Breaking News

ସେବା ସଂକଳ୍ପ ଅଭିଯାନ ଅନ୍ତର୍ଗତ ଦିବ୍ୟାଙ୍ଗ ସହାୟତା କାର୍ଯ୍ୟକ୍ରମ |    (16-Oct-2026)       ||      ତାରାତାରିଣୀ ମହାବିଦ୍ୟାଳୟ ରେ ସଭାପତି ଭାବେ ଜିତେନ୍ଦ୍ର କୁମାର ପଣ୍ଡା ଓ ଉପସଭାପତି ହେଲେ ଶୁଭଙ୍କର ସାହୁ |    (15-Oct-2026)       ||      ପୂଜାରୀ ଗୁଡାରେ ବ୍ଳକ ସ୍ତରୀୟ ଶିଶୁ ମହୋତ୍ସସୁରଭି -2026 ଅନୁଷ୍ଠିତ ||ବ    (15-Oct-2026)       ||      ସ୍ୱଚ୍ଛ ଓ ତ୍ରୁଟି ଶୂନ୍ୟ ଭୋଟର ତାଲିକା ପଞ୍ଚାୟତ ନିର୍ବାଚନ ପୂର୍ବରୁ ପ୍ରସ୍ତୁତି ପାଇଁ ତାଲିମ ଅନୁଷ୍ଠିତ |   (15-Oct-2026)       ||      ଶିଶୁ ମହୋତ୍ସବ ସୁରଭି କାର୍ଯ୍ୟକ୍ରମ ଚଢ଼େୟା ପଡା ଠାରେ ଅନୁଷ୍ଠିତ |   (15-Oct-2026)       ||      ବେଗୁନିଆପଡା ବିଜେପି ମଣ୍ଡଳ ତରଫରୁ ରକ୍ତଦାନ ଶିବିର ଅନୁଷ୍ଠିତ |   (15-Oct-2026)       ||      ପୋଲସରା ବିଜ୍ଞାନ ମହାବିଦ୍ୟାଳୟ ରେ ଛାତ୍ର ସଂସଦ ନିର୍ବାଚନ ଫଳ ଘୋଷିତ |   (15-Oct-2026)       ||      ମିଳିତ ଉଦ୍ୟଗୋ ରେ ଖଲ୍ଲିକୋଟ ରେଡକ୍ଟର ଅବଦୁଲ କଲାମ ଙ୍କ 95ତମ ଜୟନ୍ତୀ ପାଳିତ |   (15-Oct-2026)       ||      ବହୁଦିନର ଦାବିକୁ ସାକାର କଲେ ଖଲ୍ଲିକୋଟ ଏନଏସି ଅଧିକାରୀ ଜଗନ୍ନାଥ ମଦିର ରେ ଆଠଗୋଟି ଏଲଇଡ଼ି ଲାଇଟ ଲଗାଇ |    (15-Oct-2026)       ||      ବରଗଡ଼ ରେ ନୂତନ ଭୋଟର ପଞ୍ଜିକରଣ ପାଇଁ 4,014 ଆବେଦନ ଗ୍ରହଣ ||   (15-Oct-2026)       ||      ପଦ୍ମପୁର ପିଏମ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ କୁ ଉଚ୍ଚ ଶିକ୍ଷା ଅଧିକାରୀ ଙ୍କ ପରିଦର୍ଶନ ||   (15-Oct-2026)       ||      ପୋଲସରା ଏ 1 - ଗ୍ରେଡ଼ ଆଶାଇ ଛାତ୍ର, ଛାତ୍ରୀ ଙ୍କ ଦୁଇ ଦିବସିୟ ଦକ୍ଷତା ବୃଦ୍ଧି କର୍ମଶାଳା ଅନୁଷ୍ଠିତ |   (14-Oct-2026)       ||      ଗୁରୁଜଙ୍ଗ ଏମ ପି ଏଲ -1-କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ "ସୁରଭି `ଅନୁଷ୍ଠିତ ||   (14-Oct-2026)       ||      ଚୋରା ଚାଲାଣ ବେଳେ ବାଲି, ମୋରମ ବୋଝେଇ 7ଗୋଟି ଗାଡି ଜବତ ଓ ଡ୍ରାଇଭର ଗିରଫ ||   (14-Oct-2026)       ||      ବିଦ୍ୟୁତ ଆଘାତରେ ଚାଷୀର ମୃତ୍ୟୁ |    (14-Oct-2026)       ||      କବିସୂର୍ଯ୍ୟ ନଗରନିର୍ବାଚନ ମଣ୍ଡଳି ବିଜୁ ଜନତା ଦଳ ସକ୍ରିୟ |    (13-Oct-2026)       ||      ଦାରିଙ୍ଗବାଡି ରେ ଚୋରି ଓ ଅପରାଧୀର ଗୁମର ଖୋଲିବ ସିସି ଟିଭି |   (13-Oct-2026)       ||      ବର୍ତ୍ତିନି ଆଞ୍ଚଳିକ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି --2026 ଅନୁଷ୍ଠିତ |   (13-Oct-2026)       ||      ଗଜଲକ୍ଷ୍ମୀ ପୂଜା ପାଇଁ ଶିକର ପାଇ ରେ ଶୁଭ ଖୁଣ୍ଟି ସ୍ଥାପନ |    (13-Oct-2026)       ||      ସାମ୍ବାଦିକ ମାନଙ୍କୁ ଧମକ ଦେବ ଅଭିଯୋଗ ରେ ଏସପି ଙ୍କୁ ସ୍ମାରକ ପତ୍ର ଦେଲେ ସାମ୍ବାଦିକ ମାନେ |    (13-Oct-2026)       ||     

ତୁଳସୀ କ୍ଷେତ୍ର ରେ ଆଗାମୀ ପଞ୍ଚୁକ ନିମନ୍ତେ ହବିଷ୍ୟାଳୀ ଙ୍କ ପାଈଁ ପ୍ରସ୍ତୁତି ବୈଠକ |

20-Oct-2025

ବଳଦେବଜି ମନ୍ଦିର ରେ ହବିଷ୍ୟାଳି ଙ୍କ ପଞ୍ଚୁକ ବ୍ରତ ପାଳନ  ନିମନ୍ତେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ,

     ଓଡିଶା ଜନ ମତ ବ୍ୟୁରୋ,

ଓଡ଼ିଶାରେ ତୁଳସୀ କ୍ଷେତ୍ର ରୂପେ ପରିଚିତ  କେନ୍ଦ୍ରାପଡ଼ା ରେ ଅବସ୍ତିତ ବଳଦେବ ଜୀଉ ମନ୍ଦିର ରେ କାର୍ତ୍ତିକ ମାସ ଉପଲକ୍ଷେ  ହବିଷ୍ୟାଳି ଙ୍କ ନିମନ୍ତେ  ଆଗକୁ  ପଞ୍ଚୁକ ବ୍ରତ ଥିବାରୁ ସେଥି ପାଈଁ  ଗରାପୁର ସ୍ଥିତ ଶିବାନନ୍ଦ ଆଶ୍ରମପରିସର ରେ  ଶ୍ରୀମା ସ୍ୱାମୀ ଦିବ୍ୟ ସ୍ୱରୂପାନନ୍ଦ ସରସ୍ବତୀ ଙ୍କ ଅଧକ୍ଷତା ରେ ଏବଂ ଜିଲ୍ଲା ର ବିଜେପି ନେତୃବୃନ୍ଦ ଙ୍କ ଉପସ୍ଥିତି ରେ ଏକ ପ୍ରସ୍ତୁତି ବୈଠକ  ଅନୁଷ୍ଠିତ ହୋଇ ଯାଇଛି |  ଚଳିତ ଅକ୍ଟୋବର ମାସ ୩୧ତାରିଖ ଠାରୁ ନଭେ ନଭେମ୍ବରମାସ ୫ ତାରିଖ ପର୍ଯ୍ୟନ୍ତ ତୁଳସୀ କ୍ଷେତ୍ରରେ ଏହି ବ୍ରତ ପାଳନ କରାଯିବ। ଶ୍ରୀବଳଦେବଜୀଉଙ୍କ ଯାତ୍ରୀ ନିବାସରେ  ହବିଷ୍ୟାଳମାନଙ୍କ ପାଇଁ କାର୍ତ୍ତିକ ପଞ୍ଚୁକ ବ୍ରତ ପାଳନ ଅବସର ରେ ଦୈନିକ ବି ଭି ନ୍ନ ସାଧୁ ସନ୍ଥ ମାନଙ୍କ ଦ୍ଵାରା ଆଧ୍ୟାତ୍ମିକ ବଚନ, ଆଲୋଚନା ଚକ୍ର ଓ ସଂକୀର୍ତ୍ତନ  କରାଯିବାକୁ ନିଷ୍ପତ୍ତି ଗ୍ରହଣ କରାଯାଇ ଥିଲା। ଏଥି ପାଇଁ ଆବଶ୍ୟକ ପ୍ରସ୍ତୁତି କିଭଳି କରାଯିବ ‌ ସେଥୁନିମନ୍ତେ ଯଥାଯଥ  ଭାବେ କାର୍ତ୍ତିକପଞ୍ଚୁକ ବ୍ରତ ବିଧ ମୁତାବକ ପାଳନ ପାଇଁ କାର୍ଯ୍ୟସୂଚୀ ପ୍ରସ୍ତୁତ କରାଯାଇଥିଲା।
ପ୍ରସ୍ତୁତି  ବୈଠକରେ ଜିଲ୍ଲା ପରିଷଦ ସଭାପ ପତି ଲିଲିତା ଦାସ, ଜିଲ୍ଲା ବିଜେପି ସଭାପତି ଶଶାଙ୍କ ଶେଖର ସେଠୀ,  ବିଜେପି ନେତ୍ରୀ ଗିତାଞ୍ଜଳୀ ସେଠୀ, ଅଭି ମନ୍ୟୁ ଗୋଛାୟତ, ଗୋଲଖ ଚନ୍ଦ୍ର ବେହେରା, ଅମୀୟ ପଣ୍ଡା, ବଳଦେବ ସେନାର ସଭାପତି ପପୁନ ସ୍ଵାଇଁ, ସେନାର ସମ୍ପାଦକ ଓ ଅନ୍ୟ ସଦସ୍ୟ ମାନେ, ଦ୍ରୌପଦୀ ରାଉତ, ରୀତାଞ୍ଜଳି ନାଥ, ପାର୍ବତୀ ବେହେରା ପ୍ରମୁଖ ଯୋଗଦେଇ ଆଲୋଚନାରେ ଅଂଶଗ୍ରହଣ କରିଥିଲେ। ଏସମ୍ପର୍କରେ କର୍ମ କର୍ତ୍ତାମାନେ ଜିଲ୍ଲାପାଳଙ୍କ ସହ କଥାବାର୍ତ୍ତା ହୋଇଥ୍ବା ପ୍ରକାଶ କରିଥିଲେ । ବ୍ରହ୍ମଚାରୀ ନୃସିଂହ ନାଥ ଶେଷରେ ଧନ୍ୟବାଦ ଅର୍ପଣ କରିଥିଲେ । ତୁଳସୀ କ୍ଷେତ୍ର ରେ ରହି କାର୍ତ୍ତିକ ପଞ୍ଚୁକ ବ୍ରତ ପାଳନ କରି ବାକୁ ଚାହୁଁ ଥି ବା ମାଆ ମାନେ ଯଥାଶୀଘ୍ର ଗରାପୁର ଶିବାନନ୍ଦ ଆଶ୍ରମ  ସହିତ ଯୋଗାଯୋଗ କରିବାକୁ ଆଶ୍ରମ ପକ୍ଷରୁ  ନିବେଦନ କରା ଯାଇଛି |

News Comment

You Might Also Like

BACK TO TOP