Breaking News

ରାୟଗଡା ଜିଲ୍ଳାର ବିକାଶ ମୂଳକ ପ୍ରକଳ୍ପ ର ସମୀକ୍ଷା କଲେ ହସ୍ତତନ୍ତ ବୟନ ବିଭାଗ କମିଶନର |    (16-Oct-2026)       ||      ରାୟଗଡା ଜିଲ୍ଳାରେ ଜିଲ୍ଲା ସ୍ତରୀୟ ପୋଷଣ ମାହ ପାଳନ |   (16-Oct-2026)       ||      ରାୟଗଡା ଜିଲ୍ଲା ରେ ଜିଲ୍ଲା ସ୍ତରୀୟ ପୋଷଣ ମାହ ପାଳନ |   (16-Oct-2026)       ||      ସର୍ପ ଦଂଶନ ଯୋଗୁଁ ଯୁବ ଚାଷୀ ମୃତ ||   (16-Oct-2026)       ||      ଚମାଖଣ୍ଡି ହାଇସ୍କୁଲ ସାମ୍ନା ରେ ଦୁର୍ଘଟଣାରେ ଜଣେ ମୃତ ସହିତ 10ରୁ ଅଧିକ ବ୍ୟକ୍ତି ଆହାତ ||   (16-Oct-2026)       ||      ବେଢ଼ ଉଚ୍ଚ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -26 ଅନୁଷ୍ଠିତ |   (16-Oct-2026)       ||      ସମଲ ଉଚ୍ଚବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026 ଅନୁଷ୍ଠିତ |   (16-Oct-2026)       ||      ଛାତ୍ର ସଂସଦ ନିର୍ବାଚନ ରେ କୋଦଳା କଲେଜରେ ବିଜେଡି ଛାତ୍ର ଙ୍କ ବାଜିମାତ |   (16-Oct-2026)       ||      ମହିଳାଙ୍କ ଆର୍ଥିକ ସଶକ୍ତି କରଣ ନିମନ୍ତେ ଛତୁ ଚାଷ ତାଲିମ ଓ କର୍ମଶାଳା ଅନୁଷ୍ଠିତ |    (16-Oct-2026)       ||      ଆବାସିକ ସେବାଶ୍ରମ ପାର୍ସାଲିର ପ୍ରଧାନ ସେବକ ଙ୍କୁ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା |    (16-Oct-2026)       ||      4ପରିବାର ର 9ବଖରା ଘର ଭୟାବହ ଅଗ୍ନି କାଣ୍ଡରେ ଭଶ୍ମିଭୁତ |    (16-Oct-2026)       ||      ସେବା ସଂକଳ୍ପ ଅଭିଯାନ ଅନ୍ତର୍ଗତ ଦିବ୍ୟାଙ୍ଗ ସହାୟତା କାର୍ଯ୍ୟକ୍ରମ |    (16-Oct-2026)       ||      ତାରାତାରିଣୀ ମହାବିଦ୍ୟାଳୟ ରେ ସଭାପତି ଭାବେ ଜିତେନ୍ଦ୍ର କୁମାର ପଣ୍ଡା ଓ ଉପସଭାପତି ହେଲେ ଶୁଭଙ୍କର ସାହୁ |    (15-Oct-2026)       ||      ପୂଜାରୀ ଗୁଡାରେ ବ୍ଳକ ସ୍ତରୀୟ ଶିଶୁ ମହୋତ୍ସସୁରଭି -2026 ଅନୁଷ୍ଠିତ ||ବ    (15-Oct-2026)       ||      ସ୍ୱଚ୍ଛ ଓ ତ୍ରୁଟି ଶୂନ୍ୟ ଭୋଟର ତାଲିକା ପଞ୍ଚାୟତ ନିର୍ବାଚନ ପୂର୍ବରୁ ପ୍ରସ୍ତୁତି ପାଇଁ ତାଲିମ ଅନୁଷ୍ଠିତ |   (15-Oct-2026)       ||      ଶିଶୁ ମହୋତ୍ସବ ସୁରଭି କାର୍ଯ୍ୟକ୍ରମ ଚଢ଼େୟା ପଡା ଠାରେ ଅନୁଷ୍ଠିତ |   (15-Oct-2026)       ||      ବେଗୁନିଆପଡା ବିଜେପି ମଣ୍ଡଳ ତରଫରୁ ରକ୍ତଦାନ ଶିବିର ଅନୁଷ୍ଠିତ |   (15-Oct-2026)       ||      ପୋଲସରା ବିଜ୍ଞାନ ମହାବିଦ୍ୟାଳୟ ରେ ଛାତ୍ର ସଂସଦ ନିର୍ବାଚନ ଫଳ ଘୋଷିତ |   (15-Oct-2026)       ||      ମିଳିତ ଉଦ୍ୟଗୋ ରେ ଖଲ୍ଲିକୋଟ ରେଡକ୍ଟର ଅବଦୁଲ କଲାମ ଙ୍କ 95ତମ ଜୟନ୍ତୀ ପାଳିତ |   (15-Oct-2026)       ||      ବହୁଦିନର ଦାବିକୁ ସାକାର କଲେ ଖଲ୍ଲିକୋଟ ଏନଏସି ଅଧିକାରୀ ଜଗନ୍ନାଥ ମଦିର ରେ ଆଠଗୋଟି ଏଲଇଡ଼ି ଲାଇଟ ଲଗାଇ |    (15-Oct-2026)       ||     

ଉତ୍କଳ ସମ୍ମିଳନୀ କନ୍ଧମାଳ ଶାଖାର ସାଧାରଣ ଅଧିବେସନ ଓ ନୂତନ କର୍ମକର୍ତ୍ତା ନିର୍ବାଚନ |

18-Oct-2025

ଉତ୍କଳ ସମ୍ମିଳନୀ କନ୍ଧମାଳ ଶାଖାର ସାଧାରଣ ଅଧିବେଶନ ଓ ନୂତନ କର୍ମକର୍ତ୍ତା ନିର୍ବାଚନ ,

ଓଡିଶା ଜନମତ,ବାଲିଗୁଡା,

ସଞ୍ଜୟ କୁମାର ପାଣିଗ୍ରାହୀ, ତା, ୧୮/୧୦:  

କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଉତ୍କଳ ସମ୍ମିଳନୀ କନ୍ଧମାଳ ଶାଖାର ସାଧାରଣ ଅଧିବେଶନ ଓ ନୂତନ କର୍ମକର୍ତ୍ତା ନିର୍ବାଚନ ସ୍ଥାନୀୟ ଗୁଣ୍ଡିଚା ମନ୍ଦିର ପରିସରରେ ଶାଖାର ସଭାପତି କୌଶିକ ସାହୁ ଙ୍କ ସଭାପତିତ୍ୱ ରେ ଅନୁଷ୍ଠିତ ହୋଇଯାଇଛି l ଏଥିରେ କନ୍ଧମାଳ ଜିଲ୍ଲାର ବିଭିନ୍ନ ପ୍ରାନ୍ତରରୁ ସଦସ୍ୟ, ସଦସ୍ୟା ଗଣ ଉପସ୍ଥିତ ରହି ସର୍ବସମ୍ମତି କ୍ରମେ କର୍ମକର୍ତ୍ତା ନିର୍ବାଚନ କରାଯାଇଥିଲା l ଏଥିରେ ସଭାପତି ଭାବେ କୌଶିକ ସାହୁ, ଉପସଭାପତି ଭାବେ ଡ଼.ମଧୁସୂଦନ ମହାପାତ୍ର, ସମ୍ପାଦକ ଭାବେ ପ୍ରହଲ୍ଲାଦ ପ୍ରସାଦ ଲେଙ୍କା, ସହ ସମ୍ପାଦକ ଭାବେ ରବିନ୍ଦ୍ର କୁମାର ପଣ୍ଡା, କୋଷାଧକ୍ଷ ଭାବେ ଜୟହର ମହାନ୍ତି,ଏବଂ ପାରିଷଦ ସଦସ୍ୟ, ସଦସ୍ୟା ଭାବେ ବିଭୁତି ଭୂଷଣ ଆଚାର୍ଯ୍ୟ, ଶ୍ରୀମତୀ ଦିପ୍ତିମୟୀ ରଥ, ରବୀନ୍ଦ୍ର ନାଥ ରଥ, ରାଜ କିଶୋର ସାହୁ, ମନ୍ମଥ କୁମାର ରାଉଳ, ବିଜୟ କୁମାର ପଟ୍ଟନାୟକ, କାହ୍ନୁ ଚରଣ ଶତପଥି, ଶରତ ଚନ୍ଦ୍ର ମହାନ୍ତି, ସୋମନାଥ ସାହୁ, ରବୀନ୍ଦ୍ର କୁମାର ମିଶ୍ର ଏବଂ  ବିଭୁତି ଭୂଷଣ ଆଚାର୍ଯ୍ୟ, କେନ୍ଦ୍ରୀୟ କମିଟିର ସଭ୍ୟ ରହିବା ପାଇଁ ସର୍ବସମ୍ମତି କ୍ରମେ ସ୍ଥିର କରାଯାଇଥିଲା l

News Comment

You Might Also Like

BACK TO TOP