Breaking News

କୋଦଳା ମହାବିଦ୍ୟାଳୟ ରେ ମାତୃ ଭାଷା ର ଐତିହ୍ୟ ସମ୍ପର୍କ ରେ ପାଠ ଚକ୍ର |    (12-Apr-2026)       ||      ବିଦ୍ୟୁତ ଆଘାତ ରେ ବିଦ୍ୟୁତ କର୍ମଚାରୀ ଙ୍କ ମୃତ୍ୟୁ |    (12-Apr-2026)       ||      ବେଲଘର ବନାଞ୍ଚଳ ରେ ପୁଣି ହାତି ଆତଙ୍କ ||   (12-Apr-2026)       ||      ଆଁଳାଇ ପୀଠ ରେ 24ତମ ମହାବୀର ଜୟନ୍ତୀ ବାର୍ଷିକ ବିଶ୍ଵଶାନ୍ତି ମହାଯଂଜ୍ଞ ଶୋଭାଯାତ୍ରା ରେ 100ରୁ ଉର୍ଦ୍ଧ ମାନସିକ ବ୍ରତ ଧାରୀ ସାମଲ ||   (12-Apr-2026)       ||      ଆଁଳାଇ ପୀଠ ରେ 24ତମ ମହାବୀର ଜୟନ୍ତୀ ବାର୍ଷିକ ବିଶ୍ଵଶାନ୍ତି ମହାଯଂଜ୍ଞ ଶୋଭାଯାତ୍ରା ରେ 100ରୁ ଉର୍ଦ୍ଧ ମାନସିକ ବ୍ରତ ଧାରୀ ସାମଲ ||   (12-Apr-2026)       ||      କ ନୂଆଙ୍ଗା ବ୍ଳକ ଶିକ୍ଷା ବିଭାଗ ଅଫିସିରେ 5ମାସ ହେଲା ବିଇଓ ପଦବୀ ଖାଲି ||   (12-Apr-2026)       ||      ଗୋଳନ୍ଥରା ଥାନା ପଞ୍ଚାମା ଅଞ୍ଚଳ ରେ ପାନ ବ୍ୟବସାୟୀ ଙ୍କୁ ନିର୍ମମ ହତ୍ୟା |   (12-Apr-2026)       ||      ଖଲ୍ଲିକୋଟ ନଗର କଂଗ୍ରେସ ସଭାପତି ହେଲେ ମନ ମଦନ ସାହୁ |   (11-Apr-2026)       ||      ବାଲିଗୁଡା ଆଦିବାସୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ +2ଅନ ଲାଇନ ଓ ଅଫଲାଇନ ମୂଲ୍ୟାୟନ କେନ୍ଦ୍ର ଅନୁଷ୍ଠିତ |    (11-Apr-2026)       ||      ଓଡ଼ିଆ ପକ୍ଷ ଉପଲକ୍ଷେ ରକ୍ତ ଦାନ ଶିବିର,   (11-Apr-2026)       ||      ବାର୍ଷିକ ବିବରଣୀ ପତ୍ର 2025-26ର ଅବଲୋକନ ଓ 2026-27ବର୍ଷ ପାଇଁ କାର୍ଯ୍ୟ ଯୋଜନା ପ୍ରସ୍ତୁତି କରଣ କାର୍ଯ୍ୟକ୍ରମ ଅନୁଷ୍ଠିତ ||   (10-Apr-2026)       ||      ପୋଲସରା ପୌର ପରିଷଦ ପକ୍ଷରୁ ଓଡ଼ିଆ ପକ୍ଷ ଅବସର ରେ କଳାକାର ମାନଙ୍କୁ ସମ୍ବର୍ଦ୍ଧନା ଅନୁଷ୍ଠିତ ||   (10-Apr-2026)       ||      ପଶ୍ଚିମ ଓଡ଼ିଶାର ସିନେକଳାକାର ମାନେ ତାରା ତାରିଣୀ ଙ୍କ ପୀଠରେ କଲେ ପୂଜାର୍ଚନା |   (09-Apr-2026)       ||      ଟିକାବାଲି ବ୍ଲକରେ ଲକ୍ଷାଧିକ ଟଙ୍କାରେ ନିର୍ମିତ ପାନୀୟ ଜଳ ପ୍ରକଳ୍ପ ଅଟକ |   (09-Apr-2026)       ||      ସ୍ତ୍ରୀକୁ ହତ୍ୟା କରି ସ୍ୱାମୀର ଆତ୍ମ ହତ୍ୟା ||   (07-Apr-2026)       ||      ନୂଆଗଡ ଗ୍ରାମରେ ଚୋରି ଘଟଣାରେ ସାତ ଜଣ ଗିରଫ ||   (07-Apr-2026)       ||      ରୁପା ବ୍ୟବସାୟୀ ଙ୍କଆକ୍ରମଣ କରି ତାଙ୍କଠାରୁ 7କେଜିର ରୁପା ବେଗ ଧରି ଛୁ ମାରିଲେ ଦୁଇ ଲୁଟେରା |    (06-Apr-2026)       ||      ଓଡ଼ିଶା ସାହିତ୍ୟ ଏକାଡେମୀ ଏବଂ ଉତ୍କଳ ସଂସ୍କୃତି ବିଶ୍ୱ ବିଦ୍ୟାଳୟ ର ମିଳିତ ଆନୁକୂଲ୍ୟରେ ଓଡ଼ିଆ ପକ୍ଷ -2026 ପାଳନ ||   (06-Apr-2026)       ||      ରକ୍ତ ଚାପ ସଚେତନତା ଓ ସ୍ୱାସ୍ଥ୍ୟ ଶିବିର    (06-Apr-2026)       ||      କଳମ୍ବ ରେ ଦୁତୀୟ ପର୍ଯ୍ୟାୟ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଅନୁଷ୍ଠିତ |   (06-Apr-2026)       ||     

କାର୍ତ୍ତିକ ଆରମ୍ଭରୁ ହିଁ ପରିବା ଦର ଆକାଶ ଛୁଆଁ, 200ଟଙ୍କାରେ ପୁରୁନି ବେଗ |

10-Oct-2025

କୁମାର ପୁର୍ଣିମା ପରଠାରୁ  ପରିବା ଦର ଆକାଶଛୁଆଁ,

         ଓଡିଶା ଜନ ମତ ବ୍ୟୁରୋ,

ବର୍ତମାନ କାର୍ତ୍ତିକ ମାସ ଚାଲିଛି, ଅଧିକାଂଶ ଲୋକେ ନିରାମିଷ ଖାଦ୍ୟ ଖାଉଛନ୍ତି ତେଣୁ ପରିବା ଉପରେ ଲୋକଙ୍କ ଚାହିଦା ରହୁଛି , ଦ୍ୱତୀୟ ତ ବର୍ତମାନଲଗାତର ଲଘୁଚାପ ବର୍ଷା ଯୋଗୁଁ ଓଡ଼ିଶାର ପ୍ରାୟ ଅଧିକାଂଶ ଜିଲ୍ଲା ରେ ପରିବା ଆମଦାନୀ କମି ଯାଇଛି ସେଇ ଯୋଗୁଁ ମଧ୍ୟ ପରିବା ଦରରେ ଅହେତୁକ ବୃଦ୍ଧି ଘଟିଛି ବୋଲିହୋଲସେଲ ବ୍ୟବସ୍ୟାୟି ମାନେ ମତ ଦେଇଛନ୍ତି | 
200 ଶହ ଟଙ୍କାରେ ବ୍ୟାଗ୍ ପୁରୁନି, କିଲେ ଜାଗାରେ ଅଢେଇ ଶହ ନେଉଛନ୍ତି ଖାଉଟି  |କାର୍ତ୍ତିକ  ମାସ ଆରମ୍ଭରୁ ହିଁ ପରିବା ଦର ହୁ ହୁ ହୋଇ ବଢିବାରେ ଲାଗିଛି । ପୂଣ୍ୟ ମାସ ଭାବେ କଥୁତ ଏହି ମାସରେ ସଂଖ୍ୟାଧ‌ିକ ଘରେ ଆମିଷ ନିଷେଧ । ଏଣୁ ସଦା ବା ନିରାମିଷ ଖାଦ୍ୟ ପାଇଁ ପନିପରିବା ଉପରେ ଅଧୁକ ନିର୍ଭରଶୀଳ ହୋଇ ପଡ଼ୁଛନ୍ତି ଲୋକେ । ହେଲେ ଗତ କିଛି ଦିନରେ ପନିପରିବା ଦର ବେଶ୍ ଦର ବୃଦ୍ଧି ପାଇଛି, ଯାହାକୁ ନେଇ ଗ୍ରାହକ ମହଲରେ ପ୍ରତିକ୍ରିୟା ପ୍ରକାଶ ପାଇଛି । ତେବେ ଅନ୍ୟ ଉପାୟ ନହୋଇ ଲୋକେ ପୂର୍ବାପେକ୍ଷା କମ୍ ପରିମାଣର ପନିପରିବା ନେଇ କାମ ଚଳାଇବାକୁ ବାଧ୍ୟ ହେଉଛନ୍ତି । ପକେଟରୁ ଅଧୁକ ଟଙ୍କା ଯାଉଛି, ମାତ୍ର ବ୍ୟାଗରେ ପରିବା ଭର୍ତି ହେଉନି । ଏକଦା ହିଞ୍ଜିଳିକାଟୁ ବ୍ଳକର ବୁରୁପୋଡ଼ା, ଖରିଡ଼ା, ଆଲପୁର, ରାଜବ, ସିକିରି, ଖଣ୍ଡରା, ଚାନ୍ଦୁଲି, ଶାସନ ଆମଗାଁ,ସହିତ ପୁରୁଷୋତ୍ତମପୁର ବ୍ଲକର କୁମାରୀ, ଜାମୁନି, ଆଛୁଲି, ବକ୍ସି ପଲି, ଷୋଳଘର, ପ୍ରତାପୁର ଅଞ୍ଚଳରୁ ପ୍ରଚୁର ପରିମାଣରେ ପରିବାଆମଦାନୀ ହୋଇ ଗଞ୍ଜାମ ଜିଲ୍ଲା ସମେତ ନିକଟବର୍ତ୍ତୀ ଅଞ୍ଚଳକୁ ବହୁଳ ପରିମାଣରେ ପନିପରିବା ରପ୍ତାନି କରା ଯାଉଥିଲା କିନ୍ତୁ ଅଗଷ୍ଟ ଓ ସେପପ୍ଟେମ୍ବର ମାସରେ ଲଗାଣ ବର୍ଷା ଯୋଗୁଁ ସ୍ଥାନୀୟ ବ୍ଲକର ବିଭିନ୍ନ ଅଞ୍ଚଳର ପନିପରିବା ଚାଷ କ୍ଷତିଗ୍ରସ୍ତ ହୋଇପଡିଛି ।ଏହା ଛଡା ସ୍ଥାନୀୟ ଅଞ୍ଚଳର ବିଭିନ୍ନ ଗ୍ରାମର ଚାଷୀ ବର୍ତ୍ତମାନ ଧାନ ଚାଷ କରୁଛନ୍ତି । ଯାହା ଫଳରେ ପରିବା ପାଇଁ ଛତି ଶିଗଡ଼ ଓ ଆନ୍ଧ୍ରପ୍ରଦେଶ ରାଜ୍ୟ ଉପରେ ନିର୍ଭର କରିବାକୁ ପଡ଼ୁଥୁବାରୁ ପରିବା ଦର ବଢିବାରେ ଲାଗିଛି ବୋଲି ବ୍ୟବସାୟୀ ମାନେ ଯୁକ୍ତି ଦର୍ଶାଇଛନ୍ତି |

ଆଗାମୀ ଦିନରେ ସ୍ଥାନୀୟ ଅଞ୍ଚଳରେ ପରିବା ଆମଦାନୀ ପରେ ଦର କମିବ ବୋଲି ବ୍ୟବସାୟୀ ମାନେ ଆଶା କରିଛନ୍ତି । ଅନ୍ୟ ପକ୍ଷରେ ସ୍ଥାନୀୟ ଅଞ୍ଚଳରୁ ଆମଦାନୀ ହେଉଥୁବା ପନିପରିବା ବହୁଳ ପରିମାଣରେ ବାହାର ଅଞ୍ଚଳକୁ ରପ୍ତାନି କରାଯାଇଥିବାରୁ ସ୍ଥାନୀୟ ଅଞ୍ଚଳରେ ପରିବା ଦର ବୃଦ୍ଧି ପାଉଛି ବୋଲି ସ୍ଥାନୀୟ ଲୋକମାନେ କହିଛନ୍ତି ।  ପରିବା ବଜାରରେ ଆଳୁ ଦର କିଲୋ ପିଛା ୨୫ ଟଙ୍କା ରହିଥ‌ିବା ବେଳେ ପିଆଳ ୩୫, ଟମାଟୋ 40ରୁ 50ଟଙ୍କାଫୁଲକୋଳି ୮୦, ବିନ୍ସ ନ ୧୦୦ ରୁ 120,  ଭେଣ୍ଡି ୪୦, ବନ୍ଧାକୋଳି ୪୦ ଟଙ୍କା, ଦେଶୀ ଆଳୁ ୫୦ ଟଙ୍କା, ବାଇଗଣ ୬୦, ଗୋବଦ୍ଧନ ଝଟା ଓ ଜହ୍ନି ୪୦, କଖାରୁ ଓ ଭଣ୍ଡା ୨୫ରୁ ୩୦ ଟଙ୍କା, କଞ୍ଚା ଲଙ୍କା ୧୦୦ ଟଙ୍କା ବରରେ ବିକ୍ରି ହେଉଛି ।କାର୍ତ୍ତିକ ରେ ହବିଷ୍ୟାଳୀଙ୍କ ରୋଷେଇରେ ବ୍ୟବହୃତ କଞ୍ଚା କଦଳୀ ଗୋଟାକୁ ୧୦ ଟଙ୍କା ରହିଛି । ଏପରିକି ଖୋସଡ଼ା ଶାଗ ବିଡା ୧୫ ରୁ ୨୦ ଟଙ୍କା ରହିଥ‌ିବା ଦେଖୁବାକୁ ମିଳିଛି । ଗତ କିଛି ଦିନ ତଳେ ପରିବା ଦର ଯାହା ଥୁଲା କାର୍ତିକରେ ପ୍ରାୟ ଦୁଇ ଗୁଣା ହୋଇଛି । କାର୍ତିବରେ ଆମିଷ ବନ୍ଦ ଥ‌ିବାରୁ ପରିବା ଦର ବଢ଼ୁଛି, ଗରିବ ପରିବାରର ହାଣ୍ଡିଶାଳରେ ବର୍ତମାନ ଚଡକ ପଡିଥିବାର  ଦେଖା ଦେଇଛି  |

News Comment

You Might Also Like

BACK TO TOP