁ କାର୍ଯ୍ୟନିର୍ବାହୀ ଅଧିକାରୀ ଶ୍ରୀ ଶତପଥି ଚତୁରତାର ସହିତ  ନିଜ କାର୍ଯ୍ୟାଳୟରେ ଟଙ୍କା ନେବା ବଦଳରେ ସରୋଜଙ୍କୁ ବାଲିପଦର ଡ଼କାଇଥିଲେ I ସେହି ପ୍ରକାରେ ସରୋଜ ଏବଂ ପୂର୍ବରୁ ପ୍ରସ୍ତୁତ ହୋଇ ରହିଥିବା ଭିଜିଲାନ୍ସ୍ ଟିମ୍ ବାଲିପଦର ଯାଇଥିଲେ I ବାଲିପଦରର ବସ ଷ୍ଟାଣ୍ଡ ରେ ସକାଳ ସାଢେ ନଅଟା ବେଳେ ସରୋଜ କାର୍ଯ୍ୟନିର୍ବାହୀ ଅଧିକାରୀ ଶ୍ରୀ ଶତପଥିଙ୍କୁ ଲାଞ୍ଚ ଦେଉଥିବା ବେଳେ ଭିଜିଲାନ୍ସ୍ ଟିମ୍ ଶ୍ରୀ ଶତପଥିଙ୍କୁ ଅଟକ ରଖିବା ସହିତ ତାଙ୍କ ହାତରୁ ଲାଞ୍ଚ ଟଙ୍କା ଜବତ କରିଥିଲେ I ଏହାପରେ ଭିଜିଲାନ୍ସ ଟିମ୍ ତାଙ୍କୁ ସାଥିରେ ନେଇ ବେଲଗୁଣ୍ଠା ବିଜ୍ଞାପିତ ଅଞ୍ଚଳ ପରିଷଦ କାର୍ଯ୍ୟାଳୟରେ ପହଞ୍ଚି କାର୍ଯ୍ୟାଳୟର କାଗଜପତ୍ର ଏବଂ ସରକାରୀ କ୍ୱାର୍ଟର୍ ଯାଞ୍ଚ୍ କରିବା ପରେ ଦିନ ଗୋଟାଏ ପରେ ଭିଜିଲାନ୍ସର ଅନ୍ୟ ଏକ ଟିମ୍ ଶ୍ରୀ ଶତପଥିଙ୍କୁ କବିସୂର୍ଯ୍ୟନଗର ସ୍ଥିତ ତାଙ୍କ ବାସ ଭବନକୁ ନେଇ ବାସ ଭବନ ସମେତ ଅନ୍ୟ ଏକ କୋଠାରେ ମଧ୍ୟ ଯାଞ୍ଚ୍ କରିଥିଲେ I ସେଠାରୁ ତାଙ୍କୁ ଭିଜିଲାନ୍ସ ଟିମ୍ ବ୍ରହ୍ମପୁର ନେଇଥିବା ସୂଚନା ମିଳିଛି I ଏନେଇ ବ୍ରହ୍ମପୁର ଭିଜିଲାନ୍ସ ଥାନାରେ ୧୪/୨୫ ରେ ଏକ ମାମଲା ରୁଜୁ କରାଯାଇଛି I

News Comment

You Might Also Like

BACK TO TOP