Breaking News

କେଶପୁର ଠାରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -26 ଅନୁଷ୍ଠିତ ||   (16-Oct-2026)       ||      ହତ୍ୟା ମାମଲାରେ କୋଦଳା ଅତିରିକ୍ତ ଦୌରାଜଜ ଙ୍କ ଅଦାଲତ ରେ ଦୁଇ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ |    (16-Oct-2026)       ||      ଅଶାନ୍ତ ହିଞ୍ଜିଳି କଲେଜ କ୍ୟାମ୍ପସ, ଶପଥ ଗ୍ରହଣ ପୂର୍ବରୁ ଦୁଇଗୋଷ୍ଟି ଛାତ୍ର ମୁହାଁମୁହିଁ ||   (16-Oct-2026)       ||      10.754 କିଲୋ ଗଞ୍ଜେଇ ଜବତ ଘଟଣାରେ ତଦନ୍ତ କଲା କ୍ରାଇମ ବ୍ରାଞ୍ଚ    (16-Oct-2026)       ||      ପୋକ ସାଲୁବାଲୂ ଚାଉଳରେ ରନ୍ଧା ହେଉଛି ପିଲାଙ୍କ ମଧ୍ୟାହ୍ନ ଭୋଜନ |   (16-Oct-2026)       ||      ପୋଲସରା ରେ ବ୍ଳକ ସ୍ତରୀୟ ପୋଷଣ ମାସ-- 26 କାର୍ଯ୍ୟକ୍ରମ ଅନୁଷ୍ଠିତ |   (16-Oct-2026)       ||      ରାୟଗଡା ଜିଲ୍ଳାର ବିକାଶ ମୂଳକ ପ୍ରକଳ୍ପ ର ସମୀକ୍ଷା କଲେ ହସ୍ତତନ୍ତ ବୟନ ବିଭାଗ କମିଶନର |    (16-Oct-2026)       ||      ରାୟଗଡା ଜିଲ୍ଳାରେ ଜିଲ୍ଲା ସ୍ତରୀୟ ପୋଷଣ ମାହ ପାଳନ |   (16-Oct-2026)       ||      ରାୟଗଡା ଜିଲ୍ଲା ରେ ଜିଲ୍ଲା ସ୍ତରୀୟ ପୋଷଣ ମାହ ପାଳନ |   (16-Oct-2026)       ||      ସର୍ପ ଦଂଶନ ଯୋଗୁଁ ଯୁବ ଚାଷୀ ମୃତ ||   (16-Oct-2026)       ||      ଚମାଖଣ୍ଡି ହାଇସ୍କୁଲ ସାମ୍ନା ରେ ଦୁର୍ଘଟଣାରେ ଜଣେ ମୃତ ସହିତ 10ରୁ ଅଧିକ ବ୍ୟକ୍ତି ଆହାତ ||   (16-Oct-2026)       ||      ବେଢ଼ ଉଚ୍ଚ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -26 ଅନୁଷ୍ଠିତ |   (16-Oct-2026)       ||      ସମଲ ଉଚ୍ଚବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026 ଅନୁଷ୍ଠିତ |   (16-Oct-2026)       ||      ଛାତ୍ର ସଂସଦ ନିର୍ବାଚନ ରେ କୋଦଳା କଲେଜରେ ବିଜେଡି ଛାତ୍ର ଙ୍କ ବାଜିମାତ |   (16-Oct-2026)       ||      ମହିଳାଙ୍କ ଆର୍ଥିକ ସଶକ୍ତି କରଣ ନିମନ୍ତେ ଛତୁ ଚାଷ ତାଲିମ ଓ କର୍ମଶାଳା ଅନୁଷ୍ଠିତ |    (16-Oct-2026)       ||      ଆବାସିକ ସେବାଶ୍ରମ ପାର୍ସାଲିର ପ୍ରଧାନ ସେବକ ଙ୍କୁ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା |    (16-Oct-2026)       ||      4ପରିବାର ର 9ବଖରା ଘର ଭୟାବହ ଅଗ୍ନି କାଣ୍ଡରେ ଭଶ୍ମିଭୁତ |    (16-Oct-2026)       ||      ସେବା ସଂକଳ୍ପ ଅଭିଯାନ ଅନ୍ତର୍ଗତ ଦିବ୍ୟାଙ୍ଗ ସହାୟତା କାର୍ଯ୍ୟକ୍ରମ |    (16-Oct-2026)       ||      ତାରାତାରିଣୀ ମହାବିଦ୍ୟାଳୟ ରେ ସଭାପତି ଭାବେ ଜିତେନ୍ଦ୍ର କୁମାର ପଣ୍ଡା ଓ ଉପସଭାପତି ହେଲେ ଶୁଭଙ୍କର ସାହୁ |    (15-Oct-2026)       ||      ପୂଜାରୀ ଗୁଡାରେ ବ୍ଳକ ସ୍ତରୀୟ ଶିଶୁ ମହୋତ୍ସସୁରଭି -2026 ଅନୁଷ୍ଠିତ ||ବ    (15-Oct-2026)       ||     

ଖଲ୍ଲିକୋଟ ଥାନା ଅନ୍ତର୍ଗତ ନୂତନ ଗୁରୁଣ୍ଠି ଗ୍ରାମରୁ ବାଇକ ଚୋରି,

17-Oct-2025

ଖଲ୍ଲିକୋଟ ରେ ପୁଣି ବାଇକ ଚୋରି।

    ଓଡିଶା ଜନ ମତ, ଖଲ୍ଲିକୋଟ,ବିକାଶ କୁମାର ସାହୁ,

      ଖଲ୍ଲିକୋଟ ବ୍ଲକ ଅନ୍ତର୍ଗତ ନୂତନ ଗୁରୁଣ୍ଠି ଗ୍ରାମରେ ବାଇକ ଚୋରି ହୋଇଥିବା ନେଇ ଖଲ୍ଲିକୋଟ ଥାନାରେ ଏତଲା ହୋଇଛି। ଶୁଚନା ଅନୁଯାଇ ନୂତନ ଗୁରୁଣ୍ଠି ଗ୍ରାମର ପବିତ୍ର କୁମାର ସାହୁ ନିଜର ଘର ଆଗରେ ରେଡ଼ କଲର ୟୁନିକନ ବାଇକ ଗାଡି ନମ୍ବର 0D -07-Ac 9752 ରଖିଥିବା ବେଳେ ରାତ୍ରି ରେ କୈଣସି ଦୁବୃତ ଚୋରି କରିନେଇଯାଇଛି। ପବିତ୍ର ଖୋଝାଖୋଝି କଲାପରେ ବାଇକ ନ ପାଇ ଖଲ୍ଲିକୋଟ ଥାନାରେ ଏତଲା ଦେଇଛନ୍ତି। ସେହିପରି  ଗତ ସେପ୍ଟେମ୍ବର ୧୯ ତାରିଖରେ ଗୁରାପଲ୍ଲୀ ସ୍ଥିତ ଘର ଆଗରେ ଥିବା ଆକାଶ ପଲେଇ ଙ୍କ ପଲସର ଏନ ଏସ 200 OD 02 BR 8693 ବାଇକ ଚୋରି ହୋଇଥିଲା ସେ ଭେଜିପୁଟ ଫାଣ୍ଡି ରେ ଏତଲା ଦେଇଥିଲେ।ଖଲ୍ଲିକୋଟ ଅଞ୍ଚଳରେ ବାଇକ ଚୋରି ରାକେଟ ପୁନର୍ବାର ସକ୍ରିୟ ହୋଇଥବା ରୁ ସାଧାରଣ ରେ ଚୋରି ଭୟ ସୃଷ୍ଟି ହୋଇଛି।

News Comment

You Might Also Like

BACK TO TOP