Breaking News

ସର୍ପ ଦଂଶନ ଯୋଗୁଁ ଯୁବ ଚାଷୀ ମୃତ ||   (16-Oct-2026)       ||      ଚମାଖଣ୍ଡି ହାଇସ୍କୁଲ ସାମ୍ନା ରେ ଦୁର୍ଘଟଣାରେ ଜଣେ ମୃତ ସହିତ 10ରୁ ଅଧିକ ବ୍ୟକ୍ତି ଆହାତ ||   (16-Oct-2026)       ||      ବେଢ଼ ଉଚ୍ଚ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -26 ଅନୁଷ୍ଠିତ |   (16-Oct-2026)       ||      ସମଲ ଉଚ୍ଚବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026 ଅନୁଷ୍ଠିତ |   (16-Oct-2026)       ||      ଛାତ୍ର ସଂସଦ ନିର୍ବାଚନ ରେ କୋଦଳା କଲେଜରେ ବିଜେଡି ଛାତ୍ର ଙ୍କ ବାଜିମାତ |   (16-Oct-2026)       ||      ମହିଳାଙ୍କ ଆର୍ଥିକ ସଶକ୍ତି କରଣ ନିମନ୍ତେ ଛତୁ ଚାଷ ତାଲିମ ଓ କର୍ମଶାଳା ଅନୁଷ୍ଠିତ |    (16-Oct-2026)       ||      ଆବାସିକ ସେବାଶ୍ରମ ପାର୍ସାଲିର ପ୍ରଧାନ ସେବକ ଙ୍କୁ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା |    (16-Oct-2026)       ||      4ପରିବାର ର 9ବଖରା ଘର ଭୟାବହ ଅଗ୍ନି କାଣ୍ଡରେ ଭଶ୍ମିଭୁତ |    (16-Oct-2026)       ||      ସେବା ସଂକଳ୍ପ ଅଭିଯାନ ଅନ୍ତର୍ଗତ ଦିବ୍ୟାଙ୍ଗ ସହାୟତା କାର୍ଯ୍ୟକ୍ରମ |    (16-Oct-2026)       ||      ତାରାତାରିଣୀ ମହାବିଦ୍ୟାଳୟ ରେ ସଭାପତି ଭାବେ ଜିତେନ୍ଦ୍ର କୁମାର ପଣ୍ଡା ଓ ଉପସଭାପତି ହେଲେ ଶୁଭଙ୍କର ସାହୁ |    (15-Oct-2026)       ||      ପୂଜାରୀ ଗୁଡାରେ ବ୍ଳକ ସ୍ତରୀୟ ଶିଶୁ ମହୋତ୍ସସୁରଭି -2026 ଅନୁଷ୍ଠିତ ||ବ    (15-Oct-2026)       ||      ସ୍ୱଚ୍ଛ ଓ ତ୍ରୁଟି ଶୂନ୍ୟ ଭୋଟର ତାଲିକା ପଞ୍ଚାୟତ ନିର୍ବାଚନ ପୂର୍ବରୁ ପ୍ରସ୍ତୁତି ପାଇଁ ତାଲିମ ଅନୁଷ୍ଠିତ |   (15-Oct-2026)       ||      ଶିଶୁ ମହୋତ୍ସବ ସୁରଭି କାର୍ଯ୍ୟକ୍ରମ ଚଢ଼େୟା ପଡା ଠାରେ ଅନୁଷ୍ଠିତ |   (15-Oct-2026)       ||      ବେଗୁନିଆପଡା ବିଜେପି ମଣ୍ଡଳ ତରଫରୁ ରକ୍ତଦାନ ଶିବିର ଅନୁଷ୍ଠିତ |   (15-Oct-2026)       ||      ପୋଲସରା ବିଜ୍ଞାନ ମହାବିଦ୍ୟାଳୟ ରେ ଛାତ୍ର ସଂସଦ ନିର୍ବାଚନ ଫଳ ଘୋଷିତ |   (15-Oct-2026)       ||      ମିଳିତ ଉଦ୍ୟଗୋ ରେ ଖଲ୍ଲିକୋଟ ରେଡକ୍ଟର ଅବଦୁଲ କଲାମ ଙ୍କ 95ତମ ଜୟନ୍ତୀ ପାଳିତ |   (15-Oct-2026)       ||      ବହୁଦିନର ଦାବିକୁ ସାକାର କଲେ ଖଲ୍ଲିକୋଟ ଏନଏସି ଅଧିକାରୀ ଜଗନ୍ନାଥ ମଦିର ରେ ଆଠଗୋଟି ଏଲଇଡ଼ି ଲାଇଟ ଲଗାଇ |    (15-Oct-2026)       ||      ବରଗଡ଼ ରେ ନୂତନ ଭୋଟର ପଞ୍ଜିକରଣ ପାଇଁ 4,014 ଆବେଦନ ଗ୍ରହଣ ||   (15-Oct-2026)       ||      ପଦ୍ମପୁର ପିଏମ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ କୁ ଉଚ୍ଚ ଶିକ୍ଷା ଅଧିକାରୀ ଙ୍କ ପରିଦର୍ଶନ ||   (15-Oct-2026)       ||      ପୋଲସରା ଏ 1 - ଗ୍ରେଡ଼ ଆଶାଇ ଛାତ୍ର, ଛାତ୍ରୀ ଙ୍କ ଦୁଇ ଦିବସିୟ ଦକ୍ଷତା ବୃଦ୍ଧି କର୍ମଶାଳା ଅନୁଷ୍ଠିତ |   (14-Oct-2026)       ||     

ଦକ୍ଷିଣ ପୁର ପଦରବାଲୀ ଠାରେ ମାସିକ କ୍ଲଷ୍ଟର ସ୍ତରୀୟ ବୈଠକ ଅନୁଷ୍ଠିତ |

19-Oct-2025

ମାସିକ କ୍ଲଷ୍ଟର ସ୍ତରୀୟ ବୈଠକ ଅନୁଷ୍ଠିତ,

ଓଡିଶ ଜନମତ, ବ୍ରହ୍ମ ପୁର, କୈଳାଶ ଚନ୍ଦ୍ର ଚୌଧୁରୀ 

ଦକ୍ଷିଣପୁର କ୍ଲଷ୍ଟରସ୍ଥ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପଦରବାଲୀ ଠାରେ ମାସିକ କ୍ଲଷ୍ଟର ଲେବେଲ ବୈଠକ ଅନୁଷ୍ଠିତ ହୋଇଛି । ଏହି ବୈଠକ ରେ ଲାଞ୍ଜିଆ ସମିତି ସଭ୍ୟ ତଥା ଏହି ଅଂଚଳର ବିଶିଷ୍ଟ ଶିକ୍ଷାବିତ୍ ଶ୍ରୀଯୁକ୍ତ କାହ୍ନୁ ଚରଣ ପାତ୍ର ନିମନ୍ତ୍ରିତ ଅଥିତୀ ଭାବରେ ଯୋଗଦେଇ କାର୍ଯ୍ୟକ୍ରମକୁ ଶୁଭାରମ୍ବ କରିଥିଲେ । ଦକ୍ଷିଣପୁର କ୍ଲଷ୍ଟର ର ୧୨ଟି ବିଦ୍ୟାଳୟ ପ୍ରଧାନ ଶିକ୍ଷୟତ୍ରୀ ଓ ଏଫ.ଏଲ.ଏନ ଶିକ୍ଷକ ଶିକ୍ଷୟତ୍ରୀ ମାନେ ଯୋଗଦେଇଥିଲେ । ଆମ୍ବଗଡ ବିଦ୍ୟାଳୟର ସୁନିତା ସାହୁ ଓ ଜନତା ସାହୁ, ଗୁଣ୍ଠବନ୍ଧ ବିଦ୍ୟାଳୟର ସୁଜାତା କୁମାରୀ ସାହୁ ଓ ରୁନୁ ବରଡ,ଦକ୍ଷିଣ ପୁର ବିଦ୍ୟାଳୟ ଏ. ପୁଷ୍ପଲତା ଓ ମନୀଷା ବଡମୁଣ୍ଡି, ଲାଞ୍ଜିଆ ବିଦ୍ୟାଳୟର ନମିତା ମହାରଣା ଓ ରଞ୍ଜୁଲତା ପଟ୍ଟନାୟକ, ବାଳକୃଷ୍ଣପୁର ବିଦ୍ୟାଳୟର ଶଶୀରେଖା ମଲ୍ଲିକ ଓ କଲ୍ୟାଣୀ ତ୍ରୀପାଠୀ, ଭେନୁ ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ଅଳକା ମିଶ୍ର ଓ ଦେବକୀ ମଳିକ, ଭଗବାନପୁର ବିଦ୍ୟାଳୟର କନକଲତା ମହାନ୍ତି ଓ ଶିବାନନ୍ଦ ସାହୁ, ବୁଦାଲୁଣ୍ଡି ବିଦ୍ୟାଳୟର ମହାଲକ୍ଷ୍ମୀ କର , ବାଘଝରି ବିଦ୍ୟାଳୟର ସରସ୍ବତୀ ଅlଚାରୀ, ବିରିବାଡିଆ ବିଦ୍ୟାଳୟର ସୋମିୟ ରଞ୍ଜନ ଦାସ, ତଳକୂମ୍ଭାଝରି ର ସୁଶ୍ରୀ ସଂଗୀତା ପାତ୍ର ଓ ଏସ.ଏସ କୁମ୍ଭାଝରି ର ପି. ନରସିଂହ ଯୋଗ ଦେଇଥିଲେ । କ୍ଲଷ୍ଟର ସି ଆର୍ ସି ସି ଦୁଷ୍ମନ୍ତ କୁମାର ପଟ୍ଟନାୟକ ବୈଠକକୁ ପରିଚାଳନା କରିଥିଲେ।

News Comment

You Might Also Like

BACK TO TOP