Breaking News

ମହିଳାଙ୍କ ଆର୍ଥିକ ସଶକ୍ତି କରଣ ନିମନ୍ତେ ଛତୁ ଚାଷ ତାଲିମ ଓ କର୍ମଶାଳା ଅନୁଷ୍ଠିତ |    (16-Oct-2026)       ||      ଆବାସିକ ସେବାଶ୍ରମ ପାର୍ସାଲିର ପ୍ରଧାନ ସେବକ ଙ୍କୁ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା |    (16-Oct-2026)       ||      4ପରିବାର ର 9ବଖରା ଘର ଭୟାବହ ଅଗ୍ନି କାଣ୍ଡରେ ଭଶ୍ମିଭୁତ |    (16-Oct-2026)       ||      ସେବା ସଂକଳ୍ପ ଅଭିଯାନ ଅନ୍ତର୍ଗତ ଦିବ୍ୟାଙ୍ଗ ସହାୟତା କାର୍ଯ୍ୟକ୍ରମ |    (16-Oct-2026)       ||      ତାରାତାରିଣୀ ମହାବିଦ୍ୟାଳୟ ରେ ସଭାପତି ଭାବେ ଜିତେନ୍ଦ୍ର କୁମାର ପଣ୍ଡା ଓ ଉପସଭାପତି ହେଲେ ଶୁଭଙ୍କର ସାହୁ |    (15-Oct-2026)       ||      ପୂଜାରୀ ଗୁଡାରେ ବ୍ଳକ ସ୍ତରୀୟ ଶିଶୁ ମହୋତ୍ସସୁରଭି -2026 ଅନୁଷ୍ଠିତ ||ବ    (15-Oct-2026)       ||      ସ୍ୱଚ୍ଛ ଓ ତ୍ରୁଟି ଶୂନ୍ୟ ଭୋଟର ତାଲିକା ପଞ୍ଚାୟତ ନିର୍ବାଚନ ପୂର୍ବରୁ ପ୍ରସ୍ତୁତି ପାଇଁ ତାଲିମ ଅନୁଷ୍ଠିତ |   (15-Oct-2026)       ||      ଶିଶୁ ମହୋତ୍ସବ ସୁରଭି କାର୍ଯ୍ୟକ୍ରମ ଚଢ଼େୟା ପଡା ଠାରେ ଅନୁଷ୍ଠିତ |   (15-Oct-2026)       ||      ବେଗୁନିଆପଡା ବିଜେପି ମଣ୍ଡଳ ତରଫରୁ ରକ୍ତଦାନ ଶିବିର ଅନୁଷ୍ଠିତ |   (15-Oct-2026)       ||      ପୋଲସରା ବିଜ୍ଞାନ ମହାବିଦ୍ୟାଳୟ ରେ ଛାତ୍ର ସଂସଦ ନିର୍ବାଚନ ଫଳ ଘୋଷିତ |   (15-Oct-2026)       ||      ମିଳିତ ଉଦ୍ୟଗୋ ରେ ଖଲ୍ଲିକୋଟ ରେଡକ୍ଟର ଅବଦୁଲ କଲାମ ଙ୍କ 95ତମ ଜୟନ୍ତୀ ପାଳିତ |   (15-Oct-2026)       ||      ବହୁଦିନର ଦାବିକୁ ସାକାର କଲେ ଖଲ୍ଲିକୋଟ ଏନଏସି ଅଧିକାରୀ ଜଗନ୍ନାଥ ମଦିର ରେ ଆଠଗୋଟି ଏଲଇଡ଼ି ଲାଇଟ ଲଗାଇ |    (15-Oct-2026)       ||      ବରଗଡ଼ ରେ ନୂତନ ଭୋଟର ପଞ୍ଜିକରଣ ପାଇଁ 4,014 ଆବେଦନ ଗ୍ରହଣ ||   (15-Oct-2026)       ||      ପଦ୍ମପୁର ପିଏମ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ କୁ ଉଚ୍ଚ ଶିକ୍ଷା ଅଧିକାରୀ ଙ୍କ ପରିଦର୍ଶନ ||   (15-Oct-2026)       ||      ପୋଲସରା ଏ 1 - ଗ୍ରେଡ଼ ଆଶାଇ ଛାତ୍ର, ଛାତ୍ରୀ ଙ୍କ ଦୁଇ ଦିବସିୟ ଦକ୍ଷତା ବୃଦ୍ଧି କର୍ମଶାଳା ଅନୁଷ୍ଠିତ |   (14-Oct-2026)       ||      ଗୁରୁଜଙ୍ଗ ଏମ ପି ଏଲ -1-କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ "ସୁରଭି `ଅନୁଷ୍ଠିତ ||   (14-Oct-2026)       ||      ଚୋରା ଚାଲାଣ ବେଳେ ବାଲି, ମୋରମ ବୋଝେଇ 7ଗୋଟି ଗାଡି ଜବତ ଓ ଡ୍ରାଇଭର ଗିରଫ ||   (14-Oct-2026)       ||      ବିଦ୍ୟୁତ ଆଘାତରେ ଚାଷୀର ମୃତ୍ୟୁ |    (14-Oct-2026)       ||      କବିସୂର୍ଯ୍ୟ ନଗରନିର୍ବାଚନ ମଣ୍ଡଳି ବିଜୁ ଜନତା ଦଳ ସକ୍ରିୟ |    (13-Oct-2026)       ||      ଦାରିଙ୍ଗବାଡି ରେ ଚୋରି ଓ ଅପରାଧୀର ଗୁମର ଖୋଲିବ ସିସି ଟିଭି |   (13-Oct-2026)       ||     

ରମ୍ଭା ସହର ରେ ଥିବା ବାଣ ଦୋକାନ ରେ ଲାଗିଗଲା ନିଆଁ, ଲକ୍ଷାଧିକ ଟଙ୍କାର ବଣ ପୋଡି ପାଉଁଶ |

20-Oct-2025

ରମ୍ଭା ସହରରେ ଜଳିଗଲା ୨ ବାଣ ଦୋକାନ, ନିଆଁକୁ ଆୟତ୍ତ କଲା ଅଗ୍ନିଶମ ବାହିନୀ 

   ଓଡିଶା ଜନ ମତ  ବ୍ୟୁରୋ, 

ଗଞ୍ଜାମ ଜିଲ୍ଲା ରମ୍ଭା ସହରରେ ଅଘଟଣ। ନିଆଁ ଲାଗି ପୋଡି ପାଉଁଶ ହୋଇଗଲା ୨ ଗୋଟି ବାଣ ଦୋକାନ ।
ରବିବାର ଅପରାହ୍ନ ୪ ଘଣ୍ଟା ସମୟରେ ରମ୍ଭା ସହରରେ ଥିବା ୨ଟି ବାଣ ଦୋକାନ ଜଳି ପୋଡ଼ି ପାଉଁଶ ହୋଇଯାଇଛି। 
ନିଆଁ ଲାଗିବାର କାରଣ ଅସ୍ପଷ୍ଟ ରହିଛି। ଘଟଣାସ୍ଥଳରେ ଦମକଳ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି।  ଦୀପାବଳୀ ପାଇଁ ରମ୍ଭା ରେ ହୋଇଥିବା ୩ଟି ବାଣ ଦୋକାନ ରୁ ଦୁଇଟି ଦୋକାନରେ ରେ ନିଆଁ ଲାଗି ଜଳି ଯାଇଥିବା ସୂଚନା ମିଳିଛି। 
ଦୋକାନ ପାଇଁ ଆଣିଥିବା ବିଦ୍ୟୁତ ସର୍ଟ ସର୍କିଟ ନିଆଁ ଲାଗିଥିବା ଅନୁମାନ କରାଯାଉଛି। ବହୁ ଟଙ୍କାର ବାଣ ନଷ୍ଟ ହୋଇଥିବା ବେଳେ କୌଣସି ଲୋକଙ୍କ କ୍ଷତି ହୋଇନାହିଁ। 
ନିଆଁ କୁ ଆୟତ କରିଛି ରମ୍ଭା ଅଗ୍ନିଶମ ବିଭାଗ।

News Comment

You Might Also Like

BACK TO TOP