Breaking News

ତାରାତାରିଣୀ ମହାବିଦ୍ୟାଳୟ ରେ ସଭାପତି ଭାବେ    (15-Oct-2026)       ||      ପୂଜାରୀ ଗୁଡାରେ ବ୍ଳକ ସ୍ତରୀୟ ଶିଶୁ ମହୋତ୍ସସୁରଭି -2026 ଅନୁଷ୍ଠିତ ||ବ    (15-Oct-2026)       ||      ସ୍ୱଚ୍ଛ ଓ ତ୍ରୁଟି ଶୂନ୍ୟ ଭୋଟର ତାଲିକା ପଞ୍ଚାୟତ ନିର୍ବାଚନ ପୂର୍ବରୁ ପ୍ରସ୍ତୁତି ପାଇଁ ତାଲିମ ଅନୁଷ୍ଠିତ |   (15-Oct-2026)       ||      ଶିଶୁ ମହୋତ୍ସବ ସୁରଭି କାର୍ଯ୍ୟକ୍ରମ ଚଢ଼େୟା ପଡା ଠାରେ ଅନୁଷ୍ଠିତ |   (15-Oct-2026)       ||      ବେଗୁନିଆପଡା ବିଜେପି ମଣ୍ଡଳ ତରଫରୁ ରକ୍ତଦାନ ଶିବିର ଅନୁଷ୍ଠିତ |   (15-Oct-2026)       ||      ପୋଲସରା ବିଜ୍ଞାନ ମହାବିଦ୍ୟାଳୟ ରେ ଛାତ୍ର ସଂସଦ ନିର୍ବାଚନ ଫଳ ଘୋଷିତ |   (15-Oct-2026)       ||      ମିଳିତ ଉଦ୍ୟଗୋ ରେ ଖଲ୍ଲିକୋଟ ରେଡକ୍ଟର ଅବଦୁଲ କଲାମ ଙ୍କ 95ତମ ଜୟନ୍ତୀ ପାଳିତ |   (15-Oct-2026)       ||      ବହୁଦିନର ଦାବିକୁ ସାକାର କଲେ ଖଲ୍ଲିକୋଟ ଏନଏସି ଅଧିକାରୀ ଜଗନ୍ନାଥ ମଦିର ରେ ଆଠଗୋଟି ଏଲଇଡ଼ି ଲାଇଟ ଲଗାଇ |    (15-Oct-2026)       ||      ବରଗଡ଼ ରେ ନୂତନ ଭୋଟର ପଞ୍ଜିକରଣ ପାଇଁ 4,014 ଆବେଦନ ଗ୍ରହଣ ||   (15-Oct-2026)       ||      ପଦ୍ମପୁର ପିଏମ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ କୁ ଉଚ୍ଚ ଶିକ୍ଷା ଅଧିକାରୀ ଙ୍କ ପରିଦର୍ଶନ ||   (15-Oct-2026)       ||      ପୋଲସରା ଏ 1 - ଗ୍ରେଡ଼ ଆଶାଇ ଛାତ୍ର, ଛାତ୍ରୀ ଙ୍କ ଦୁଇ ଦିବସିୟ ଦକ୍ଷତା ବୃଦ୍ଧି କର୍ମଶାଳା ଅନୁଷ୍ଠିତ |   (14-Oct-2026)       ||      ଗୁରୁଜଙ୍ଗ ଏମ ପି ଏଲ -1-କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ "ସୁରଭି `ଅନୁଷ୍ଠିତ ||   (14-Oct-2026)       ||      ଚୋରା ଚାଲାଣ ବେଳେ ବାଲି, ମୋରମ ବୋଝେଇ 7ଗୋଟି ଗାଡି ଜବତ ଓ ଡ୍ରାଇଭର ଗିରଫ ||   (14-Oct-2026)       ||      ବିଦ୍ୟୁତ ଆଘାତରେ ଚାଷୀର ମୃତ୍ୟୁ |    (14-Oct-2026)       ||      କବିସୂର୍ଯ୍ୟ ନଗରନିର୍ବାଚନ ମଣ୍ଡଳି ବିଜୁ ଜନତା ଦଳ ସକ୍ରିୟ |    (13-Oct-2026)       ||      ଦାରିଙ୍ଗବାଡି ରେ ଚୋରି ଓ ଅପରାଧୀର ଗୁମର ଖୋଲିବ ସିସି ଟିଭି |   (13-Oct-2026)       ||      ବର୍ତ୍ତିନି ଆଞ୍ଚଳିକ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି --2026 ଅନୁଷ୍ଠିତ |   (13-Oct-2026)       ||      ଗଜଲକ୍ଷ୍ମୀ ପୂଜା ପାଇଁ ଶିକର ପାଇ ରେ ଶୁଭ ଖୁଣ୍ଟି ସ୍ଥାପନ |    (13-Oct-2026)       ||      ସାମ୍ବାଦିକ ମାନଙ୍କୁ ଧମକ ଦେବ ଅଭିଯୋଗ ରେ ଏସପି ଙ୍କୁ ସ୍ମାରକ ପତ୍ର ଦେଲେ ସାମ୍ବାଦିକ ମାନେ |    (13-Oct-2026)       ||      ତାଳ ପଡା ନୋଡାଲ ଉଚ୍ଚ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026ଅନୁଷ୍ଠିତ |   (13-Oct-2026)       ||     

ବାକିଗୁଡା ରେ ମା ଶ୍ୟାମା କାଳୀଙ୍କ ପୂଜା ଅନୁଷ୍ଠିତ |

21-Oct-2025

ବାଲିଗୁଡାରେ ମା`ଶ୍ୟାମା କାଳୀ ପୂଜା ଓ ଦୀପାବଳି ଉତ୍ସବ ପାଳିତ,

ଓଡିଶା ଜନ ମତ, ,ବାଲିଗୁଡା,ସଞ୍ଜୟ କୁମାର ପାଣିଗ୍ରାହୀ,

 ତା, ୨୧/୧୦: 

 କନ୍ଧମାଳ ଜିଲ୍ଲା ବାଲିଗୁଡା ତଥା ଏହାର ଆଖ ପାଖ ଅଞ୍ଚଳ ରେ ମା`ଶ୍ୟାମା କାଳୀଙ୍କ ପୂଜନୋତ୍ସବ ଓ ଦୀପଦାନ କାର୍ଯ୍ୟକ୍ରମ ମହାସମାରୋହରେ ପାଳିତ ହୋଇଯାଇଛି l ଏହି ପରିପ୍ରେକ୍ଷୀରେ କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଶ୍ରୀଶ୍ରୀଶ୍ରୀ ମା` ପାଟଖଣ୍ଡା ଦୂର୍ଗାପୂଜା ସମିତି ଆନୁକୂଲ୍ୟରେ ଅଞ୍ଚଳର ଅଧିଷ୍ଠାତ୍ରୀ ଦେବୀ ମା `ପାଟଖଣ୍ଡାଙ୍କ ମନ୍ଦିର ପରିସରରେ ଥିବା ଦୂର୍ଗା ମଣ୍ଡପରେ ବହୁ ପ୍ରତିକ୍ଷିତ ପରମ୍ପରା କୁ ପାଥେୟ କରି ଜିଲ୍ଲା ପ୍ରସିଦ୍ଧ କାଳୀପୂଜା ଓ ଦୀପଦାନ କାର୍ଯ୍ୟକ୍ରମ ଆରମ୍ଭ ହେବା ପରେ ସମଗ୍ର ଅଞ୍ଚଳ ଏକ ଧାର୍ମିକ ପରିବେଶ ସୃଷ୍ଟି କରିଛି। ଏତଦ ବ୍ୟତୀତ ବାଲିଗୁଡା ତଥା ଏହାର ଆଖ ପାଖ ବିଭିନ୍ନ କାଳୀ ଙ୍କ ଶକ୍ତି ପୀଠରେ ସୋମବାର ମଧ୍ୟ ରାତ୍ର ପରେ ରିତିନୀତି ଅନୁଯାଇ ମା’ଙ୍କ ଉପଚାର ସ୍ୱତନ୍ତ୍ର ପୂଜାର୍ଚ୍ଚନା ହୋଇଥିଲା  l ଏଥିରେ ପୂଜା କର୍ତ୍ତା ଭାବେ ରାଜକିଶୋର ଦାସ ଓ ରୁନୁଦାସ ଦମ୍ପତିଙ୍କ ସମେତ ସମଗ୍ର ଅଞ୍ଚଳ କୁ ଶୁଦ୍ଧି କରଣ କରାଯାଇଥିଲା। ବରିଷ୍ଠ ଦକ୍ଷ ପୁରୋହିତ ଭାବେ ପଣ୍ଡିତ ପିତାମ୍ବର ରଥ, ପୂର୍ଣ୍ଣ ଚନ୍ଦ୍ର ଶତପଥି ପ୍ରମୁଖ ଉପସ୍ଥିତ ରହି ପୂଜା କାର୍ଯ୍ୟକ୍ରମ ସମ୍ପାଦନା କରିଥିଲେ l ଏଥିରେ ସମିତି ର ପ୍ରମୁଖ କର୍ମକର୍ତ୍ତା ଉପସ୍ଥିତ ରହି କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ। ସେପଟେ ଆଲୋକର ପର୍ବ ଦୀପାବଳି ପାଳନ  ଅଞ୍ଚଳର ପୂରପଲ୍ଲୀ ଠୁ ଧରି ସହର ଯାଏଁ ଏହି ପର୍ବ ମହାସମାରୋହ ରେ ପାଳିତ ହୋଇଯାଇଛି l ପ୍ରତ୍ୟେକଙ୍କ ଘରେ ବଡ଼ ବଡ଼ିଆ ଙ୍କୁ ନିଜ ପରିବାର ସହ କାଉଁରିଆ କାଠି ଓ ଆଖୁ ଦେଖାଇ ପୂଜା କରୁଛି ତ ପୁଣି କିଏ ନିଜ ଘରେ ପିତୃପୁରୁଷ ଙ୍କୁ ଶ୍ରାଦ୍ଧ ଦେଉଛି ତ ପୁଣି କିଏ ବାଣ ଫୁଟାଇ ମଜା ନେଉଥିବା ଦୃଶ୍ୟ ଦେଖିବାକୁ ମିଳିଥିଲା l ସେହିପରି ମନ୍ଦିର ଠୁ ଘର ଯାଏଁ ସବୁଠି ଦୀପ ଲଗାଇ ଏହି ଉତ୍ସବ ପାଳନ ହୋଇଥିଲା l କାର୍ତ୍ତିକ ବ୍ରତଧାରୀ ମାନେ ଏହି ଦୀପାବଳି ରେ ଚଉଁରା ମୂଳ ରେ ଗୀତଗୋବିନ୍ଦ ଗାନ କରିବାର ଦେଖା ଯାଇଥିଲା l ମୋଟା ମୋଟି ଭାବରେ କହିବାକୁ ଗଲେ ଅଞ୍ଚଳ ବାସୀ ଏହି ଉତ୍ସବ କୁ ପାଳନ କରିବାକୁ ବେଶ ମସଗୁଲ ଥିବା ଦେଖିବାକୁ ମିଳିଥିଲା l

News Comment

You Might Also Like

BACK TO TOP